ଆମ ଜିଲା ଖବର

ଅଫିସ ଆସିବାକୁ ନିର୍ଦ୍ଧାରିତ ସମୟ ନାହିଁ

ନୂଆଗାଁ,୨।୭(ଧନେଶ୍ୱର ସାହୁ)ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟକୁ କର୍ମଚାରୀମାନେ ସକାଳ ୧୦ଟାରେ ପହଞ୍ଚତ୍ କାର୍ଯ୍ୟାରମ୍ଭ କରିବାର ନିର୍ଦ୍ଦେଶ ରହିଛି। କିନ୍ତୁ ନୟାଗଡ଼ ଜିଲା ନୂଆଗାଁ ବ୍ଲକ କାର୍ଯ୍ୟାଳୟରେ ଦିନ ୧୧ଟା ସୁଦ୍ଧା କର୍ମଚାରୀଙ୍କ ଦେଖା ମିଳୁନି। ଫଳରେ କୌଣସି କାମରେ ଆସି...

ବ୍ୟବଚ୍ଛେଦ ନ କରି ନେଇ ଯାଉଛନ୍ତି ମୃତଦେହ

ନୟାଗଡ଼,୨।୭(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ(ଡିଏଚ୍‌ଏଚ୍‌)ରେ ବ୍ୟବଚ୍ଛେଦ ନ କରି ମୃତଦେହଗୁଡିକୁ ଜୋରଜବରଦସ୍ତ ଘରକୁ ନେଇ ଯାଉଛନ୍ତି। ଖର୍ଚ୍ଚରୁ ମୁକ୍ତି ପାଇଁ ମୃତଦେହଗୁଡିକୁ ବାଇକ୍‌ରେ ନେଉଥିବା ଦୃଶ୍ୟ ଦେଖିବାକୁ ମିଳୁଛି। କାର୍ଯ୍ୟାନୁଷ୍ଠାନ ନ ଥିବାରୁ ୧୦ ଦିନ ମଧ୍ୟରେ ୨ଟି...

୯ ବର୍ଷ ପରେ ମହାରାଷ୍ଟ୍ରରୁ ବାପା ଗିରଫ

କଟକ,୨।୭ (କାର୍ତ୍ତିକ ସାହୁ)କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଞ୍ଚଳରେ ୧୦ ବର୍ଷ ତଳେ ଘଟିଥିବା ଏକ ହତ୍ୟା ମାମଲାର ଅଭିଯୁକ୍ତ ପ୍ରଶାନ୍ତ ସାହାଣୀଙ୍କୁ କ୍ରାଇମ୍‌ବ୍ରାଞ୍ଚ ଗିରଫ କରିଛି। କ୍ରାଇମବ୍ରାଞ୍ଚ ଅଭିଯୁକ୍ତଙ୍କୁ ମହାରାଷ୍ଟ୍ରର ଥାନେ ଅନ୍ତର୍ଗତ ମୁରବାଦରୁ ଧରି ଶନିବାର ସନ୍ଧ୍ୟାରେ...

ପୁରୀରୁ କାକଟପୁର ମୋ ବସ୍‌ ସେବା ଆରମ୍ଭ

ପୁରୀ,୨।୭(ଅଜିତ୍‌ ମହାନ୍ତି)ଜୁଲାଇ ୧ଠାରୁ ବିଧିବଦ୍ଧ ଭାବେ ପୁରୀରୁ କାକଟପୁର ପର୍ଯ୍ୟନ୍ତ ରାଜ୍ୟ ସରକାରଙ୍କ ଦାରା ମୋ ବସ୍‌ ସେବା ଆରମ୍ଭ ହୋଇଯାଇଛି। ଏହି ବସ୍‌ ଭାୟା ବାଲିଘାଇ ଛକ ଓ କୋଣାର୍କ ହୋଇ ଯାତାୟାତ କରିବ। କୋଣାର୍କ ଏକ ଅନ୍ତର୍ଜାତୀୟସ୍ଥରୀୟ...

ଆଜି ମହାପ୍ରଭୁଙ୍କୁ ଲାଗି ହେବ ନୀଳାଚଳ ଅବଢ଼ା

ପୁରୀ,୨।୭(ଅଜିତ୍‌ ମହାନ୍ତି)ନବଦିନାମତ୍କ ଘୋଷଯାତ୍ରା ସାରି ମହାପ୍ରଭୁ ଶ୍ରୀଜଗନ୍ନାଥ ଭଉଣୀଭାଇଙ୍କ ସହ ଏବେ ଶ୍ରୀମନ୍ଦିର ରତ୍ନସିଂହାସନରେ ଗୋଟି ପହଣ୍ଡିରେ ବିଜେ କରିଛନ୍ତି। ସ୍ନାନପୂର୍ଣ୍ଣିମାଠାରୁ ଶୂନ୍ୟ ପଡ଼ିଥିବା ଶ୍ରୀମନ୍ଦିର ରତ୍ନବେଦି ମହାପ୍ରଭୁଙ୍କ ବିଜେ ପରେ ପୁଣି ଶ୍ରୀମନ୍ଦିର ପୂର୍ଣ୍ଣ ହୋଇଉଠିଛି। ମହାପ୍ରଭୁ ଶ୍ରୀମନ୍ଦିରକୁ...

ତାଳଦଣ୍ଡା କେନାଲ: ଜଳ ପ୍ରବାହକୁ ନେଇ ଅନିଶ୍ଚିତତା

କଟକ ସଦର,୨।୭(ସୁଶାନ୍ତ କୁମାର ଜେନା)ଚଳିତବର୍ଷ ଜୁଲାଇ ୧ ତାରିଖ ସୁଦ୍ଧା ବର୍ଷାର ଅଭାବ ଦେଖାଦେଇଛି। ଏହାଛଡ଼ା ଗରମ ଓ ଗୁଳୁଗୁଳି ଲାଗି ରହିଛି। ଗଜା ମରୁଡି ଆଶଙ୍କାରେ କଟକ ସଦର ବ୍ଲକ ସମେତ ଜଗତ୍‌ସିଂହପୁର ଜିଲାର ଚାଷୀମାନେ ଏପର୍ଯ୍ୟନ୍ତ ତଳି...

ବରଫ ଅତଡ଼ା ଖସି ସେନା କର୍ମଚାରୀ ମୃତ

ପାଟକୁରା,୨।୭(ରବୀନ୍ଦ୍ରନାଥ ବାରିକ)ଲଦାଖରେ ବରଫ ଅତଡା଼ ଧସିବାରୁ ଶହୀଦ ହୋଇଛନ୍ତି କେନ୍ଦ୍ରାପଡ଼ା ଜିଲା ପାଟକୁରା ଅଞ୍ଚଳର ଦେବୀ ପ୍ରସନ୍ନ ସୂତାର। ସେ ଭାରତୀୟ ସୈନ୍ୟବାହିନୀରେ ସିଭିଲ ଇଞ୍ଜିନିୟର ଭାବେ କାର୍ଯ୍ୟ କରୁଥିଲେ। ଶୁକ୍ରବାର ଦିନ ପ୍ରାୟ ସାଢ଼େ ୧୦ଟା ସମୟରେ ସେ...

ପଡ଼ିଆ ପଡ଼ିବ ୮ହଜାର ହେକ୍ଟର ଚାଷଜମି

ଖଇରା,୨।୭(ଉତ୍କଳବନ୍ଧୁ ପଣ୍ଡା)ବାଲେଶ୍ୱର ଜିଲା ଅଧୀନ ଖଇରା, ଔପଦା ଓ ସୋର ବ୍ଲକର କିଛି ଅଂଶ ଚାଷଜମିକୁ ଜଳସେଚିତ କରିବାକୁ ଏବେ ଭୂତଳଜଳ ପାଇପ ଜଳସେଚନ ପ୍ରକଳ୍ପ କାର୍ଯ୍ୟ ଚାଲୁଛି। ହେଲେ ଠିକାଦାର ଏହାକୁ ଠିକ୍‌ ଢଙ୍ଗରେ କରୁ ନ ଥିବାରୁ...

ମନୁଷ୍ୟକୃତ ତ୍ରୁଟିରୁ ଦୁର୍ଘଟଣା ଚର୍ଚ୍ଚା

ବାଲେଶ୍ୱର/ବାହାନଗା,୨।୭(ମାନସ ବିଶ୍ୱାଳ/ ଅରୂପ କୁମାର ଦାସ)ବାଲେଶ୍ୱର ଜିଲା ବାହାନଗା ଟ୍ରେନ ଦୁର୍ଘଟଣାକୁ ଜୁଲାଇ ୨ତାରିଖ ରବିବାର ଏକ ମାସ ପୂରିବ। ଏହି ଦୁର୍ଘଟଣାରେ ୨୯୩ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧ହଜାରରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। କେତେଜଣ ଆହତ ଘରକୁ ଫେରିଥିବାବେଳେ...

ବିପୁଳ ମାଓବାଦୀ ସାମଗ୍ରୀ ଜବତ

ମାଲକାନଗିର,୨।୭(ଦୁର୍ଯ୍ୟୋଧନ ପାତ୍ର)ମାଲକାନଗିରି ପୋଲିସ ଓ ବିଏସ୍‌ଏଫ୍‌ ବାହିନୀ ଦ୍ୱାରା ଚିତ୍ରକୋଣ୍ଡା ବ୍ଲକ ଜଡାମ୍ବ ଥାନା ଆନ୍ଧ୍ର-ଓଡ଼ିଶା ସୀମାନ୍ତ ଅଞ୍ଚଳରୁ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଗତ ୨୯ ତାରିଖରେ ଜବତ କରାଯାଇଥିଲା। ଏ ସମ୍ପର୍କରେ ମାଲକାନଗିରି ଏସ୍‌ପି ନୀତୀଶ୍‌ ଓ୍ବାଧଓ୍ବାନି...

ସଂରକ୍ଷିତ ଜଙ୍ଗଲରେ ମାଓବାଦୀ କ୍ୟାମ୍ପ

ନୂଆପଡ଼ା,୨।୭(ମକାରୁ ବେମାଲ)ଓଡ଼ିଶା-ଛତିଶଗଡ଼ ସୀମାନ୍ତ ନୂଆପଡା ଜିଲା ସିନାପାଲି ଥାନା ଝୋଲାପଡା ନିକଟ ଜଙ୍ଗଲରୁ ମାଓବାଦୀ କ୍ୟାମ୍ପ ଠାବ ହୋଇଛି। ଘଟଣାସ୍ଥଳରେ ପୋଲିସ ହାତ ତିଆରି ଗ୍ରେନେଡ ସହ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜବତ କରିଛି। ଏହା ପରେ ସ୍ଥାନୀୟ...

ଓଡ଼ିଶା ସରକାରଙ୍କ ଜମିପଟ୍ଟାକୁ ଗ୍ରାମବାସୀଙ୍କଠାରୁ ନେଇଯାଇଛି ଆନ୍ଧ୍ର

ନନ୍ଦପୁର,୨।୭ (ଶଙ୍କର ପୂଜାରୀ)କୋରାପୁଟ ଜିଲା ନନ୍ଦପୁର ବ୍ଲକ ସୀମାନ୍ତ ଗ୍ରାମରେ ଆନ୍ଧ୍ର ପ୍ରଦେଶର ଅନୁପ୍ରବେଶ ଯାଞ୍ଚ ପରେ ସ୍ପଷ୍ଟ ହୋଇଛି। ଆନ୍ଧ୍ର ତା’ର ସୀମା ଡେଇଁ ଓଡ଼ିଶା ସୀମାର ପ୍ରାୟ ଦେଢ଼ କି.ମି.ରୁ ଊର୍ଦ୍ଧ୍ୱ ଅଞ୍ଚଳରେ ଅନୁପ୍ରବେଶ କରିଛି। ଆନ୍ଧ୍ର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri