ଆମ ଜିଲା ଖବର

ମୋହନାରେ ଆବାସ ଯୋଜନା କେଳେଙ୍କାରୀ

ମୋହନା,୭ା୭(ମନ୍ମଥ ମିଶ୍ର)ସରକାର ଆବାସ ଯୋଜନାରେ ଅସହାୟ ଗରିବ ପରିବାରଙ୍କୁ ପକ୍କା ଘର ଯୋଗାଉଛନ୍ତି। ହେଲେ କିଛି ଅସାଧୁ ନେତା ଓ କର୍ମଚାରୀଙ୍କ ପାଇଁ ଯୋଜନା ପ୍ରକୃତ ହିତାଧିକାରୀଙ୍କ ପାଖରେ ପହଞ୍ଚତ୍ ପାରୁନଥିବା ଅଭିଯୋଗ ହେଉଛି। ଆବାସ ନିର୍ମାଣ ନାମରେ ହିତାଧିକାରୀଙ୍କ...

ଆବାସ କାର୍ଯ୍ୟାଦେଶ ମିଳିଛି, ପ୍ରଥମ କିସ୍ତି ଆସୁନି

ଆନନ୍ଦପୁର,୭।୭(ସନ୍ତୋଷ ରାଉତ): ପ୍ରଧାନମନ୍ତ୍ରୀ ଆବାସ କାର୍ଯ୍ୟାଦେଶ ସହିତ ପ୍ରଥମ କିସ୍ତି ମିଳିବାର ବ୍ୟବସ୍ଥା ରହିଛି। ଗୃହି ନିର୍ମାଣ ନିମନ୍ତେ ଆର୍ଥିକ ସହାୟତା ରାଶି ସିଧାସଳଖ ହିତାଧିକାରୀଙ୍କ ବ୍ୟାଙ୍କ ଜମାଖାତାରେ ଦାଖଲ ହେବା କଥା। ମାତ୍ର ଆନନ୍ଦପୁର ବ୍ଲକ୍‌ରେ ଏହାର ବ୍ୟତିକ୍ରମ...

ଅଧାପନ୍ତରିଆ ଭାବେ ପଡ଼ିରହିଛି

ନୂଆଗାଁ,୭।୭(ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ବ୍ଲକର କୌଣସି ସରକାରୀ କାର୍ଯ୍ୟାଳୟକୁ ଆସୁଥିବା ସାଧାରଣ ଲୋକଙ୍କ ପାଇଁ ଶୌଚାଳୟଟିଏ ନାହିଁ । ନୂଆଗାଁ ତହସିଲ କାର୍ଯ୍ୟାଳୟ ପରିସରରେ ସାଧାରଣ ଲୋକମାନଙ୍କ ପାଇଁ ଶୌଚାଳୟଟିଏ ନିର୍ମାଣ କରାଯାଉଥିବା ବେଳେ ତାହା ମଧ୍ୟ...

ଶ୍ରାବଣ ଆରମ୍ଭରୁ ପରିବା ଦର ଆକାଶଛୁଆଁ

ବାଲିକୁଦା,୭ା୭(ତାପସ ସ୍ବାଇଁ): ଶ୍ରାବଣ ଆରମ୍ଭରୁ ରାଜ୍ୟରେ ପରିବା ଦର ଆକାଶଛୁଆଁ ହୋଇଛି। ବଜାରରେ କେବଳ ଆଳୁକୁ ଛାଡିଦେଲେ ସମସ୍ତ ପରିବା କିଲୋ ପ୍ରତି ୫୦ ଟଙ୍କାରୁ ଊର୍ଦ୍ଧ୍ୱରେ ପହଞ୍ଚ।ଏହା ଏବେ ଖାଉଟିଙ୍କ ପାଇଁ ମୁଣ୍ଡବିନ୍ଧାର କାରଣ ପାଲଟିଛି। ବୋଲବମ୍‌ ଭକ୍ତମାନେ...

ଅବଧି ସରିଲାଣି, କାର୍ଯ୍ୟ ସରୁନି

ନାଉଗାଁ,୭ା୭(ସୁଧା ବେହୁରା): ନାଉଗାଁ ବ୍ଲ୍କକ ଗଳଦାରୀ ପଞ୍ଚାୟତ ଅନ୍ତର୍ଗତ ଏରେଡା ଗ୍ରାମରେ ପାନୀୟ ଜଳ ପାଇଁ ଜନସାଧାରଣ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହି ଗ୍ରାମରେ କୌଣସି ପାନୀୟ ଜଳ ପ୍ରକଳ୍ପ ନ ଥିବାରୁ ଲୋକେ ବିଶୁଦ୍ଧ...

ପୂଜାପାଠ କରୁଥିବା ବ୍ରାହ୍ମଣ ପୁଅଙ୍କୁ କନ୍ୟା ମିଳୁନାହାନ୍ତି

କେନ୍ଦ୍ରପଡ଼ା,୭ା୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ପୂଜାପାଠ କରୁଥିବା ବ୍ରାହ୍ମଣ ବରକୁ କନ୍ୟା ମିଳୁନାହାନ୍ତି। ଏଥିଯୋଗୁ ବ୍ରାହ୍ମଣ ପୁଅ ଏବେ ଯଜମାନୀ ଛାଡ଼ି ବିଦେଶରେ ଚାକିରି କରିବାକୁ ବାହାରିଲେଣି। ବ୍ରାହ୍ମଣ ଜାତିର ଝିଅ ମିଳୁ ନ ଥିବାରୁ ଏବେ...

ମାଟିରେ ମିଶିବ ପୁରୁଣା ସ୍ବତନ୍ତ୍ର ସର୍କିଟ ହାଉସ

ପାରାଦୀପ,୭।୭ (ଶରତ ରାଉତ): ପାରାଦୀପର ବେଳାଭୂମି ରାସ୍ତା କଡରେ ଥିବା ପୁରୁଣା ସ୍ବତନ୍ତ୍ର ସର୍କିଟ ହାଉସ ଏବେ ଭଙ୍ଗା ଚାଲିଛି। ଆଉ କିଛି ଦିନ ମଧ୍ୟରେ ତାହା ସମ୍ପୂର୍ଣ୍ଣ ମାଟିରେ ମିଶିଯିବ। ସେହି ପୁରୁଣା ସର୍କିଟ ହାଉସ ସୀମା ମଧ୍ୟରେ...

ହାଣ୍ଡିଶାଳରୁ ସ୍କୁଲ ହଣ୍ଡା ପର୍ଯ୍ୟନ୍ତ ମହଙ୍ଗା ମାଡ଼

କେନ୍ଦ୍ରାପଡ଼ା,୭ା୭ (ଜଗନ୍ନାଥ ଧଳ): ରାଜ୍ୟ ସରକାର ମିଶନ ଶକ୍ତି ମାଧ୍ୟମରେ ମହିଳାଙ୍କୁ ସ୍ବାବଲମ୍ବୀ କରୁଛନ୍ତି। ବିଭିନ୍ନ ସ୍ବୟଂ ସହାୟକ ଗୋଷ୍ଠୀକୁ ଅନୁଦାନ ଯୋଗାଇ ମିଶନ ଶକ୍ତି କାଫେ ଖୋଲାଇଛନ୍ତି। ଏହି କାଫେ ବଜାରର ମହଙ୍ଗା ମାଡ଼ରୁ ନିସ୍ତାର ନ ପାଇ...

ନିମ୍ନମାନ କାମ କରି ଠିକାଦାର ଫେରାର

ଯାଜପୁର,୭ା୭(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଗଠନ ହେବା ପରେ ଲୋକଙ୍କ ଜୀବନଧାରଣ ମାନରେ ଆଶାନୁରୂପ ଉନ୍ନତି ଆସିନାହିଁ। ଯେଉଁ ଅଞ୍ଚଳର ଗମନାଗମନ ଯେତେ ସୁଦୃଢ଼ ସେହି ଅଞ୍ଚଳ ସେତେ ଉନ୍ନତ ବୋଲି ବିଶ୍ୱାସ ରହିଛି। କିନ୍ତୁ ଦୁର୍ବଳ ନେତୃତ୍ୱ ତଥା...

ସୁଧୁରୁନି ସହରର ପରିମଳ ବ୍ୟବସ୍ଥା

ଖୋର୍ଦ୍ଧା,୭ା୭(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସହରର ପରିମଳ, ରାସ୍ତାଘାଟ ବିପର୍ଯ୍ୟସ୍ତ ହୋଇପଡିଛି। ସ୍ବଚ୍ଛତା ପାଇଁ ଲକ୍ଷାଧିକ ଟଙ୍କା ଆସୁଥିଲେ ମଧ୍ୟ ଠିକ୍‌ ଭାବେ ଖର୍ଚ୍ଚ ହୋଇପାରୁ ନ ଥିବା ଅଭିଯୋଗ ହେଉଛି। ସ୍ବଚ୍ଛ ଖୋର୍ଦ୍ଧା, ସୁସ୍ଥ ଖୋର୍ଦ୍ଧା ପ୍ରହସନ ପାଲଟିଛି। ସ୍ବଚ୍ଛ...

‘ଶୃଙ୍ଖଳିତ ଭାବେ ନ ଆସିଲେ, ନିୟମ କରାଯିବ’

ପୁରୀ,୭ା୭(ଅଜିତ୍‌ ମହାନ୍ତି): ଶ୍ରୀକ୍ଷେତ୍ର ପୁରୀ ବିଶ୍ୱରେ ଏକ ଆଧ୍ୟାତ୍ମିକ ସ୍ଥାନ ଭାବେ ପରିଚିତ। ଶ୍ରୀକ୍ଷେତ୍ରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅବସ୍ଥାନ ରହିଥିବାରୁ ଦେଶ ତଥା ବିଦେଶରୁ ପ୍ରତିଦିନ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସୁଅ ଛୁଟୁଛି। ତେଣୁ ଶ୍ରୀମନ୍ଦିରରେ ଧାର୍ମିକ ତଥା ଆଧ୍ୟାମତ୍ିକ ପରିବେଶ...

କର୍ମଚାରୀ ଅଭାବରୁ ସମନ୍ବିତ ଶିଶୁ ବିକାଶ ଯୋଜନା ଦିଗହରା

ନିଶ୍ଚିନ୍ତକୋଇଲି,୭।୭(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟରେ ବହୁ ପଦବୀ ଖାଲି ପଡିଛି। ଏଠାରେ କାର୍ଯ୍ୟରତ ପିଅନଙ୍କ ମୃତ୍ୟୁ ଘଟିଛି। ଏଥିସହ ୨ ସୁପରଭାଇଜର ପଦବୀ ମଧ୍ୟ ଖାଲି ପଡ଼ିଛି। ଫଳରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri