ଆମ ଜିଲା ଖବର

ଯେଉଁଠି ଶତାଧିକ ବର୍ଷ ଧରି ଟଣା ହୋଇନି ରଥ

କେନ୍ଦ୍ରାପଡ଼ା,୨୫।୬ (ଜଗନ୍ନାଥ ଧଳ) କେନ୍ଦ୍ରାପଡ଼ା ସହରଠାରୁ ମାତ୍ର ୧୨ କିଲୋମିଟର ଦୂରରେ ଇନ୍ଦୁପୁର ା ଏଠାରୁ ଦେଢ଼ କିଲୋମିଟର ହାବେଳି (ପତି ସାହି) ଠାରେ ଥିବା ପ୍ରାୟ ୩୦୦ ବର୍ଷର ଶ୍ରୀଜଗନ୍ନାଥ ମନ୍ଦିରରେ ଚତୁର୍ଦ୍ଧା ମୂର୍ତ୍ତି ଅବସ୍ଥାନ କରୁଛନ୍ତି ା...

‘ଆପ୍‌ ଫ୍ରଡ୍‌ କରିଥିଲେ କାର୍ଯ୍ୟାନୁଷ୍ଠାନ’

ପୁରୀ,୨୫।୬(ଅଜିତ୍‌ ମହାନ୍ତି)ଅନଲାଇନ୍‌ ଆପ୍‌ ‘ଉତ୍ସବ’ରେ ଶ୍ରୀମନ୍ଦିର ନଁାରେ ଠକେଇ ହେଉଥିବା ନେଇ ଥାନାରେ ଅଭିଯୋଗ ହେବା ପରେ ପୋଲିସ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ମହାପ୍ରଭୁଙ୍କ ନଁାରେ ବିଭିନ୍ନ ପ୍ରକାର ପୂଜା ଏବଂ ଭୋଗ ପ୍ରଦାନ କରିବା ନଁାରେ ସମ୍ପୃକ୍ତ...

ପ୍ରତି ବର୍ଗକି.ମି.ରେ ୯୦ ପ୍ରାଣୀ

ସମ୍ବଲପୁର,୨୫।୬(ଶୁଭାଶିଷ ପାଢ଼ୀ)ସମ୍ବଲପୁର ଡେବ୍ରିଗଡ଼ ଅଭୟାରଣ୍ୟରେ ବନ୍ୟପ୍ରାଣୀ ଗଣନା ଶେଷ ହୋଇଛି। ପ୍ରାୟ ୩୫୦ ବର୍ଗକିଲୋମିଟର ପରିମିତ ଅଭୟାରଣ୍ୟରେ ବନ୍ୟପ୍ରାଣୀ ସଂଖ୍ୟା ଚଳିତବର୍ଷ ବୃଦ୍ଧି ପାଇଛି। ଏଥିରେ ଉଭୟ ତୃଣଭୋଜୀ ଓ ମାଂସାହାରୀ ବନ୍ୟପ୍ରାଣୀ ଗଣନା କରାଯାଇଥିଲା। ବୈଜ୍ଞାନିକ ଓ ବୈଷୟିକ...

ପାହାଡ଼ ଉପର ଗଁାକୁ ଘେରିଛି ଦୁର୍ଦ୍ଦଶା

ଯାଜପୁର,୨୫।୬(ହର୍ଷବର୍ଦ୍ଧନ ବେହେରା)ଯାଜପୁର ଜିଲା ସୁକିନ୍ଦା ବ୍ଲକ ଚିଙ୍ଗୁଡିପାଳ ପଞ୍ଚାୟତ ଅନ୍ତର୍ଗତ ନଗଡ଼ାରେ ଅପପୁଷ୍ଟି ଯୋଗୁ ଶିଶୁମୃତ୍ୟୁ ଘଟଣାକୁ ଇତିମଧ୍ୟରେ ୭ ବର୍ଷ ବିତିଛି। ସ୍ବାସ୍ଥ୍ୟ, ଶିକ୍ଷା, ଗମନାଗମନ, ବିଜୁଳି ଆଦି କ୍ଷେତ୍ରରେ ନଗଡ଼ାର ବହୁବିଧ ବିକାଶ ହୋଇଛି ବୋଲି ସରକାର...

ଦେଶ ଚାଖିବ କଳାହାଣ୍ଡି ଆମ୍ବ

ଭବାନୀପାଟଣା,୨୫।୬(ଉତ୍ତମ କୁମାର ଦାଶ)ପ୍ରଥମଥର ପାଇଁ ଦିଲ୍ଲୀରେ ପହଞ୍ଚତ୍ଛି କଳାହାଣ୍ଡିର ସାଦିଷ୍ଟ ଆମ୍ବ। ଓର୍‌ମାସ ଉଦ୍ୟମକ୍ରମେ ଏହି ଆମ୍ବ ଟିଟିଲାଗଡ଼ ରେଳ ଷ୍ଟେଶନରୁ ଦିଲ୍ଲୀ ଯାଇଥିଲା। ପ୍ୟାକେଟରେ ଓଡ଼ିଶା ଆମ୍ବ ଲେଖାଯାଇଥିବା ଷ୍ଟିକରିଂ କରାଯାଇଛି। ଦିଲ୍ଲୀର ମଦର୍‌ ଡାଏରୀ ସହିତ ଯୋଗାଯୋଗ...

ଦିନକରେ ୨ ସ୍ଥାନରେ କେନ୍ଦ୍ରକୁ ନେଇ ଅସନ୍ତୋଷ

କଟକ,୨୫।୬( ସୁପ୍ରିୟା ପ୍ରିୟଦର୍ଶିନୀ)ଆସନ୍ତା ଜୁଲାଇ ୧ରେ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଟିଇଟି) ଅନୁଷ୍ଠିତ ହେବ। ଉକ୍ତ ଦିନ ପରୀକ୍ଷାର୍ଥୀମାନେ ଦୁଇଟି ପେପର ପରୀକ୍ଷା ଦେଇପାରିବେ। କିଛି ପରୀକ୍ଷାର୍ଥୀ ପେପର-୧ ଗୋଟିଏ ସ୍ଥାନରେ ଏବଂ ପେପର-୨...

ବିବାହ ପୂର୍ବରୁ ନାବାଳିକାଙ୍କ ଅଶ୍ଳୀଳ ଭିଡିଓ, ସୋସିଆଲ ମିଡିଆରେ ଭାଇରାଲ କରି ଜଣେ ଗିରଫ

ହିଞ୍ଜିଳିକାଟୁ,୨୪ା୬(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅଞ୍ଚଳର ଏକ ଗ୍ରାମରେ ବିବାହ ପୂର୍ବରୁ ଜଣେ ନାବାଳିକାଙ୍କ ଅଶ୍ଳୀଳ ଭିଡିଓ ଉତ୍ତୋଳନ କରି ବ୍ଲାକମେଲ କରିବା ଓ ବିବାହ ପରେ ତାହାକୁ ସୋସିଆଲ ମିଡିଆରେ ଛାଡ଼ିବା ଅଭିଯୋଗରେ ହିଞ୍ଜିଳି ପୋଲିସ...

ମାଲକାନଗିରିରେ ୨୧ ରାସ୍ତା ପ୍ରକଳ୍ପ ପାଇଁ ୧୫୮ କୋଟି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪ା୬(ଅନିଲ ଦାସ): ମାଓବାଦୀ ପ୍ରବଣ ମାଲକାନଗିରି ଜିଲାର ଯୋଗାଯୋଗ କ୍ଷେତ୍ରକୁ ବିକଶିତ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ୧୫୮ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଜିଲା ଗ୍ରାମୀଣ ବିକାଶ ବିଭାଗର ପ୍ରସ୍ତାବ ଅନୁସାରେ ୨୧ଟି ପ୍ରକଳ୍ପ ପାଇଁ...

କଥା ଦେଇ କଥା ରଖିଲେ ୫-ଟି ସଚିବ: ଗସ୍ତର ଗୋଟିଏ ସପ୍ତାହରେ ଆସିଲା ୨କୋଟି ଟଙ୍କାର ଅନୁଦାନ

ଦାରିଙ୍ଗବାଡ଼ି,୨୪ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି଼କୁ ଗତ ସପ୍ତାହରେ ୫-ଟି ସଚିବ ଭି. କେ ପାଣ୍ଡିଆନ ଗସ୍ତ କରିଥିଲେ। ସେହି ସମୟରେ ସେ ୪ଟି ପ୍ରକଳ୍ପ ତଥା ମନ୍ଦିର, ମସ୍‌ଜିଦ, ଚର୍ଚ୍ଚ ଓ କମ୍ୟୁନିଟି ହଲ୍‌ ପାଇଁ ମୁଖ୍ୟମନ୍ତ୍ରୀ ନବୀନ...

ଛୁଆ ହାତୀକୁ ଗ୍ରହଣ କରୁନି ମା’, ଚିନ୍ତାରେ ବନ ବିଭାଗ

କେନ୍ଦୁଝର,୨୪ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବନଖଣ୍ଡ ଘଟଗାଁ ରେଞ୍ଜ ଅନ୍ତର୍ଗତ ଦେଓବନ୍ଧ ବିଟ୍‌ ଅଧିନସ୍ଥ କୋଳିମାଟି ଗ୍ରାମ ନିକଟରେ ଶୁକ୍ରବାର ଏକ ପଥର ଖୋଲରୁ ଉଦ୍ଧାର କରାଯାଇଥିବା ପ୍ରାୟ ୨ ମାସର ହାତୀ ଛୁଆକୁ ମା’ ହାତୀ କିମ୍ବା ଦଳ...

ରଜ ଉତ୍ସବ ପାଳିବାକୁ ଯାଇ ଯୁବତୀଙ୍କ ପତ୍ତା ମିଳୁନି

ବାଲିଗୁଡ଼ା,୨୪ା୬(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାରେ ଦିନକୁ ଦିନ ନାବାଳିକା/ଯୁବତୀ ଅପହରଣ ମାମଲା ବୃଦ୍ଧି ପାଇବାରେ ଲାଗିଛି। କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମହାସିଙ୍ଗି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଚଳିତ ମାସ ୧୫ ତାରିଖରେ ମହାସିଙ୍ଗି...

ଏସିଏଫ୍‌ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଡିଏଫଓଙ୍କୁ ମିଳିଲା ସାମାନ୍ୟ ଆଶ୍ୱସ୍ତି

କଟକ,୨୪।୬: ବହୁ ଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଡିଏଫଓ ସଂଗ୍ରାମ କେଶରୀ ବେହେରାଙ୍କୁ ହାଇକୋର୍ଟରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ପାରଳାଖେମୁଣ୍ଡି ଏସ୍‌ଡିଜେଏମ୍‌ କୋର୍ଟରେ ଚାଲିଥିବା ଏସିଏଫ ସୌମ୍ୟରଞ୍ଜନ ହତ୍ୟା ମାମଲାର ଶୁଣାଣି ଉପରେ ହାଇକୋର୍ଟ ସାମୟିକ ସ୍ଥଗିତାଦେଶ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri