ଆମ ଜିଲା ଖବର

ଜଳସେଚନ ବିଭାଗର ମନମୁଖି କାର୍ଯ୍ୟ ନେଇ ବିକ୍ଷୋଭ

ବାରିପଦା,୧୨ା୭(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା କ୍ଷୁଦ୍ର ଜଳସେଚନ ବିଭାଗର ମନମୁଖି କାର୍ଯ୍ୟ ଓ ଚରମ ଅବହେଳା ପ୍ରତିବାଦରେ ବୁଧବାର ଅଣରାଜନୈତିକ ସଙ୍ଗଠନ ଭଞ୍ଜସେନା ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଜିଲା ସଭାପତି ପିଣ୍ଟୁ ମାଇତିଙ୍କ ନେତୃତ୍ୱରେ ଶତାଧିକ ଲୋକ କାର୍ଯ୍ୟାଳୟ...

ବନ୍ଦ ଘରୁ ମିଳିଲା ବ୍ୟାଙ୍କ କର୍ମଚାରୀଙ୍କ ଝୁଲନ୍ତା ମୃତଦେହ

ପୋଲସରା,୧୨ା୭(ସୁବ୍ରତ ବେହେରା): ଗଞ୍ଜାମ ଜିଲା ପୋଲସରା ଥାନା ରାଜମହଲ ସାହି ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ନିକଟରେ ଥିବା ଏକ ଘରୁ ବୁଧବାର ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି ପୋଲିସ। ମୃତ ବ୍ୟକ୍ତି ହେଉଛନ୍ତି ପୋଲସରା ବ୍ୟାଙ୍କ ଅଫ୍‌...

ପ୍ରଧାନଶିକ୍ଷକଙ୍କ ବଦଳି ଦାବିରେ: ୨ ଦିନ ହେଲା  ବିଦ୍ୟାଳୟ  ବନ୍ଦ 

ପାଟଣା,୧୨।୭(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା  ବ୍ଲକ ଉପାନ୍ତ ଅଞ୍ଚଳ ପଲାଣଘାଟି ପଞ୍ଚାୟତ ସଡ଼ଙ୍ଗ ବାହାଳି ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ସନାତନ ମହାନ୍ତଙ୍କ ବଦଳି ଦାବି କରି ମଙ୍ଗଳବାର ଓ ବୁଧବାର  ବିଦ୍ୟାଳୟ ବନ୍ଦ ହୋଇଛି।  ଅଭିଭାବକ ମାନେ...

ମହଙ୍ଗା ପଡ଼ିଲା ଅନଧିକୃତ ସାଇଲେନ୍ସର: ୪୫ ହଜାର ଗଣିଲେ ୯ ବାଇକ୍‌ ଚାଳକ

ବରଗଡ଼,୧୧।୭(ପ୍ରେମାନନ୍ଦ ଖମାରୀ): ବାଇକ୍‌ରେ ଉଚ୍ଚଶବ୍ଦ ସୃଷ୍ଟି ତଥା ଅନଧିକୃତ ସାଇଲେନ୍ସର ବ୍ୟବହାର କରୁଥିବା ବାଇକ୍‌ ଚାଳକଙ୍କୁ ଧରିବା ପାଇଁ ବରଗଡ଼ ପୋଲିସ ସ୍ବତନ୍ତ୍ର ଅଭିଯାନ ଆରମ୍ଭ କରିଛି। ଏହି ଅଭିଯାନରେ ମଙ୍ଗଳବାର ପୋଲିସ ୯ବାଇକ୍‌ ଆରୋହୀଙ୍କୁ ଧରିଛି। ସେମାନଙ୍କଠାରୁ ପୋଲିସ...

୪ ଦଫା ଦାବି ନେଇ ରାଜରାସ୍ତାକୁ ଓହ୍ଲାଇଲେ ଅଧ୍ୟାପକ

ବାରିପଦା,୧୨ା୭(ନୀଳାଦ୍ରି ବିହାରୀ ଦଣ୍ଡପାଟ): ରାଜ୍ୟ ନିଖିଳ ଓଡ଼ିଶା ୬୬୨(+୨ ଓ +୩)ବେସରକାରୀ ଅନୁଦାନପ୍ରାପ୍ତ ଅଧ୍ୟାପକ ଓ କର୍ମଚାରୀ ସଂଘ ମୟୂରଭଞ୍ଜ ଜିଲା ଶାଖା ପକ୍ଷରୁ ୪ଦଫା ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଆସନ୍ତା ୨୦...

ପାଣି ଅଭାବରୁ ତଳିଘେରା ଫାଟି ଆଁ

ନବରଙ୍ଗପୁର, ୧୨।୭ (ସଦାଶିବ ପ୍ରହରାଜ): ଶ୍ରାବଣରେ ବର୍ଷା ଉଭାନ। ନବରଙ୍ଗପୁର ଜିଲାରେ ଶ୍ରାବଣ ମାସରେ ଭୀଷଣ ଗୁଳୁଗୁଳି ହେଉଛି। ଜୁନ୍‌ ଓ ଜୁଲାଇରେ ଅତି କମ୍‌ ପରିମାଣର ବର୍ଷା ଯୋଗୁ ତଳି ଘେରା ଫାଟି ଆଁ କଲାଣି। ଜଳସେଚନ ବିହୀନ...

ହକ୍‌ ପାଇଁ ସ୍ବାମୀଙ୍କ ଘର ସମ୍ମୁଖରେ ବସିଲେ

ଅନୁଗୋଳ,(ଅମିତ କୁମାର ସାମଲ)/ କଣିହଁା, (ସଚିଦାନନ୍ଦ ପ୍ରଧାନ), ପାଲଲହଡ଼ା, (ଦିବ୍ୟଜ୍ୟୋତି ଦାଶ)/ ଆଠମଲ୍ଲିକ (ଉଦୀପ୍ତ ପୁରୋହିତ)/ ବଇଣ୍ଡା (ପରିକ୍ଷିତ ସାହୁ), ୧୨।୭: ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୨ ଦିନିଆ ଅନୁଗୋଳ ଜିଲା ଗସ୍ତରେ ଆସିଥିବା ୫-ଟି ସଚିବ ଭି. କାର୍ତ୍ତିକେୟନ୍‌ ପାଣ୍ଡିଆନ...

ପଥର ହଟିଲା, ମରାମତି ପରେ ସ୍ବାଭାବିକ ହେଲା ରେଳ ଚଳାଚଳ

ନନ୍ଦପୁର, ୧୨।୭(ଶଙ୍କର ପୂଜାରୀ): କୋଟଭାଲସା ଓ ବରା ଷ୍ଟେଶନ ମଧ୍ୟଭାଗରେ ପାହାଡ ଉପରୁ ସୋମବାର ଏକ ବଡ଼ ପଥର ଖସି ରେଳ ଧାରଣାରେ ପଡ଼ିଥିଲା। ଫଳରେ ସୋମବାର ସନ୍ଧ୍ୟାରୁ ବିଶାଖାପାଟଣା-କିରାଣ୍ଡୁଲ ରେଳ ଧାରଣାରେ ରେଳ ଚଳାଚଳ ବନ୍ଦ ରହିଥିଲା। ଏହି...

ଜାଇଲୋ ଗାଡ଼ିରେ ଛେଳି ଚୋରି

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ବୁଡ଼େନ ଥାନା ଅନ୍ତର୍ଗତ ଦହିଗାଁ ଗ୍ରାମରୁ ଛେଳି ଚୋରି ଘଟଣାରେ ଏକ ଜାଇଲୋ ଗାଡ଼ି ଜବତ ହୋଇଛି। ସୋମବାର ବିଳମ୍ବିତ ରାତିରେ ଉକ୍ତ ଗ୍ରାମର କାର୍ତ୍ତିକ ବରିହାଙ୍କ ଘରୁ ୩ଟି ଛେଳି...

ଥଣ୍ଡା ପାନୀୟ ଜଳ ପ୍ରକଳ୍ପ ଅଚଳ

ବଅଁରପାଳ,୧୨।୭(ଉପେନ୍ଦ୍ର ରାଉତ): ଅନୁଗୋଳ ଜିଲା ନାଲ୍‌କୋ ପକ୍ଷରୁ କୁଲାଡ଼ସ୍ଥିତ ଏଫ୍‌ସିଆଇ ଛକଠାରେ ନିର୍ମାଣ କରାଯାଇଥିବା ଥଣ୍ଡା ପାନୀୟ ଜଳ ପ୍ରକଳ୍ପ ଦୀର୍ଘଦିନ ହେଲା ଅଚଳ ହୋଇପଡିଛି। ଫଳରେ ବଜାରବାସୀ ଓ ଯାତ୍ରୀମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ପ୍ରକାଶ ଯେ, ଏଫ୍‌ସିଆଇ...

ଶୀଘ୍ର କାର୍ଯ୍ୟକ୍ଷମ ହେବ ମେଗା ପାଇପ୍‌ ଜଳ ପ୍ରକଳ୍ପ

ଅନୁଗୋଳ,(ଅମିତ କୁମାର ସାମଲ)/ କଣିହଁା, (ସଚିଦାନନ୍ଦ ପ୍ରଧାନ), ପାଲଲହଡ଼ା, (ଦିବ୍ୟଜ୍ୟୋତି ଦାଶ)/ ଆଠମଲ୍ଲିକ (ଉଦୀପ୍ତ ପୁରୋହିତ)/ ବଇଣ୍ଡା (ପରିକ୍ଷିତ ସାହୁ), ୧୨।୭ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୨ ଦିନିଆ ଅନୁଗୋଳ ଜିଲା ଗସ୍ତରେ ଆସିଥିବା ୫-ଟି ସଚିବ ଭି. କାର୍ତ୍ତିକେୟନ୍‌ ପାଣ୍ଡିଆନ...

ତାମାଙ୍ଗିକୁ ବର୍ଷେ ହେଲା ଚାଲିନି ବସ୍‌

ଦାରିଙ୍ଗବାଡି,୧୨।୭(ଅରୁଣ ସାହୁ ): ଦାରିଙ୍ଗବାଡି ବ୍ଲକ ହାତୀମୁଣ୍ଡା ପଞ୍ଚାୟତର ଦୁର୍ଗମ ତାମାଙ୍ଗି ଗ୍ରାମକୁ ସଂଯୋଗୀକରଣ ପୋଲ ନିର୍ମାଣରେ ବିଳମ୍ବ ହେବାରୁ ଗତ ୧ ବର୍ଷ ହେଲା ବସ ଚଳାଚଳ ବନ୍ଦ ହୋଇଯାଇଛି । ଫଳରେ ତାମାଙ୍ଗି ଗ୍ରାମ ସମେତ କୁମ୍ଭାରିପଦର,...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri