ଆମ ଜିଲା ଖବର

କଂଗ୍ରେସ ନେତାଙ୍କୁ ନଜରବନ୍ଦୀ ଘଟଣା: ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ପୂର୍ବତନ ଏମ୍‌ପି

ଖଇରା, ୨୩ା୬(ଉତ୍କଳବନ୍ଧୁ ପଣ୍ଡା): ଗୁରୁବାର ୫-ଟି ସଚିବଙ୍କ ଖଇରା ଗସ୍ତ ଅବସରରେ ଖଇରା ଓ ସିମୁଳିଆ ପୋଲିସ କଂଗ୍ରେସ ନେତାଙ୍କୁ ଆସାମୀ ଭଳି ବ୍ୟବହାର କରିବା ସିମୁଳିଆ ନିର୍ବାଚନ ମଣ୍ଡଳୀର ଯୁବ କଂଗ୍ରେସ ସଭାପତି ନିରଞ୍ଜନ ପରିଡାଙ୍କୁ ତାଙ୍କ ବାସଭବନ...

ଯୌତୁକ ନିର୍ଯାତନା ମାମଲା: ସ୍ବାମୀ, ଶାଶୁ, ଶ୍ୱଶୁରଙ୍କୁ ୨ ବର୍ଷ ସଶ୍ରମ କାରାଦଣ୍ଡ

ଭଦ୍ରକ,୨୩।୬ (ସନାତନ ରାଉତ): ଭଦ୍ରକ ଉପଖଣ୍ଡ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଚିନ୍ମୟ କୁମାର ପାଢ଼ୀ ଏକ ଯୌତୁକ ନିର୍ଯାତନା ମାମଲାର ବିଚାର କରି ରାୟ ଶୁଣାଇଛନ୍ତି। ଏହି ମାମଲାରେ ଅଭିଯୋଗକାରୀ ମହିଳାଙ୍କ ସ୍ବାମୀ ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ଜଳଙ୍ଗା...

ବେଆଇନ ପାର୍କିଂ ଯୋଗୁଁ ଦୂର୍ଘଟଣା,ହେଲପର ମୃତ

କେନ୍ଦୁଝର, ୨୩ା୬ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ଜାତୀୟ ରାଜପଥ ୨୦ର ବାଇପାସ ରାସ୍ତା ସିଦ୍ଧମଠ ନିକଟରେ ଏକ ଦୁର୍ଘଟଣା ଘଟିଛି। ବେଆଇନ ପାର୍କିଂ କରିଥିବା ଏକ ଟ୍ରକ ପଛ ପଟରେ ଆଉ ଏକ ଟ୍ରକ୍‌...

ବଢିଲା ହୀରାକୁଦ ଜଳଭଣ୍ଡାରର ଜଳସ୍ତର

ସମ୍ବଲପୁର,୨୩।୬: ଓଡ଼ିଶାରେ ମୌସୁମୀ ପ୍ରବେଶ ପରେ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢ଼ିଛି । ଗୁରୁବାର ଜଳସ୍ତର ୬୦୦.୩୯ ଫୁଟ ଥିବା ବେଳେ ତାହା ଶୁକ୍ରବାର ବୃଦ୍ଧି ପାଇ ୬୦୦.୫୬ ଫୁଟରେ ପହଞ୍ଚିଛି । ତେବେ ଇନଫ୍ଲୋ ବଢିବାରୁ ଜଳସ୍ତର ବୃଦ୍ଧି...

ପାର୍ସାଲିରେ ଲାଗିଲା ମାଓବାଦୀ ପୋଷ୍ଟର

ରାୟଗଡ଼ା,୨୩।୬(ଆଶିଷ ରଞ୍ଜନ ପଣ୍ଡା): ନିୟମଗିରି ଅଞ୍ଚଳରେ ପୁଣି ଲାଗିଲା ମାଓବାଦୀ ପୋଷ୍ଟର । କଲ୍ୟାଣସିଂହପୁର ବ୍ଲକ ପାର୍ସାଲିଠାରେ ୪ଟି ମାଓବାଦୀ ପୋଷ୍ଟର ଲାଗିଥିବା ଦେଖିବାକୁ ମିଳିଛି। ଏହାକୁ ବାସଧାରା-ନାଗାବଳୀ-ଘୁମୁସୁର(ବାଘୁନା) ମାଓ କମିଟି ଲଗେଇଥିବା ପୋଷ୍ଟରେ ଉଲ୍ଲେଖ ରହିଛି। ଉକ୍ତ ପୋଷ୍ଟରରେ...

ବାଲିଗୁଡାରେ ନୂତନ ଏସଡିପିଓଙ୍କ ଯୋଗଦାନ

ବାଲିଗୁଡା, ୨୩।୬ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡାରେ ନୂଆ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଭାବେ ୟଶ ପ୍ରତାପ ଶ୍ରୀମଲ ଶୁକ୍ରବାର ନିଜ ଦାୟିତ୍ୱ ଗ୍ରହଣ କରିଛନ୍ତି। ୟଶ ପ୍ରତାପ ୨୦୨୦ ବ୍ୟାଚର ଆଇପିଏସ ଅଧିକାରୀ l ସେ...

ସନ୍ଧ୍ୟାରେ ୪ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୨୩। ୬(ଅଜିତ ମହାନ୍ତି): ଜନ୍ମ ବେଦୀରେ ତିନି ଠାକୁରଙ୍କ ଦର୍ଶନ ଲାଗି ଭକ୍ତଙ୍କ ଜନସମାଗମ ହେଉଛି। ତେବେ ଶୁକ୍ରବାର ସନ୍ଧ୍ୟାରେ ୪ଘଣ୍ଟା ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ଯୋଗୁ ଦର୍ଶନ ବନ୍ଦ ରହିବା ନେଇ ସୂଚନା ମିଳିଛି। ଦ୍ୱିତୀୟ...

୫୦ ହଜାର ଭକ୍ତଙ୍କ ପାଇଁ ବାହାରିଲା ଆଡ଼ପ ଅବଢ଼ା

ପୁରୀ,୨୩। ୬(ଅଜିତ ମହାନ୍ତି): ଜନ୍ମ ବେଦୀରେ ତିନି ଠାକୁର। ଶୁକ୍ରବାର ଆଡ଼ପ ଅବଢା ବାହାରିଛି । ୫୦ ହଜାର ଭକ୍ତଙ୍କ ପାଇଁ ଆଜି ସୁଆର ମହାସୁଆର ନିଯୋଗ ପକ୍ଷରୁ ଆଡ଼ପ ଅବଢ଼ା ବ୍ୟବସ୍ଥା କରାଯାଇଛି। ଭକ୍ତମାନେ ଯେଭଳି ସୁବିଧାରେ ମହାପ୍ରସାଦ...

ଭବାନୀପାଟଣାରେ ଭାଜପାର ମହାଜନସମ୍ପର୍କ ଅଭିଯାନ: ବିଭିନ୍ନ ପ୍ରସଙ୍ଗରେ କଂଗ୍ରେସ, ବିଜେଡି ଉପରେ ବର୍ଷିଲେ ନଡ୍ଡା

ଭବାନୀପାଟଣା,୨୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଲାଲ ବାହାଦୂର ଷ୍ଟାଡିୟମଠାରେ ଶୁକ୍ରବାର  ମହାଜନସମ୍ପର୍କ ଅଭିଯାନ ଅନୁଷ୍ଠିତ ହୋଇଥିଲା। ପୂର୍ବାହ୍ନରେ ଭାଜପା  ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା କଳାହାଣ୍ଡି ବିଶ୍ୱବିଦ୍ୟାଳୟ ଖେଳ ପଡ଼ିଆରେ ହେଲିକପ୍ଟରରେ ପହଞ୍ଚି ପଥମେ ମା’ ମାଣିକେଶ୍ୱରୀଙ୍କ ...

ପୂର୍ବତନ ଡିଏସ୍‌ଡବ୍ଲ୍ୟୁଓ ଗିରଫ

ଭୁବନେଶ୍ୱର,୨୩ା୬(ସତ୍ୟଜିତ ରାଉତ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପୂର୍ବତନ ଭଦ୍ରକ ଜିଲା ସମାଜ ମଙ୍ଗଳ ଅଧିକାରିଣୀ(ଡିଏସ୍‌ଡବ୍ଲ୍ୟୁଓ) ଜୟନ୍ତୀ ବେହେରା ଶୁକ୍ରବାର ଗିରଫ ହୋଇଛନ୍ତି। ଦୁଇ ଦିନର ଚଢ଼ାଉରେ ଭିଜିଲାନ୍ସ ତାଙ୍କଠାରୁ ବିପୁଳ ପରିମାଣର ସମ୍ପତ୍ତି ଠାବ କରିଛି। ଯାହାକି...

ମୁକ୍ତ ଯୋଜନା ପ୍ରକଳ୍ପ ନିର୍ମାଣ ପ୍ରକ୍ରିୟା ଆରମ୍ଭ

ଗଞ୍ଜାମ,୨୩ା୬(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସିରେ ବିଭିନ୍ନ ପ୍ରକଳ୍ପ ନିର୍ମାଣ ପାଇଁ ୧ କୋଟି ୯୦ ଲକ୍ଷ ମଞ୍ଜୁର କରିଛନ୍ତି ରାଜ୍ୟ ସରକାର। ମୁକ୍ତା ଯୋଜନାରେ ଆସିଥିବା ଏହି ଅନୁଦାନରେ ସହରର ଉନ୍ନତିକରଣ କରାଯିବ। ଏହାର...

ଛିଣ୍ଡିଯାଇଛି ଖାଦ୍ୟନଳୀ, ଯନ୍ତ୍ରଣାରେ ଛଟପଟ

ଖପ୍ରାଖୋଲ,୨୩ା୬(ଅଭୟ ତ୍ରିପାଠୀ): ମନରେ ଅସୁମାରୀ ଆଶା, ଆଖିରେ ଆଖିଏ ସ୍ବପ୍ନ। ପୁଅ ବଡ ହେବ, ଭଲ ମଣିଷ ହେବ ଆଉ ଗରିବ ପରିବାରର ଦୁଃଖ ଯିବ। ହେଲେ କିଏ ଜାଣିଥିଲା ସାଇକେଲ ଚଳାଉ ଚଳାଉ ପଡ଼ି ଯିବା ଏତେବଡ ଅଘଟଣାକୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri