ଆମ ଜିଲା ଖବର

ଲିଙ୍ଗ ନିରୂପଣକାରୀଙ୍କ ତଥ୍ୟ ଦେଲେ ମିଳିବ ୨୫ ହଜାର

ଛତ୍ରପୁର,୧୫ା୭ (ସନ୍ତୋଷ ପାଢ଼ୀ): କନ୍ୟା ଭ୍ରୁଣ ହତ୍ୟା ଆଇନଗତ ଦଣ୍ଡନୀୟ ଅପରାଧ। ଗଞ୍ଜାମ ଜିଲାରେ କୌଣସିଠାରେ ଲିଙ୍ଗ ନିରୂପଣ କରି ଭ୍ରୁଣ ହତ୍ୟା ହେଉଥିବା ସୂଚନା ଦେଲେ ନାମ ଗୋପନ ରଖାଯାଇ ୨୫ ହଜାର ଟଙ୍କା ଦିଆଯିବ। ଗଞ୍ଜାମ ଜିଲାପାଳ...

ମାସେ ବିତିଲା ବଳାତ୍କାରୀଙ୍କୁ ଧରିବାରେ ପୋଲିସ ବିଫଳ

ରାଜନଗର,୧୫ା୭ (ଭାସ୍କର ରାଉତରାୟ): ଶୁକ୍ରବାରକୁ ଠିକ୍‌ ଏକମାସ ତଳେ ପହିଲି ରଜରେ ୮୦ ବର୍ଷିୟା ବୃଦ୍ଧାଙ୍କୁ ଝିଅ ଘରେ ଛାଡ଼ି ଦେବାକୁ ବାହାନା ଦେଖାଇ ବାଇକ୍‌ରେ ଦୁର୍ବୃତ୍ତ ନେଇଥିଲେ। ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନାଠାରୁ ମାତ୍ର ୨ଶହ ମିଟର ଦୂରରେ ମଦନପୁର...

ଶୁକ୍ରବାର ବାହାରି ଥିଲେ ଘରୁ, ଶନିବାର ମିଳିଲା ମୃତଦେହ

ବରଗଡ଼,୧୫।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ସହରର ଗାନ୍ଧୀଛକ ନିକଟ ଏକ ଗଳିରାସ୍ତାରେ ଜଣେ ଯୁବକଙ୍କ ମୃତଦେହ ପଡିଛି। ମୃତ ଯୁବକ ଜଣକ ବରଗଡ଼ ମଙ୍ଗଳାଝୁମ୍ପୁଡି ବାସିନ୍ଦା ସୁରଜ ନାଗ  ବୋଲି ଚିହ୍ନଟ...

ଅଜଣା ଜନ୍ତୁ ଆତଙ୍କ: ୪୦ ମେଣ୍ଡା ମୃତ୍ୟୁ

ଢେଙ୍କାନାଳ,୧୫।୭(ରତନ ନାୟାର): ଢେଙ୍କାନାଳ ଜିଲା ସଦର ବ୍ଲକ ସୋଗରପଶି ପଞ୍ଚାୟତ ଆରଦା ଗ୍ରାମରେ ଶନିବାର ଭୋରରେ ଚାଷୀ ସାଧୁ ଚରଣ ରାଉତଙ୍କ ୪୦ଟି ମେଣ୍ଡାଙ୍କ ମୃତ୍ୟୁ ହୋଇଯାଇଛି । ମୃତ ମେଣ୍ଡାଗୁଡ଼ିକର ବେଳ ଏବଂ ପେଟରେ କ୍ଷତ ଚିହ୍ନ ରହିଥିବା...

ସରକାରୀ ଯୋଜନା ଅପବ୍ୟବହାରକୁ କଂଗ୍ରେସର ବିରୋଧ

କେନ୍ଦ୍ରାପଡ଼ା, ୧୫ା୭ (ଜଗନ୍ନାଥ ଧଳ): ସରକାରୀ ଯୋଜନାର ଅପବ୍ୟବହାର ହେଉଛି। ରାଜନୈତିକ ବାଛବିଚାର ଚାଲିଛି। ଯୋଜନାରେ ବହୁ ଅନିୟମିତା ବିଭାଗୀୟ ଓ ପ୍ରଶାସନିକ ଅଧିକାରୀଙ୍କ ଦୃଷ୍ଟିକୁ ନିଆ ଯାଉଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ହେଉନାହିଁ। ଫଳରେ ସାଧାରଣ ଲୋକ ସୁଫଳ...

ବଢ଼ୁଛି ବର୍ଷାଦିନିଆ ଛତୁର ଚାହିଦା

କେନ୍ଦୁଝର,୧୫ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ବର୍ଷାଋତୁ ଆସିଲେ ବଣ ଜଙ୍ଗଲରେ ଛତୁ ଫୁଟେ। ବନବାସୀମାନେ ଛତୁ ସଂଗ୍ରହକରି ହାଟବଜାରରେ ବିକ୍ରିକରିଥାନ୍ତି। ବିଶେଷକରି ଶ୍ରାବଣ ମାସରେ ବଜାରରେ ବିଭିନ୍ନ ରଙ୍ଗବେରଙ୍ଗ ଓ ଅନେକ କିସମର ଛତୁ ଦେଖିବାକୁ ମିଳୁଛି। ଯଦିଓ ଆଜିକାଲି କୃତ୍ରିମ...

ସାଂସଦ ପାଣ୍ଠିରେ ବିଲକୁ ରାସ୍ତା ନିର୍ମାଣ

କେନ୍ଦୁଝର,୧୫ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌରପାଳିକା ୧୧ ନଂ. ୱାର୍ଡରେ ଏକ ରାସ୍ତା ନିର୍ମାଣକୁ ନେଇ ବିବାଦ ଦେଖାଦେଇଛି। ସରକାରୀ କଲୋନୀ ମଝିରେ ଘରୋଇ ଲୋକଙ୍କ ଜମିକୁ କଂକ୍ରିଟ ରାସ୍ତା ନିର୍ମାଣ ହେଉଥିବାରୁ ଅସନ୍ତୋଷ ଦେଖାଦେଇଛି। ରାସ୍ତାଟି ଆଇଟିଡିଏ ପକ୍ଷରୁ...

ଜିଲାର ସ୍ବାସ୍ଥ୍ୟସେବା ରୁଗ୍ଣ ହେଲାଣି

କେନ୍ଦ୍ରାପଡ଼ା, ୧୫ା୭ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଛୋଟି ଗ୍ରାମର ରୁକ୍ମଣୀ ପ୍ରଧାନ। ଡାଇବେଟିସ ପାଇଁ ମୂତ୍ର ରୋଗ ହୋଇଛି। ଅନ୍ତନାଳୀରେ ପାଇପ ଲଗାଇବା ଜରୁରୀ। କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିବା ସମୟରେ ଡାକ୍ତରଙ୍କ...

ଚାଷୀଙ୍କୁ ଋଣ ପ୍ରଦାନରେ ଦୁର୍ନୀତି

ଯାଜପୁର,୧୫ା୭ (ହର୍ଷବର୍ଦ୍ଧନ ବେହେରା): କୃଷକମାନଙ୍କ କୃଷି ଋଣ ଆକାଉଣ୍ଟକୁ ଜାଲିଆତି କରି ସେମାନଙ୍କୁ ହଇରାଣ କରାଯାଉଥିବା ପୂର୍ବରୁ ଅନେକ ଅଭିଯୋଗ ହୋଇଛି। ଏହିକ୍ରମରେ ୨୦୨୨ ଜୁନରେ ପ୍ରାଥମିକ କୃଷି ସେବା ସମବାୟ ସମିତି(ପାକ୍ସ)/ଲାର୍ଜ ଏରିଆ ମଲ୍‌ଟିପରପୋଜ୍‌ ସୋସାଇଟି (ଲାମ୍ପ୍ସ)ର ସମ୍ପାଦକ...

ପ୍ରାଚୀନ ଶିବ ମନ୍ଦିରର ଧ୍ୱଂସାବଶେଷ ଠାବ

ଚଣ୍ଡିଖୋଲ,୧୫ା୭(ପ୍ରଦୀପ୍ତ କୁମାର ପୃଷ୍ଟି): ଯାଜପୁର ଜିଲା ବାଲିଚନ୍ଦ୍ରପୁର ଥାନା ବାଲିପଡ଼ିଆ ପଞ୍ଚାୟତ ଅନ୍ତର୍ଗତ ଦେକୁଡୀ-ଚାନ୍ଦପୁର ଗ୍ରାମ ଉପକଣ୍ଠ ତେଲଙ୍ଗା ଗଡ଼ିଆରୁ ପଙ୍କ ଉତ୍ତୋଳନ ବେଳେ ଏକ ପ୍ରାଚୀନ ଶିବ ମନ୍ଦିରର ଧ୍ୱଂସାବଶେଷ ଠାବ କରାଯାଇଛି। ଏଥିରେ ମୋଟ୍‌ ୪୦ଖଣ୍ଡ ମସୃଣ,...

୨୨ କୋଟିର ରାସ୍ତା ବର୍ଷେ ଗଲାନାହିଁ

ଚଣ୍ଡିଖୋଲ,୧୫ା୭(ପ୍ରଦୀପ୍ତ କୁମାର ପୃଷ୍ଟି): ବାଲିଚନ୍ଦ୍ରପୁରଠାରୁ ବେଣୀପୁର ପର୍ଯ୍ୟନ୍ତ ନିର୍ମାଣ ହୋଇଥିବା ରାସ୍ତାରେ ଏବେ ମରାମତି କାର୍ଯ୍ୟ ଆରମ୍ଭ ହୋଇଗଲାଣି। କଟକ ଚାର୍‌ବାଟିଆ ପୂର୍ତ୍ତ ବିଭାଗ ଡିଭିଜନ ଅଧୀନ ବଡ଼ଚଣା ଉପଖଣ୍ଡରେ ରହିଛି ଏହି ରାସ୍ତା। ବାଲିଚନ୍ଦ୍ରପୁରଠାରୁ ବେଣୀପୁର ପର୍ଯ୍ୟନ୍ତ ମାତ୍ର...

ଅଡ଼ୁଆ କରିପାରନ୍ତି ଅସନ୍ତୁଷ୍ଟ

ଗୁଣପୁର,୧୫।୭ (ପ୍ରଦୀପ କୁମାର ପାଢ଼ୀ): ୨୦୨୪ ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ରାୟଗଡ଼ା ଜିଲାର ରାଜନୈତିକ ବାତାବରଣ ସେତେ ଉଷ୍ମ ହେବାରେ ଲାଗିଛି। କେଉଁ ଦଳ ଏଥର ବାଜିମାତ୍‌ କରିବ ସେ ନେଇ ଆରମ୍ଭ ହୋଇଯାଇଛି ଚର୍ଚ୍ଚା। ଆଗାମୀ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri