ଆମ ଜିଲା ଖବର

ଅଧା ସଫେଇ କରି ଛାଡ଼ିଦେଲେ

ନୟାଗଡ଼,୨୩।୬(ଲୋକନାଥ ମିଶ୍ର): ନର୍ଦ୍ଦମା ଜଳରେ ସୃଷ୍ଟି ହେବାକୁ ଥିବା ବନ୍ୟାର ଭୟ ନୟାଗଡ଼ ମ୍ୟୁନିସିପାଲିଟିର ୧ନଂ. ୱାର୍ଡରୁ ହଟୁନି। କଲଭର୍ଟ ଓ ଡ୍ରେନ ନିର୍ମାଣରେ ତ୍ରୁଟି କାରଣରୁ ଏଠାରେ ବର୍ଷାଋତୁରେ କୃତ୍ରିମ ବନ୍ୟା ହୋଇ ଆସୁଛି। ଜିଲା ସଦର ମହକୁମାର...

ନୂଆଗାଁ ଡାକ୍ତରଖାନାରେ ସ୍ଥାୟୀ ଡାକ୍ତର ନାହାନ୍ତି

ନୂଆଗାଁ,୨୩।୬(ଧନେଶ୍ୱର ସାହୁ ): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ନୂଆଗାଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଦୀର୍ଘ ବର୍ଷ ହେଲା ଡାକ୍ତର ନାହାନ୍ତି। ଫଳରେ ସାଧାରଣ ଚିକିତ୍ସା ପାଇଁ ନୟାଗଡ଼ ମୁଖ୍ୟ ଚିକିତ୍ସାଳୟକୁ ଯିବାକୁ ପଡୁଛି। ତେଣୁ ତୁରନ୍ତ ନୂଆଗାଁ ଡାକ୍ତରଖାନାରେ ସ୍ଥାୟୀ...

ଛାତ୍ରୀଛାତ୍ର ପଡ଼ିଆରେ ଖାଉଛନ୍ତି ମଧ୍ୟାହ୍ନଭୋଜନ

ନୂଆଗାଁ,୨୩।୬(ଧନେଶ୍ୱର ସାହୁ ): ନୟାଗଡ଼ ଜିଲା ନୂଆଗାଁ ବ୍ଲକରେ ପ୍ରଥମେ ୫-ଟି ଯୋଜନାରେ ରୂପାନ୍ତରିତ ହୋଇଥିବା ଚାହାଳି ଜନଶକ୍ତି ସରକାରୀ ଉଚ୍ଚ ବିଦ୍ୟାଳୟ ନାନା ଅବ୍ୟବସ୍ଥା ମଧ୍ୟରେ ଚାଲିଥିବା ଅଭିଯୋଗ ହୋଇଛି। ସ୍କୁଲ ପରିଚାଳନା କମିଟିର ସଭାପତି, ସଦସ୍ୟ, ସ୍ଥାନୀୟ...

ଡିଆଁପଡ଼ା ଅପହରଣ ଘଟଣାର ନୂଆ ମୋଡ଼

ନୟାଗଡ଼,୨୩।୬(ଲୋକନାଥ ମିଶ୍ର): ନୟାଗଡ଼ ଟାଉନ ଥାନା ଡିଆଁପଡ଼ା ଗାଁର ଚାଷୀ ଶ୍ୟାମ ସୁନ୍ଦର ବେହେରା(୫୯) ଅପହରଣ ଘଟଣାର ନୂଆମୋଡ଼। ଅପହରଣ ଘଟଣାରେ ବାରମ୍ବାର କଥା ବଦଳାଇ ଫସିଲେ ଚାଷୀ ଓ ଉଦ୍ଧାର କରିଥିବା ବ୍ୟକ୍ତି। ଫିଟିଲା ଅପହରଣ ଘଟଣାର ଗୁମର।...

୫ ମାସରେ ୧୧୨ ଦୁର୍ଘଟଣା: ୪୩ ମୃତ, ୫୮ ଗୁରୁତର

ଜଗତ୍‌ସିଂହପୁର,୨୩ା୬(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଜିଲାରେ ଗାଡି ଚାଳକମାନଙ୍କ ମନମୁଖି ଓ ଦ୍ରୁତ ଗାଡି ଚାଳନା ଚିନ୍ତାର କାରଣ ପାଲଟିଛି। କାରଣ ଗତ ଜାନୁୟାରୀରୁ ମେ ମାସ ମଧ୍ୟରେ ଜିଲାରେ ୧୧୨ଟି ଦୁର୍ଘଟଣା ଘଟିଥିବା ବେଳେ ୪୩ ଜଣଙ୍କର ମୃତ୍ୟୁ...

ଭୋଟକାରେ ଥମୁନି ମାଙ୍କଡ଼ ଆତଙ୍କ

ରସୁଲପୁର,୨୩ା୬(ରଂଜିତ ରାଉତ): ରସୁଲପୁର ବ୍ଲକ ଅନ୍ତର୍ଗତ ଭୋଟକା ପଞ୍ଚାୟତରେ ମାଙ୍କଡ଼ ଆତଙ୍କ ଥମିବାରେ ନାଁ ଧରୁନାହିଁ। ଦୁଇ ସପ୍ତାହ ହେଲା ମାଙ୍କଡ଼ ଆକ୍ରମଣରେ ଏଠାରେ ୮ରୁ ଊର୍ଦ୍ଧ୍ୱ ଲୋକ ଆହତ ହେଲେଣି। ଏହାଜାଣି ବନବିଭାଗ କାମୁଡ଼ା ମାଙ୍କଡ଼ଙ୍କୁ ଧରିବା ପାଇଁ...

ଗହମ ଯୋଗାଣ ବନ୍ଦ, ଖାଉଟି ହନ୍ତସନ୍ତ

ଧର୍ମଶାଳା,୨୩ା୬(ବଟକୃଷ୍ଣ ପରିଡ଼ା): ଖାଦ୍ୟ ଯୋଗାଣ ଓ ଓଖାଉଟି କଲ୍ୟାଣ ପକ୍ଷରୁ ଗରିବ ଶ୍ରେଣୀର ଲୋକଙ୍କୁ ପ୍ରତିମାସରେ ମୁଣ୍ଡ ପିଛା ୫ କେଜି ଚାଉଳ କିମ୍ବା ଗହମ ଖାଉଟିଙ୍କ ଇଚ୍ଛା ମୁତାବକ ପ୍ରଦାନ କରାଯାଉଥିଲା। ମାତ୍ର ଗତ ବର୍ଷ ଜୁଲାଇଠାରୁ ଗହମ...

୨ ବର୍ଷ ଯାଉନି, ହେଉଛି ମରାମତି

ଯାଜପୁର,୨୩ା୬(ହର୍ଷବର୍ଦ୍ଧନ ବେହେରା): ଗ୍ରାମ୍ୟ ନିର୍ମାଣ ବିଭାଗ ପକ୍ଷରୁ ରାସ୍ତା ନିର୍ମାଣ ଓ ମରାମତି ନାମରେ ପିସି କାରବାର ସହ ଅତ୍ୟନ୍ତ ନିମ୍ନମାନର କାର୍ଯ୍ୟ ଯାଜପୁର ଜିଲାରେ ଅଣାୟତ୍ତ ହେବାରେ ଲାଗିଛି। ସଂପୃକ୍ତ ଯନ୍ତ୍ରୀ ଓ ଠିକାଦାରଙ୍କ ଅସାଧୁ ମେଣ୍ଟ ଯୋଗୁ...

ଆନ୍ଧ୍ର ଅନୁପ୍ରବେଶକୁ ରୋକିଲା ଓଡ଼ିଶା ପ୍ରଶାସନ

ପଟ୍ଟାଙ୍ଗି,୨୩ା୬(ଶରତ ଧଳ): ପଡ଼ୋଶୀ ରାଜ୍ୟ ଆନ୍ଧ୍ର ପୁଣି ଆଉ ଏକ ନୂଆ ବିବାଦ ଆରମ୍ଭ କରିଛି। ଏହାକୁ ନେଇ ସୀମାନ୍ତ ଗ୍ରାମବାସୀ ଓଡ଼ିଶାର ପ୍ରଶାସନିକ ଅଧିକାରୀଙ୍କୁ ପୂର୍ବରୁ ବାରମ୍ବାର ଜଣାଇଥିଲେ ମଧ୍ୟ ସେମାନେ କୌଣସି ଗୁରୁତ୍ୱ ଦେଇ ନ ଥିଲେ।...

ବଲିଉଡ୍‌ ଗାୟକ ସୌରିନ୍‌ ଭଟ୍ଟଙ୍କ ନାଁରେ ଯୌନ ନିର୍ଯାତନା ମାମଲା

କଟକ,୨୩ା୬ (କାର୍ତ୍ତିକ ସାହୁ): ବଲିଉଡ୍‌ କଣ୍ଠଶିଳ୍ପୀ ସୌରିନ୍‌ ଭଟ୍ଟଙ୍କୁ ନ ପାଇ କୋଲକାତାସ୍ଥିତ ତାଙ୍କ ଘରୁ ଖାଲି ହାତରେ ଫେରିବାକୁ ବାଧ୍ୟ ହୋଇଛି କମିଶନରେଟ୍‌ ପୋଲିସ। ଜଣେ ଓଡ଼ିଆ ଗାୟିକାଙ୍କ ଅଭିଯୋଗ ଆଧାରରେ କଟକ ମହିଳା ଥାନା ପୋଲିସ ମାମଲା...

ବଜ୍ରପାତରେ ମନ୍ଦିରର ନୀଳଚକ୍ର ଖସିପଡ଼ିଲା

ନିରାକାରପୁର,୨୩ା୬(ମାନସ ଚନ୍ଦ୍ର ପଟ୍ଟନାୟକ ): ମୌସୁମୀ ଛୁଇଁବା ପୂର୍ବରୁ ଗୁରୁବାର ପୂର୍ବାହ୍ନରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ହେବା ସହ ବଜ୍ରପାତ ହୋଇଛି। ତେବେ ବଜ୍ରପାତ ଘଟି ଖୋର୍ଦ୍ଧା ଜିଲା ନିରାକାରପୁର ନିକଟ ଗଡ଼ଖାରଦ ପାହାଡ଼ ଉପରେ ଥିବା ଶ୍ରୀଜଗନ୍ନାଥ...

ସରକାରଙ୍କ ସତ୍ୟପାଠ ଉପରେ ଆପତ୍ତି ଉଠାଇଲେ ଆବେଦନକାରୀ

କଟକ,୨୩ା୬(କାର୍ତ୍ତିକ ସାହୁ): ଭୁବନେଶ୍ୱର ଲୋକସେବା ଭବନ ନିକଟ ଜମିରେ ବହୁତଳ ପ୍ରାସାଦବିଶିଷ୍ଟ ବିଧାୟକ କଲୋନୀ ନିର୍ମାଣ ପାଇଁ ବେଆଇନ ଗଛକଟା ମାମଲାରେ ଆବେଦନକାରୀଙ୍କ ପକ୍ଷରୁ ହାଇକୋର୍ଟରେ ଗୁରୁବାର ପ୍ରତିଜବାବ ଦାଖଲ କରାଯାଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଦାଖଲ ସତ୍ୟପାଠ ଉପରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri