ଆମ ଜିଲା ଖବର

ଅଧ୍ୟକ୍ଷଙ୍କ ବିରୋଧରେ କାଟ୍‌ ଖାଇଲା ଅନାସ୍ଥା ପ୍ରସ୍ତାବ: ବିରୋଧୀ ଶିବିରରେ ଖେଳିଗଲା ନୈରାଶ୍ୟ

କେସିଙ୍ଗା,୧୮।୧୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବ ଭୋଟ ସୋମବାର କାଟ ଖାଇଛି। ଫଳରେ ଦୀର୍ଘ ୨ ମାସ ପାଖାପାଖି ହେବ ଚାଲିଥିବା ଅନାସ୍ଥା ପ୍ରସ୍ତାବ ପ୍ରସଙ୍ଗରେ ଅଧ୍ୟକ୍ଷ...

ଆଇନମନ୍ତ୍ରୀଙ୍କ ବଡ଼ ସୂଚନା: ଜାନୁଆରୀ ଶେଷ ସୁଦ୍ଧା ସରିବ ରତ୍ନଭଣ୍ଡାର ଅଳଙ୍କାର ଗଣତି

ଭୁବନେଶ୍ୱର/ପୁରୀ,୧୮ା୧୧: ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୋମବାର ରତ୍ନଭଣ୍ଡାର ଅଳଙ୍କାର ଗଣତିକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଜାନୁଆରୀ ଶେଷ ସୁଦ୍ଧା ରତ୍ନଭଣ୍ଡାରର ଗଣତି ମଣତି ଶେଷ ହେବ। କାର୍ତ୍ତିକ ମାସ ପାଇଁ ରତ୍ନଭଣ୍ଡାର ମରାମତି କାମ...

ଭିଜିଲାନ୍ସ ଜାଲରେ ଡାକ୍ତର: ଗର୍ଭବତୀଙ୍କ ଠାରୁ ୬ହଜାର ଟଙ୍କା ଲାଞ୍ଚ ନେବାବେଳେ ପଡିଲେ ଧରା

ଭବାନୀପାଟଣା,୧୮।୧୧(ଉତ୍ତମ କୁମାର ଦାଶ): ଭିଜିଲାନ୍ସ ଜାଲରେ କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟର ସ୍ତ୍ରୀ ଓ ପ୍ରସୂତି ବିଭାଗ(ଗାଇନିକ)ଡାକ୍ତର ଅଶୋକ ଦାସ। ପ୍ରସବ ପାଇଁ ଆସିଥିବା ଜଣେ ମହିଳାଙ୍କ ସ୍ଵାମୀଙ୍କ ଠାରୁ ୬ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ...

ବିକ୍ରି ପାଇଁ ଡିଲ୍‌ ହେଉଥିଲା କଲରାପତରିଆ ବାଘ ଚମଡା ପହଞ୍ଚିଗଲେ…

ବାରିପଦା,୧୮।୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ପାଦଦେଶ ବାଙ୍ଗରିପୋଷି ଥାନା ଅଞ୍ଚଳରେ ଏକ କଲରାପତରିଆ ବାଘ ଚମଡା ବନବିଭାଗ ଜବତ କରିଛି। ସେମାନଙ୍କ ନିକଟରୁ ଏକ ବାଘ ଚମଡା ଜବତ କରିବା ସହ ତିନିଜଣଙ୍କୁ ଅଟକ ରଖି ପଚରାଉୁଚରା...

୨୫ ବର୍ଷ ପରେ ଖୋଲିଲା ପାଠାଗାର

ଦିଗପହଣ୍ଡି,୧୮।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମରେ ୧୯୪୬ରେ ସ୍ଥାପିତ ରାଧାନାଥ ପାଠାଗାର ପରିଚାଳନାଗତ ଅବ୍ୟବସ୍ଥାରୁ ବହୁବର୍ଷ ଧରି ବନ୍ଦ ରହିଥିଲା। ଏପରିକି ପାଠାଗାର କୋଠା ମଧ୍ୟ ଭାଙ୍ଗି ଯାଇଥିଲା। ପାଠାଗାର ବନ୍ଦ ହେବାର ପ୍ରାୟ...

ଲୋପ ପାଉଛି ପାରମ୍ପରିକ ଚାଷ, କଳାହାଣ୍ଡି ଜିଲା ହରାଉଛି ଜୈବ ବିବିଧତା

ଭବାନୀପାଟଣା,୧୮।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ବର୍ଷ ବର୍ଷ ଧରି ଚାଲି ଆସୁଥିବା ପାରମ୍ପରିକ ଚାଷ ଓ ବିହନ କିସମ ଲୋପ ପାଇବାରେ ଲାଗିଥିବା ବେଳେ ଜୈବ ବିଭିଧତା ହରାଇବାରେ ଲାଗିଛି। ସେହିପରି ବହୁ ବର୍ଷ ଧରି ଚାଲିଆସିଥିବା ମିଶ୍ରିତ...

ମେଗାଲିଫ୍ଟରୁ ଜଳସେଚନ ନ ହେଲେ ଆନ୍ଦୋଳନ

କୋକସରା,୧୮।୧୧: (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ)-ଇନ୍ଦ୍ରାବତୀ ମେଗାଲିଫ୍ଟ କେନାଲରୁ ଆସନ୍ତା ରବି ଚାଷ ପାଇଁ ଜଳସେଚନ ବନ୍ଦ ରହିବା ନେଇ ଇନ୍ଦ୍ରାବତୀ ମେଗାଲିଫ୍ଟ କୁସୁମଖୁଣ୍ଟି କାର୍ଯ୍ୟାଳୟରୁ ବିଭାଗୀୟ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ଦାନା ବାନ୍ଧିଛି। ରବିବାର...

ପାଇପ୍‌ ଫାଟି ଡ୍ରେନରେ ମିଶୁଛି ପାନୀୟ ଜଳ

କୋକସରା,୧୮।୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକର ସଦର ମହକୁମା କୋକସରା ଗ୍ରାମ ପଞ୍ଚାୟତ କୋକସରାରେ ପାନୀୟ ଜଳ ଯୋଗାଣ ହେଉଥିବା ପାଇପ ଅନେକ ସ୍ଥାନରେ ଫାଟି ଯାଇଛି। ଡ୍ରେନର ପାଣି ପାଇପରେ ମିଶିବା ସହ ଏହି ଦୂଷିତ...

ଟ୍ରାଫିକ କନ୍‌ଷ୍ଟେବଲ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ଅଭିଯୋଗ

ବାରିପଦା,୧୮।୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଏମ୍‌ପିକେ ବାଳିକା ଉଚ୍ଚ ବିଦ୍ୟାଳୟ ପରୀକ୍ଷା କେନ୍ଦ୍ରରେ ରବିବାର ଟ୍ରାଫିକ କନ୍‌ଷ୍ଟେବଲ-୨୦୨୪ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ନେଇ ଅଭିଯୋଗ ହୋଇଛି। ପ୍ରଶ୍ନପତ୍ର ଦେବା ପୂର୍ବରୁ ସିଲ୍‌ କଟା ଯାଇଥିବା ହୃଷୀକେଶ...

ପ୍ରଥମ ଲଙ୍ଗ୍‌ ରେଞ୍ଜ ହାଇପରସୋନିକ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର,୧୮ା୧୧(ବାଞ୍ଛାନିଧି ଦେ): ଭାରତକୁ ମିଳିଛି ଐତିହାସିକ ସଫଳତା। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (ଡିଆର୍‌ଡିଓ) ପକ୍ଷରୁ ଦେଶର ପ୍ରଥମ ଲଙ୍ଗ୍‌ ରେଞ୍ଜ ହାଇପରସୋନିକ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରାଯାଇଛି। ବାଲେଶ୍ୱର ଜିଲା ଚାନ୍ଦିପୁର ଡିଆର୍‌ଡିଓ ଅଧୀନ ଧାମରାସ୍ଥିତ ଡ....

ଶୀତରେ ଥରୁଛି ଜି.ଉଦୟଗିରି

ଜି.ଉଦୟଗିରି,୧୮ା୧୧(ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲାର ଜି.ଉଦୟଗିରି ସହର ପ୍ରବଳ ଶୀତରେ ଥରୁଛି। ଜି.ଉଦୟଗିରି ସହରରେ ସୋମବାର ସର୍ବନିମ୍ନ ତାପମାତ୍ରା ୭.୨ ଡିଗ୍ରୀ ସେଲ୍‌ସିୟସ୍‌ ଅଛି ବୋଲି ଜି.ଉଦୟଗିରିସ୍ଥିତ କୃଷି ଗବେଷଣା କେନ୍ଦ୍ର ପକ୍ଷରୁ ଜଣାଯାଇଛି। ରବିବାର ୭.୮ଡିଗ୍ରୀ ରହିଥିବା ବେଳେ...

ଗୋ’ ବନ୍ଧ୍ୟା ନିରାକରଣ ପାଇଁ ପ୍ରହସନ ପାଲଟିଛି ପ୍ରାଣୀ ଚିକିତ୍ସା ଶିବିର, ହାତ ଗଣତି ଚାଷୀଙ୍କୁ ନେଇ…

ଦାରିଙ୍ଗବାଡ଼ି,୧୮ା୧୧(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ପ୍ରାଣୀଧନର ବିକାଶ ପାଇଁ ବିଶେଷକରି ଗୋ’ସୁରକ୍ଷା ତଥା ସୁସ୍ଥ ରଖିବା ଓ ସୁସ୍ଥ ଛୁଆ ଜନ୍ମ କରିବା ପାଇଁ ବିଭିନ୍ନ ପଦକ୍ଷେପ ନେଉଛନ୍ତି। ହେଲେ ତାହା ଗ୍ରାମାଞ୍ଚଳରେ ଚାଷୀମାନେ ସଠିକ୍‌ ସୂଚନା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri