ଆମ ଜିଲା ଖବର

ଗଞ୍ଜାମରେ ଦୁର୍ଘଟଣାଜନିତ ମୃତ୍ୟୁ ଥମୁନି

ଛତ୍ରପୁର,୧ା୭(ସନ୍ତୋଷ ପାଢୀ): ରାଜ୍ୟରେ ଗଞ୍ଜାମ ଜିଲାରେ ସର୍ବାଧିକ ସଡ଼କ ଦୁର୍ଘଟଣା ଘଟୁଛି। କିଛିବର୍ଷ ହେଲା ଏଥିଜନିତ ମୃତ୍ୟୁ ସଂଖ୍ୟା ଅଧିକ ରହୁଥିବା ଦେଖିବାକୁ ମିଳୁଛି ା ଏନେଇ ସୁପ୍ରିମକୋର୍ଟ ସଡକ ସୁରକ୍ଷା କମିଟି ଓ ରାଜ୍ୟ ସଡକ ସୁରକ୍ଷା କମିଟି...

ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର,୧ା୭(ସୁବାସ ଚନ୍ଦ୍ର ପାଢ଼ୀ): ଜଣେ ନାବାଳିକା ବଳାତ୍କାର ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ ପାଇଛି। ଆଡ଼ହକ୍‌ ପୋକ୍‌ସୋ ଜଜ୍‌ ଗଣେଶ୍ୱର ପତି ଶୁକ୍ରବାର ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସେ ହେଲେ ପୋଲସରା ଅଞ୍ଚଳର ଜିତେନ୍ଦ୍ର ନାହାକ ଓରଫ...

ସହରରେ ଟ୍ରାଫିକ ସମସ୍ୟା ଗୁରୁତର

କେନ୍ଦୁଝର,୧ା୭ (ନରେଶ ଚନ୍ଦ୍ର ପଟ୍ଟନାୟକ/ ଦୀପକ ମିଶ୍ର): କେନ୍ଦୁଝର ସହରରେ ଟ୍ରାଫିକ ସମସ୍ୟା ଗୁରୁତର ହେଉଛି। ବିଶେଷ କରି ରାମ ରାମ ଗଳି ରାସ୍ତାରେ ଦିନକୁ ଦିନ ଟ୍ରାଫିକ ସମସ୍ୟା ବିଗୁଡୁଛି। ଗାଡ଼ି ପାର୍କିଂ ପାଇଁ ସ୍ଥାନ ନ ଥିବାରୁ...

ରାଜେନ୍ଦ୍ରଙ୍କ ଚିକିତ୍ସାରେ ଅର୍ଥ ସାଜିଛି ବାଧକ

ନାଉଗଁା,୧ା୭(ସୁଧା ବେହୁରା): ନାଉଗଁା ବ୍ଲକ ଅନ୍ତର୍ଗତ ଗୋଠଦା ଗ୍ରାମର ରାଜେନ୍ଦ୍ର ମଲିକ କର୍କଟ ରୋଗରେ ପୀଡ଼ିତ। ତାଙ୍କ ଚିକିତ୍ସାରେ ଅର୍ଥ ବାଧକ ସାଜିଛି। ଏନେଇ ପରିବାର ଲୋକେ ଦୁଃଖରେ ଭାଙ୍ଗିପଡ଼ିଛନ୍ତି। ଦଳିତ ପରିବାରର ହୋଇଥିବା ବେଳେ ଦିନମଜୁରିଆ କାର୍ଯ୍ୟ କରନ୍ତି।...

ରାସ୍ତା ଅବରୋଧ କରି ଗ୍ରାମବାସୀଙ୍କ ପ୍ରତିବାଦ

ବ୍ରହ୍ମବରଦା/ଯାଜପୁର ସଦର,୧ା୭(ଯଯାତି କେଶରୀ ବେହେରା/ସମର ବିଜୟ ଶରଣ): ଯାଜପୁର ବ୍ଲକ୍‌ ଅନ୍ତର୍ଗତ ଝାଲପଡ଼ା ପଞ୍ଚାୟତ ଝାଲପଡ଼ା ଗ୍ରାମରେ ରାଶନ ସାମଗ୍ରୀ ପ୍ରଦାନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଏନେଇ ଶୁକ୍ରବାର ସକାଳେ ଝାଲପଡ଼ା ଗ୍ରାମର ଶତାଧିକ ମହିଳା ଓ ପୁରୁଷ...

ଉନ୍ନତମାନର ରାସ୍ତା ପାଇଁ କେନ୍ଦ୍ର ଦେବ ଅର୍ଥ

କଳିଙ୍ଗନଗର,୧ା୭(ଶୁଭାଶିଷ ରାଉତ): କଳିଙ୍ଗନଗର ଶିଳ୍ପାଞ୍ଚଳର ଜୀବନ ରେଖା ସଦୃଶ ୨ ମୁଖ୍ୟ ରାସ୍ତା ବିଜୁ ପଟ୍ଟନାୟକ ମାର୍ଗ ଓ ଗୋପବନ୍ଧୁ ମାର୍ଗର ସତନ୍ତ୍ର ଉନ୍ନତୀକରଣ କରାଯିବ। ଏଥିପାଇଁ କେନ୍ଦ୍ର ସରକାର ଅର୍ଥ ବ୍ୟୟ କରିବାକୁ ନିଷ୍ପତ୍ତି ନେଇଥିବା ଜଣାପଡିଛି। ଶିଳ୍ପାଞ୍ଚଳର...

ଯୁବକଙ୍କ କଟାହାତ ଯୋଡ଼ାହେଲା

କଟକ,୧ା୭ (କାର୍ତ୍ତିକ ସାହୁ): ଜଣେ ଯୁବକଙ୍କ କଟା ହାତକୁ ଯୋଡ଼ି ଏସ୍‌ସିବି ମେଡିକାଲର ଡାକ୍ତରମାନେ ଆଉ ଏକ ସଫଳତାର ଫର୍ଦ୍ଦ ଯୋଡ଼ିଛନ୍ତି। ସମ୍ପୂର୍ଣ୍ଣ ଦୁଇଖଣ୍ଡ ହୋଇଯାଇଥିବା ହାତରେ ଜଟିଳ ଅସ୍ତ୍ରୋପଚାର ମାଧ୍ୟମରେ ଅସମ୍ଭବକୁ ସମ୍ଭବ କରି ଦେଖାଇଛନ୍ତି ଏସ୍‌ସିବି ମେଡିକାଲ...

ବଲାଙ୍ଗୀର ଜାତୀୟ ରାଜପଥ ବାଇପାସ୍‌ ଶିଳାନ୍ୟାସ

ବଲାଙ୍ଗୀର, ୧ା୭(ବୀରେନ୍ଦ୍ର କୁମାର ଝାଙ୍କର): ବହୁ ପ୍ରତୀକ୍ଷିତ ବଲାଙ୍ଗୀର ଜାତୀୟ ରାଜପଥ ବାଇପାସ୍‌ର ଶିଳାନ୍ୟାସ କାର୍ଯ୍ୟକ୍ରମ ଶୁକ୍ରବାର ସମ୍ପନ୍ନ ହୋଇଛି। ସ୍ଥାନୀୟ ନିର୍ମାଣାଧିନ ସ୍ମାର୍ଟ ପାର୍କ ନିକଟରେ ଅନୁଷ୍ଠିତ ବାଇପାସ୍‌ ରାସ୍ତା ଶିଳାନ୍ୟାସ କାର୍ଯ୍ୟକ୍ରମରେ କେନ୍ଦ୍ର ସଡକ ପରିବହନ ତଥା...

ମିସ୍‌ ଇଣ୍ଡିଆ କନିଷ୍ଠ ପ୍ରତିଯୋଗିତାରେ ଓଡ଼ିଆ ଝିଅ

ପାରଳାଖେମୁଣ୍ଡି(ଗିରିଧାରୀ ପରିଛା),୧ା୭: ଗ୍ଲାମର ଦୁନିଆରେ ଓଡ଼ିଆ ଝିଅଙ୍କ କମାଲ। ମିସ୍‌ ଇଣ୍ଡିଆ କନିଷ୍ଠ ପ୍ରତିଯୋଗିତାରେ ମନ ଜିଣିଲେ ଗଜପତି ଜିଲା ପାରଳାଖେମୁଣ୍ଡି ନୂଆ ନଡିଆତୋଟା ସାହିର ପାୟଲ ପାତ୍ର। ଷ୍ଟାର ଏଣ୍ଟରଟେନ୍‌ମେଣ୍ଟ ଜାତୀୟ ସ୍ତରରେ ଗତ ଡିସେମ୍ବରଠାରୁ ଆରମ୍ଭ ହୋଇଛି...

ଶାରଳା, ଗୋରେଖନାଥ ମନ୍ଦିର ଉନ୍ନତୀକରଣ ଉପରେ ଗୁରୁତ୍ୱ

ଜଗତ୍‌ସିଂହପୁର, ୧ା୭(ପ୍ରମୋଦ କୁମାର ନାୟକ): ୫-ଟି ସଚିବ ଭି. କେ. ପାଣ୍ଡିଆନଙ୍କ ୨ ଦିନିଆ ଜଗତ୍‌ସିଂହପୁର ଗସ୍ତର ଅନ୍ତିମ ଦିନରେ ସେ ଜଗତ୍‌ସିଂହପୁର ପୌରପାଳିକା ସମେତ ତିର୍ତ୍ତୋଲ, ରଘୁନାଥପୁର ଓ ବିରିଡ଼ି ବ୍ଲକର ବିଭିନ୍ନ ସ୍ଥାନ ଗସ୍ତ କରି ବିକାଶମୂଳକ...

ଆଜି ରାଜ୍ୟର ୩୦୭ କେନ୍ଦ୍ରରେ ଓଟିଇଟି

କଟକ ,୧ା୭(ସୁପ୍ରିୟା ପ୍ରିୟଦର୍ଶିନୀ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ)ପକ୍ଷରୁ ପରିଚାଳିତ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି)କୁ ନେଇ ପୁଣି ବିଭ୍ରାଟ ଦେଖାଦେଇଛି। ବିଗତ ଦିନରେ ପରୀକ୍ଷା କେନ୍ଦ୍ରରେ ଅନିୟମିତତା ଦେଖାଦେଇଥିବାବେଳେ ଏବେ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ନେଇ ଚର୍ଚ୍ଚା...

ରତ୍ନଭଣ୍ଡାରକୁ ନେଇ ହାଇକୋର୍ଟରେ ଜନସ୍ବାର୍ଥ ମାମଲା

କଟକ,୧ା୭ (କାର୍ତ୍ତିକ ସାହୁ): ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲା ପୁଣି ଚର୍ଚ୍ଚାକୁ ଆସିଛି। ରତ୍ନଭଣ୍ଡାରର ବିପଦସଙ୍କୁଳ ସ୍ଥିତି ସମେତ ବିବିଧ ସମସ୍ୟା ନେଇ ହାଇକୋର୍ଟରେ ଶୁକ୍ରବାର ଏକ ଜନସ୍ବାର୍ଥ ମାମଲା ଦାୟର ହୋଇଛି। ରାଜ୍ୟ ସରକାର ରତ୍ନଭଣ୍ଡାରର ସୁରକ୍ଷା ନେଇ ତ୍ୱରିତ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri