ଆମ ଜିଲା ଖବର

ଅଳିଆ ଗଦାରେ ପଡ଼ିଛି ଅଜଣା ମହିଳାଙ୍କ ମୃତଦେହ

ବାଣପୁର,୧୩ା୭(ଦିଲ୍ଲୀପ କୁମାର ସ୍ବାଇଁ): ଖୋର୍ଦ୍ଧା ଜିଲା ବାଣପୁର ଥାନା ଅଞ୍ଚଳରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା। ରାସ୍ତାପାର୍ଶ୍ୱରେ ପଡ଼ୁଥିବା ଏକ ଅଳିଆ ଆବର୍ଜନା ଗଦାରୁ ଜଣେ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ କରିଛି ବାଣପୁର ପୋଲିସ। ସୂଚନାନୁଯାୟୀ, ଆଜି...

ବିଦ୍ୟୁତ ସଂସ୍ପର୍ଶରେ ଆସି ଚାଲିଗଲା ଶ୍ରମିକଙ୍କ ଜୀବନ

ରାଇରଙ୍ଗପୁର, ୧୪।୭, ( ମାନସ ମହାନ୍ତି): ମୟୁରଭଞ୍ଜ ଜିଲା ଜାମଦା ଥାନା ଅନ୍ତର୍ଗତ ଜଟାପାଣି ଗ୍ରାମରେ ଥିବା ଏକ ଅସ୍ଥାୟୀ ଶ୍ରମିକ କ୍ୟାମ୍ପରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତ ଶ୍ରମିକ ଯଶିପୁର ଥାନା ଅନ୍ତର୍ଗତ...

ଏମ୍‌ଜିଏନ୍‌ଆର୍‌ଜିଏସ୍‌ରେ ଦୁର୍ନୀତି ଅଭିଯୋଗ: ପ୍ରକଳ୍ପ ପରିଦର୍ଶନ କଲେ ବିଡିଓ

ଦାରିଙ୍ଗବାଡ଼ି,୧୩ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତ ଅଞ୍ଚଳକୁ ଗୁରୁବାର ଦାରିଙ୍ଗବାଡ଼ି ବିଡିଓ ଗଦାଧର ପାତ୍ର ଗସ୍ତ କରିଛନ୍ତି। ସେ ଉକ୍ତ ପଞ୍ଚାୟତର ଦଡିବାଡ଼ି ଗାଁ ସମେତ କୁଡ଼ିମୁଞ୍ଜା, ଲାରିବାଡ଼ି, ସିମନବାଡ଼ି ଆଦି ଅଞ୍ଚଳରେ ଚାଲିଥିବା ବିଭିନ୍ନ...

ଶୁଳିଆପଦା ବ୍ଲକରେ ମହାଦୁର୍ନୀତି ପ୍ରସଙ୍ଗ: କଂଗ୍ରେସ ପକ୍ଷରୁ ବିକ୍ଷୋଭ

ମୋରଡ଼ା,୧୩ା୭(ସ୍ମାରକ ମାଜୀ): ଗୁରୁବାର ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବ୍ଲକ କଂଗ୍ରେସ ପକ୍ଷରୁ ଧାରଣା ଦେବା ସହିତ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ମୋରଡ଼ା ନିର୍ବାଚନମଣ୍ଡଳୀର ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ପ୍ରଭାସକର ମହାପାତ୍ରଙ୍କ ନେତୃତ୍ୱରେ ହଜାର ହଜାର...

‘ଧରିତ୍ରୀ’ ୫୦ ବର୍ଷ ପାଳନ ଅବସରରେ ଗଣମାଧ୍ୟମ, ଗଣତନ୍ତ୍ର ଓ ଯୁବପିଢ଼ି ସମ୍ପର୍କିତ ବକ୍ତୃତା ପ୍ରତିଯୋଗିତା

ବ୍ରହ୍ମପୁର,୧୩ା୭(ସ୍ମୃତିରଞ୍ଜନ ମହାଲିକ): ‘ଧରିତ୍ରୀ’ ଖବରକାଗଜର ୫୦ ବର୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ଗୋପାଳପୁର ଅନ୍‌ ସି ମହାବିଦ୍ୟାଳୟଠାରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଏକ ବକ୍ତୃତା ପ୍ରତିଯୋଗିତା ବୁଧବାର ଆୟୋଜିତ ହୋଇଥିଲା। ‘ଗଣମାଧ୍ୟମ, ଗଣତନ୍ତ୍ର ଓ ଯୁବପିଢ଼ି’ ବିଷୟ ଉପରେ ଅନୁଷ୍ଠିତ...

ଓଡ଼ିଶା ଆସିବେ ରାଷ୍ଟ୍ରପତି

କଟକ,୧୩ା୭: ଚଳିତମାସ ୨୬ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ସେ ହାଇକୋର୍ଟର ୭୫ ବର୍ଷ ପୂର୍ତ୍ତି ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ଏଥିସହ ରାଷ୍ଟ୍ରପତି ମା’ କଟକ ଚଣ୍ଡୀଙ୍କ...

ଘର ସାମ୍ନାରେ ମହିଳାଙ୍କୁ କଚାଡ଼ି ମାରିଲା ଦନ୍ତା

ଟେନ୍‌ସା,୧୩ା୭(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା ବରସୁଆଁ ରେଞ୍ଜ ଅନ୍ତର୍ଗତ କୋଇଡ଼ା ବ୍ଲକ ଡେଙ୍ଗୁଳା ଗ୍ରାମରେ ଜଣେ ମହିଳାଙ୍କୁ କଚାଡ଼ି ମାରିଲା ଦନ୍ତା। ସ୍ବାମୀ ପରମା ମୁଣ୍ଡା ଓ ସ୍ତ୍ରୀ ସୀତା ମୁଣ୍ଡା ରାତିରେ ଦୁଇ ଛୁଆଙ୍କ ସହ ଘରେ...

୬ ବର୍ଷ ପରେ ଟିପ ଚିହ୍ନ ହିଁ ଦିବ୍ୟାଙ୍ଗ ପୁଅକୁ ଘରକୁ ଫେରାଇ ଆଣିଲା

କେନ୍ଦୁଝର,୧୩ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଟିପ ଚିହ୍ନ କେବଳ ଚିହ୍ନାଇ ଦେଲା ନାହିଁ ବରଂ ପୁଅକୁ ପରିବାର ନିକଟକୁ ଫେରାଇ ଆଣିବାରେ ସକ୍ଷମ ହେଲା । ଏଭଳି ଏକ ମର୍ମସ୍ପର୍ଶୀ ଘଟଣା ଦେଖିବାକୁ ମିଳିଛି କେନ୍ଦୁଝରରେ। ଗତ ୨୦୧୭ ଜୁନ୍‌ ୨ରେ...

ମନକଥା ଖୋଲି କହିଲେ ହିମାଂଶୁ

ଧର୍ମଶାଳା,୧୩।୭(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ନିର୍ବାଚନମଣ୍ଡଳୀର ଅଂଶୁମାନ ମେମୋରିଆଲ ଟ୍ରଷ୍ଟର ସମ୍ପାଦକ ତଥା ସମାଜସେବୀ ହିମାଂଶୁ ଶେଖର ସାହୁ ଗୁରୁବାର ଏକ ଖବରଦାତା ସମ୍ମିଳନୀରେ ମନକଥା ଖୋଲି କହିଛନ୍ତି। ଗତ ଦୁଇ ଦିନ ପୁର୍ବରୁ ଭାଜପା ରାଜ୍ୟ...

ଚେନ୍ନାଇରେ ଅଟକ ଅଛନ୍ତି ୬ ଦାଦନ ଶ୍ରମିକ

କର୍ଲାମୁଣ୍ଡା,୧୩ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ଭୁଏରମୁଣ୍ଡା ଗ୍ରାମର ୬ଜଣ ଯୁବକ ଅର୍ଥ ରୋଜଗାର ଆଶାରେ ଦାଦନ ଶ୍ରମିକ ଭାବେ ଚେନ୍ନାଇ ସହରର ଏକ ଘରୋଇ କମ୍ପାନୀରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିଲେ। ତେବେ...

୨ବର୍ଷରେ ସରିପାରିଲାନି ଖଇରା ମିଶନଶକ୍ତି ଭବନ

ଖଇରା,୧୩।୭(ଉତ୍କଳବନ୍ଧୁ ପଣ୍ଡା)ମହିଳାମାନଙ୍କୁ ସ୍ବାବଲମ୍ବୀ କରିବା, ସେମାନଙ୍କୁ ରୋଜଗାର ପନ୍ଥା ଯୋଗାଇଦେବା ସହ ସେମାନଙ୍କୁ ରାଜ୍ୟ ପ୍ରଗତିରେ ଅଂଶୀଦାର ଭାବେ ବିବେଚିତ କରାଯାଇ ସେମାନଙ୍କ ପାଇଁ ସରକାର ବଜେଟରେ ମୋଟା ଅଙ୍କର ଅର୍ଥ ବ୍ୟୟବରାଦ କରୁଛନ୍ତି। ମହିଳା ଗୋଷ୍ଠୀର ବୈଠକ, ଆଗାମୀ...

ଗାଁ ରାସ୍ତା ମଝିରେ ବିଦ୍ୟୁତ ଟ୍ରାନ୍ସଫର୍ମର ଖୁଣ୍ଟ

ଡୁଙ୍ଗୁରିପାଲି,୧୩ା୭( ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଳକ ଅନ୍ତର୍ଗତ ଦିଗଶିରା ଗାଁ ଶିବ ମନ୍ଦିର ନିକଟ ଚାରି ଛକ ରାସ୍ତା ମଝିରେ ଦୀର୍ଘ ଦିନ ହେଲା ବିଦ୍ୟୁତ ଟ୍ରାନ୍ସଫର୍ମର ବସିଥିବା ଏକ ଖୁଣ୍ଟ ରହିଛି। ରାସ୍ତାରେ ଏହି ଖୁଣ୍ଟ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri