ଆମ ଜିଲା ଖବର

ପ୍ରଶାସନ ଶୁଣିଲାନି ଗାଁ ରାସ୍ତା ନିର୍ମାଣ କଲେ ଗ୍ରାମବାସୀ

କେନ୍ଦ୍ରାପଡ଼ା,୨୪ା୬(ଜଗନ୍ନାଥ ଧଳ): ପୂର୍ବରୁ ଥିବା ଗାଁ ରାସ୍ତା ସବୁ ଖରାପ ହେବା ପରେ ମରାମତି ପାଇଁ ବାରମ୍ବାର ଅଭିଯୋଗ ସତ୍ତ୍ୱେ କେହି ଶୁଣିଲେ ନାହିଁ। ଫଳରେ ଗାଁ ଲୋକ ଶ୍ରମ, ସମୟ ଓ ଅର୍ଥ ଦେଇ ରାସ୍ତା ନିର୍ମାଣ କରିଛନ୍ତି।...

କ୍ଷୁଦ୍ର ମଧ୍ୟମ ଉଦ୍ୟୋଗ ଯୋଜନା ବାଟବଣା

କେନ୍ଦ୍ରାପଡ଼ା, ୨୪ା୬ (ଜଗନ୍ନାଥ ଧଳ): କେନ୍ଦ୍ରଠାରୁ ଆରମ୍ଭକରି ରାଜ୍ୟ ସରକାର ଅନେକ ଯୋଜନା କରିଛନ୍ତି। ଏମ୍‌ଏସ୍‌ଏମ୍‌ଇ ଓ ପିଏମ୍‌ଇଜିପି ମାଧ୍ୟମରେ ବେକାର ଯୁବତୀଯୁବକଙ୍କ ପାଇଁ କ୍ଷୁଦ୍ର ମଧ୍ୟମ ଉଦ୍ୟୋଗ ଯୋଜନା ମାଧ୍ୟମରେ ବ୍ୟବସାୟ ପାଇଁ ଋଣ ପ୍ରଦାନ କରାଯାଉଛି। ମାତ୍ର...

ଏମ୍‌ଜିଏନ୍‌ଆରଇଜିଏସ୍‌ରେ ଟଙ୍କା ହଡ଼ପ ଅଭିଯୋଗ

ବାଲିକୁଦା,୨୪ା୬ (ତାପସ ସ୍ବାଇଁ): ବାଲିକୁଦା ବ୍ଲକର ବୋରିକିନା ପଞ୍ଚାୟତରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ ଲକ୍ଷାଧିକ ଟଙ୍କା ଦୁର୍ନୀତି ହୋଇଥିବା ନେଇ ପୂର୍ବତନ ସରପଞ୍ଚ ସାଧୁଚରଣ ସାହୁ କିଛିଦିନ ପୂର୍ବେ ପ୍ରକଳ୍ପ ନିର୍ଦ୍ଦେଶକଙ୍କ...

ରାଜ୍ୟକୁ କିଏ ଚଳାଉଛି: ନଡ୍ଡା

ଭବାନୀପାଟଣା,୨୪।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଲାଲବାହାଦୁର ଷ୍ଟାଡିୟମଠାରେ ଶୁକ୍ରବାର ଭାଜପାର ମହାଜନସମ୍ପର୍କ ଅଭିଯାନ ଅନୁଷ୍ଠିତ ହୋଇଛି। ପୂର୍ବାହ୍ନରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା କଳାହାଣ୍ଡି ବିଶ୍ୱବିଦ୍ୟାଳୟ ଖେଳ ପଡ଼ିଆରେ ହେଲିକପ୍ଟରରେ ପହଞ୍ଚତ୍ ପ୍ରଥମେ ମା’ ମାଣିକେଶ୍ୱରୀଙ୍କ...

କୋଦୁଓବେରେଣୀ-ଭାପୁର ରାସ୍ତା ଶୋଚନୀୟ

ଖୋର୍ଦ୍ଧା,୨୪ା୬(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଅଧୀନ କୋଦୁଓବେରେଣୀଠାରୁ ନୟାଗଡ଼ ଜିଲା ଭାପୁର (ବାଇପାସ୍‌)କୁ ସଂଯୋଗ କରୁଥିବା ରାସ୍ତା ଅବସ୍ଥା ଅତ୍ୟନ୍ତ ଶୋଚନୀୟ ହୋଇପଡ଼ିଛି। ପ୍ରାୟ ୧୦ କିମିର ଏହି ରାସ୍ତା ଖଣ୍ଡପଡ଼ା ପୂର୍ତ୍ତ ବିଭାଗ ଅଧୀନରେ ରହିଛି।...

ରତ୍ନଭଣ୍ଡାର ସଂକ୍ରାନ୍ତ ୪ ମାମଲାର ଶୁଣାଣି

ପୁରୀ, ୨୪ା୬(ଅଜିତ୍‌ ମହାନ୍ତି): ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯିବା ପ୍ରସଙ୍ଗରେ ରାଜ୍ୟ ସରକାର ହାଇକୋର୍ଟରେ ସତ୍ୟପାଠ ଦାଖଲ ନ କରି ସ୍ଥିତି ସମ୍ପର୍କରେ ସୂଚନା ଦେବାରୁ ଦୂରେଇ ରହିବାକୁ ଚେଷ୍ଟା କରିଥିଲେ। ତେଣୁ ସାମାଜିକ କର୍ମୀ ଦିଲୀପ କୁମାର ବରାଳ ରତ୍ନଭଣ୍ଡାର...

ବାଲୁଖଣ୍ଡ ଅଭୟାରଣ୍ୟରେ ବନ୍ୟଜନ୍ତୁଙ୍କ ଖାଦ୍ୟ ସମସ୍ୟା

କୋଣାର୍କ,୨୪।୬(ଜ୍ୟୋତିରାଜ ମହାନ୍ତି): କୋଣାର୍କ ବନ ବିଭାଗ ଅଧୀନ ବାଲୁଖଣ୍ଡ ଅଭୟାରଣ୍ୟ ଜଙ୍ଗଲରେ ଖାଦ୍ୟ ଅଭାବଜନିତ ସମସ୍ୟା ଯୋଗୁ ଗାଁମୁହାଁ ହୋଇଥିବା ଏକ ହରିଣର କୋଣାର୍କ- କାକଟପୁର ମୁଖ୍ୟରାସ୍ତାର ବଢେଇ ଛକରେ ଶୁକ୍ରବାର ଭୋର ସମୟରେ ଏକ ଅଜଣା ଗାଡି ଧକ୍କାରେ...

ଅନାଥ ଶିଶୁକନ୍ୟା ଲିଲିଆନାଙ୍କ ନୂଆ ଠିକଣା ଆମେରିକା

କଟକ,୨୪ା୬ (କାର୍ତ୍ତିକ ସାହୁ): ଅନାଥ ଶିଶୁକନ୍ୟା ଲିଲିଆନାଙ୍କୁ ମିଳିଗଲେ ମାଆବାପା। କଟକର ବସୁନ୍ଧରାରୁ ଯାଇ ଆମେରିକାର ଆଲାବାମା ରାଜ୍ୟସ୍ଥିତ ଓକ୍ଲାହୋମା ସହରରେ ନିଜର ନୂଆ ଠିକଣା ସେ ପାଇବ। ସେ ନିଜ ପରିଚୟ ସହ ପରିବାର, ଆବାସ, ମାତାପିତାଙ୍କ ଗହଣରେ...

ଖୋଲିଲା ଏଜୁକେଶନାଲ ଇ-ଷ୍ଟୁଡିଓ

ବାରିପଦା, ୨୪ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ସମଗ୍ର ଶିକ୍ଷା ଅଭିଯାନ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ରାଜ୍ୟର ପ୍ରଥମ ଏଜୁକେଶନାଲ ଇ-ଷ୍ଟୁଡିଓର ଶୁଭାରାମ୍ଭ ହୋଇଛି। ମୁଖ୍ୟଅତିଥି ଭାବେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି ଯୋଗଦେଇ ଏହାକୁ...

ଓଡ଼ିଶାରେ ‘ଆଦିପୁରୁଷ’ ଚଳଚ୍ଚିତ୍ରକୁ ବ୍ୟାନ୍‌ କରାଯାଉ

ପୁରୀ,୨୩ା୬(ଅଜିତ୍‌ ମହାନ୍ତି):‘ଆଦିପୁରୁଷ’ ଚଳଚ୍ଚିତ୍ରରେ ମର୍ଯ୍ୟାଦା ପୁରୁଷୋତ୍ତମ ପ୍ରଭୁ ଶ୍ରୀରାମଚନ୍ଦ୍ର, ମହାବୀର ହନୁମାନ ଏବଂ ରାବଣଙ୍କ ଚରିତ୍ରକୁ କଦର୍ଥ ଭାବେ ଚିତ୍ରଣ କରାଯାଇ ଅପମାନିତ କରାଯାଇଛି ବୋଲି ଶ୍ରୀଜଗନ୍ନାଥ ସେନା ଅଭିଯୋଗ ଆଣିଛି। ଏହି ଚଳଚ୍ଚିତ୍ରକୁ ବିରୋଧ କରି ଶ୍ରୀଜଗନ୍ନାଥ ସେନା...

୫ ଦିନ ହେବ ନିଖୋଜ ଥିଲେ ପୁଅ :ମିଳିଲା ଝୁଲନ୍ତା ମୃତଦେହ

ପୋଲସରା,୨୩ା୬(ସୁବ୍ରତ ବେହେରା): ପୋଲସରା ଥାନା ଅନ୍ତର୍ଗତ ମାଳତେନ୍ତୁଳିଆ ପଞ୍ଚାୟତ ହଂସାରାଳି ଗ୍ରାମର ଜଣେ ଯୁବକଙ୍କ ମୃତଦେହ କାନକାଟି କାଜୁ ତୋଟାରୁ ଝୁଲନ୍ତା ଅବସ୍ଥାରେ ଠାବ କରାଯାଇଛି। ସେ ହେଲେ ଜୟଦେବ ସ୍ବାଇଁଙ୍କ ପୁଅ ଚନ୍ଦନ (୨୩)। ଚନ୍ଦନ ୫ ଦିନ...

କୃଷିବିଜ୍ଞାନ କେନ୍ଦ୍ର ପରିସରରେ ୭ ମଇଁଷି ମୃତ

ଆର.ଉଦୟଗିରି,୨୩ା୬(ମନୋଜ କୁମାର ପାଢୀ)-ଆର.ଉଦୟଗିରିରେ ଥିବା ଜିଲା କୃଷି ବିଜ୍ଞାନ କେନ୍ଦ୍ର ପରିସରରେ ୭ଟି ମଇଁଷିଙ୍କ ମୃତ୍ୟୁ ହୋଇଛି। ମୋହନ ପଲେଇ ଓ ତିଲ ପଲେଇଙ୍କ ଏହି ମଇଁଷିଗୁଡିକ କୌଣସି କୀଟନାଶକ ଖାଇ ଦେଇଥିବା ସନ୍ଦେହ କରାଯାଇଛି। କୃଷୀ ବିଜ୍ଞାନ କେନ୍ଦ୍ର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri