ଆମ ଜିଲା ଖବର

ଚିରଞ୍ଜୀବଙ୍କ ନିଲମ୍ବନ: ଯୁବ କଂଗ୍ରେସର ପ୍ରତିବାଦ

ଜଗତ୍‌ସିଂହପୁର ଅଫିସ,୧୬।୭ପୂର୍ବତନ ଜଗତ୍‌ସିଂହପୁର ବିଧାୟକ ଚିରଞ୍ଜୀବ ବିଶ୍ୱାଳଙ୍କୁ ଏଆଇସିସି (ଅଖିଳ ଭାରତ କଂଗ୍ରେସ କମିଟି) ପକ୍ଷରୁ କଂଗ୍ରେସରୁ ନିଲମ୍ବନ କରାଯିବା ପରେ ଜଗତ୍‌ସିଂହପୁର ଜିଲାରେ ରାଜନୈତିକ ଚର୍ଚ୍ଚା ଜୋର ଧରିଛି । ଏହି ନିଷ୍ପତ୍ତି ବିରୋଧରେ ଜିଲା ଯୁବ କଂଗ୍ରେସ...

କେନାଲରେ ପାଣି ନାହିଁ, ତଳି ପ୍ରଭାବିତ

ଜଗତ୍‌ସିଂହପୁର,୧୬।୭(ପ୍ରମୋଦ କୁମାର ନାୟକ)ପ୍ରତିବର୍ଷ ଜୁନ ଶେଷ ସୁଦ୍ଧା କେନାଲରେ ପାଣି ଆସିବା କଥା। କିନ୍ତୁ ଏପର୍ଯ୍ୟନ୍ତ ଜଗତ୍‌ସିଂହପୁର ଜିଲା ମାଛଗାଁ ମୁଖ୍ୟ କେନାଲର ୧୯(ଏ) ଡିଷ୍ଟ୍ରିବ୍ୟୁଟାରୀରେ ପାଣି ନାହିଁ । ଅନ୍ୟପଟେ ଚଳିତବର୍ଷ ୩୫ ପ୍ରତିଶତ କମ୍‌ ବର୍ଷା ହୋଇଛି...

ଶ୍ରାବଣରେ ବଢୁଛି କେତକୀ ଫୁଲର ଚାହିଦା

ମହାକାଳପଡ଼ା,୧୬।୭(ପ୍ରତାପ ଚନ୍ଦ୍ର ସ୍ବାଇଁ)ଶ୍ରାବଣ ମାସରେ ମହାଦେବଙ୍କ ମସ୍ତକରେ ଜଳଲାଗି ସହିତ କେତକୀ ଫୁଲର ଚଢ଼ାଇବାର ବିଧି ରହିଛି। କେତକୀ ଫୁଲ ମହାଦେବଙ୍କ ମସ୍ତକରେ ଲାଗି କଲେ କୋଟି ଜନ୍ମର ଫଳ ମିଳେ ବୋଲି ବିଶ୍ୱାସ ରହିଛି। ଦିନ ଥିଲା କେନ୍ଦ୍ରାପଡ଼ା...

ଲୋକଙ୍କ ବଦଳରେ କାମ କରୁଛି ମେଶିନ୍‌

ପୋଲସରା,୧୬।୭(ସୁବ୍ରତ ବେହେରା)ପୋଲସରା ବ୍ଲକ ଅନ୍ତର୍ଗତ ବର୍ତ୍ତିନି ଗ୍ରାମ ପଞ୍ଚାୟତ ଝିଟିକା ବାଡି ଗ୍ରାମରେ ମେଶିନ୍‌ ସାହାଯ୍ୟରେ ପୋଖରୀରୁ ମାଟି ବାହାର କରାଯାଇଥିବା ଅଭିଯୋଗ ହୋଇଛି। ଗ୍ରାମବାସୀ ଏବଂ ଭାରତୀୟ ଜନତା ପାର୍ଟି ଘୁମୁସର ଜିଲା ଯୁବମୋର୍ଚ୍ଚା ସଭାପତି ଦୀପକ କୁମାର...

ରେଙ୍ଗାଲି ଦକ୍ଷିଣପାର୍ଶ୍ୱ କେନାଲରେ ୬୦ ଫୁଟ ଘାଇ

ଖୁଣ୍ଟୁଣୀ,୧୬।୭ (ସଚ୍ଚିଦାନନ୍ଦ ପଣ୍ଡା)ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଶନିବାର ଅପରାହ୍ନରେ ଖୁଣ୍ଟୁଣୀ ଥାନା ଅଧୀନ ଡାଳୁଆ ଗ୍ରାମଠାରେ ନିର୍ମାଣାଧୀନ ରେଙ୍ଗାଲି ଦକ୍ଷିଣପାର୍ଶ୍ୱ କେନାଲର ଉଭୟ ପାର୍ଶ୍ୱରେ ୩୦ ଫୁଟ୍‌ ଲେଖାଏ ଘାଇ ସୃଷ୍ଟି ହୋଇଛି। ଉଦ୍‌ବୃତ୍ତ ବର୍ଷାଜଳ ମାଡିଯିବାରୁ କଣ୍ଡରେଇ,...

ପିପିଲି ଥାନାରେ କାମ କରୁନି ବଦଳି ନିୟମ

ପିପିଲି,୧୬।୭(ଦୁର୍ଗାମାଧବ ମିଶ୍ର)ରାଜ୍ୟରେ ବଢୁଥିବା ଅପରାଧକୁ ରୋକିବା, ଅଞ୍ଚଳରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା, ଜନସାସଧାରଣଙ୍କୁ ସୁରକ୍ଷା ଦେବା, ଅପରାଧ ସଂଖ୍ୟା କମାଇବା ପାଇଁ ପୋଲିସ ବିଭାଗର କାର୍ଯ୍ୟ ଗୁରୁଦାୟିତ୍ୱ ରହିଛି। ସାଧାରଣତଃ ପୋଲିସ ବିଭାଗ ଏକତା, ଶାନ୍ତି ଓ ଶୃଙ୍ଖଳିତ ଉପରେ...

ଅଙ୍ଗନଓ୍ବାଡି କେନ୍ଦ୍ର ନାହିଁ, ନିଜ ଘରେ ପଢ଼ାଉଛନ୍ତି କର୍ମୀ

ଅସ୍ତରଙ୍ଗ,୧୬।୭(ମମତା ଜେନା)ପୁରୀ ଜିଲା ଅସ୍ତରଙ୍ଗ ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପ ଅଧୀନ ଅସ୍ତରଙ୍ଗ ପଞ୍ଚାୟତର ୫ ନମ୍ବର ଅଙ୍ଗନବାଡି କେନ୍ଦ୍ରର ନିଜସ୍ବ ଗୃହ ନାହିଁ। ଫଳରେ ପିଲାମାନେ ପଢାରେ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପୂର୍ବରୁ ଭଡ଼ା ଘରେ ଅଙ୍ଗନଓ୍ବାଡି...

୧୨ବର୍ଷ ହେଲା ରେଗୁଲାର ପେନ୍‌ସନ ପାଇନାହାନ୍ତି ଶିକ୍ଷକ

ଖୋର୍ଦ୍ଧା,୧୬।୭(ପ୍ରଭାତ ପାଣିଗ୍ରାହୀ)ପେନ୍‌ସନ ସମ୍ବନ୍ଧୀୟ ସମସ୍ୟାର ତ୍ୱରିତ ସମାଧାନ ଲାଗି ନିକଟରେ ରାଜ୍ୟ ସରକାର ସମସ୍ତ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ। ତେବେ ଖୋର୍ଦ୍ଧା ମଣ୍ଡଳ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ଅବସରପ୍ରାପ୍ତ କର୍ମଚାରୀ ପେନ୍‌ସନ ପାଇଁ ବାରମ୍ବାର କାର୍ଯ୍ୟାଳୟକୁ...

ଉଚ୍ଚଶିକ୍ଷା ବିଭାଗର ସ୍ବତନ୍ତ୍ର ଅଡିଟ୍‌କୁ ନେଇ ଅସନ୍ତୋଷ

କୋଣାର୍କ,୧୬।୭(ଜ୍ୟୋତିରାଜ ମହାନ୍ତି)କୋଣାର୍କସ୍ଥିତ ଭଗବତୀ ମହାବିଦ୍ୟାଳୟରେ ୨୦୧୭ରୁ ୨୦୨୨ ଡିସେମ୍ବର ୩୧ ପର୍ଯ୍ୟନ୍ତ କାର୍ଯ୍ୟରତ ପୂର୍ବତନ ମହିଳା କିରାଣି ମହାବିଦ୍ୟାଳୟର ଛାତ୍ରୀଛାତ୍ରଙ୍କଠାରୁ ଜାଲ୍‌ ରସିଦ୍‌ ମାଧ୍ୟମରେ ୨୩ ଲକ୍ଷ ଟଙ୍କା ହରିଲୁଟ୍‌ ଘଟଣାରେ କଲେଜର ପୁରାତନ ଛାତ୍ର ସଂଗଠନ ପକ୍ଷରୁ ମୁଖ୍ୟମନ୍ତ୍ରୀ,...

ପାଠପଢ଼ାରେ ସ୍ମାର୍ଟଫୋନ୍‌ ବ୍ୟବହାର କରିବାକୁ ପରାମର୍ଶ

କଟକ,୧୬।୭(ସୁପ୍ରିୟା ପ୍ରିୟଦର୍ଶିନୀ)ଆଭାସି ମାଧ୍ୟମରେ ଶିକ୍ଷାଦାନ ପ୍ରକ୍ରିୟାକୁ ସୁଦୂରପ୍ରସାରୀ କରିବା ତଥା ଛାତ୍ରୀଛାତ୍ରମାନଙ୍କ ନିକଟରେ ଏହାର ସୁଫଳ ପହଞ୍ଚାଇବା ଲକ୍ଷ୍ୟନେଇ ରାଜ୍ୟ ସରକାର ସ୍ମାର୍ଟଫୋନ ବିତରଣ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି। ଦୃଷ୍ଟିବାଧିତ ଛାତ୍ରୀଛାତ୍ରଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ପାଇଁ କଟକ...

ବର୍ଷାରେ କଟକ ଜଳାର୍ଣ୍ଣବ

କଟକ,୧୬।୭(ସୁପ୍ରିୟା ପ୍ରିୟଦର୍ଶିନୀ)ଲଘୁଚାପଜନିତ ଲଗାଣ ବର୍ଷାରେ କଟକ ସହରର ଅଧିକାଂଶ ଅଞ୍ଚଳ ଜଳମଗ୍ନ ହୋଇଛି। ଅନେକ ଗଳି ରାସ୍ତାରେ ବର୍ଷାପାଣି ଲହଡ଼ି ଭାଙ୍ଗୁଛି। ସେହିପରି ଆଉ କେତେକ ଅଞ୍ଚଳର ଲୋକଙ୍କ ଘରେ ପାଣି ପଶିଯାଇଛି। ଏଥିପାଇଁ ସେମାନେ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି।...

କମ୍ପ୍ୟୁଟରଜନିତ ତ୍ରୁଟି ଯୋଗୁ ଭିନ୍ନକ୍ଷମ ପରୀକ୍ଷାର୍ଥୀ ହଟହଟା

କଟକ,୧୬।୭ (କାର୍ତ୍ତିକ ସାହୁ)ମେଡିକାଲ ପ୍ରବେଶିକା ପରୀକ୍ଷା (ନିଟ୍‌)ରେ ଜଣେ ଭିନ୍ନକ୍ଷମ ଛାତ୍ରଙ୍କୁ କମ୍‌ ମାର୍କ ମିଳିଛି। ସେ ଓଏମ୍‌ଆର୍‌ ସିଟ୍‌ରେ ଯେତିକି ଠିକ୍‌ ଉତ୍ତର ଦେଇଛନ୍ତି ତାଙ୍କୁ ସେତିକି ମାର୍କ ମିଳିନାହିଁ। କମ୍ପ୍ୟୁଟରରେ ମୂଲ୍ୟାୟନଜନିତ ତ୍ରୁଟି ପାଇଁ ତାଙ୍କର ନମ୍ବର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri