ଆମ ଜିଲା ଖବର

ଟ୍ରକ୍‌ ଚକାତଳେ ପଶିଗଲା ବୁଲେଟ୍‌, ଜଣେ ମୃତ, ୨ ଗୁରୁତର

ଭବାନୀପାଟଣା,୨୨ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଦେପୁର ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ ଚକା ତଳେ ବୁଲେଟ୍‌ ପଶିଯିବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର...

ବୋଲେରୋ ଧକ୍କାରେ ସାଇକେଲ ଆରୋହୀଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ

ଖଇରା,୨୨ା୬(ଉତ୍କଳବନ୍ଧୁ ପଣ୍ଡା): ରାଣୀତାଲ-କୁପାରୀ ରାସ୍ତାର ଖଇରା ଥାନା ଅଧୀନ ଭୀମନାଥପୁର ଛକ ନିକଟରେ ଗୁରୁବାର ଏକ ବୋଲେରୋ ଧକ୍କାରେ ଜଣେ ସାଇକେଲ ଆରୋହୀଙ୍କ ମୃତ୍ୟୁ ଘଟିଛି। ପ୍ରାଣ ହରାଇଥିବା ବ୍ୟକ୍ତି ଜଣକ ହେଲେ ରଶ୍ମୀରଞ୍ଜନ ବେହେରା (୩୬)। ଘର ଖଇରା...

ମହିଳା ସ୍ବାବଲମ୍ବୀ ହେଲେ ରାଜ୍ୟର ବିକାଶ ହେବ: ୫ଟି-ସଚିବ

ଖଇରା,୨୨ା୬(ଉତ୍କଳବନ୍ଧୁ ପଣ୍ଡା): ରାଜ୍ୟ ସରକାରଙ୍କ ୫-ଟି ସଚିବ ଭି.କେ ପାଣ୍ଡିଆନ ଗୁରୁବାର ପୂର୍ବାହ୍ନରେ ନିର୍ଦ୍ଧାରିତ ସମୟଠାରୁ ୧୦ ମିନିଟ୍‌ ବିଳମ୍ବରେ ବାଲେଶ୍ବର ଜିଲା ଖଇରା ବ୍ଲକର କୁପାରୀ ହେଲିପ୍ୟାଡ୍‌ରେ ଓହ୍ଲାଇବା ପରେ ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ସିନ୍ଧେ,ଏସ୍‌ପି ସାଗରିକା ନାଥ...

ଶ୍ରୀମନ୍ଦିର ଗର୍ଭଗୃହ ଯାଞ୍ଚ

ପୁରୀ ଅଫିସ,୨୨ା୬: ମହାପ୍ରଭୁଙ୍କ ନବଦିନାତ୍ମକ ଯାତ୍ରା ସମୟରେ ଶ୍ରୀମନ୍ଦିରର ଗର୍ଭଗୃହ ଯାଞ୍ଚ କରାଯାଏ। ଏହି ପରିପ୍ରେକ୍ଷୀରେ ଶ୍ରୀମନ୍ଦିର ଗର୍ଭଗୃହ ଯାଞ୍ଚ ପାଇଁ ଗୁରୁବାର ଏଏସ୍‌ଆଇର ୪ ଜଣିଆ ବୈଷୟିକ ଟିମ୍‌ ପୁରୀରେ ପହଞ୍ଚିଛନ୍ତି। ପ୍ରଥମେ ସିଂହଦ୍ୱାର କାମ ଆରମ୍ଭ ହୋଇଛି।...

ପୂର୍ବତନ ଡିଏସ୍‌ଡବ୍ଲ୍ୟୁଓଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର,୨୨ା୬(ସତ୍ୟଜିତ୍‌ ରାଉତ): ଭଦ୍ରକର ପୂର୍ବତନ ଜିଲା ସାମାଜିକ ମଙ୍ଗଳ ଅଧିକାରଣୀ (ଡିଏସ୍‌ଡବ୍ଲୂ୍ୟଓ) ଜୟନ୍ତୀ ବେହେରା ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ଜୟନ୍ତୀଙ୍କ ଘର ସମେତ ବାଲେଶ୍ୱର, ଭଦ୍ରକ ଓ ଭୁବନେଶ୍ୱରର ୧୧ଟି ସ୍ଥାନରେ...

ପ୍ରାର୍ଥନା କରୁଥିବା ସମୟରେ ପଡ଼ିଗଲେ ଛାତ୍ରୀ, ଡାକ୍ତରଖାନାରେ ଭର୍ତ୍ତି

ଦେବଗଡ଼,୨୨ା୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ଗ୍ରୀଷ୍ମ ଲହରି ଜାରି ରହିଥିବା ବେଳେ ଗ୍ରୀଷ୍ମ ପ୍ରଭାବରେ ଜଣେ ନବମ ଶ୍ରେଣୀ ଛାତ୍ରୀ ଗୁରୁବାର ଗୁରୁତର ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ବାରକୋଟ ବ୍ଲକ କୁଣ୍ଡାପିଠା ହାଇସ୍କୁଲରେ ପ୍ରାର୍ଥନା...

ସରୁନି ଜାନିବିଲି ବୃହତ୍‌ ଜଳ ପ୍ରକଳ୍ପ ନିର୍ମାଣ

ବ୍ରହ୍ମପୁର,୨୨ା୬ (ନରସିଂହ ସାହୁ)ରେଶମ ସହର ବ୍ରହ୍ମପୁରରେ ଦୀର୍ଘବର୍ଷ ଧରି ଲାଗି ରହିଥିବା ଭୀଷଣ ଜଳ କଷ୍ଟର ସ୍ଥାୟୀ ସମାଧାନ ପାଇଁ ରାଜ୍ୟ ସରକାର ଜାନିବିଲି ବୃହତ୍ତର ପାନୀୟ ଜଳ ପ୍ରକଳ୍ପ ନିର୍ମାଣ ଲାଗି ପଦକ୍ଷେପ ନେଲେ। ପ୍ରାୟ ୫ ଶହ...

ପଥରକ୍ୱାରି ଯୋଗୁ ଅଣନିଃଶ୍ୱାସୀ ଅଞ୍ଚଳବାସୀ

ପାରଳାଖେମୁଣ୍ଡି,୨୨ା୬ (ଗିରିଧାରୀ ପରିଛା):ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ରାଜ୍ୟ ରାଜପଥ ଉପରେ ପୋଖରୀ ମାଟି ଓ ପଥର କ୍ୱାରିର ଧୂଳି ଯୋଗୁଁ ନାନାଦି ସମସ୍ୟା ଉପୁଜୁଛି। ବିଶେଷ କରି ଦେବିତୀ ଗ୍ରାମ ଆନ୍ଧ୍ର ଦେଇ ଗୋଷାଣି, ଗାରବନ୍ଧ ଏବଂ...

ଜଙ୍ଗଲ ନଷ୍ଟକରି କଂକ୍ରିଟ ପିଲାର ନିର୍ମାଣ

ଦେବଗଡ଼,୨୨ା୬(ଶଶାଙ୍କ ଶେଖର ଝାଙ୍କର)କୋରଡକୋଟ ସଂରକ୍ଷିତ ଜଙ୍ଗଲରେ ଜନସ୍ବାସ୍ଥ୍ୟ ବିଭାଗ ତରଫରୁ ବେଆଇନ ଭାବେ ଜେସିବି ବ୍ୟବହାର କରି ଜଙ୍ଗଲ ନଷ୍ଟ କରି କଂକ୍ରିଟ ପିଲର ନିର୍ମାଣ କରାଯାଉଛି। କୋରଡକୋଟ ଜଳ ପ୍ରପାତରୁ ପାଣି ନେବା ପାଇଁ କାର୍ଯ୍ୟ ପ୍ରସ୍ତୁତି ଚାଲିଛି...

୧୩ ବ୍ଲକରୁ ୧୧ ବ୍ଲକ ଶିକ୍ଷା ଅଧିକାରୀ ପଦବୀ ଖାଲି

ଏମ୍‌.ରାମପୁର,୨୨ା୬(ଶଶିଭୂଷଣ ପ୍ରହରାଜ)କଳାହାଣ୍ଡି ଜିଲା ଶିକ୍ଷା ବିଭାଗରେ ଜିଲାର ୧୩ଟି ବ୍ଲକରୁ ବର୍ତ୍ତମାନ ୨ଜଣ ନିୟିମିତ ଗୋଷ୍ଠି ଶିକ୍ଷା ଅଧିକାରୀ କାର୍ଯ୍ୟ କରୁଥିବାବେଳେ ୧୧ଟି ପଦବୀ ଖାଲି ପଡିଛି। ଏଥିଯୋଗୁ ଶିକ୍ଷା ବିଭାଗର ଅନେକ କାର୍ଯ୍ୟ ପ୍ରଭାବିତ ହୋଇଛି। କର୍ଲାମୁଣ୍ଡା ବିଇଓ...

ସରକାରୀ ଅର୍ଥ ହଡ଼ପ ଅଭିଯୋଗ

ଲାଞ୍ଜିଗଡ଼,୨୨ା୬(ରମେଶ ଚନ୍ଦ୍ର ନାୟକ)କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ତ୍ରିଲୋଚନପୁର ପଞ୍ଚାୟତ ଫୁଲଡୁମେର ଗାଁରେ ଛେଳି ଗୃହ ନିର୍ମାଣ ଆରମ୍ଭ ହୋଇ ଏକ ବର୍ଷ ବିତିଛି। କିନ୍ତୁ ଏ ଯାଏଁ ସମ୍ପୂର୍ଣ୍ଣ ନ ହୋଇ ଅଧାପନ୍ତରିଆରେ ପଡ଼ି ରହିଛି। ବ୍ଲକ ପ୍ରଶାସନର...

ଅଢେଇ ବର୍ଷ ପରେ ବି ପୋଲିସ ହାତ ଖାଲି

ରାଉରକେଲା,୨୨ା୬(ବିପ୍ଳବ ରଞ୍ଜନ ଦାଶ)ରାଉରକେଲା ଏସ୍‌ଟିଆଇ ଓଭରବ୍ରିଜ ଉପରେ ୨୦୨୦ ମସିହା ଡିସେମ୍ବର ୧୮ ତାରିଖ ରାତି ୯ଟା ୪୫ରେ ଘଟିଥିଲା ଗୁଳିକାଣ୍ଡ। ସରୋଜ ସାହୁ ନାମକ ଜନୈକ ଯୁବକଙ୍କ ଉପରକୁ ଗୁଳିକରି ଦୁର୍ବୃତ୍ତ ବାଇକ୍‌ରେ ଫେରାର ହୋଇଯାଇଥିଲେ। ସରୋଜଙ୍କ ଘର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri