ଆମ ଜିଲା ଖବର

ଜୁନ୍‌ରେ ସ୍ବାଭାବିକଠାରୁ ଅଧିକ ବର୍ଷା

ଢେଙ୍କାନାଳ,୩ା୭(ରତନ ନାୟାର): ମୌସୁମୀ ବାୟୁ ପ୍ରବାହରେ ଢେଙ୍କାନାଳ ଜିଲାରେ ଜୁନ୍‌ରେ ଭଲ ବର୍ଷା ହୋଇଛି। ଚାଷ ପାଇଁ ପାଗ ଅନୁକୂଳ ଥିବାରୁ ଧାନ ବୁଣା ଜୋର୍‌ ଧରିଛି। ହାତୀ ଉପଦ୍ରବ ରୋକାଯାଇପାରିଲେ ଭଲ ଧାନ ଉତ୍ପାଦନ ହେବ ବୋଲି ଚାଷୀମାନେ...

କେନ୍ଦୁଝର-ଖୋର୍ଦ୍ଧା ମେମୁ ଇଞ୍ଜିନରେ ତ୍ରୁଟି

ଢେଙ୍କିକୋଟ୍‌,୩ା୭(ନୀଳମଣି ମଣ୍ଡଳ): କେନ୍ଦୁଝର-ଖୋର୍ଦ୍ଧା ମେମୁ ସ୍ପେସିଆଲ ଟ୍ରେନ୍‌ ଇଞ୍ଜିନରେ ତ୍ରୁଟି ଯୋଗୁ ବସନ୍ତପୁର ସୀତାବିଞ୍ଜ ଷ୍ଟେଶନ ମଝିରେ ଅଟକି ରହିଥିଲା। ଫଳରେ ୩ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଯାତ୍ରୀ ଗରମ ଗୁଳୁଗୁଳିରେ ହନ୍ତସନ୍ତ ହୋଇଥିଲେ। ପରେ ଅନ୍ୟ ଏକ ଇଞ୍ଜିନ...

ଆନ୍ଧ୍ର ଚାଷୀଙ୍କ ଦଖଲରେ ଚାଷ ଜମି

ସୋନପୁର,୩ା୭(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାର ହଜାର ହଜାର ଏକର ଚାଷଜମି ଏବେ ଆନ୍ଧ୍ରଚାଷୀଙ୍କ ଦଖଲରେ ରହିଛି। ଜିଲାର ବିନିକା ଓ ଡୁଙ୍ଗୁରିପାଲି ବ୍ଲକରେ ଆନ୍ଧ୍ର ଚାଷୀମାନେ ଧାନ ଚାଷ କରୁଥିବା ବେଳେ ବୀରମହାରାଜପୁର, ଉଲୁଣ୍ଡା, ତରଭା ଓ ସୋନପୁର ବ୍ଲକରେ...

ଚାହିଦା କମିଲେ ବି ବଞ୍ଚିଛି କଣ୍ଢେଇ ଯାତ୍ରା

ବ୍ରହ୍ମପୁର,୩ା୭(ସ୍ମୃତି ରଞ୍ଜନ ମହାଲିକ): ପୂର୍ବରୁ କଣ୍ଢେଇର ଚାହିଦା ଢେର ଅଧିକ ରହିଥିଲା। କାୈଣସି ଯାତ୍ରା ପଡ଼ିଲେ ମାଟି ଓ କାଠରେ ତିଆରି ଭଳିକି ଭଳି କଣ୍ଢେଇ କିଣିବାକୁ ଛୋଟ ପିଲାଙ୍କ ଭିଡ ଜମୁଥିଲା। ଅଭିଭାବକମାନେ ମଧ୍ୟ କଣ୍ଢେଇ କିଣି ଦେଇ...

ବୈତରଣୀ ନଦୀବନ୍ଧରୁ ଧସିଲା ପଥର ପ୍ୟାକିଂ

ଆରଡ଼ି,୩।୭(ଦୀପ୍ତି ରଞ୍ଜନ ନାୟକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ସାଠିବାଙ୍କୁଡ଼ା ନିକଟରେ ବୈତରଣୀ ନଦୀବନ୍ଧରେ କାମ ଚାଲୁ ରହିଥିବା ବେଳେ ରବିବାର ପ୍ରାୟ ୫୦ ଫୁଟ୍‌ ପଥରପ୍ୟାକିଂ ନଦୀଗର୍ଭକୁ ଧସିଯାଇଛି। ବର୍ଷା ପୂର୍ବରୁ ନଦୀବନ୍ଧ ଧସିଥିବାରୁ ସ୍ଥାନୀୟ ଅଧିବାସୀ...

ଟେନ୍‌ଶନ ଦେଉଛିି ଆବାସ ଯୋଜନା

ନୟାଗଡ଼,୩।୭(ଲୋକନାଥ ମିଶ୍ର): ଆଉ କିଛି ମାସ ପରେ ବିଧାନସଭା ଓ ଲୋକସଭା ନିର୍ବାଚନ। ଏଭଳି ସ୍ଥଳେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ)ରେ କାର୍ଯ୍ୟାଦେଶ ବଣ୍ଟନ ଶାସକ ଓ ବିରୋଧିଙ୍କୁ ଅଡୁଆରେ ପକାଇଛି। ଯୋଜନାରେ ନୂଆ ହିତାଧିକାରୀ ଯୋଡି ହୋଇ ପାରୁନାହାନ୍ତି।...

ପରିତ୍ୟକ୍ତ ସରନାଳକୁ ନେଇ ଚିନ୍ତା

ଖଣ୍ଡପଡ଼ା,୩ା୭(ଅଜୟ କୁମାର ମହାରଣା): ଦୀର୍ଘବର୍ଷରୁ ଅକୁରାବନ୍ଧ ଗାଁ ମୁଣ୍ଡରେ ଥିବା ସରନାଳ ରକ୍ଷଣାବେକ୍ଷଣ ଅଭାବରୁ ପରିତ୍ୟକ୍ତ ଅବସ୍ଥାରେ ପଡି ରହିଛି। ପାଣି ଉପରେ ଦଳ, ଘାସ ଓ ମେଘଡ଼ମ୍ବରୁ ଗଛର ଏକ ଆସ୍ତରଣ ଜମି ଏହା ଏକ ଖେଳ ପଡ଼ିଆର...

ଦୂଷିତ ପାନୀୟଜଳ ଯୋଗାଣ ନେଇ ଅସନ୍ତୋଷ

ପୋଲସରା,୩ା୭(ସୁବ୍ରତ ବେହେରା): ପୋଲସରା ବ୍ଲକ ଅନ୍ତର୍ଗତ ଢୁଙ୍କାପଡା ଗ୍ରାମରେ ଦୂଷିତ ପାନୀୟଜଳ ଯୋଗାଣକୁ ନେଇ ଜନ ଅସନ୍ତୋଷ ଦେଖାଦେଇଛି। ରାଜ୍ୟ ସରକାର ପକ୍ଷରୁ ବସୁଧା ଯୋଜନାରେ ଗ୍ରାମ ମାନଙ୍କୁ ବିଶୁଦ୍ଧ ପାନୀୟଜଳ ଯୋଗାଣ ପାଇଁ କାର୍ଯ୍ୟ କରୁଛନ୍ତି। ହେଲେ ଢୁଙ୍କାପଡ଼ା...

ଗୁମ୍ମା ମିନି ଷ୍ଟାଡିୟମ୍‌ ନିର୍ମାଣ କାର୍ଯ୍ୟ ନିମ୍ନମାନର

ପାରଳାଖେମୁଣ୍ଡି,୩ା୭(ଗିରିଧାରୀ ପରିଚ୍ଛା): ସରକାର ଉପାନ୍ତ ଅଞ୍ଚଳର ବିକାଶ ପାଇଁ ବିଭିନ୍ନ ଯୋଜନା ମାଧ୍ୟମରେ କୋଟି କୋଟି ଟଙ୍କା ବ୍ୟୟବରାଦ କରୁଥିବା ବେଳେ ଅଞ୍ଚଳର ବିକାଶ ନାଁରେ ହରିଲୁଟ ଚାଲିଛି। ଗଜପତି ଜିଲା ଗୁମ୍ମା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଭାବେ...

୫ ବର୍ଷ ହେଲା ଅଧାପନ୍ତରିଆ ଯାତ୍ରୀ ବିଶ୍ରାମାଗାର

ଦାରିଙ୍ଗବାଡି/ ବ୍ରାହ୍ମଣିଗାଁ, ୩/୭: (ଅରୁଣ ସାହୁ /ମନୋରଞ୍ଜନ ରଣା)ଦାରିଙ୍ଗବାଡି ବ୍ଲକ ହାତୀମୁଣ୍ଡ ପଞ୍ଚାୟତ ପୀଡିକାରିପି ଗ୍ରାମରେ ଥିବା ଯାତ୍ରୀ ବିଶ୍ରାମାଗାର ନିର୍ମାଣ କାର୍ଯ୍ୟରେ ଅହେତୁକ ବିଳମ୍ବ ହେଉଥିବା ନେଇ ଜନ ଅସନ୍ତୋଷ ବୃଦ୍ଧି ପାଇଛି। ଉକ୍ତ ଗ୍ରାମଟି ଦୁର୍ଗମ ଅଞ୍ଚଳରେ...

ସରକାରୀ ଜମିରେ ଚାଲିଛି ଇଟା କାରଖାନା

ଜେନାପୁର,୩ା୭(ଅଶୋକ ଦାସ): ଧର୍ମଶାଳା ତହସିଲ ଅଧୀନ ପୁରୁଣା ବୋଉଳମାଳ ପଞ୍ଚାୟତର ସୁକୁଟିଝର ମୌଜାରେ ଥିବା ସରକାରୀ ଜମିରେ ବେଆଇନ ଭାବେ ଚାଲୁଛି ୨ ଇଟା କାରଖାନା। କାରଖାନା ହୋଇଥିବା ସ୍ଥାନ ଜଙ୍ଗଲ ଜମି, ଦାଣ୍ଡି, ସର୍ବସାଧାରଣ ଜାଗା ବୋଲି ସରକାରୀ...

ପ୍ରଶସ୍ତୀକରଣ କାର୍ଯ୍ୟରେ ଅନିୟମିତତା

ପ୍ରୀତିପୁର,୩ା୭(ସୁଶାନ୍ତ ବେହୁରିଆ): ଯାଜପୁର ବିରଜା ମନ୍ଦିରଠାରୁ ସିଂହପୁର ପର୍ଯ୍ୟନ୍ତ ରାସ୍ତା ପ୍ରଶସ୍ତୀକରଣ କାର୍ଯ୍ୟ ଆରମ୍ଭ ହୋଇଛି। ମାତ୍ର ଉକ୍ତ କାର୍ଯ୍ୟ ଅତ୍ୟନ୍ତ ନିମ୍ନମାନର ହେଉଥିବା ଅଭିଯୋଗ ହୋଇଛି। ବିରଜା ମନ୍ଦିରଠାରୁ ୪ କି.ମି. ରାସ୍ତା ଯାଜପୁର ପୂର୍ତ୍ତ ବିଭାଗ ଅଧୀନରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri