ଆମ ଜିଲା ଖବର

ଅବସର ନେଉଛନ୍ତି, ନିଯୁକ୍ତି ହେଉନି

ଲୋଇସିଂହା,୨।୭(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବୁର୍ଡା ପଞ୍ଚାୟତ ହାଇସ୍କୁଲରେ ଶିକ୍ଷକ ଅଭାବଜନିତ ସମସ୍ୟା ଦେଖାଦେଇଛି। ଚଳିତବର୍ଷ ବିଦ୍ୟାଳୟର ଦୁଇଜଣ ଶିକ୍ଷକ ଅବସର ଗ୍ରହଣ କରିଛନ୍ତି। ଗତ ୬ ବର୍ଷରେ ୬ ଜଣ ଶିକ୍ଷକ ଅବସର ନେଇଛନ୍ତି। ୨୦୦୪ରେ ଜଣେ...

ଗୋଷ୍ଠୀ ଶୌଚାଳୟରେ ତାଲା

ବିଶ୍ରା,୨।୭(ବଟକୃଷ୍ଣ ସ୍ବାଇଁ)ସୁନ୍ଦରଗଡ ଜିଲା ବିଶ୍ରା ସାପ୍ତାହିକ ବଜାରରେ ନିର୍ମାଣ ହୋଇଥିବା ଗୋଷ୍ଠୀ ଶୌଚାଳୟରେ ୩ ବର୍ଷ ହେଲା ତାଲା ପଡ଼ିଛି। ଫଳରେ ବଜାରକୁ ଆସୁଥିବା ଚାଷୀ ଏବଂ ସ୍ଥାନୀୟ ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବିଶେଷକରି ମହିଳାମାନେ ସମସ୍ୟା ଭୋଗୁଥିବା...

ବୟସ ୨୫, ଶହେ ନାଟକରେ ଅଭିନୟ

ରାଉରକେଲା,୨।୭(ବିପ୍ଳବ ରଞ୍ଜନ ଦାଶ)ରାଉରକେଲା ବେଦବ୍ୟାସ ପ୍ରମୋଦ ନଗର ନଦୀଟୋଲିର ବାସିନ୍ଦା ଚିନ୍ମୟ ତ୍ରିପାଠୀ(୨୫)। ତାଙ୍କ ମା’ ପୁଷ୍ପାଞ୍ଜଳି (୪୮) ଓ ବାପା ବିନୋଦ (୫୪)। ଚିନ୍ମୟ ବର୍ତ୍ତମାନ ରାଉରକେଲା ସରକାରୀ ସ୍ବୟଂଶାସିତ କଲେଜରେ ଅତିଥି ଶିକ୍ଷକ ଭାବେ କାର୍ଯ୍ୟରତ। ଏହାସହ...

ସୀମାନ୍ତରେ ଦମନ, ଓଡ଼ିଶାମୁହାଁ ମାଓବାଦୀ

ରାଉରକେଲା,୨।୭(ସଙ୍ଗୀତା ଜେନା) ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଅଞ୍ଚଳଗୁଡ଼ିକରେ ମାଓବାଦୀଙ୍କ ଗତିବିଧି ବୃଦ୍ଧି ପାଇଛି। ଝାଡ଼ଖଣ୍ଡ ରାଜ୍ୟ ପଶ୍ଚିମ ସିଂହଭୂମ ଜିଲାର ବିଭିନ୍ନ ଅଞ୍ଚଳରେ ସେମାନଙ୍କ କାର୍ଯ୍ୟକଳାପ ବଢିବା ପରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଇଛି। ଫଳରେ ମାଓବାଦୀମାନେ ଓଡ଼ିଶାମୁହାଁ ହୋଇଥିବା କୁହାଯାଉଛି।...

ଗୌରୀଙ୍କୁ ହତ୍ୟା ଲାଗି ୩୦ ଲକ୍ଷର ଡିଲ୍‌

ରାୟଗଡ଼ା,୨।୭ (ଆଶିଷ ରଞ୍ଜନ ପଣ୍ଡା)ରାୟଗଡ଼ା ଜିଲା ଗୁଣପୁରର ସ୍ବେଚ୍ଛାସେବୀ ଅନୁଷ୍ଠାନର ନିର୍ଦ୍ଦେଶକ ଗୌରୀ ମିଶ୍ର ହତ୍ୟା ମାମଲାର ପର୍ଦ୍ଦାଫାଶ କରିଛି ପୋଲିସ ା ଏହି ଘଟଣା ସହିତ ଜଡ଼ିତ ରାଜେଶଙ୍କ ହତ୍ୟା ଘଟଣା ଉପରୁ ମଧ୍ୟ ହଟିଛି ପରଦା ା...

ବନ୍ଦାଳୋ-ଏଣ୍ଡରପଦା ରାସ୍ତା ଅବସ୍ଥା ସୁଧୁରୁନି

ଚଣ୍ଡିଖୋଲ,୨।୭(ପ୍ରଦୀପ୍ତ କୁମାର ପୃଷ୍ଟି):କଟକ ଚାରବାଟିଆ ପୂର୍ତ୍ତ ବିଭାଗ ଡିଭିଜନର ବଡ଼ଚଣା ଉପଖଣ୍ଡ ଅଧୀନରେ ରହିଛି ବନ୍ଦାଳୋ-ଏଣ୍ଡରପଦା ରାସ୍ତା। ଏହି ରାସ୍ତାଟି ବଡ଼ଚଣା ବ୍ଲକରେ ଅବସ୍ଥିତ ହୋଇଥିବାବେଳେ ଢେଙ୍କାନାଳ ଜିଲାକୁ ଗମନାଗମନ ପାଇଁ ସ୍ପର୍ଶ କରିଛି। ହେଲେ ରାସ୍ତାର ଅବସ୍ଥା ଦିନକୁ...

ଶିଳ୍ପାଞ୍ଚଳରୁ ଚାଲିଛି ଗଛ କଟା

କଳିଙ୍ଗନଗର,୨।୭(ଶୁଭାଶିଷ ରାଉତ): କଳିଙ୍ଗନଗର ଶିଳ୍ପାଞ୍ଚଳ ଦିନେ ଘଞ୍ଚ ଜଙ୍ଗଲ ଥିଲା। କାଳକ୍ରମେ ଜନବସତି ପରେ ବିଭିନ୍ନ କଳକାରଖାନା ବସିଲା। ଏଥିନିମନ୍ତେ ହଜାର ହଜାର ଗଛ କଟାଗଲା ଏବଂ କିଛି ଚାରାରୋପଣ କରଗଲା, ଯାହାକି ପରିବେଶ ସନ୍ତୁଳନ ରକ୍ଷା ପାଇଁ ଆବଶ୍ୟକ...

ବୌଦ୍ଧପୀଠ ହାତିଆଶୁଣୀ ରାସ୍ତା ଶୋଚନୀୟ

କାଏମା,୨।୭(ଶିବପ୍ରସାଦ ମହାନ୍ତି): ଧର୍ମଶାଳା ବ୍ଲକ ଅନ୍ତର୍ଗତ ବଡ଼କାଏମା ପଞ୍ଚାୟତର ମଧ୍ୟଭାଗରେ ଐତିହାସିକ ବୌଦ୍ଧ କୀର୍ତ୍ତିରାଜି କାଏମା ପାହାଡ଼ ଅବସ୍ଥିତ ଓ ଏହାର ପାଦଦେଶରେ ବୌଦ୍ଧକୀର୍ତ୍ତି ସମ୍ପନ୍ନ ହାତିଆଶୁଣୀ ପୂଜା ପାଉଛନ୍ତି। ରାଜ୍ୟ ସଂସ୍କୃତି ବିଭାଗ ଓ ପ୍ରତ୍ନତାତ୍ତ୍ୱିକ ବିଭାଗ ପକ୍ଷରୁ...

ଅବହେଳିତ ଦାମୋଦର ବିଦ୍ୟାପୀଠ

କାଏମା,୨।୭(ଶିବପ୍ରସାଦ ମହାନ୍ତି):ଧର୍ମଶାଳା ବ୍ଲକ ଅନ୍ତର୍ଗତ ଅଭୟପୁର ପଞ୍ଚାୟତର ଅଚ୍ୟୁତପୁରଠାରେ ଥିବା ଦାମୋଦର ବିଦ୍ୟାପୀଠ ଏବେ ଅବହେଳିତ ଅବସ୍ଥାରେ ରହିଛି। ସ୍ମାର୍ଟ ସ୍କୁଲ୍‌ ଯୋଜନାରେ ଏହି ବିଦ୍ୟାପୀଠକୁ ୨୦୨୨ ଜୁନ୍‌ରେ ରୂପାନ୍ତରଣ କରାଯାଇଥିଲା। ହେଲେ ଏହାର ରକ୍ଷଣାବେକ୍ଷଣ ଉପରେ କାହାର ନଜର...

କୋହଳ ଦଫା ଲଗାଇ ମାମଲାକୁ ଦୁର୍ବଳ କରୁଛି ପୋଲିସ

ରଘୁନାଥପୁର,୨।୭(ରାଜେନ୍ଦ୍ର ନାରାୟଣ ସିଂହ)ରଘୁନାଥପୁର ଥାନା କୋଟକଣା ଗ୍ରାମର ଶରତ ଚନ୍ଦ୍ର ସ୍ବାଇଁ(୭୫)ଙ୍କୁ ଜୁନ ୧୫ରେ ମରଣାନ୍ତକ ଆକ୍ରମଣ ହୋଇଥିଲା। ଏ ସମ୍ପର୍କରେ ସ୍ତ୍ରୀ ସରୋଜିନୀ ରଘୁନାଥପୁର ଥାନାରେ ପୁତୁରା କୃତ୍ତିବାସ ସ୍ବାଇଁଙ୍କ ସହାୟତାରେ ଅଭିଯୋଗ କରିଥିଲେ। ମାତ୍ର ଏହି ମାମଲାରେ...

ଭିତରକନିକା ଆର୍ଦ୍ରଭୂମିକୁ ଉଜାଡ଼ିବ ପ୍ରଦୂଷିତ ଜଳ

କେନ୍ଦ୍ରାପଡ଼ା,୨।୭ (ଜଗନ୍ନାଥ ଧଳ)ଓଡ଼ିଶାରେ ମୌସୁମୀ ବାୟୁ ପ୍ରବେଶ କରିଛି ା ତେବେ କେନ୍ଦ୍ରାପଡ଼ା ଜିଲାରେ ଆଶାନୂରୂପକ ବର୍ଷା ହୋଇନାହିଁ ା ଫଳରେ ଜିଲାରେ ଉତ୍କଟ ଜଳାଭାବ ଦେଖାଦେଇଛି। ଏପରି କି ଭିତରକନିକା ଆଦ୍ରଭୂମିକୁ ସଂଲଗ୍ନ ଥିବା ୩ ନଦୀ ସିଷ୍ଟମ...

ଯୋଗ୍ୟ ହିତାଧିକାରୀଙ୍କୁ ଅଣଦେଖା

ଖଣ୍ଡପଡ଼ା,୨।୭(ଅଜୟ କୁମାର ମହାରଣା)କେନ୍ଦ୍ର ହେଉ ଅବା ରାଜ୍ୟ ସରକାର ବିଭିନ୍ନ ଯୋଜନାମାନ ପ୍ରସ୍ତୁତ କରି ବିକାଶର ପ୍ରଚାର କରୁଥିବା ବେଳେ ତାହା ପ୍ରକୃତପକ୍ଷେ ତୃଣମୂଳସ୍ତରରେ କିପରି କାର୍ଯ୍ୟକାରୀ ହେଉଛି ସେଥିପ୍ରତି ପ୍ରଶାସନିକ ଅଧିକାରୀମାନେ ଦୃଷ୍ଟି ଦେଉ ନ ଥିବା ଅଭିଯୋଗ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri