ଆମ ଜିଲା ଖବର

ବର୍ଷାରେ ସମ୍ବଲପୁରର ରାସ୍ତା, ତଳି ଅଞ୍ଚଳ ଜଳମଗ୍ନ

ସମ୍ବଲପୁର, ୨୬ା୬ (ଶୁଭାଶିଷ ପାଢୀ): ସମ୍ବଲପୁର ଜିଲାକୁ ଭୁବନେଶ୍ୱରସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ଓ୍ବାର୍ଣ୍ଣିଭାବେ ସୂଚିତ କରାଯାଇଛି। ରବିବାର ଓ ସୋମବାର ଦୁଇଦିନ ଧରି ପ୍ରବଳ ବର୍ଷା ହେବ ବୋଲି ସଚେତନ କରାଯାଇଛି। ୨୫ ତାରିଖ ସକାଳ...

ଉପଜିଲାପାଳଙ୍କ ନିର୍ଦ୍ଦେଶକୁ ବେଖାତିର

ରାଉରକେଲା,୨୬।୬(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ଟିସିଆଇ-ଆଇଡିସି ବାଇପାସ ରାସ୍ତାରେ ଗ୍ୟାସ ପାଇପ୍‌ ବିଛା କାମ ଚାଲିଛି। ସମ୍ପୃକ୍ତ ଠିକାସଂସ୍ଥା ପାଇପ୍‌ ବିଛାଇବା ନାଁରେ ରାସ୍ତାରେ ବଡ ବଡ ଗାତ ଖୋଳି ଦେଉଛି। ଫଳରେ ଲୋକେ ଯାତାୟାତରେ ଅସୁବିଧା ଭୋଗୁଛନ୍ତି। ଏ...

ବଜାରରେ ପାଣି, ମୁଖ୍ୟରାସ୍ତାରେ ଦୋକାନୀ

ରାଉରକେଲା,୨୬।୬(ବିପ୍ଲବ ରଞ୍ଜନ ଦାଶ): ରାଉରକେଲା ମାତାପୂଜା ଦୈନିକ ବଜାରରେ ବର୍ଷା ପାଣି ଯୋଗୁ ବ୍ୟବସାୟୀମାନେ ମୁଖ୍ୟରାସ୍ତାରେ ବିକ୍ରିବଟା କରୁଥିବା ଦେଖିବାକୁ ମିଳିଛି। ଫଳରେ ଯାନବାହନ ଚଳାଚଳରେ ଅସୁବିଧା ସହ ଟ୍ରାଫିକ୍‌ ସମସ୍ୟା ସୃଷ୍ଟି ହେଉଛି। ରେଲଓ୍ବେ କଲୋନୀ ମାତାପୂଜା ଦୈନିକ...

ପର୍ଯ୍ୟଟନସ୍ଥଳୀ ମାନ୍ୟତା ଅପେକ୍ଷାରେ ଶ୍ରୀ ମୀନାଝୋଲା

ଚନ୍ଦ୍ରପୁର,୨୬।୬ (ବିଜୟ ପ୍ରସାଦ ଉଲାକା): ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକ୍‌ର ହନୁମନ୍ତପୁର ପଞ୍ଚାୟତରେ ରହିଛି ବହୁ ପୁରାତନ ଶୈବପୀଠ ଶ୍ରୀ ମୀନାଝୋଲା। ୩ଟି ନଦୀର ସଙ୍ଗମସ୍ଥଳ ହୋଇଥିବାରୁ ଏହାକୁ ଓଡ଼ିଶାର ତ୍ରିବେଣୀ ସଙ୍ଗମ ମଧ୍ୟ କୁହାଯାଏ। ଏହାର ପ୍ରାକୃତିକ ସୌନ୍ଦର୍ଯ୍ୟ,...

ଦିଗପହଣ୍ଡି ବସ୍‌ ଦୁର୍ଘଟଣା: ଶୋକ ପ୍ରକାଶ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୬ା୬: ଓଡ଼ିଶାର ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ହୋଇଥିବା ମର୍ମନ୍ତୁଦ ବସ୍‌ ଦୁର୍ଘଟଣାରେ ଲୋକଙ୍କ ମୃତ୍ୟୁ ଘଟଣାରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଗଭୀର ଶୋକ ପ୍ରକାଶ କରିଛନ୍ତି। ରାଷ୍ଟ୍ରପତି ଟୁଇଟ୍‌ କରି କହିଛନ୍ତି, ଗଞ୍ଜାମରେ ଏକ ସଡ଼କ ଦୁର୍ଘଟଣାରେ ଲୋକେ...

କାଦୁଅରେ ପଶି ବିଦ୍ୟାଳୟ ଯାଉଛନ୍ତି ଛାତ୍ରୀଛାତ୍ର

ନନ୍ଦପୁର, ୨୬ା୬(ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁରର ପ୍ରସିଦ୍ଧ ତଥା ଐତିହାସିକ ଗଣେଷ ମନ୍ଦିର ଯିବାକୁ ଥିବା ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡିଛି। ମାଟିିରାସ୍ତା ହୋଇଥିବାରୁ ଅସରାଏ ବର୍ଷା ହେଲେ ଉକ୍ତ ରାସ୍ତାରେ ଯାତାୟାତ କରିବା କଷ୍ଟକର ହେଉଛି। ମନ୍ଦିର...

ଆନ୍ଧ୍ର, ଛତିଶଗଡ଼ ବ୍ୟବସାୟୀଙ୍କୁ ବିକୁଛନ୍ତି ଧାନ

କୋଟପାଡ଼,୨୬ା୬(କେ.ରାଜ ଶେଖର ରାଓ ):କୋରାପୁଟ ଜିଲା କୋଟପାଡ଼ ଅଞ୍ଚଳରେ ଚଳିତ ବର୍ଷ ରବି ଧାନମଣ୍ଡି ପ୍ରଶାସନ ପକ୍ଷରୁ ଚାଲିଛି। ତେବେ ଗତ କିଛି ଦିନ ଧରି ଟ୍ରକ ଟ୍ରକ ଧାନ ଆନ୍ଧ୍ର, ଛତିଶଗଡ଼ ଚାଲାଣ ହେବା ମଣ୍ଡି ପରିଚାଳନା ପ୍ରତି...

ବର୍ଷାରେ ଧୋଇଗଲା ରାସ୍ତାର ପିଚୁ

ଚନ୍ଦାହାଣ୍ଡି,୨୬।୬(ଦିଲ୍ଲୀପ ଦାସ): ଜନସାଧାରଣଙ୍କ ଗମନାଗମନ ପାଇଁ ରାଜ୍ୟ ଏବଂ କେନ୍ଦ୍ର ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରି ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ୱାରା ରାସ୍ତା ତିଆରି କରିଛନ୍ତି। ବିଭାଗୀୟ ଯନ୍ତ୍ରୀ ଏବଂ ଠିକାଦାରଙ୍କ ଖାମଖିଆଲି ମନୋଭାବ ଯୋଗୁ ରାସ୍ତାରେ...

ଅସରାଏ ବର୍ଷାରେ ପଦାରେ ପଡ଼ିଲା ଅନିୟମିତତା

କାମାକ୍ଷାନଗର,୨୬।୬(ସୁଧୀର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳରେ ବିକାଶମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଆସୁଛି। ବିଭାଗୀୟ ଅଧିକାରୀମାନେ ବିଭିନ୍ନ କାଇଦା କରି ଠିକାଦାରଙ୍କୁ ଘଣ୍ଟ ଘୋଡ଼ାଇ ଦେଉଥିବା ନଜିର ରହିଛି। ତେବେ ରବିବାର ହୋଇଥିବା ମୌସୁମୀ ବର୍ଷାରେ...

ଏକ୍ସପ୍ରେସ ରହଣିକୁ ଅପେକ୍ଷା

ବଇଣ୍ଡା,୨୬।୬(ପରିକ୍ଷିତ ସାହୁ): ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡର ମୁଖ୍ୟ ବଇଣ୍ଡା ରେଳଷ୍ଟେଶନରେ ଏକ୍ସପ୍ରେସ୍‌ ରହଣିର ଅପେକ୍ଷା ଶେଷ ହେଉନାହିଁ। ଏହି ପଥ ଦେଇ ଯାଉଥିବା ୨୨ଟି ଟ୍ରେନ୍‌ ମଧ୍ୟରୁ ୧୪ଟି ଏକ୍ସପ୍ରେସ ଟ୍ରେନ୍‌ ଏଠାରେ ଅଟକୁନାହିଁ। ଜିଲା ଅର୍ଥନୀତିର ଅନ୍ୟତମ...

ତଳି ଅଞ୍ଚଳ ଜଳାର୍ଣ୍ଣବ

ଅନୁଗୋଳ/ତାଳଚେର, ୨୬।୬(ଅମିତ ସାମଲ/ମନୋଜ ନନ୍ଦ): ଉଛୁଳିଲା ଡ୍ରେନ୍‌। ରାସ୍ତାରେ ଚାଲିଲା ଆଣ୍ଠୁଏ ଉଚ୍ଚତାର ପାଣି। କେବଳ ସହରତଳି ଅଞ୍ଚଳ ନୁହେଁ, କେଇ ଘଣ୍ଟାରେ ଜଳାର୍ଣ୍ଣବ ହୋଇଗଲା ବ୍ୟସ୍ତବହୁଳ ସଡ଼କ। ଲଘୁଚାପଜନିତ ଲଗାଣବର୍ଷାରେ ରବିବାର ଅନୁଗୋଳ ସହରରେ ଦେଖିବାକୁ ମିଳିଥିଲା ଏଭଳି...

ଭାସିଗଲା କାଠପୋଲ, ଦ୍ରୁମ ଧରାଶାୟୀ

କଣିହାଁ,୨୬।୬(ସଚ୍ଚିଦାନନ୍ଦ ପ୍ରଧାନ): ଅନୁଗୋଳ ଜିଲା କଣିହାଁ ବ୍ଲକ ଟୋଲକବେଡ଼ା ଗ୍ରାମ ଟିକିରା ନଦୀରେ ଗ୍ରାମବାସୀଙ୍କ ଦ୍ୱାରା ନିର୍ମିତ ଅସ୍ଥାୟୀ କାଠପୋଲର ଅର୍ଦ୍ଧାଧିକ ଅଂଶ ରବିବାର ଭାସିଯାଇଛି। ଲଘୁଚାପଜନିତ ଲଗାଣ ବର୍ଷାରେ ହଠାତ୍‌ ନଦୀ ଫୁଲି ଉଠିବାରୁ ଏଭଳି ଅଘଟଣ ଘଟିଥିବା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri