ଆମ ଜିଲା ଖବର

ସ୍କୁଲରେ ଛାତ୍ରଙ୍କ ମୃତ୍ୟୁ ଘଟଣା: ଏସ୍‌ଆଇଟି ନଚେତ କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ଦାବି କରି ଗଞ୍ଜାମ ଏସ୍‌ପିଙ୍କୁ ଭେଟିଲେ ପରିବାର

ଛତ୍ରପୁର ,୧୯।୧୧(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ରମ୍ଭା ଥାନା ଅଧିନ କଳାଜମୁନା ଶ୍ରୀ ସାଇ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୫ମ ଶ୍ରେଣୀ ଛାତ୍ର କିରଣ ପ୍ରଧାନଙ୍କ ମୃତ୍ୟୁ ଘଟଣାରେ ନୂଆ ମୋଡ଼। ଏସ୍‌ଆଇଟି କିମ୍ବା କ୍ରାଇମବ୍ରାଞ୍ଚ ତଦନ୍ତ କରି ଦୋଷୀମାନଙ୍କ...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ: ଅବ୍ୟବସ୍ଥାରେ ଶିକ୍ଷାଦାନ,ଏନଜିଓ ହାତରେ ପିଲାଙ୍କ ଭବିଷ୍ୟତ

ଥୁଆମୂଳ ରାମପୁର,୧୯।୧୧(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କେରପାଇ ପଞ୍ଚାୟତ ସ୍ଥିତ ପୋଡ଼ାପାଇ ଗ୍ରାମର ସରକାରୀ ପ୍ରାଥମିକ ବିଦ୍ୟାଳୟ ଅତ୍ୟନ୍ତ ଶୋଚନୀୟ ଅବସ୍ଥାରେ ଗତି କରୁଛି। ୨୦୦୮ରେ ସ୍ଥାପିତ ଏହି ବିଦ୍ୟାଳୟରେ ପ୍ରଥମ ଠାରୁ ପଞ୍ଚମ ଶ୍ରେଣୀ...

ନଭେମ୍ବର ୨୦ରୁ ସରକାର କିଣିବେ ଖରିଫ ଧାନ

କେନ୍ଦୁଝର,୧୯।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପା କୃଷକ ମୋର୍ଚ୍ଚା ତରଫରୁ ଆଜି କେନ୍ଦୁଝର ଜିଲା ଭାଜପା କାର୍ଯ୍ୟାଳୟଠାରେ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ସମ୍ମିଳନୀରେ ଭାଜପା କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ମହେଶର ସାହୁ କହିଛନ୍ତି, ଆସନ୍ତା ନଭେମ୍ବର...

ଜନବସତି ମୁହାଁ ବାଘ:ପାଦଚିହ୍ନ ଦେଖି ଲୋକେ ଭୟଭୀତ

ବାରିପଦା,(ନୀଳାଦ୍ରି ବିହାରୀ ଦଣ୍ଡପାଟ)/ ଉଦଳା,(ସନ୍ତୋଷ ବାଚ୍ଛିନୀ),୧୮ା୧୧-ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ କପ୍ତିପଦା ରେଞ୍ଜ ଅଧୀନ ଅସନବଣି ଗ୍ରାମରେ ବାଘ ପାଦଚିହ୍ନକୁ ନେଇ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ବାଘ ଉପସ୍ଥିତିକୁ ନେଇ ବନ ବିଭାଗ ପକ୍ଷରୁ ସତର୍କତା ଅବଲମ୍ବନ କରିବାକୁ ଗ୍ରାମବାସୀଙ୍କୁ...

ଆସୁଛି ଆଉ ଏକ ବଡ଼ ଲଘୁଚାପ

ଭୁବନେଶ୍ୱର,୧୯।୧୧: ବଙ୍ଗୋପସାଗରରେ ଆସୁଛି ଆଉ ଏକ ବଡ଼ ଲଘୁଚାପ। ୨୩ ତାରିଖ ସୁଦ୍ଧା ଲଘୁଚାପ ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୨୧ତାରିଖ ସୁଦ୍ଧା ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା କ୍ରମେ ଘନୀଭୂତ...

ମୃତ ଛୁଆକୁ ୨୬ ଘଣ୍ଟା ଧରି ଜଗି ରହିଲା ମା’ କୁକୁର

ପାଟଣା,୧୯।୧୧(ବୀର କିଶୋର ଦାଶ): ପଶୁ ହେଉ କି ମଣିଷ, ମା’ର ମମତା ସବୁ କ୍ଷେତ୍ରରେ ସମାନ। ଏହାର ନିଚ୍ଛକ ଉଦାହରଣ କେନ୍ଦୁଝର ଜିଲା ପାଟଣା ବ୍ଲକ ଛକ ରାସ୍ତାରେ ଦେଖିବାକୁ ମିଳିଛି। ଏଠାରେ ଅଜଣା ବାଇକ ଧକ୍କାରେ ଏକ ବୁଲା...

‘ବନବାସ’ ରିଲିଜ୍‌ ପୂର୍ବରୁ ମହାପ୍ରଭୁଙ୍କ ଆଶୀର୍ବାଦ ନେଲେ ବଲିଉଡ ଅଭିନେତା ଉତ୍କର୍ଷ

ପୁରୀ,୧୯।୧୧: ବଲିଉଡ ହିରୋ ଉତ୍କର୍ଷ ଶର୍ମା ମଙ୍ଗଳବାର ପୁରୀରେ ପହଞ୍ଚି ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି। ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିବା ସହ ଆଗାମୀ ଫିଲ୍ମ ‘ବନବାସ’ର ପ୍ରମୋସନ ପୁରୀରୁ ଆରମ୍ଭ ହୋଇଥିବା ସେ ପ୍ରକାଶ କରିଛନ୍ତି। ଗଦର-୨ର ଅପାର...

ଅଧିକାରୀଙ୍କୁ ରୋକଠୋକ୍‌ ଶୁଣାଇଦେେଲେ ସୋଫିଆ ଫିର୍ଦ୍ଦୋସ୍‌: କାମ କରିବାର ଇଚ୍ଛା ନ ଥିଲେ କଟକ ଛାଡ଼…

କଟକ,୧୯ା୧୧(ଶିଳ୍ପା ପ୍ରିୟଦର୍ଶିନୀ):ବାଲିଯାତ୍ରାରେ ଲିଚୁଲାଇଟ୍‌ ଧରିପକାଇବାରୁ ଜଗତ୍‌ସିଂହପୁର ଅଞ୍ଚଳର ଛାତ୍ର ବିଶ୍ୱପ୍ରକାଶ ମନ୍ଥନଙ୍କ ମୃତ୍ୟୁ ଘଟିଛି। ଏସ୍‌ସିବି ମେଡିକାଲରେ ତାଙ୍କ ମୃତଦେହ ବ୍ୟବଚ୍ଛେଦ କରାଯାଇଛି। ବାରବାଟୀ-କଟକ ବିଧାୟିକା ସୋଫିଆ ଫିର୍ଦ୍ଦୋସ୍‌ ମେଡିକାଲରେ ପହଞ୍ଚତ୍ ମୃତ ବିଶ୍ୱପ୍ରକାଶଙ୍କ ପରିବାର ଲୋକଙ୍କୁ ଭେଟିଛନ୍ତି। ସୋଫିଆ...

ବରଫ ଫ୍ୟାକ୍ଟ୍ରିରେ ବଡ଼ ଧରରଣର ଅଗ୍ନିକାଣ୍ଡ

ଜଟଣୀ,୧୯।୧୧: ଖୋର୍ଦ୍ଧା ଜିଲା ଜଟଣୀ ରାଜାବଜାର ଅଞ୍ଚଳରେ ଥିବା ଏକ ବରଫ ଫ୍ୟାକ୍ଟ୍ରିରେ ବଡ଼ ଧରରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ବ୍ୟାପକ କ୍ଷୟକ୍ଷତି ଘଟିଥିବା ସୂଚନା ମିଳିଛି। ଅନ୍ୟପକ୍ଷେ ଅଗ୍ନିକାଣ୍ଡରେ କେହି ମୃତାହତ ହୋଇ ନ ଥିବା ଜଣାପଡିଛି। ଖବର...

ବଢୁଛି ଶୀତ, ମଣ୍ଡାସରୁକୁ ପର୍ଯ୍ୟଟକଙ୍କ ଆଗମନ

ରାଇକିଆ, ୧୯।୧୧-(ପ୍ରଦୀପ ବେହେରା): ବିଳମ୍ବରେ ହେଲେ ମଧ୍ୟ କନ୍ଧମାଳ ଜିଲାରେରେ ଶୀତର ପ୍ରକୋପ ଦେଖିବାକୁ ମିଳିଛି। ଜିଲାର ବିଭିନ୍ନ ଅଞ୍ଚଳରେ ତାପମାତ୍ରା ହ୍ରାସ ହୋଇଥିବାବେଳେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ରାଇକିଆ ଅଞ୍ଚଳରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳୁଛି।...

ପୁଅ ମାଡ଼ରେ ଚାଲିଗଲା ମା’ଙ୍କ ଜୀବନ: ୨୦ ଘଣ୍ଟା ହେଲା ପଡ଼ିରହିଛି ମୃତଦେହ

ଦେବଗଡ,୧୯।୧୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ଥାନା ନାଉଲିପଡା ପଞ୍ଚାୟତ କଂକୋରଖୋଲ ଗ୍ରାମରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଘରୋଇ କଳହରୁ ମା’ଙ୍କୁ ଆମ୍ବ କାଠ ବଲହାରେ ପିଟି ମାରିଛନ୍ତି ପୁଅ। ସାଇଣ୍ଟିଫିକ ଟିମ ଆସି ନ ଥିବାରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri