ଆମ ଜିଲା ଖବର

ସହାୟତା ଟଙ୍କାରେ ଘର ମରାମତି

ଲୋଇସିଂହା,୨୪।୬(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ପଞ୍ଚାୟତ ଅନ୍ତର୍ଗତ କେଉଁଟିପାଲି ଗ୍ରାମର ଫୁଲ ମୁଦୁଲି(୭୭)ଙ୍କ ଘରନାହିଁ। ଆବାସ ଯୋଜନାରେ ସେ ଯୋଗ୍ୟ ବିବେଚିତ ହେଉନାହାନ୍ତି। ସ୍ବଚ୍ଛ ଭାରତ ପାଇଖାନାରେ ସେ ଆଶ୍ରୟ ନେଇଛନ୍ତି। ଏ ସଂକ୍ରାନ୍ତ ଖବର...

କାମ କରି ପାଉଣା ପାଇନାହାନ୍ତି ଶ୍ରମିକ

ନୂଆପଡା,୨୪।୬ (ମକାରୁ ବେମାଲ): ନୂଆପଡା ଜିଲା କୋମନା ବ୍ଲକ ଅନ୍ତର୍ଗତ ଜଟଗଡ ପଞ୍ଚାୟତ ବାଲିପାଟିଠାରୁ ଡ୍ୟାମ ରାସ୍ତା ନିର୍ମାଣର ଏକ ବର୍ଷ ବିତି ଯାଇଛି। ହେଲେ ଆଜି ଯାଏ ଶ୍ରମିକମାନେ ପାଉଣା ପାଇ ନ ଥିବା ଅଭିଯୋଗ ହେଉଛି। ରାଜ୍ୟ...

ବିଭିନ୍ନ ପ୍ରକଳ୍ପର ତଦାରଖ, ସମୀକ୍ଷା

ଭବାନୀପାଟଣା,୨୪।୬(ଉତ୍ତମ କୁମାର ଦାଶ): ପଶ୍ଚିମ ଓଡିଶା ବିକାଶ ପରିଷଦ(ଡବ୍ଲ୍ୟୁଓଡିସି) ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଅସିତ ତ୍ରିପାଠୀ ୨ ଦିନିଆ କଳାହାଣ୍ଡି ଗସ୍ତରେ ଆସିଥିଲେ। ଶୁକ୍ରବାର ଦ୍ୱିତୀୟ ଦିନରେ ସେ ଜିିଲାର ଭବାନୀପାଟଣା ବ୍ଲକ ସମେତ ଥୁଆମୂଳ ରାମପୁର,...

ଝାଉଁଳି ଗଲାଣି ଦାମିକିଆ ଗଛ

ରାଉରକେଲା,୨୪।୬(ବିପ୍ଲବ ରଞ୍ଜନ ଦାଶ): ପୁରୁଷ ହକି ବିଶ୍ୱକପ୍‌ ସମୟରେ ରାଉରକେଲା ସହରର ସୌନ୍ଦଯ୍ୟ ବୃଦ୍ଧି ପାଇଁ ବ୍ୟାପକ ଯୋଜନା କାର୍ଯ୍ୟକାରୀ କରାଯାଇଥିଲା। ଏଥିରେ ବିଭିନ୍ନ ଛକରେ ଦାମିକିଆ ଗଛ ଲଗାଯାଇଥିଲା। ତେବେ ରକ୍ଷଣାବେକ୍ଷର ଅଭାବରୁ ସେହି ଗଛସବୁ ଝାଉଁଳି ଯାଇଥିବା...

ପାଣି ପାଇଁ ଡହଳବିକଳ

ରାଉରକେଲା,୨୪।୬(ସଙ୍ଗୀତା ଜେନା): ରାଉରକେଲା ଇସ୍ପାତ କାରଖାନା ଶିଳ୍ପାଞ୍ଚଳ ତଥା ରଘୁନାଥପାଲି ନିର୍ବାଚନ ମଣ୍ଡଳୀ ଅଧୀନ ସେକ୍ଟର-୧ ଖରିଆବାହାଲ ବସ୍ତିରେ ପାଣି ସମସ୍ୟା ଉତ୍କଟ ହୋଇଛି। ଖରାଦିନ ଆରମ୍ଭ ହେଲେ ପାଣି ପାଇଁ ବସ୍ତିବାସିନ୍ଦା ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏ...

ପୁଣି ୧୭ ଜଣଙ୍କ ପଟ୍ଟା ରଦ୍ଦକଲା ପ୍ରଶାସନ

ମାଲକାନଗିର,୨୪ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କାଲମେଳା ତହସିଲ ଜମି ଦୁର୍ନୀତି ମାମଲାର ତଦନ୍ତ ପରେ ପୁଣି ୧୭ ଜଣଙ୍କ ପଟ୍ଟା ଜିଲା ପ୍ରଶାସନ ରଦ୍ଦ କରିଛି। ତା୨୮ା୭୨୦୨୧ରେ ମିସ୍‌କେସ୍‌ ମାଧ୍ୟମରେ ୧୦ ଜଣଙ୍କ ପଟ୍ଟା ପ୍ରଶାସନ ରଦ୍ଦ କରିଥିଲେ। ଏହି...

ସହରର ବିଭିନ୍ନ ପ୍ରକଳ୍ପ ବୁଲି ଦେଖିଲେ

ବାଲେଶ୍ୱର(ମାନସ ବିଶ୍ୱାଳ)/ ଭୋଗରାଇ(ପ୍ରଦୀପ ଦାସ)/ ଜଳେଶ୍ୱର(ରବିନାରାୟଣ ପାତ୍ର)/ବସ୍ତା(ହରିଶଙ୍କର ପାଢୀ)/ ବାଲିଆପାଳ(ଗୋପାଳ ଚନ୍ଦ୍ର ସାହୁ)/ଲଙ୍ଗଳେଶ୍ୱର(କମଳାକାନ୍ତ ଦାସ), ୨୪ା୬: ବାଲେଶ୍ୱର ଜିଲା ଗସ୍ତର ଦ୍ୱିତୀୟ ଦିନରେ ଶୁକ୍ରବାର ୫-ଟି ସଚିବ ଭି.କେ. ପାଣ୍ଡିଆନ ସହରର ବିଭିନ୍ନ ପ୍ରକଳ୍ପ ବୁଲି ଦେଖିବା ସହ ଭୋଗରାଇ,...

ଗାଁ ରାସ୍ତା ଅବରୋଧ, ପହଞ୍ଚି ପାରିଲାନି ଆମ୍ବୁଲାନ୍ସ

କୋଡ଼ପଡା,୨୪ା୬(ରଞ୍ଜିତ କୁମାର ରଣା): ଗାଁକୁ ଭଲ ରାସ୍ତା ଥାଇ ମଧ୍ୟ ରୋଗୀଙ୍କ ଘରେ ପହଞ୍ଚତ୍ ପାରିଲାନି ଆମ୍ବୁଲାନ୍ସ। ଅସୁସ୍ଥ ବୃଦ୍ଧାଙ୍କୁ ୨୦୦ମିଟର ଟେକି ଟେକି ନେଲେ ଗ୍ରାମବାସୀ। କେତେକ ଗ୍ରାମବାସୀ ରାସ୍ତା ଉପରେ ଘର କରି ଅବରୋଧ କରିଥିବାରୁ ଜରୁରୀକାଳିନ...

ପ୍ରଭାବିତ ହେଉଛି ପାଠପଢ଼ା

ବଅଁରପାଳ,୨୪ା୬ (ଉପେନ୍ଦ୍ର ରାଉତ): ସ୍କୁଲ ସ୍ଥାପନ ବେଳେ ଗୁଣାତ୍ମକ ଶିକ୍ଷାଦାନ ଉପରେ ଗୁରୁତ୍ୱ ଦିଆଯାଇଥିଲା। ସେଥିପାଇଁ ୭ ଜଣ ଶିକ୍ଷକଙ୍କୁ ନିଯୁକ୍ତି ମିଳିଥିଲା। ପ୍ରତିବର୍ଷ ମାଟ୍ରିକ ପରୀକ୍ଷାରେ ଶିକ୍ଷାନୁଷ୍ଠାନ ଭଲ ଫଳାଫଳ କରୁଥିଲା। ହେଲେ କିଛିବର୍ଷ ହେଲା ଏହି ସଫଳ...

ପୋଖରୀ ନାଁ ବଦଳାଇ ଚାଲିଛି ହରିଲୁଟ

ବୁଗୁଡ଼ା,୨୪ା୬(କାଳି ଚରଣ ଦାଶ): ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ଗଞ୍ଜାମ ଜିଲା ଦେଶରେ ପ୍ରଥମ ସ୍ଥାନ ଅଧିକାର କରି ପୁରସ୍କୃତ ହୋଇଛି। ତେବେ ଏହି ଯୋଜନାରେ କେଉଁଠି ମେସିନ ଲଗାଇ କାମ କରାଯାଇ କେବଳ କାଗଜ କଲମରେ ଶ୍ରମିକ ନିଯୁକ୍ତି...

ମା’କୁମ୍ଭୀର ପ୍ରଜନନ ବେଳେ ଅଧିକ ହିଂସ୍ର

ମହାକାଳପଡ଼ା,୨୪ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ଓ ମହାନଦୀ ତ୍ରିକୋଣଭୂମି ଅବବାହିକା ଅଞ୍ଚଳ ନଦୀ ନାଳ ଘେରା। ଜୁନ୍‌, ଜୁଲାଇରେ ମା’ ବଉଳା କୁମ୍ଭୀର ପ୍ରଜନନ ଋତୁ ଓ ଅଣ୍ଡାଦାନ ପ୍ରକ୍ରିୟା ଯୋଗୁ ଅଧିକ ହିଂସ୍ର...

ଲିଜ୍‌ ଏରିଆ ବାହାରୁ ବାଲି ଲୁଟ୍‌

କାଏମା,୨୪ା୬(ଶିବପ୍ରସାଦ ମହାନ୍ତି): ଧର୍ମଶାଳା ତହସିଲ ଅନ୍ତର୍ଗତ ବ୍ରାହ୍ମଣୀ ଓ କାଏମା କେଲୁଅ ନଦୀର ଲିଜ୍‌ ଏରିଆ ବାହାରୁ ବେଧଡ଼କ ଭାବେ ଶହଶହ ଟ୍ରିପ ବାଲି ଲୁଟ୍‌ ହେଉଥିବା ଅଭିଯୋଗ ହୋଇଛି। ସେହିପରି ଯେଉଁସବୁ ବାଲି ଘାଟକୁ ଲିଜ୍‌ ଦିଆଯାଇଛି ସେଠାରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri