ଆମ ଜିଲା ଖବର

ତହସିଲଦାର ବଦଳିଲେ, ହେଲେ କାର୍ଯ୍ୟାନୁଷ୍ଠାନ ଶୂନ

ଗୋପ,୨୨ା୬ (ଭାରତୀ ଭୂଷଣ ଉପାଧ୍ୟାୟ)ପୁରୀ ଜିଲା ଗୋପ ବ୍ଲକ ମହଲପଡ଼ାରେ ଶହ ଶହ ଏକର ସରକାରୀ ଜମି ଜବରଦଖଲ କରି ବେଆଇନ ଭାବେ ପୋଖରୀ ଖୋଳିବା ସହିତ ଶ୍ମଶାନ, ଦେବୋତ୍ତର ଓ ବେଆଇନ ଭାବରେ କାଦୁଅ ନଦୀକୁ ପୋତି ଦେବା...

୫ ବର୍ଷ ବିତିଲା: ମିଶନ ଶକ୍ତି ଗୃହ ନିର୍ମାଣ ସରୁନାହିଁ

ନିଶ୍ଚିନ୍ତକୋଇଲି,୨୨ା୬(ଅଶୋକ କୁମାର ମହାପାତ୍ର)କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ କଟରପଡ଼ା ପଞ୍ଚାୟତ ସାଙ୍କିଲୋଠାରେ ଦୀର୍ଘ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ହେଲାଣି ମନ୍ଥର ଗତିରେ ଚାଲିଥିବା ମିଶନ ଶକ୍ତି ଗୃହ ନିର୍ମାଣ କାର୍ଯ୍ୟ ଶେଷ ହେଉନାହିଁ ବୋଲି ଅଭିଯୋଗ ହୋଇଛି। ଅପରପକ୍ଷରେ...

ଦୋକାନରେ ସ୍ତ୍ରୀଙ୍କୁ ହତ୍ୟା, ସ୍ବାମୀ ଫେରାର

ମଙ୍ଗୁଳି-ଜଗତପୁର,୨୨ା୬(ମାନସ ସାମଲ)ଜଗତପୁର ଥାନା ଅଧୀନ ତ୍ରିନାଥ ସାହିସ୍ଥିତ ଏକ ଚା’ ଦୋକାନରେ ଜଣେ ମହିଳାଙ୍କୁ ହାଣି ହତ୍ୟା କରାଯାଇଛି। ସେ ହେଲେ ତ୍ରିନାଥ ସାହିର କବିତା ବେହେରା। ବୁଧବାର ସକାଳେ ଖବରପାଇ ଜୋନ-୧ ଏସିପି ଅରୁଣ କୁମାର ସ୍ବାଇଁ, ଥାନା...

ଅବଢ଼ା ଯୋଜନା ବ୍ୟୟ ଅଟକଳ ବଢ଼ିଲା

ଭୁବନେଶ୍ୱର,୨୨ା୬(ଅନିଲ ଦାସ) ପୁରୀକୁ ବିଶ୍ୱସ୍ତରୀୟ ଐତିହ୍ୟରେ ପରିଣତ ଓ ଏହାର ସଂରକ୍ଷଣ ପୁନର୍ଜୀବିତ କରିବା ପାଇଁ ସରକାର ଅବଢ଼ା ଯୋଜନା କରିଛନ୍ତି। ପୂର୍ବରୁ ଏହି ଯୋଜନା ପାଇଁ ୩,୨୦୮ କୋଟି ଟଙ୍କା ଅନୁମୋଦନ କରାଯାଇଥିଲା। ଏହି ଯୋଜନା ଅଧୀନରେ ଅନେକ...

ସୀମାନ୍ତରେ ଭାଜପା ନେତାଙ୍କୁ ହତ୍ୟା

ମାଲକାନଗିର,୨୨ା୬(ଦୁର୍ଯ୍ୟୋଧନ ପାତ୍ର) ଛତିଶଗଡ଼ ବିଜାପୁର ଜିଲାରେ ମାଓବାଦୀମାନେ ପୁଣି ଏକ ବର୍ବରକାଣ୍ଡ ଘଟାଇଛନ୍ତି। ବିଜାପୁର ଜିଲାର ଜଣେ ଭାଜପା ନେତାଙ୍କୁ ହତ୍ୟା କରିଛନ୍ତି। ସେ ହେଲେ ଇଲମିଡି ଗ୍ରାମର କାକା ଅର୍ଜୁନ। ପ୍ରକାଶ ଯେ, ବୁଧବାର ସକାଳୁ କାକା ଘରୁ...

ବାହାନଗା ସ୍କୁଲ୍‌: ଭୂତ ଭୟରେ କମିଲା ଉପସ୍ଥାନ

ବାହାନଗା,୨୨ା୬(ଅରୂପ କୁମାର ଦାସ)ବାହାନଗା ଟ୍ରେନ ଦୁର୍ଘଟଣାକୁ ବୁଧବାର ପୂରିଛି ୧୯ଦିନ। ଉଦ୍ଧାର କାର୍ଯ୍ୟ ଲାଗି ବାହାନଗାବାସୀ ଚାରିଆଡ଼େ ପ୍ରଶଂସା ସାଉଁଟୁଛନ୍ତି। ଦୁର୍ଘଟଣାରେ ପ୍ରାଣ ହରାଇଥିବା ଯାତ୍ରୀମାନଙ୍କୁ ବାହାନଗା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ରଖାଯାଇଥିଲା। ସ୍କୁଲ ଶବ ଗୃହ ପାଲଟିଥିବା...

ଖରିଫ ଚାଉଳ ସଂଗ୍ରହରେ ବିଳମ୍ବ

ସମ୍ବଲପୁର,୨୨ା୬(ଶୁଭାଶିଷ ପାଢ଼ୀ) ଆର୍ଥତ୍କ ବର୍ଷ ୨୦୨୨-୨୩ ପାଇଁ ଖରିଫ ଧାନ ସଂଗ୍ରହ ଧାର୍ଯ୍ୟ ଓ ଅନୁମୋଦିତ ପରିମାଣ ଅନୁସାରେ ହୋଇଥିଲା। ତଦନୁଯାୟୀ ଜିଲା ତଥା ବାହାର ଜିଲାରୁ ଧାନ ସମ୍ବଲପୁର ଜିଲାର ମିଲ୍‌ଗୁଡିକୁ ଆସିଥିଲା। ହେଲେ ଏବେ ଚାଉଳ ସଂଗ୍ରହରେ...

ଜେଲ ହାଜତରେ କଏଦୀଙ୍କୁ ପିଟି ହତ୍ୟା

ଢେଙ୍କାନାଳ ଅଫିସ,୨୨ା୬(ରତନ ନାୟାର)ଏକ ଅବକାରୀ ମାମଲାରେ ଗିରଫ ହୋଇ ଢେଙ୍କାନାଳ ଜିଲା କାରାଗାରରେ ଥିବା ଜଣେ ବିଚାରାଧୀନ କଏଦୀଙ୍କ ବୁଧବାର ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ସେ ହେଲେ ସଦର ଥାନା ବେଶାଳିଆ ଗ୍ରାମର ଅଥାନି ଦେହୁରୀ (୪୨)। ଅଥାନିଙ୍କୁ...

ଆନ୍ଦୋଳନ ବେଳେ ପ୍ରାଣୀ ଉପଦ୍ରବ

ଶିକାରୀଙ୍କ ଆକ୍ରମଣରେ ଅସୁରକ୍ଷିତ ବନ କର୍ମଚାରୀ। ତେଣୁ ସୁରକ୍ଷା ଦାବିରେ ଗତ ୧୯ତାରିଖରୁ ୮,୧୮୮ଜଣ ବନ କର୍ମଚାରୀ ପାଟ୍ରୋଲିଂ ଛାଡ଼ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଆସନ୍ତା ୮ତାରିଖ ସୁଦ୍ଧା ସରକାର ସେମାନଙ୍କ କଥା ନ ଶୁଣିଲେ ୧୦ତାରିଖରୁ ସମୂହ କାର୍ଯ୍ୟ...

ନାବାଳକଙ୍କ ଗୋଡ଼ରେ ଚଢ଼ିଗଲା ରଥ ଚକା

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ପରମ୍ପରା ଅନୁଯାୟୀ ଶ୍ରୀଗୁଣ୍ଡିଚା ଯାତ୍ରା ପରଦିନ ଶ୍ରୀ ଜୀଉଙ୍କ ରଥ ଟଣା ଯାଇଥାଏ। ବୁଧବାର ରଥଟଣା ହେଉଥିବା ବେଳେ ରଥଚକା ମାଡ଼ିଯାଇ ଜଣେ ନାବାଳକ ଗୁରୁତର ହୋଇଥିବା ଜଣାପଡିଛି। ସେ ହେଲେ...

ଡାକ୍ତରଙ୍କୁ ମାଡ଼ ମାରିଲେ ରୋଗୀଙ୍କ ସମ୍ପର୍କୀୟ

ଟିଟିଲାଗଡ଼,୨୧ା୬(ଶରତ ମିଶ୍ର ): ବଲାଙ୍ଗୀର ଜିଲା ଟିଟିଲାଡ଼ ଉପକଣ୍ଡ ଡାକ୍ତରଖାନାର ଜଣେ ଡାକ୍ତରଙ୍କୁ ରୋଗୀଙ୍କ ସମ୍ପର୍କୀୟ ମାଡ ମାରିଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ଟିଟିଲାଗଡ଼ ଥାନା ପୋଲିସ ମୁରାରୀ ମିଶ୍ର ନାମକ ଜଣେ ବ୍ୟକ୍ତିଙ୍କୁ ବୁଧବାର ଗିରଫ କରି...

ପୋଖରୀରେ କୁଇଣ୍ଟାଲ କୁଇଣ୍ଟାଲ ମଲା ମାଛ

କବିସୂର୍ଯ୍ୟନଗର,୨୧ା୬(କୃପାସିନ୍ଧୁ ସ୍ବାଇଁ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ବ୍ଲକ ସିଆଳିଆ ପଞ୍ଚାୟତ ଅଧୀନ ସିଦ୍ଧେଶ୍ୱର ମନ୍ଦିର ନିକଟ ଲକ୍ଷ୍ମୀନାରାୟଣ ସାଗର ପୋଖରୀରେ ମାଛ ମଡ଼କ ଦେଖିବାକୁ ମିଳିଛି। ଶତାଧିକ ମାଛ ମରି ଭାସୁଥିବା ଦେଖି ଚାଷୀ ଆଖିରୁ ଲୁହ ଗଡ଼ାଉଛି। ଛୋଟ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri