ଆମ ଜିଲା ଖବର

ଚେକଡ୍ୟାମ୍‌ରୁ ମିଳିଲା ବୃଦ୍ଧାଙ୍କ ମୃତଦେହ

ରାଇରଙ୍ଗପୁର,୧୪।୭ (ମାନସ ମହାନ୍ତି): ମୟୂରଭଞ୍ଜ ଜିଲା ବାଦାମପାହାଡ଼ ଥାନା ଅଧୀନ ମୟୂରଦର ପଞ୍ଚାୟତ କେଶରଗଡ଼ିଆ ଗ୍ରାମସ୍ଥିତ ଚେକଡ୍ୟାମ୍‌ରେ ଭାସୁଥିବା ଜଣେ ବୃଦ୍ଧାଙ୍କ ମୃତଦେହ ଗୁରୁବାର ରାତିରେ ପୋଲିସ ଜବତ କରିଛି। ମୃତ ବୃଦ୍ଧା କେଶରଗଡ଼ିଆ ଗ୍ରାମର ଉର୍ମିଳା ପାତ୍ର (୮୦)।...

ଶିରୋଲକୁ ଗଜା ମରୁଡି ଘୋଷଣା ନେଇ କ୍ଷେତ୍ର ପରିଦର୍ଶନ

କେସିଙ୍ଗା,୧୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଶିରୋଲ ପଞ୍ଚାୟତର ୪ଟି ଗ୍ରାମ ଗଜା ମରୁଡି ନେଇ କୃଷି ବିଭାଗ ପକ୍ଷରୁ ଶୁକ୍ରବାର କ୍ଷେତ୍ର ପରିଦର୍ଶନ କରାଯାଇଛି। ଗତ ୧୦ ତାରିଖରେ ଶିରୋଲ ପଞ୍ଚାୟତର କୃଷକମାନେ ତହସିଲ ଓ କୃଷିସୂଚନା...

ସ୍ତ୍ରୀଙ୍କୁ ପିଟିପିଟି ହତ୍ୟା

ହାଟଡିହୀ,୧୪।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ସୋସୋ ଥାନା ଠୂଣିଗାଁର ଜଣେ ମହିଳାଙ୍କ ମୃତଦେହ ବଣିଆହୁଡ଼ି ନିକଟରୁ ଉଦ୍ଧାର ହୋଇଛି । ମୃତକ ଜଣକ ହେଉଛନ୍ତି ଅଭୟ ରାଉତଙ୍କ ସ୍ତ୍ରୀ ତୁଳସୀ ବିନ୍ଧାଣି (୪୦ବର୍ଷ )। ଘରୋଇ କଳିରୁ ଅଭୟ ସ୍ତ୍ରୀଙ୍କୁ...

ଡ୍ରଗ୍ସ ମାଫିଆ ସୋମନାଥଙ୍କ ହତ୍ୟାକାଣ୍ଡ: ମାଷ୍ଟରମାଇଣ୍ଡ ସଞ୍ଜୁ ସମେତ ୬ଗିରଫ

ଖୋର୍ଦ୍ଧା,୧୪।୭(ପ୍ରଭାତ ପାଣିଗ୍ରାହୀ): ଡ୍ରଗ୍ସ ମାଫିଆ ସୋମନାଥ ଭୁଜବଳ ଓରଫ ପାକୁ ହତ୍ୟାକାଣ୍ଡର ପୋଲିସ ପର୍ଦ୍ଦାଫାସ କରିଛି। ଏହି ହତ୍ୟାକାଣ୍ଡର ମାଷ୍ଟରମାଇଣ୍ଡ ଡ୍ରଗ୍ସ ଓ ଖଣି ମାଫିଆ ଭାଳିଆବଡି ଅଞ୍ଚଳର ସଞ୍ଜୟ ପ୍ରଧାନ ଓରଫ ସଞ୍ଜୁ ସମେତ ୬ ଜଣଙ୍କୁ ପୋଲିସ...

ସ୍ବାଧୀନତାର ୭୬ ବର୍ଷ ପରେ ପୋଲ ନିର୍ମାଣ

ଦାରିଙ୍ଗବାଡି,୧୪।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଅନେକ ଗାଁକୁ ରାସ୍ତା ନ ଥିବା ବେଳେ ଏକାଧିକ ଗ୍ରାମକୁ ନଦୀ, ନାଳ ଯୋଗୁ ଯିବା ଆସିବାରେ ଲୋକେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏଭଳିସ୍ଥିତିରେ ବିଧାୟକ ସାଲୁଗା ପ୍ରଧାନ ରାଜ୍ୟ...

ଲିଙ୍ଗ ନିରୂପଣ ତଥ୍ୟ ପ୍ରଦାନକାରୀଙ୍କୁ ମିଳିବ ୨୫ ହଜାର ଟଙ୍କା

ଛତ୍ରପୁର,୧୪।୭(ସନ୍ତୋଷ ପାଢ଼ୀ )- ଗଞ୍ଜାମ ଜିଲାରେ ଲିଙ୍ଗ ନିରୂପଣ କରି ଭୃଣ ହତ୍ୟା ହେଉଥିବା ନେଇ ତଥ୍ୟ ପ୍ରଦାନକାରୀଙ୍କ ନାମ ଗୋପନ ରଖାଯାଇ ୨୫ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରାଯିବ । ଜିଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କ ନିର୍ଦ୍ଦେଶକ୍ରମେ...

ଶିକ୍ଷକ ପଦବୀ ପୂରଣ ପାଇଁ ତାଲା ବନ୍ଦ ଆନ୍ଦୋଳନ

ଭଦ୍ରକ ୧୪/୭(ସନାତନ ରାଉତ)- ଭଦ୍ରକ ବ୍ଲକ ରମ୍ଭିଳା ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ପଦବୀ ପୂରଣ ପାଇଁ ଛାତ୍ରୀ ଛାତ୍ର ଅଭିଭାବକ ଓ ଗ୍ରାମବାସୀ ମାନେ ଶୁକ୍ରବାର ତାଲା ବନ୍ଦ ଆନ୍ଦୋଳନ କରିଛନ୍ତି l ବିଦ୍ୟାଳୟରେ ୨୦୦ ରୁ ଉର୍ଦ୍ଧ୍ୱ ଛାତ୍ରୀ...

ସାହାଜଖୋଲରେ ପଶିଲା ଗୋଠଛଡ଼ା ଦନ୍ତା

କୋକସରା,୧୪।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ସାହାଜ ଖୋଲ ସଂରକ୍ଷିତ ଜଙ୍ଗଲରେ ପଡୋଶୀ ନବରଙ୍ଗପୁର ଜିଲା ପଟୁ ଏକ ଗୋଠଛଡ଼ା ଦନ୍ତା ହାତୀ ପଶି ଆସିଥିବା ଜଣାପଡିଛି। ଏନେଇ ଧର୍ମଗଡ଼ ବନ ବିଭାଗ ରେଞ୍ଜର ଭବାନୀ ଶଙ୍କର...

ଅଟୋ-ବାଇକ୍‌ ମୁହାଁମୁହିଁ: ୨ ଗୁରୁତର

ସବଡେଗା,୧୪ା୭(ଅନନ୍ତ ପଟେଲ): ସୁନ୍ଦରଗଡ଼ ଜିଲା ସଦରଥାନା ଅନ୍ତର୍ଗତ କରମଡ଼ିହିରୁ ସବଡେଗା ଯାଉଥିବା ରାଜ୍ୟ ରାଜପଥ ବିର୍ତ୍ତୁଲା ଯୋଗୀ ଯୋଗୀଆଣୀ ବୁଲାଣିଠାରେ ଏକ ଅଟୋ ସହ ବାଇକ୍‌ ଶୁକ୍ରବାର ମୁହାଁମୁହିଁ ଧକ୍କା ହୋଇଛି। ଅଟୋ ଗାଡ଼ି ନମ୍ବର ଓଡି ୧୬ କେ...

୧୨ ଘଣ୍ଟିଆ ମାଲକାନଗିରି ବନ୍ଦ

ମାଲକାନଗିରି,୧୪ା୭(ଦୁର୍ଯ୍ୟୋଧନ ପାତ୍ର): ଶୁକ୍ରବାର ୧୨ ଘଣ୍ଟିଆ ମାଲକାନଗିରି ବନ୍ଦ ଡାକରା ଦେଇଛି ଜିଲା କଂଗ୍ରେସ l ୫ ଦଫା ଦାବି ନେଇ ଜିଲା କଂଗ୍ରେସର ଏକ ଟିମ୍‌ ଗତ ୨୩ା୦୬ା୨୩ରେ ଜିଲାପାଳଙ୍କୁ ଏକ ଦାବି ପ୍ରଦାନ କରିଥିଲେ। ଜିଲାପାଳଙ୍କୁ ଦେଇଥିବା...

ନିଅଣ୍ଟିଆ ବର୍ଷା, ଖରିଫ ଚାଷ ବିଳମ୍ବ

ସୋନପୁର,୧୪।୭(ମୃତ୍ୟୁଞ୍ଜୟ ଶତପଥୀ): ଚଳିତବର୍ଷ ବିଳମ୍ବରେ ମୌସୁମୀ ଆସିଥିବା ବେଳେ ସୁବର୍ଣ୍ଣପୁର ଜିଲାରେ ନିଅଣ୍ଟିଆ ବର୍ଷା ଜାରି ରହିଛି। ବର୍ଷା ନ ଥିବାରୁ ଜିଲାରେ ଖରିଫ ଚାଷ ବିଳମ୍ବିତ ହୋଇଛି। ବିନିକା ଓ ଡୁଙ୍ଗୁରିପାଲି ବ୍ଲକରେ ତଳି ରୁଆ କାର୍ଯ୍ୟ ହୋଇପାରୁନି।...

୧୧ବର୍ଷ ବିତିଲା, କାର୍ଯ୍ୟକ୍ଷମ ହୋଇନି

ଖଡ଼ିଆଳ,୧୪ା୭(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଡୁଆଝର ଗ୍ରାମରେ ରହିଛି ଆଦିବାସୀ ଛାତ୍ରୀ ନିବାସ। ୨୦୧୨-୧୩ ମସିହାରେ ଶହେ ଶଯ୍ୟା ବିଶିଷ୍ଟ ଆଦିବାସୀ ଛାତ୍ରୀ ନିବାସ ନିର୍ମାଣ ହୋଇ ତତ୍କାଳୀନ ରାଜ୍ୟପାଳ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ଦ୍ୱାରା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri