ଆମ ଜିଲା ଖବର

ଅନିଲଙ୍କୁ ବଡ଼ ଦାୟିତ୍ୱ, କେନ୍ଦୁଝର ପୋଲିସ ମହଲରେ ଖେଳିଗଲା ଖୁସିର ମାହୋଲ

କେନ୍ଦୁଝର,୨୦।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା ହାବିଲଦାର, ସିପାହୀ ଓ କନେଷ୍ଟବଳ ମହସଂଘର ସଭାପତି ହେଲେ ଅନିଲ କୁମାର ଷଣ୍ଢ (ହାବିଲଦାର/୧୭୮)। କେନ୍ଦୁଝର ଜିଲା ସଂଘର ତୃତୀୟଥର ସଭାପତି ଥାଏ ମହାସଂଘର ପ୍ରଥମ ସଭାପତି ହୋଇଛନ୍ତି। ଏହାକୁ ନେଇ କେନ୍ଦୁଝର ଜିଲାର...

ଛାତ୍ରଙ୍କୁ ପଛପଟୁ ଗୋଇଠା ମାରିଲେ ଶିକ୍ଷକ: ଥାନାରେ ପହଞ୍ଚିଲା ମାମଲା

କେନ୍ଦୁଝର,୨୦।୧୧ (ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ଛାତ୍ରଙ୍କୁ ଶିକ୍ଷକ ଗୋଇଠା ମାରିବା ସହ ଅସଦାଚରଣ କରିବା ଅଭିଯୋଗ ହୋଇଛି। କେନ୍ଦୁଝର ଟାଉନ ଥାନାରେ ଅଭିଯୋଗ କ୍ରମେ ଟାଉନ ଥାନା ରାଙ୍କି ଗ୍ରାମରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟର ଜଣେ ଶିକ୍ଷକଙ୍କ ବିରୋଧରେ...

ପୁଣି ବାର୍‌ହା ଶିକାରକଲା ‘ଜିନତ୍‌’

ବାରିପଦା,୨୦।୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟକୁ ଅଣାଯାଇଥିବା ମହାବଳ ବାଘୁଣୀ ‘ଜିନତ୍‌’ ପୁଣି ବାର୍‌ହା ଶିକାର କରି ଖାଦ୍ୟ ଗ୍ରହଣ କରିଛି। ପାଣି ପିଇବା ସହ ଗାଧୋଇବା ଏବଂ ଚଳପ୍ରଚଳ କରୁଥିବାରୁ ସେ ଏବେ ସମ୍ପୂର୍ଣ୍ଣ ସୁସ୍ଥ...

ଶିମିଳିପାଳ ସୁରକ୍ଷାରେ ଏଆଇ କ୍ୟାମେରା

ବାରିପଦା,୨୦।୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟକୁ ଜଗିଛି ଏଆଇ କ୍ୟାମେରା। କ୍ୟାମେରା ମାଧ୍ୟମରେ ଶିମିଳିପାଳକୁ ସୁରକ୍ଷିତ ରଖିବା ଓ ବନାଗ୍ନିରୁ ରକ୍ଷା କରିବା ନେଇ ବନ ବିଭାଗ ପକ୍ଷରୁ ନିଆଯାଇଥିବା ସ୍ବତନ୍ତ୍ର ପଦକ୍ଷେପ ସଫଳ ହେବାରେ ଲାଗିଛି।...

ଦୁର୍ବଳ ହୋଇପଡ଼ିଛି ରାଜଘାଟ ପୋଲ

ଭଦ୍ରକ,୨୦।୧୧(ସନାତନ ରାଉତ): ୨୦୮ ବର୍ଷ ତଳେ ବ୍ରିଟିଶ ଅମଳରେ ଭଦ୍ରକ ସହରର ସାଳନ୍ଦୀ ନଦୀ ଉପରେ ନିର୍ମିତ ଐତିହାସିକ ରାଜଘାଟ ପୋଲ ମରାମତି ଅଭାବରୁ ଦୁର୍ବଳ ହୋଇ ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। କେଉଁ ମୁହୂର୍ତ୍ତରେ ବି ଏହା ଭୁଶୁଡ଼ି...

ଦାରିଦ୍ର୍ୟ: ୨୦ ହଜାରରେ ଶିଶୁକନ୍ୟା ବିକ୍ରି

ରାୟଗଡ଼ା/ଜେକେପୁର,୨୦।୧୧ (ଆଶିଷ ରଞ୍ଜନ ପଣ୍ଡା/ରାଜେଶ ବିଶ୍ୱାଳ):ଦାରିଦ୍ର୍ୟ ଯୋଗୁ ମାତ୍ର ୨୦ ହଜାର ଟଙ୍କାରେ ନିଜର ନବଜାତ ଶିଶୁକନ୍ୟାକୁ ବିକ୍ରିକଲେ ମା’ବାପା। ରାୟଗଡ଼ା ଜିଲା ଚାନ୍ଦିଲି ଥାନା ଅନ୍ତର୍ଗତ ନୂଆପଡ଼ା ବସ୍ତିରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଆନ୍ଧ୍ରପ୍ରଦେଶ ମାନ୍ୟମ...

ଆଜିଠୁ ବରଗଡ଼ରେ ଧାନକିଣା

ବରଗଡ଼,୨୦ା୧୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ବୁଧବାରଠାରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବରଗଡ଼ ନିୟନ୍ତ୍ରିତ ବଜାର କମିଟି (ଆର୍‌ଏମ୍‌ସି) ଅଧୀନ କଲାପାଣି ମାର୍କେଟ୍‌ ୟାର୍ଡ (ମଣ୍ଡି)ରେ ପୂର୍ବାହ୍ନ...

ପଲ୍‌ସର୍‌ରେ ଆସିଲେ, ବ୍ଲାଙ୍କ୍‌ ଫାୟାରିଂ କରି କାର୍‌ରୁ ୮.୩୦ ଲକ୍ଷ ଲୁଟିନେଲେ

ବାଣପୁର,୧୯ା୧୧(ଦିଲୀପ କୁମାର ସ୍ବାଇଁ): ବାଣପୁର ଥାନା ଅଞ୍ଚଳରେ ଲୁଟେରାଙ୍କ ପ୍ରାଦୁର୍ଭାବ ବଢ଼ିବାରେ ଲାଗିଛି। ମଙ୍ଗଳବାର ସନ୍ଧ୍ୟାରେ ୧୬ ନମ୍ବର ଜାତୀୟ ରାଜପଥର ବାଣପୁର ଓଭରବ୍ରିଜ ନିକଟରେ ଚାଉଳ ସ’ ମିଲ୍‌ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ଦୁର୍ବୃତ୍ତମାନେ ୮ଲକ୍ଷ ୩୦ହଜାର ଟଙ୍କା...

୬ ମାସର ଶିଶୁପୁତ୍ରଙ୍କୁ ମାରି ପୋତି ଦେଇଥିଲେ, ଅଭିଯୋଗ ପରେ ଚୌଦ୍ୱାର ପୋଲିସ ମାଟି ଖୋଳି…

ଚୌଦ୍ୱାର,୧୯ା୧୧(ଆଶୁତୋଷ ଦାସ)-ଥିଲେ ୫ ଝିଅ। ଛଅ ମାସ ତଳେ ଜନ୍ମ ହୋଇଥିଲା ଏକମାତ୍ର ପୁଅ। ହେଲେ ସେହି ପୁଅକୁ ହତ୍ୟା କରି ପୋତିଦେଇଥିବା ହୋଇଛି ଅଭିଯୋଗ। ଏଭଳି ଏକ ଅଭାବନୀୟ ଘଟଣା କଟକ ଜିଲା ଚୌଦ୍ୱାର ପୌରପାଳିକା ୮ନଂ. ୱାର୍ଡ...

ବଢ଼ିଲା ‘ବାଲିଯାତ୍ରା’ ଅବଧି

ଭୁବନେଶ୍ୱର/କଟକ,୧୯।୧୧: ବଢ଼ିଲା ଐତିହାସିକ ବାଲିଯାତ୍ରା ଅବଧି। ଲୋକଙ୍କ ଆଗ୍ରହ ଏବଂ ଉତ୍ସାହକୁ ଦେଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଆଉ ଦିନକ ପାଇଁ ବୃଦ୍ଧି କରିଛନ୍ତି। ଏଣୁ ଏବେ ଏହି ଉତ୍ସବ ୯ମ ଦିନରେ ଉଦ୍‌ଯାପିତ ହେବ। ପ୍ରକାଶ...

ଅନାସ୍ଥା ଭୋଟରେ ହାରିଗଲେ ତାଲପାଲି ସରପଞ୍ଚ

ଗାଇସିଲେଟ,୧୯।୧୧(ଦୁର୍ଗାପ୍ରସାଦ ତ୍ରିବେଦୀ): ବରଗଡ ଜ଼ିଲା ଗାଇସିଲେଟ ବ୍ଲକ ତାଲପାଲି ପଞ୍ଚାୟତର ସରପଞ୍ଚ ଉର୍ମିଲା ସେଠଙ୍କ ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବ ନେଇ ମଙ୍ଗଳବାର ସ୍ଥାନୀୟ ପଞ୍ଚାୟତ କାର୍ଯ୍ୟାଳୟରେ ଭୋଟ ଗ୍ରହଣ ହୋଇଥିଲା। ତେବେ ୧୬ ୱାର୍ଡ ବିଶିଷ୍ଟ ଏହି ପଞ୍ଚାୟତର...

କଳାହାଣ୍ଡିରେ ଜିଲାସ୍ତରୀୟ ସମବାୟ ସପ୍ତାହ ପାଳିତ: ସର୍ବଶ୍ରେଷ୍ଠ ସମିତି ଭାବେ ସମ୍ବର୍ଦ୍ଧିତ ହେଲା ଆମପାଣି କୃଷି ସମବାୟ ସମିତି

କୋକସରା,୧୯।୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୭୧ ତମ ନିଖିଳ ଭାରତ ସମବାୟ ସପ୍ତାହ କଳାହାଣ୍ଡି ଜିଲାସ୍ତରୀୟ ଉତ୍ସବ ମଙ୍ଗଳବାର ଭବାନୀପାଟଣା ଟାଉନ ହଲ୍‌ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ କୋକସରା ବ୍ଲକ ଅଧିନସ୍ଥ ଆମପାଣି କୃଷି ସମବାୟ ସମିତିକୁ ଚାଷି ମାନଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri