ଆମ ଜିଲା ଖବର

ସରିଲା ରାଜନଗର ବାଲିଯାତ୍ରା

ପାଟଣା,୨୦।୧୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ଗ୍ରାମ ହାଇସ୍କୁଲ ପଡିଆରେ ଅନୁଷ୍ଠିତ ବାଲିଯାତ୍ରା ମହୋତ୍ସବ ଉଦଯାପିତ ହୋଇଛି । ଆୟୋଜିତ ସଭା ବାଲିଯାତ୍ରା କମିଟି ସଭାପତି ତୃପ୍ତି ରଞ୍ଜନ ସିଂଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ...

କୁରକୁରେ ଦେବି କହି ଭାଣିଜୀଙ୍କୁ ବଳାତ୍କାର କଲେ ମାମୁ: ଆଇସିୟୁରେ ନିରୀହ ନାବାଳିକା, ଆଉ ମାମୁ….

ବାରଙ୍ଗ,୨୦।୧୧(ଲିଙ୍ଗରାଜ ରାଉତ): ଖୋର୍ଦ୍ଧା ଜିଲା ବାରଙ୍ଗ ଅଞ୍ଚଳରେ ୬ ବର୍ଷର ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ୬ ବର୍ଷ ଝିଅକୁ ବଳାତ୍କାର କରାଯାଇଥିବା ନେଇ ବାରଙ୍ଗ ଥାନାରେ ମାମଲା ରୁଜୁ ହୋଇଛି। ବଳାତ୍କାର କରିଥିବା ଯୁବକ ହେଉଛନ୍ତି ଝାଡ଼ଖଣ୍ଡ ଅଞ୍ଚଳର।...

ଧାନ ମଣ୍ଡି ଖୋଲିଲା ପରେ: ଏମିତି କହିଲେ ଯୋଗାଣ ମନ୍ତ୍ରୀ

ବରଗଡ଼୨୦।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବୁଧବାରରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ବରଗଡ଼ ନିୟନ୍ତ୍ରିତ ବଜାର କମିଟି ଅଧୀନ କଳାପାଣି ମଣ୍ଡିରୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ରପାତ୍ର ଏହାର ଶୁଭାରମ୍ଭ କରିଛନ୍ତି। ମନ୍ତ୍ରୀ...

ଯୋଗାଣମନ୍ତ୍ରୀଙ୍କ ପୂଜାର୍ଚ୍ଚନା ପରେ ବରଗଡ଼ରେ ଖୋଲିଲା ଧାନମଣ୍ଡି

ବରଗଡ଼୨୦।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବୁଧବାରରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ବରଗଡ଼ ନିୟନ୍ତ୍ରିତ ବଜାର କମିଟି ଅଧୀନ କଳାପାଣି ମଣ୍ଡିରୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ରପାତ୍ର ଏହାର ଶୁଭାରମ୍ଭ କରିଛନ୍ତି। ମନ୍ତ୍ରୀ...

ଭିଜିଲାନ୍ସ ଜାଲରେ ଯୋଗାଣ ଅଧିକାରୀ: ୧୧ ସ୍ଥାନରେ ଚଢାଉ

ସୋନପୁର, ୨୦।୧୧(ମତ୍ୟୁଞ୍ଜୟ ଶତପଥୀ):ଭିଜିଲାନ୍ସ ଜାଲରେ ସୁବର୍ଣ୍ଣପୁର ଜିଲା ଯୋଗାଣ ଅଧିକାରୀ(ସିଏସଓ) ସୁରେଶ କୁମାର ପାଣିଗ୍ରାହୀ l ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ମଙ୍ଗଳବାର ରାତିରୁ ଏହି ଚଢାଉ ଚାଲିଛିl ସୁବର୍ଣ୍ଣପୁର ଯୋଗାଣ ଅଧିକାରୀଙ୍କ କାର୍ଯ୍ୟାଳୟ ସମେତ ପେଲେସ ଗାର୍ଡେନ...

ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀଙ୍କ ଫଟୋକୁ ବିକୃତ କଲେ ଲୋକେ: ଥାନାରେ ଅଭିଯୋଗ

କେନ୍ଦୁଝର,୧୯ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଉପନିର୍ଦ୍ଦେଶକ, ଉଦ୍ୟାନ କୃଷିବିଭାଗ କାର୍ଯ୍ୟାଳୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଫଟୋଚିତ୍ରକୁ ବିକୃତ କରାଯାଇଥିବା ନେଇ ମଙ୍ଗଳବାର ରାତିରେ ଭାଜପା ପକ୍ଷରୁ ଟାଉନଥାନାରେ ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ ଯେ,...

ସୋନୁ ନିଗମଙ୍କ ଗୀତରେ ଝୁମିଲେ ଦର୍ଶକ: ପୁଚୁକି ଗାଲିରୁ…

କଟକ, ୨୦।୧୧(ଶିଳ୍ପା ପ୍ରିୟଦର୍ଶିନୀ):  ବାଲିଯାତ୍ରାର ପଞ୍ଚମ ସନ୍ଧ୍ୟାରେ ଗଣକବି ବୈଷ୍ଣବ ପାଣି ମଞ୍ଚରେ ଆକର୍ଷଣ ସାଜିଥିଲେ ବଲିଉଡ କଣ୍ଠଶିଳ୍ପୀ ପଦ୍ମଶ୍ରୀ ସୋନୁ ନିଗମ। ତୁମ୍‌ ସେ କରକେ ମିଠି ମିଠି ବାତେ, କେହେ ଦୋ ନାଁ ୟୁ ଆର ମାଇଁ...

୬ରେ ଜନ୍ମମାଟିକୁ ବୁଲିଯିବେ ରାଷ୍ଟ୍ରପତି

ବାରିପଦା,୨୦ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୬ରେ ଦୁଇଦିନିଆ ମୟୂରଭଞ୍ଜ ଗସ୍ତରେ ଆସିବେ। ୩ରୁ ୭ ପର୍ଯ୍ୟନ୍ତ ୫ ଦିନିଆ ଓଡ଼ିଶା ଗସ୍ତରେ ଆସୁଥିବା ରାଷ୍ଟ୍ରପତି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି ଜିଲା ପ୍ରଶାସନ ସୂଚନା ଦେଇଛି। ରାଷ୍ଟ୍ରପତି...

ଖୋଲାଖୋଲି ଲାଞ୍ଚମାଗି  ଭିଏଡବ୍ଲ୍ୟୁ ଦେଖାଉଥିଲେ ନାଲିଆଖି: ଭିଡିଓ ଭାଇରାଲ ପରେ ଏବେ….

ଚାନ୍ଦବାଲି,୨୦।୧୧(ଅଶୋକ କୁମାର ପଣ୍ଡା): ଲାଞ୍ଚମାଗିବା ପଡ଼ିଲା ମହଙ୍ଗା। ଗ୍ରାମ୍ୟ କୃଷି ଅଧିକାରୀ (V.A.W) ନିଲମ୍ବିତ।   ବାତ୍ୟା ‘ଦାନା’ ପ୍ରଭାବରେ  କ୍ଷୟ କ୍ଷତି ହୋଇ ଥିବା ଚାଷୀଙ୍କୁ ସରକାର କ୍ଷତିପୂରଣ ପ୍ରଦାନ କରିବା ପାଇଁ ଘୋଷଣା କରିବା ପରେ  ଚାଷୀଙ୍କୁ ଶୋଷଣ...

ଓଲଟିଲା ବିଲାତି ବୋଝେଇ ଟ୍ରକ: ବୋହିନେଲେ ଲୋକେ

କେନ୍ଦୁଝର,୨୦।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ଚେମଣା ନିକଟରେ ଏନଏଚ ୪୯ରେ ଆଜି ଏକ ବିଲାତି ବୋଝେଇ ଟ୍ରକ ଓଲଟି ପଡ଼ିବାରୁ ଚାଳକ ଆହତ ହୋଇଥିବାବେଳେ ବିଲାତି ଥିବା ଟ୍ରେ ଗୁଡ଼ିକ ଏଣେ ତେଣେ ବିଛାଡ଼ି...

ଚାଷୀଙ୍କୁ ଲାଞ୍ଚ ମାଗୁଛନ୍ତି କୃଷି କର୍ମଚାରୀ ଭିଡିଓ ଭାଇରାଲ…

ଚାନ୍ଦବାଲି,୧୯।୧୧(କିଷାନ ପାତ୍ର):ବାତ୍ୟାରେ କ୍ଷତିଗ୍ରସ୍ତ ଚାଷୀଙ୍କୁ ସରକାର କ୍ଷତିପୂରଣ ପ୍ରଦାନ ପାଇଁ ଘୋଷଣା କରିବା ପରେ ଏବେ ଚାଷୀଙ୍କୁ ଶୋଷଣ କରାଯାଉଥିବା ଦେଖିବାକୁ ମିଳିଛି। କ୍ଷତିପୂରଣ ବାବଦରେ ହେକ୍ଟର ପିଛା ୮,୫୦୦ ଟଙ୍କା ଘୋଷଣା ପରେ କିଛି ସରକାରୀ କର୍ମଚାରୀ ଏହାର...

ପେଟ ଯନ୍ତ୍ରଣାରୁ ୨ ଜଣଙ୍କ ସନ୍ଦେହଜନକ ମୃତ୍ୟୁ

କେନ୍ଦ୍ରାପଡା, ୨୦।୧୧ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ଜିଲା ମୁଖ୍ୟ ଚିକିତ୍ସାଳୟରେ ଦୁଇ ଜଣଙ୍କ ସନ୍ଦେହଜନକ ମୃତ୍ୟୁ ସ୍ଥାନୀୟ ଅଞ୍ଚଳରେ ବୁଧବାର ଆଲୋଚନାର ବିଷୟ ହୋଇଛି। ପେଟ ଯନ୍ତ୍ରଣା ହେବାରୁ ଏହି ଦୁଇ ଜଣଙ୍କ ପରିବାର ସଦସ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri