ଆମ ଜିଲା ଖବର

ଗ୍ରାସୁଛି ପଲିଥିନ୍‌ ବିଷ

ଦଶରଥପୁର,୬।୭(ମନୋଜ ପୃଷ୍ଟି):ପଲିଥିନ୍‌, ଜରି, ପ୍ଲାଷ୍ଟିକ୍‌ରେ ନିର୍ମିତ କପ୍‌ ଓ ଚାମଚ ଆଦିର ବ୍ୟବହାର ଉପରେ ସରକାର କଟକଣା ଜାରି କରିଛନ୍ତି। ଏପରିକି ୪୦ ମାଇକ୍ରୋନ୍‌ ମୋଟେଇରୁ କମ୍‌ ଏବଂ ରିସାଇକେଲିଂ ପଲିଥିନ୍‌ ବ୍ୟାଗ୍‌ ବ୍ୟବହାରକୁ ନିଷିଦ୍ଧ କରାଯାଇଛି। ସରକାରଙ୍କ ଏହି...

ଚାରାରୋପଣ ବନାମ ଗଛ କଟା

ପାରାଦୀପ,୬।୭ (ଶରତ ରାଉତ)ଜଗତ୍‌ସିଂହପୁର ଜିଲା ପାରାଦୀପ ଅଞ୍ଚଳ ଦେଶର ସର୍ବାଧିକ ପ୍ରଦୂଷିତ ତାଲିକାରେ ଅଛି। ଦେଶର ଯେଉଁ ୮୮ ସହର ଅତ୍ୟଧିକ ପ୍ରଦୂଷଣ ତାଲିକା କେନ୍ଦ୍ର ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ସାର୍ବଜନୀନ କରିଛି। ସେଥିରେ ଓଡ଼ିଶାର ୪ଟି ସ୍ଥାନ ଅଛି।...

ବ୍ୟାପୁଛି ଆଖିଧରା ରୋଗ

ରସୁଲପୁର,୬।୭(ରଞ୍ଜିତ ରାଉତ):ରସୁଲପୁର ବ୍ଲକ ଅଞ୍ଚଳରେ ଆଖିଧରା ରୋଗ ବ୍ୟାପିବାରେ ଲାଗିଛି। ଏହି ରୋଗରେ ପୀଡ଼ିତ ରୋଗୀଙ୍କ ଆଖିରେ ଯନ୍ତ୍ରଣା ହେବା ସହ ଆଖି ନାଲି ପଡ଼ିଯାଉଛି। ଆଖିରୁ ପାଣି ଗଡୁଛି, ଧଳା ଓ ଧୂସର ରଙ୍ଗର ଅଠାଳିଆ ପଦାର୍ଥ ନିର୍ଗତ...

ସୂଚନା କର୍ମୀଙ୍କ ମୋରମ ଲୁଟ୍‌ ଚର୍ଚ୍ଚା

ଯାଜପୁର,୬।୭(ହର୍ଷବର୍ଦ୍ଧନ ବେହେରା)ରାଜ୍ୟରେ ଲଘୁ ଖଣିଜ ଦ୍ରବ୍ୟର ଲୁଟ୍‌କୁ ଦୃଢ଼ ହସ୍ତରେ ଦମନ କରିବା ଏବଂ ରାଜସ୍ବ କ୍ଷତିକୁ ରୋକିବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି। ହେଲେ ଯାଜପୁର ଜିଲାର ଧର୍ମଶାଳା ତହସିଲ ଅଞ୍ଚଳରେ କଳାପଥର ଏବଂ ଦର୍ପଣ...

ମ୍ୟାଲେରିଆ ଆକ୍ରାନ୍ତ: ଦେଶରେ ମାଲକାନଗିରି ୨ୟ, ରାୟଗଡ଼ା ୪ର୍ଥ ସ୍ଥାନରେ

ରାୟଗଡ଼ା,୬।୭(ଆଶିଷ ରଞ୍ଜନ ପଣ୍ଡା)ମ୍ୟାଲେରିଆ ନିରାକରଣ ପାଇଁ ସରକାରଙ୍କ ପକ୍ଷରୁ ଯେତେ ଯୋଜନା କାର୍ଯ୍ୟକାରୀ କରାଗଲେ ମଧ୍ୟ ରାଜ୍ୟରେ ମ୍ୟାଲେରିଆ ନିୟନ୍ତ୍ରଣ ହୋଇପାରୁନାହିଁ। ବରଂ ଦିନକୁ ଦିନ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ରାଜ୍ୟରେ ରାୟଗଡ଼ା ଜିଲାରେ ସର୍ବାଧିକ...

ସ୍ବାସ୍ଥ୍ୟକେନ୍ଦ୍ରରେ ହେଲ୍‌ମେଟ୍‌ ପିନ୍ଧି ବସିଲେ ଫାର୍ମାସିଷ୍ଟ

ଖପ୍ରାଖୋଲ,୬।୭(ଅଭୟ ତ୍ରିପାଠୀ)ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଧଣ୍ଡାମୁଣ୍ଡା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଛାତରୁ ସିମେଣ୍ଟ ଅତଡ଼ା ଖସୁଛି। ଏହାକୁ ନେଇ ସ୍ବାସ୍ଥ୍ୟ ବିଭାଗ କର୍ମଚାରୀ ଓ ରୋଗୀଙ୍କ ମଧ୍ୟରେ ଭୟ ଦେଖାଦେଇଛି। ମଙ୍ଗଳବାର ରୋଗୀମାନେ ଡାକ୍ତରଙ୍କଠାରେ ସ୍ବାସ୍ଥ୍ୟ ପରୀକ୍ଷା ପରେ ଔଷଧ...

ଧବଳେଶ୍ୱରଙ୍କ ଦର୍ଶନ ପାଇଁ କଂକ୍ରିଟ୍‌ ସେତୁ ଖୋଲିଲା

ଖୁଣ୍ଟୁଣୀ,୬।୭(ସଚ୍ଚିଦାନନ୍ଦ ପଣ୍ଡା)କଟକ ଜିଲା ଆଠଗଡ଼ର ପ୍ରସିଦ୍ଧ ଧବଳେଶ୍ୱର ଶୈବପୀଠକୁ ଯିବା ପାଇଁ ନିର୍ମାଣ ହୋଇଥିବା କଂକ୍ରିଟ୍‌ ସେତୁ ବୁଧବାରଠାରୁ ସର୍ବସାଧାରଣଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ ହୋଇଛି। ଧବଳେଶ୍ୱର ପୂଜକ ସମାଜ ସଭାପତି ବିଷ୍ଣୁଚରଣ ପତ୍ରୀ ଓ ସମ୍ପାଦକ ନରେନ୍ଦ୍ର କୁମାର ପଣ୍ଡାଙ୍କ...

ଖସିଲା ପଲସ୍ତରା: ୬ ଛାତ୍ରୀଛାତ୍ର ଆହତ, ଶିକ୍ଷୟିତ୍ରୀ ଗୁରୁତର

ବଇଣ୍ଡା,୬।୭(ପରିକ୍ଷିତ ସାହୁ)୫ ବର୍ଷ ହେଲା ଅଙ୍ଗନଓ୍ବାଡି ଛାତରୁ ପାଣି ଗଳୁଛି। କାନ୍ଥ ମଧ୍ୟ ଫାଟି ଯାଇଛି। ତେଣୁ ଏପରି ବିପଦପୂର୍ଣ୍ଣ କୋଠରିରେ କୁନି କୁନି ପିଲାଙ୍କୁ ନ ବସାଇବାକୁ ସତର୍କ କରିଥିଲେ ସରପଞ୍ଚ। ହେଲେ ଏଥିପ୍ରତି ସିଡିପିଓ କିମ୍ବା ବିଡିଓ...

୫-ଟି ସଚିବଙ୍କୁ ବିରୋଧ ବଢ଼ୁଛି

ବୌଦ୍ଧ,୬।୭(ଅଜିତ କୁମାର ବାରିକ)ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫-ଟି ସଚିବ ଭି. କେ. ପାଣ୍ଡିଆନଙ୍କ ବିଭିନ୍ନ ଜିଲା ଗସ୍ତକୁ ବିରୋଧୀ ରାଜନୈତିକ ଦଳଗୁଡ଼ିକର ବିରୋଧ ବଢ଼ିବାରେ ଲାଗିଛି। ମଙ୍ଗଳବାର ସୋନପୁର ଗସ୍ତବେଳେ ୫-ଟି ସଚିବଙ୍କ କାର୍‌କେଡ୍‌କୁ ଅଣ୍ଡାମାଡ଼ ହୋଇଥିବାବେଳେ ବୁଧବାର...

ପିଡିଏସ୍‌ ଚାଉଳ ଓଜନରେ ଠକେଇ

ରାଉରକେଲା,୫ା୭(ସଙ୍ଗୀତା ଜେନା): ପିଡିଏସ୍‌ ଚାଉଳ ଓଜନରେ ହେରଫେର କରାଯାଉଥିବା ଭାଜପା ପକ୍ଷରୁ ଅଭିଯୋଗ କରାଯାଇଛି। ଏଥିରେ କୋଟି କୋଟି ଟଙ୍କାର ରାଜସ୍ବ ଲୁଟ ହେଉଛି। କେନ୍ଦ୍ର ସରକାର ଗରିବଙ୍କୁ ମାଗଣାରେ ଚାଉଳ ଯୋଗାଉଥିବା ବେଳେ ଏହାକୁ ରାଜ୍ୟ ସରକାର, ଯୋଗାଣ...

ଝରକା ଭାଙ୍ଗି ସୁନା, ରୁପା ଅଳଙ୍କାର ଲୁଟ୍‌

ନିରାକାରପୁର,୫।୭(ମାନସ ଚନ୍ଦ୍ର ପଟ୍ଟନାୟକ): ଝରକା ଗ୍ରିଲ ତାଡି ଦୁର୍ବୁତ୍ତମାନେ ଲକ୍ଷାଧିକ ଟଙ୍କାର ସୁନା, ରୁପା ଅଳଙ୍କାର ସମେତ ଟଙ୍କା ଏବଂ ଆସବାପତ୍ର ଲୁଟି ନେଇଥିବା ଜଣାପଡିଛି। ଏନେଇ ନିରାକାରପୁରସାହିର କୃଷ୍ଣଚନ୍ଦ୍ର ଶତପଥୀ ଥାନାରେ ଏକ ଅଭିଯୋଗ କରିଛନ୍ତି। ଶତପଥୀ ଦେଇଥିବା...

ବ୍ରିଜ୍‌ ଉପରେ ସ୍କୁଟି ରଖି ଡାକ କର୍ମଚାରୀଙ୍କ ମିଳୁନି ପତ୍ତା

କୋରାପୁଟ/ସୁନାବେଡ଼ା ୫ା୭ (ଅମିତାଭ ବେହେରା/କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ା ଥାନା ଅନ୍ତର୍ଗତ ଘାଟଗୁଡ଼ା ବ୍ରିଜ୍‌ ଉପରେ ଗାଡ଼ି ରଖି ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ସେ ହେଉଛନ୍ତି କୋରାପୁଟ ଗାନ୍ଧୀନଗରଠାରେ ରହୁଥିବା ପି.ସତ୍ୟନାରାୟଣଙ୍କ ପୁଅ ପି. ସନ୍ତୋଷ କୁମାର।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri