ଆମ ଜିଲା ଖବର

ପାନୀୟ ଜଳ ଯୋଗାଣ ଦାବିରେ ତାତିଲେ ମହିଳା

କୋକସରା,୧୨ା୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ସଦର କୋକସରା ବଡ଼ପଡ଼ାଠାରେ ବୁଧବାର ଶତାଧିକ ମହିଳା ଦୀର୍ଘ ୩ ଘଣ୍ଟା ଧରି ପାନୀୟ ଜଳ ଯୋଗାଣ ଦାବିରେ ଜାତୀୟ ରାଜପଥ ୨୬କୁ ଅବରୋଧ କରି ରଖିଥିଲେ। ପରେ ପ୍ରଶାସନିକ...

ଦିଅରଙ୍କ ଟାଙ୍ଗିଆ ଚୋଟରେ ଭାଉଜ ଗୁରୁତର

ଭବାନୀପାଟଣା,୧୨।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୟପାଟଣା ଥାନା ବାନେର ପଞ୍ଚାୟତ ଲୁହାବହାଲ ଗାଁରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଦିଅରଙ୍କ ଟାଙ୍ଗିଆ ଚୋଟରେ ଭାଉଜ ଗୁରୁତର ହୋଇଥିବା ଜଣାପଡ଼ିଛି। ସୂଚନାନୁଯାୟୀ, ଲୁହାବହାଲ ଗାଁର ସୁମନ୍ତି ଶବର(୫୦)ଙ୍କୁ...

ବର୍ଷାରେ ବୁଡ଼ିଲା ବଙ୍ଗଳାଗୁଡ଼ା ପୋଲ, ଉଭୟ ପାର୍ଶ୍ୱରେ ଅଟକି ରହିଛି ଶହ ଶହ ଗାଡ଼ିମୋଟର

କୋରାପୁଟ,୧୨ା୭(ଅମିତାଭ ବେହେରା): ବୁଧବାର କୋରାପୁଟରେ ହୋଇଥିବା ପ୍ରବଳ ବର୍ଷାରେ କୋରାପୁଟ-ରାୟଗଡ଼ା ମଧ୍ୟରେ ଥିବା ବଙ୍ଗଳାଗୁଡ଼ା ପୋଲ ଉପରେ ବର୍ଷାଜଳ ପ୍ରବାହିତ ହେଉଥିବାରୁ ରାସ୍ତାର ଦୁଇ ପାର୍ଶ୍ୱରେ ଶତାଧିକ ଗାଡ଼ି ଅଟକି ରହିଛିଛନ୍ତି। ସୂଚନା ଥାଉକି, କୋରାପୁଟରୁ ରାୟଗଡ଼ା ଯାଇଥିବା ମୁଖ୍ୟ...

ସେଣ୍ଟ୍ରିଂ ସମୟରେ ଖୁଣ୍ଟ ପଡ଼ି ରାଜମିସ୍ତ୍ରୀଙ୍କ ମୃତ୍ୟୁ ଘଟଣା: କ୍ଷତିପୂରଣ ଦେଲେ ମାଲିକ

କୋକସରା,୧୨ା୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଘର ନିର୍ମାଣ ସମୟରେ ସେଣ୍ଟ୍ରିଂ କାଢୁଥିବା ବଳି ଖୁଣ୍ଟ ମୁଣ୍ଡରେ ବାଜିବା ଫଳରେ ଜଣେ ରାଜମିସ୍ତ୍ରୀ ଶ୍ରମିକଙ୍କ ମୃତ୍ୟୁ ହୋଇଛି। କୋକସରା ବ୍ଲକ ଲଡୁଗାଁ ଗ୍ରାମର ଜଣେ ବ୍ୟବସାୟୀ ବଜରଙ୍ଗ ଅଗ୍ରଓ୍ବାଲଙ୍କ କମ୍ପ୍ଲେକ୍ସ ନିର୍ମାଣରେ ନିୟୋଜିତ...

ବାହାନଗା ଟ୍ରେନ୍‌ ଦୁର୍ଘଟଣା: ୭ ରେଳ କର୍ମଚାରୀ ନିଲମ୍ବିତ

ବାଲେଶ୍ୱର,୧୨ା୭(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ବାହାନଗା ଟ୍ରେନ୍‌ ଦୁର୍ଘଟଣା ଘଟଣାରେ ୭ଜଣ ରେଳ କର୍ମଚାରୀଙ୍କୁ ନିଲମ୍ବନ କରାଯାଇଛି। ଏନେଇ ବାଲେଶ୍ୱର ଗସ୍ତରେ ଆସିଥିବା ଦକ୍ଷିଣ ପୂର୍ବ ରେଳବାଇର ମହାପ୍ରବନ୍ଧକ (ଜିଏମ୍‌) ଅନୀଲ କୁମାର ମିଶ୍ରା ବୁଧବାର ରେଳଷ୍ଟେଶନ ପରିସରରେ ସୂଚନା...

ବିନା ସୂଚନାଫଳକରେ ଲକ୍ଷାଧିକ ଟଙ୍କାର ମିଶନ ଶକ୍ତି ଗୃହ ନିର୍ମାଣ

ଡୁଙ୍ଗୁରୁପାଲି,୧୨ା୭(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ କାର୍ଯ୍ୟାଳୟ ପଛପଟରେ ତଥା କୋର୍ଟ ପରିସରରେ ଥିବା ଲକ୍ଷାଧିକ ଟଙ୍କାର ଗୃହ ନିର୍ମାଣ କାମ ବିନା ସୂଚନା ଫଳକରେ ଚାଲିଛି। ସୂଚନାନୁସାରେ, ରାଜ୍ୟ ସରକାର ବହୁ କୋଟି ଟଙ୍କା ଖର୍ଚ୍ଚ କରୁଥିବା...

ବାଞ୍ଜିବାହାଲ ଅନରକିଲିଂ ଘଟଣାର ପର୍ଦ୍ଦାଫାଶ: ପ୍ରେମିକାଙ୍କ ବାପା, କାକା, ଭିଣୋଇ କୋର୍ଟଚାଲାଣ

ଭବାନୀପାଟଣା,୧୨ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ବହୁ ଚର୍ଚ୍ଚିତ ବାଞ୍ଜିପଦର ଗାଁ ପ୍ରେମୀଯୁଗଳଙ୍କ ଅନରକିଲିଂ ଘଟଣାର ପର୍ଦ୍ଦାଫାଶ କରିଛି ଧର୍ମଗଡ଼ ପୋଲିସ। ଏହି ଘଟଣାରେ ପ୍ରେମିକାଙ୍କ ବାପା,କାକା ଓ ଭିଣୋଇ ହତ୍ୟାକାରୀ ବୋଲି ଜଣାପଡ଼ିଛି। ତିନି ଅଭିଯୁକ୍ତଙ୍କୁ...

ନିଅଣ୍ଟିଆ ବର୍ଷା: ଚାଷୀକୁଳ ହତାଶ

ବାଲିଗୁଡ଼ା,୧୨ା୭(ସଞ୍ଜୟ କୁମାର ପାଣିଗ୍ରାହୀ): ଆଷାଢ଼ ସରି ଶ୍ରାବଣ ଆସିଲାଣି । ହେଲେ ନିଅଣ୍ଟିଆ ବର୍ଷା ପାଇଁ ଚାଷ କାର୍ଯ୍ୟ ଘୋର ବାଧାପ୍ରାପ୍ତ ହୋଇଛି। ମୌସୁମୀ ବାୟୁ ଦୁର୍ବଳ ହେତୁ ବର୍ଷାର ପରିମାଣ କମ୍‌ ରହିଛି। ପାଣି ଅଭାବ ଯୋଗୁ ଚାଷୀକୁଳ...

ଫେରାର ଅଭିଯୁକ୍ତଙ୍କୁ କାବୁ କଲା ପୋଲିସ

ଆନନ୍ଦପୁର,୧୨ା୭(ସନ୍ତୋଷ ରାଉତ): କେନ୍ଦୁଝର ଜିଲା ଆନନ୍ଦପୁର ଥାନାରୁ ଜଣେ ଗିରଫ ଅଭିଯୁକ୍ତ ଫେରାର ହେବା ଘଟଣା ପୋଇଁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ଅଭିଯୁକ୍ତ ଜଣଙ୍କ ବୁଧବାର ସକାଳେ କୌଶଳ କ୍ରମେ ଥାନାରୁ ଫେରାର ହୋଇଯାଇଥିଲେ। ବହୁ ତନାଘନା ପରେ...

ନିଜ ଲୋଡର ତଳେ ଚାପି ହୋଇଗଲେ ଅପରେଟର

ବଡ଼ବିଲ,୧୨ା୭(ଦେବପ୍ରିୟା ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଟଣ୍ଟସ୍ଥିତ ନର୍ଭେରାମ ପାଓ୍ବାର ଆଣ୍ଡ୍‌ ଷ୍ଟିଲ୍‌ କମ୍ପାନୀ ଖଣିରେ ବୁଧବାର ଦୁର୍ଘଟଣା ଘଟି ନିଜ ଲୋଡର ତଳେ ଚାପି ହୋଇ ଅପରେଟରଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ମୟୂରଭଞ୍ଜ...

୨୦ରୁ କାର୍ଯ୍ୟବନ୍ଦ ଆନ୍ଦୋଳନ, ଚେତାବନୀ ଦେଲା ୬୬୨ କଲେଜ ଅଧ୍ୟାପକ

ବରଗଡ଼,୧୨ା୭(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ୬୬୨ କଲେଜ ଅଧ୍ୟାପକ, କର୍ମଚାରୀ ସଂଘର ଦାବି ସମୂହକୁ ରାଜ୍ୟ ସରକାର ଅଣଦେଖା କରୁଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଅସନ୍ତୋଷ ବଢ଼ିବାରେ ଲାଗିଛି। ଏହି କ୍ରମରେ ବୁଧବାର ବରଗଡ଼ ଜିଲା ବେସରକାରୀ ୬୬୨ କଲେଜ...

ଟ୍ରେଲର-ବାଇକ୍‌ ଧକ୍କା, ଜଣଙ୍କ ଜୀବନ ଗଲା

ରାଇରଙ୍ଗପୁର,୧୨ା୭(ମାନସ ମହାନ୍ତି): ମୟୂରଭଞ୍ଜ ଜିଲା ହଳଦା ଥାନା ଅନ୍ତର୍ଗତ ହଳଦା ନିକଟସ୍ଥ ପେଟ୍ରୋଲ ପମ୍ପ୍‌ ପାର୍ଶ୍ୱ ୨୨୦ ନଂ ଜାତୀୟ ରାଜପଥ ରାସ୍ତାରେ ଆଜି (ବୁଧବାର) ଏକ ଟ୍ରେଲର ନଂ (୦୧ଏଲ୍‌ ଏଚ-୮୩୩୦) ସେ ବାଇକ୍‌ ନଂ/ଜେ -ଏଚ୍‌-୦୫କେ-୭୪୭୩ ଧକ୍କା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri