ଆମ ଜିଲା ଖବର

ଏସ୍‌ଏସ୍‌ସି ମାନ୍ୟତା ପାଇଲେ ମିଳିବ ଘରବାରି ପଟ୍ଟା

ଚିତ୍ରକୋଣ୍ଡା,୨୨ା୬ (କ୍ଷୀରୋଦ ବେହେରା)ମାଲକାନଗିରି ଜିଲା ପ୍ରଶାସନ ଦ୍ୱାରା ୨୦୧୧ରେ ହୋଇଥିବା ଜନଗଣନାରେ ଚିତ୍ରକୋଣ୍ଡା ପଞ୍ଚାୟତର ୭୫୦୦ ଶହରୁ ଊର୍ଦ୍ଧ୍ୱ ଲୋକ ଥିବା ବେଳେ ୧୦ ବର୍ଷ ପରେ ଜନଗଣନାରେ ୧୦ ରୁ ୨୦ ଭାଗ ଲୋକ ସଂଖ୍ୟା ବଢ଼ିବା ସହ...

କମୁଛି ନାଗାବଳୀ ଜଳସ୍ତର, ଜଳ ଯୋଗାଣ ପ୍ରଭାବିତ ଆଶଙ୍କା

ରାୟଗଡ଼ା,୨୨ା୬(ଆଶିଷ ରଞ୍ଜନ ପଣ୍ଡା)ଚଳିତ ବର୍ଷ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ରାୟଗଡ଼ା ଜିଲାରେ ପ୍ରବାହିତ ହେଉଥିବା ୩ଟି ନଦୀ ପ୍ରାୟତଃ ଶୁଖିଲା ପଡ଼ିଛି ା ଜିଲାରେ ଜଳ ଯୋଗାଇ ଲୋକଙ୍କୁ ଜୀବନ ପ୍ରଦାନ କରୁଥିବା ୩ଟି ନଦୀ ନାଗାବଳୀ, ଝଞ୍ଜାବତୀ ଓ...

ସୁଧୁରୁନି ସ୍ବାସ୍ଥ୍ୟସେବା

ନୟାଗଡ,୨୨ା୬(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ମୁଖ୍ୟ ଚିକିସତ୍ାଳୟରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇ ପଡିଛି ବୋଲି ଅଭିଯୋଗ ହୋଇ ଆସୁଛି। ସ୍ବାସ୍ଥ୍ୟସେବାକୁ ସୁଧାରିବା ପାଇଁ ବିଭିନ୍ନ ସମୟରେ ସାଧାରଣରେ ଦାବି ହୋଇ ଆସୁଥିଲେ ମଧ୍ୟ ଏହାର ପ୍ରତିକାର ହେଉ ନାହିଁ । ସ୍ବାସ୍ଥ୍ୟସେବାକୁ...

ଧନ୍ଦାମୂଳକ ଶିକ୍ଷା ବ୍ୟବସ୍ଥାର ଉନ୍ନତି ଆବଶ୍ୟକ

ଖଣ୍ଡପଡ଼ା,୨୨ା୬(ଅଜୟ କୁମାର ମହାରଣା)ନୟାଗଡ଼ ଜିଲା ନୀଳମାଧବ ମହାବିଦ୍ୟାଳୟରେ ଗତ ୧୯୯୧-୯୨ ଶିକ୍ଷା ବର୍ଷଠାରୁ ଧନ୍ଦାମୂଳକ ଶିକ୍ଷା ବ୍ୟବସ୍ଥା ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି ା ତେବେ ବିଗତ ୩ବର୍ଷ ପୂର୍ବରୁ ବହୁ ଛାତ୍ରୀଛାତ୍ର ଏହି ବିଭାଗରେ ଆଡମିଶନ କରୁଥିବା ବେଳେ...

ନୀଳାଚଳ କୋଇଲା କାରଖାନା ଯୋଗୁ ବଢୁଛି ପ୍ରଦୂଷଣ

ଜେନାପୁର,୨୨ା୬(ଅଶୋକ ଦାସ):ଯାଜପୁର ଜିଲା ଧର୍ମଶାଳା ତହସିଲ ସହାଣୀଡିହ ପଞ୍ଚାୟତ ଅଧୀନ ବାରମାଣ ମୁଣ୍ଡାସାହି ଗ୍ରାମ ନିକଟରେ ଦୀର୍ଘବର୍ଷ ହେବ ନୀଳଚଳ କୋଇଲା କାରଖାନା ବେଆଇନ ଭାବେ ଚାଲିଥିବା ଅଭିଯୋଗ ହୋଇଛି ା ଏବେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଲୋକମାନଙ୍କୁ ଅସ୍ତବ୍ୟସ୍ତ...

ବିସ୍ଥାପନକୁ ନେଇ ଆନ୍ଦୋଳନ ତେଜୁଛି

ଯାଜପୁର,୨୨ା୬(ହର୍ଷବର୍ଦ୍ଧନ ବେହେରା)ଶିଳ୍ପାୟନ ପ୍ରକ୍ରିୟାରେ ଅଞ୍ଚଳରେ ଦେଖାଯାଇଥିବା ପ୍ରଦୂଷଣ ସମସ୍ୟା ଓ ଏହାର ନିୟନ୍ତ୍ରଣ ଦିଗରେ ସରକାରଙ୍କ ବିଫଳତା ଲୋକଙ୍କୁ ଏଭଳି ହତାଶ କରିଛି ଯେ ଆର୍ଥତ୍କ ଅଭିବୃଦ୍ଧିର ସ୍ବାଦ ଚାଖିବେ କ’ଣ ନିଜ ଗଁା ମାଟି ଛାଡି ବିସ୍ଥାପିତ କରିବାକୁ...

ଦଲକ ସନ୍ଧାନରେ କୀଟପତଙ୍ଗଙ୍କ ମୃତ୍ୟୁ

ଯାଜପୁର,୨୨ା୬(ହର୍ଷବର୍ଦ୍ଧନ ବେହେରା) :ଜୈବବିବିଧତା, ପରିବେଶ, କୃଷି, ମାନବ ସ୍ବାସ୍ଥ୍ୟ ଏବଂ ପ୍ରାକୃତିକ ସମ୍ପଦର ସୁରକ୍ଷାରେ କୀଟପତଙ୍ଗମାନଙ୍କ ଭୂମିକା ଅପରିହାର୍ଯ୍ୟ। ବିଜ୍ଞାନର ଅନେକ ଅଗ୍ରଗତି ପାଇଁ ମଧ୍ୟ କୀଟପତଙ୍ଗ ବ୍ୟବହାର ହୋଇଆସୁଛନ୍ତି। ସେମାନେ ପୋଷକ ତତ୍ତ୍ବକୁ ରିସାଇକ୍ଲିଂ କରୁଛନ୍ତି। ମଞ୍ଜି ବିସ୍ତାର,...

ମଡେଲ ବସ୍‌ଷ୍ଟାଣ୍ଡ ନିର୍ମାଣରେ ବିଳମ୍ବ

ଜଗତ୍‌ସିଂହପୁର,୨୨ା୬(ପ୍ରମୋଦ କୁମାର ନାୟକ)ଜଗତ୍‌ସିଂହପୁର ଜିଲା ମୁଖ୍ୟାଳୟରେ ଏକ ସ୍ଥାୟୀ ବସଷ୍ଟାଣ୍ଡ ନିର୍ମାଣ ପାଇଁ ୧୧ ବର୍ଷ ପୂର୍ବରୁ ଚିନ୍ତା କରାଯାଇଥିଲା । ସେତେବେଳେ ଏହି ଖବର ସାଧାରଣରେ ଖୁସି ଭରି ଦେଇଥିଲା। ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଯୋଗଧାରୀ ନିକଟରେ ସ୍ଥାନ...

ରାତି ପାଠପଢ଼ାରେ ବିଦ୍ୟୁତ୍‌ ବାଧକ

ନାଉଗଁା,୨୨ା୬(ସୁଧା ବେହୁରା) ନାଉଗଁା ବ୍ଲକର ତିରୁଣା ପଞ୍ଚାୟତ ଦହିପାଳ(ବେଲକନ୍ଦା)ଠାରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ନିର୍ମାଣ ହୋଇଛି। ୯ କୋଟି ୯୯ ଲକ୍ଷ ୯୧ ହଜାର ଟଙ୍କା ବ୍ୟୟ ବରାଦ କରାଯାଇ ଉକ୍ତ ବିଦ୍ୟାଳୟର ଶ୍ରେଣୀ ଗୃହ ନିର୍ମାଣ ସରିଛି। ହେଲେ...

ପାଣି ପାଇପ ମିସ୍ତ୍ରିଙ୍କ ଚିହ୍ନଟ ଜରୁରୀ

କେନ୍ଦ୍ରାପଡ଼ା,୨୨ା୬ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲାର ଲକ୍ଷେରୁ ଊର୍ଦ୍ଧ୍ୱ କୁଶଳୀ ପାଣି ପାଇପ ମିସ୍ତ୍ରି ଦେଶ ବିଦେଶରେ ରହି କାମ କରୁଛନ୍ତି। ଦି ଇଣ୍ଡିଆନ ପ୍ଲମ୍ବିଂ ସ୍କିଲ୍‌ କାଉନସିଲର ସର୍ଭେ ଅନୁଯାୟୀ ଦେଶରେ କାର୍ଯ୍ୟରତ ପାଣି ପାଇପ ମିସ୍ତ୍ରିଙ୍କ ମଧ୍ୟରୁ ଓଡ଼ିଆ...

ପୋଲିସ ଅଧିକାରୀଙ୍କୁ କାଉନ୍‌ସେଲିଂ ପାଇଁ ଡିଜିପିଙ୍କୁ ନିର୍ଦ୍ଦେଶ

କଟକ,୨୨ା୬ (କାର୍ତ୍ତିକ ସାହୁ)ପୋଲିସ ଅଧିକାରୀମାନେ ଲୋକଙ୍କ ସହ ବ୍ୟବହାର କଲାବେଳେ ସେମାନଙ୍କ ମାନବିକ ଅଧିକାରର ସୁରକ୍ଷା ପ୍ରତି ସଚେତନ ରହିବେ। ଏନେଇ ପର୍ଯ୍ୟାୟକ୍ରମେ ପୋଲିସ ଅଧିକାରୀମାନଙ୍କୁ କାଉନ୍‌ସେଲିଂ କରିବା ପାଇଁ ପଦକ୍ଷେପ ନେବାକୁ ହାଇକୋର୍ଟ ଡିଜିପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଯାଜପୁର...

ପ୍ରବଳ ଗରମରେ ଛାତ୍ର, ୨ ଶିକ୍ଷକ ଅସୁସ୍ଥ

ଖୋର୍ଦ୍ଧା,୨୨ା୬(ପ୍ରଭାତ ପାଣିଗ୍ରାହୀ)ରାଜ୍ୟରେ ଗ୍ରୀଷ୍ମ ପ୍ରଭାବ ଜାରି ରହିଥିବାବେଳେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଛି। ଏହାକୁ ଦୃଷ୍ଟିରେ ରଖି ସରକାର ସ୍କୁଲଗୁଡ଼ିକ ପାଇଁ ଖରା ଛୁଟି ଘୋଷଣା କରିଥିଲେ। ତେବେ ତାତିର ପ୍ରଭାବ କମି ନ ଥିବା ସତ୍ତ୍ୱେ ବୁଧବାରଠାରୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri