ଆମ ଜିଲା ଖବର

ଅଢ଼େଇଘଣ୍ଟା ଧରି ଏସ୍‌ଟିଏର ଅନୁଧ୍ୟାନ

ଅନୁଗୋଳ, ୫।୭ (ଅମିତ କୁମାର ସାମଲ): ଅନୁଗୋଳ କରଡ଼ାଗାଡ଼ିଆଠାରେ ଗତ ରବିବାର ଟ୍ରକ୍‌ ଧକ୍କାରେ ଏକ ଦମ୍ପତିଙ୍କ ମୃତ୍ୟୁ ହୋଇଥିଲା। ୨ ଟ୍ରକ୍‌ ମଝିରେ ଚାପି ହୋଇ ବନ୍ତଳା ଥାନା ଗୁରଙ୍ଗ ଗ୍ରାମର ଅକ୍ଷୟ ବେହେରା ଓ ତାଙ୍କ ସ୍ତ୍ରୀ...

୩ ସୋମବାର ଜଳଲାଗି

ଢେଙ୍କାନାଳ, ୫।୭(ରତନ ନାୟାର): ଯୋଡ଼ା ଶ୍ରାବଣରେ ଜଳାଭିଷେକକୁ ନେଇ ଦୂର ହୋଇଛି ଦ୍ୱନ୍ଦ୍ୱ। ବିଶ୍ୱପ୍ରସିଦ୍ଧ ଶୈବପୀଠ କପିଳାସ ସମେତ ଢେଙ୍କାନାଳ ଜିଲାର ୧୨ ଶୈବ କ୍ଷେତ୍ରରେ ଜୁଲାଇ ୧୦, ଅଗଷ୍ଟ ୨୧ ଏବଂ ୨୮ ତାରିଖରେ ପଡୁଥିବା ସୋମବାରରେ ଜଳଲାଗି...

ବର୍ଷାରେ ବେହାଲ ଏନ୍‌ଏଚ୍‌ ୫୫

ଢେଙ୍କାନାଳ, ୫।୭(ରତନ ନାୟାର): ଧାର୍ଯ୍ୟ ସମୟ ବିତିଲା। ହେଲେ ୫୫ନଂ. ଜାତୀୟ ରାଜପଥ କାର୍ଯ୍ୟ ଶେଷ ହେଲାନାହିଁ। ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ) ପ୍ରତିଶ୍ରୁତି ପୂରଣ କରିବାରେ ବିଫଳ ହୋଇଥିବାବେଳେ ବର୍ଷାରେ ବେହାଲ ହୋଇପଡ଼ିଛି ୪ ଜିଲାବାସୀଙ୍କ ଜୀବନରେଖା।...

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ରାଜସୱ ନିରୀକ୍ଷକ

ମାଲକାନଗିରି,୫।୭(ଦୁର୍ଯ୍ୟଧନ ପାତ୍ର):  ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଡ଼ିଲେ ରାଜସ୍ବ ନିରୀକ୍ଷକ । ଏଭଳି ଘଟଣା ଘଟିଛି ମାଲକାନଗିରି ଜିଲାରେ।  ସଦର ବ୍ଲକ ଅନ୍ତର୍ଗତ ସିଂଧରିମାଳ ସର୍କଲର ରାଜସ୍ବ ନିରକ୍ଷକ ସୀମାଞ୍ଚଳ ସାହୁ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ...

ଜିଲା ମୁଖ୍ୟ ଚିକିତ୍ସାଳୟରେ ଔଷଧ, କେମିକାଲ ଅଭାବ

କେନ୍ଦୁଝର, ୫।୭ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଧରଣୀଧର ମେଡିକାଲ କଲେଜ ଓ ଡାକ୍ତରଖାନା (ଜିଲା ମୁଖ୍ୟ ଚିକିତ୍ସାଳୟ)ରେ ଔଷଧ ଓ କେମିକାଲ ଅଭାବ ଯୋଗୁ ରୋଗୀସେବା ବାଧାପ୍ରାପ୍ତ ହେଉଛି। ଏଣୁ ରୋଗୀମାନେ ବାହାରୁ ଔଷଧ କିଣିବା ସହ ବିଭିନ୍ନ...

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ରାଜସ୍ବ ନିରୀକ୍ଷକ

ମାଲକାନଗିରି,୫।୭(ଦୁର୍ଯ୍ୟଧନ ପାତ୍ର ): ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ରାଜସ୍ବ ନିରୀକ୍ଷକ । ମାଲକାନଗିରି ଜିଲା ସଦର ବ୍ଲକ ଅନ୍ତର୍ଗତ ସିଂଧରିମାଳ ସର୍କଲର ରାଜସ୍ବ ନିରକ୍ଷକ ସୀମାଞ୍ଚଳ ସାହୁ ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରା ପଡିଥିବା ଜଣାପଡିଛି...

ତାଳସାରୀ-ଉଦୟପୁର ପଥରବନ୍ଧ ଅନୁଧ୍ୟାନ କଲେ ଜିଲାପାଳ

ଭୋଗରାଇ, ୫।୭(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ଉଦୟ ପୁର-ତାଳସାରୀ ୨. ୭ କି.ମି. ତଟସୁରକ୍ଷା ପାଚେରି ପଥରବନ୍ଧ ପ୍ରାକ୍‌ ମୌସୁମୀରେ ବ୍ୟାପକ କ୍ଷତିଗ୍ରସ୍ତ ହୋଇଥିଲା। ମଙ୍ଗଳବାର ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ଶିନ୍ଦେ ଏହି ପଥରବନ୍ଧ ଅନୁଧ୍ୟାନ...

ଦେଢ଼ମାସର ଶିଶୁକନ୍ୟା ତଣ୍ଟି ଚିପି ହତ୍ୟା କଲେ ମା’

ଆଳି,୫।୭(ବନମାଳୀ ସେନାପତି): ଜଣେ ମା’ ଅଧରାତିରେ ନିଜ ଦେଢ଼ମାସର ଶିଶୁକନ୍ୟାର ତଣ୍ଟିଚିପି ହତ୍ୟା କରିଛନ୍ତି। ଏନେଇ ଶିଶୁକନ୍ୟାଙ୍କ ଜେଜେମା’ ଅଭିଯୋଗ ଆଣିଛନ୍ତି। ଏଭଳି ଏକ ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲା ଆଳି ଥାନା ନଦୀନାଳଘେରା ପଦନୀପାଳ ଗଁାରେ। ପଦନୀପାଳ ଗଁାର...

ଦୁଇ ବସ୍‌ ମଧ୍ୟରେ ଦୁର୍ଘଟଣା

ବାଲେଶର ଅଫିସ, ୫।୭: ବାଲେଶ୍ବର ସଦରଥାନା ସ୍ଥିତ କୁରୁଡା ଉଡନ୍ତାପୋଲ ଉପରେ ବୁଧବାର ଦୁର୍ଘଟଣା ଘଟିଛି। ଦୁଇଟି ବସ୍‌ ମଧ୍ୟରେ ଧକ୍କା ହୋଇ ଅନେକ ଆହତ ହୋଇଛନ୍ତି। ଆହତମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

୨୦୨୪ ମାଟ୍ରିକ ପରୀକ୍ଷାର୍ଥୀଙ୍କ ତଥ୍ୟ ସଂଶୋଧନ ହୋଇପାରିବ

କଟକ,୫।୭(ସୁପ୍ରିୟା ପ୍ରିୟଦର୍ଶିନୀ): ୨୦୨୪ରେ ମାଟ୍ରିକ ପରୀକ୍ଷା ଦେବାକୁ ଥିବା ଛାତ୍ରୀଛାତ୍ରଙ୍କର ପଞ୍ଜୀକରଣ ତଥ୍ୟ ବା ଏନ୍‌ରୋଲ୍‌ମେଣ୍ଟ ଡାଟାରେ କୌଣସି ଭୁଲ ଥିଲେ ଏହାକୁ ସଂଶୋଧନ ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ସ୍କୁଲଗୁଡିକୁ ଆଉ ଏକ ସୁଯୋଗ ପ୍ରଦାନ...

ଆଜିଠୁ ମାଟ୍ରିକ ସାର୍ଟିଫିକେଟ୍‌ ତ୍ରୁଟି ସଂଶୋଧନ

କଟକ,୫।୭(ସୁପ୍ରିୟା ପ୍ରିୟଦର୍ଶିନୀ): ଚଳିତବର୍ଷ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ସାର୍ଟିଫିକେଟରେ ବ୍ୟାପକ ତ୍ରୁଟି ପରିଲକ୍ଷିତ ହୋଇଛି। ଏଥିପାଇଁ ବୁଧବାରଠାରୁ ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ବୋର୍ଡ ପକ୍ଷରୁ ତ୍ରୁଟି ସଂଶୋଧନ କରାଯିବ। ସ୍କୁଲ କର୍ତ୍ତୃପକ୍ଷ...

ଚବ୍ରି ନଦୀରେ ପଶି ବିଦ୍ୟାଳୟ ଯାଉଛନ୍ତି ଛାତ୍ରୀଛାତ୍ର

ଦଶମନ୍ତପୁର,୫ା୭(ଅରବିନ୍ଦ ନାୟକ): କୋରାପୁଟ ଜିଲାରେ ଏପରି କେତେକ ଗ୍ରାମ ରହିଛି ଯେଉଁଠିକୁ ଏଯାଏ ପ୍ରଶାସନ ପହଞ୍ଚତ୍ପାରିନାହିଁ। ନଦୀନାଳ, ବଣଜଙ୍ଗଲ ଓ ପାହାଡ଼ ଘେରା ପରିବେଶରେ ଥିବା ଗ୍ରାମଗୁଡ଼ିକୁ ଏଯାଏ ଗ୍ରାମବାସୀଙ୍କ ପାଇଁ ପ୍ରଶାସନ ରାସ୍ତାଟିଏ କରିପାରିନାହିଁ। ଖରା ଓ ଶୀତିଦିନେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri