ଆମ ଜିଲା ଖବର

ବେଆଇନ ବିସ୍ଫୋରକ ସାମଗ୍ରୀ କାରବାର

ରାୟଗଡ଼ା,୩୦।୬(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଜନବସତି ଅଞ୍ଚଳରେ ବେଆଇନ ଭାବେ ବିସ୍ଫୋରକ ସାମଗ୍ରୀ କରାବାର ଚାଲିଥିବା ଅଭିଯୋଗ ହୋଇଛି। ସାଇପ୍ରିୟା ନଗର ଏକ ଭଡ଼ା ଘରେ ବେଆଇନ ଭାବେ ବିସ୍ଫୋରକ ସାମଗ୍ରୀ ରଖାଯାଇ ବିଭିନ୍ନ ପଥର କୁଆରୀକୁ ଚାଲାଣ...

ସବ୍‌ସିଡି ଅର୍ଥ ନ ପାଇ ଚାଷୀ ହନ୍ତସନ୍ତ

ଉମରକୋଟ,୩୦।୬(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ବଙ୍ଗୀୟ ଗ୍ରାମ ବଡକୁମାରୀ ଅଞ୍ଚଳର ଚାଷୀଙ୍କୁ ଉଦ୍ୟାନ ବିଭାଗ ସବ୍‌ସିଡି ଅର୍ଥ ବର୍ଷେ ହେଲା ପୈଠ ନ କରିବାରୁ ଚାଷୀ ମହଲରେ ଅସନ୍ତୋଷ ଦେଖାଯାଇଛି। ଏ ନେଇ ଜିଲାପାଳ ଓ କୃଷି...

ଶିସକୁଡ଼ିବାସୀଙ୍କ ବିକାଶରେ ବାଧକ ଅନ୍ଧାରୀ ନଦୀ

ଦଶମନ୍ତପୁର,୩୦ା୬ (ଅରବିନ୍ଦ ନାୟକ ): ଗ୍ରାମବାସୀଙ୍କ ବିକାଶରେ ପ୍ରତିବନ୍ଧକ ସାଜିଛି ଅନ୍ଧାରୀ ନଦୀ। ଉକ୍ତ ନଦୀ ପଇଁ ବର୍ଷାଦିନ ଆସିଲେ ଜଳବନ୍ଦୀ ଜୀବନ ବିତାଉଛନ୍ତି କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ପିଣ୍ଡାପଦର ପଞ୍ଚାୟତର ଶିସକୁଡ଼ି ଗ୍ରାମବାସୀ। ଏହି ଗ୍ରାମ...

ଆଶ୍‌ ପାଇପ ଫାଟି ରାସ୍ତା ଅବରୋଧ

କଣିହାଁ,୩୦।୬(ସଚିଦାନନ୍ଦ ପ୍ରଧାନ): କଣିହାଁ  ବ୍ଲକସ୍ଥିତ ଏନ୍‌ଟିପିସି ପ୍ରକଳ୍ପର ଏକ ଆଶ୍‌ ପାଇପ ଫାଟି ଯିବାରୁ ଗୁରୁବାର ଅଧଘଣ୍ଟାରୁ ଅଧିକ ସମୟ ଧରି କଣିହାଁକୁ ସଂଯୋଗ କରୁଥିବା କାକୁଡିଆ-ଡେରେଙ୍ଗ ପୂର୍ତ୍ତ ବିଭାଗ ରାସ୍ତାରେ ଯାତାୟତ ବ୍ୟାହତ ହୋଇଥିଲା। ଖବରପାଇ ପ୍ରକଳ୍ପ କର୍ତ୍ତୃପକ୍ଷ...

ନିର୍ମାଣ ହେଉନି ପକ୍କାରାସ୍ତା, ବଢୁଛି ଅସନ୍ତୋଷ

ବଇଣ୍ଡା,୩୦।୬(ପରିକ୍ଷିତ ସାହୁ): ପ୍ରତ୍ୟେକ ଗ୍ରାମକୁ ଗମନାଗମନ କିଭଳି ସଦୃଢ଼ ହେବ ସେ ନେଇ କେନ୍ଦ୍ର ଓ ରାଜ୍ୟ ସରକାର ବହୁ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ହେଲେ ଏସବୁ ଯୋଜନା ସିଧାସଳଖ ଭାବେ ଅନେକ ଗ୍ରାମାଞ୍ଚଳରେ ପହଞ୍ଚି ପାରୁନାହିଁ। କେଉଁଠି ରାସ୍ତା...

ସ୍ଥିତି ସୁଧାରିଲା ପ୍ରଶାସନ

ମାଧପୁର,୩୦ା୬(ମନୋଜ ପ୍ରଧାନ): ଆଠମଲ୍ଲିକ ବ୍ଲକ ମାଧପୁର ପଞ୍ଚାୟତର କୁନ୍ଦନାଳି ରେଞ୍ଜ ଅଫିସ ଠାରୁ ନୂଆଗାଁ ଗ୍ରାମ୍ୟ ଉନ୍ନୟନ ରାସ୍ତାକୁ ସଂଯୋଗ କରୁଥିବା ସୋରିଷପଙ୍କ କୁଡ଼ାସାହି ଗ୍ରାମ୍ୟ ରାସ୍ତା ପାର୍ଶ୍ୱରେ ଥିବା ଏକ ନଳକୂଅ ବର୍ଷା ପାଣି ଘେରରେ ରହିଥିଲା। ଫଳରେ...

ନାଲ୍‌କୋ ସିପିପିରେ ବିଦ୍ୟୁତ୍‌ ଉତ୍ପାଦନ ହ୍ରାସ

ବଅଁରପାଳ,୩୦ା୬(ଉପେନ୍ଦ୍ର ରାଉତ): ଅନୁଗୋଳ ଜିଲାରେ ଥିବା ନବରତ୍ନ ମାନ୍ୟତାପ୍ରାପ୍ତ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍‌କୋର ସିପିପିରେ ବିଦ୍ୟୁତ୍‌ ଉତ୍ପାଦନ ହ୍ରାସ ପାଇଛି। ଷ୍ଟକୟାର୍ଡରେ ବର୍ଷା ପାଣି ପଶିଯିବାରୁ କୋଇଲା ଫିଡିଂରେ ସମସ୍ୟା ହେଉଥିବା ଓ ବଏଲର ଷ୍ଟାର୍ଟ ପାଇଁ ଆବଶ୍ୟକ ପଡ଼ୁଥିବା...

ପୋଲିସ ବେଶରେ କରୁଥିଲେ ଡକାୟତି

ଭବାନୀପାଟଣା,୩୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସ ଏକ ୧୩ଜଣିଆ ଆନ୍ତଃଜିଲା ଡକାୟତି ଗ୍ୟାଙ୍ଗଙ୍କୁ ଧରିଛି। ୧୩ ଡକାୟତଙ୍କ ମଧ୍ୟରୁ ୧୦ଜଣ କଳାହାଣ୍ଡି ଓ ୩ଜଣ ବଲାଙ୍ଗୀର ଜିଲାର ବୋଲି ଜଣାପଡିଛି। ସେମାନେ ହେଲେ ବଲାଙ୍ଗୀର ଜିଲା ସଇଁତଲା ଥାନା ଅନ୍ତର୍ଗତ...

ଏସ୍‌ଏଚ୍‌ଜି ସଭ୍ୟାଙ୍କୁ ମିଳୁନି ସାଇକେଲ

ବ୍ରହ୍ମପୁର,୩୦ା୬(ସ୍ମୃତି ରଞ୍ଜନ ମହାଲିକ): ମହିଳାଙ୍କୁ ସ୍ବାବଲମ୍ବୀ କରିବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ମିଶନ ଶକ୍ତି ମାଧ୍ୟମରେ ବିଭିନ୍ନ ସହାୟତା ପ୍ରଦାନ କରାଯାଉଛି। ଏହାଦ୍ୱାରା ଗାଁଠାରୁ ଆରମ୍ଭ କରି ସହରାଞ୍ଚଳର ମହିଳାମାନେ ସ୍ବାବଲମ୍ବୀ ହୋଇପାରିଛନ୍ତି। ଏପରିକି ସହରାଞ୍ଚଳର ବିଭିନ୍ନ ଉନ୍ନୟନ...

‘ସୁନା ନୁହେଁ, ପିତ୍ତଳ ଥାଳିରେ ଖାଉଛନ୍ତି ମହାପ୍ରଭୁ’

ପୁରୀ, ୩୦ା୬(ଅଜିତ୍‌ ମହାନ୍ତି): କୋଟି କୋଟି ଓଡ଼ିଆଙ୍କ ମଉଡ଼ମଣି ମହାପ୍ରଭୁ ଶ୍ରୀଜଗନ୍ନାଥ ପିତ୍ତଳ ଥାଳିରେ ଖାଉଛନ୍ତି ଏବଂ ପୁରୁଣା ଅଳଙ୍କାର ପରିଧାନ କରୁଛନ୍ତି। ଶ୍ରୀମନ୍ଦିର ରତ୍ନଭଣ୍ଡାରରେ ପ୍ରଚୁର ରତ୍ନଅଳଙ୍କାର ଗଚ୍ଛିତ ରହିଥିଲେ ମଧ୍ୟ ଜଗତ ଠାକୁରଙ୍କ ବ୍ୟବହାରରେ ତାହା ଲାଗିପାରୁନାହିଁ।...

ସରୁନି ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ: ଯାତାୟାତରେ ଅସୁବିଧା

ନାଉଗାଁ,୩୦ା୬ (ସୁଧା ବେହୁରା): ଗ୍ରାମାଞ୍ଚଳରେ ଜନ ସାଧାରଣଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇବା ପାଇଁ ସରକାରଙ୍କ ତରଫରୁ ବସୁଧା ଯୋଜନା କାର୍ଯ୍ୟକାରୀ କରାଯାଇଛି। ଏହି ଯୋଜନା ମାଧ୍ୟମରେ ପ୍ରତ୍ୟେକ ଗୃହକୁ ପାଇପ ସଂଯୋଗ କରାଯାଇ ପାନୀୟ ଜଳ ଯୋଗାଇବାର ବ୍ୟବସ୍ଥା...

ଆବାସ ହିତାଧିକାରୀ ଚୟନରେ ଅନିୟମିତତା ଅଭିଯୋଗ

ନୂଆଗାଁ,୩୦।୬(ଧନେଶ୍ୱର ସାହୁ): ସରକାରଙ୍କ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହିତାଧିକାରୀ ଚୟନରେ ଅନୟମିତତା ହୋଇଛି । ପ୍ରକୃତ ହିତାଧିକାରୀଙ୍କୁ ଆବାସ ଯୋଜନାରୁ ବାଦ୍‌ ଦିଆଯାଇଛି । ହିତାଧିକାରୀ ଚୟନର ପ୍ରତିବାଦ କରି ନୟାଗଡ଼ ଜିଲା ନୂଆଗାଁ ବ୍ଲକ ବେରୁହାଁବାରୀ ପଞ୍ଚାୟତ କାର୍ଯ୍ୟାଳୟ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri