ଆମ ଜିଲା ଖବର

ଦାରିଙ୍ଗବାଡି ଅଞ୍ଚଳରେ ପ୍ରାକ୍‌ ମୌସମୀ ବର୍ଷା

ଦାରିଙ୍ଗବାଡି,୨୧।୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ବୁଧବାର କିଛି ସ୍ଥାନରେ ପ୍ରାକ୍‌ ମୌସମୀ ବର୍ଷା ଆରମ୍ଭ ହୋଇଛି। ପୂର୍ବାହ୍ନ ସାଢେ ୧୦ଟାବେଳେ ହାଲକା ବିଜୁଳି ଘଡଘଡିରୁ ଏହି ବର୍ଷା ଆରମ୍ଭ ହୋଇଛି। ବର୍ଷା ଯୋଗୁଁ ଗରମରୁ ସାମାନ୍ୟ...

ଏମ୍‌କେସିଜିରେ ଲିଫ୍ଟ ଅଚଳ, ରୋଗୀ ହନ୍ତସନ୍ତ

ବ୍ରହ୍ମପୁର,୨୧।୬(ସୁବାସ ଚନ୍ଦ୍ର ପାଢ଼ୀ): ଏମ୍‌କେସିଜି ମେଡ଼ିକାଲର ଲିଫ୍ଟ ଅଚଳ ପଡ଼ିଛି। ଯାହାଫଳରେ ଡ଼ାକ୍ତର, କର୍ମଚାରୀ, ରୋଗୀ ଓ ତାଙ୍କ ସମ୍ପର୍କୀୟ ଅଧିକାଂଶ ସମୟରେ ମେଡ଼ିକାଲରେ ଥିବା ଲିଫ୍ଟରେ ଫସିରହୁଥିବା ନଜିର ରହିଛି। ଗତ କିଛିଦିନ ହେଲା ନିୟମିତ ବ୍ୟବଧାନରେ ସ୍ତ୍ରୀ...

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାର୍ଯ୍ୟରେ ଚଞ୍ଚକତା ଅଭିଯୋଗ

ଦାରିଙ୍ଗବାଡ଼ି,୨୧।୬(ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ ସିମନ୍‌ବାଡି ଓ ଗ୍ରୀନ୍‌ବାଡିରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାର୍ଯ୍ୟରେ ଚଞ୍ଚକତା କରାଯାଉଥିବା ସିମନ୍‌ବାଡି ପଞ୍ଚାୟତର ଗାଁ ସାଥି ଉମାକାନ୍ତ ଦିଗାଲ ଏବଂ ୱାର୍ଡ ସଭ୍ୟ  ଅମରେଶ ପ୍ରଧାନ ଅଭିଯୋଗ କରିଛନ୍ତି। ଏହି ଦୁଇ ଅଞ୍ଚଳରେ ଏମ୍‌ଜିଏନ୍‌ଆର୍‌ଇ-ଜିଏସ୍‌ରେ କାର୍ଯ୍ୟ...

ରାଜନଗରର ପ୍ରାଚୀନ ଦଧିବାମନ ଜିଉ ଓ ମଲ୍ଲୀପଶିରେ ଭକ୍ତିମୟ ପରିବେଶ: ଭକ୍ତ ଟାଣିଲେ ରଥ

ପାଟଣା,୨୧।୬( ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ସ୍ଥିତ ପ୍ରାଚୀନ ଦଧିବାମନ ଜିଉ, ମଲ୍ଲୀପଶି, ଟାଙ୍ଗରପଡା ଓ ସରାସକୋଲାସ୍ଥିତ ଚତୁର୍ଦ୍ଧାମୂର୍ତ୍ତିଙ୍କ ଘୋଷଯାତ୍ରା ମଙ୍ଗଳବାର ନୀତିକାନ୍ତିରେ ସମ୍ପନ୍ନ ହୋଇଛି। ଦଧିବାମନ ଜିଉଙ୍କ ରଥରେ ପରୀକ୍ଷା ଦୁର୍ଯ୍ୟୋଧନ ମିଶ୍ର ଛେରା...

ମୁକୁଳାପଡ଼ିଛି ଶିମିଳିପାଳ

ବାରିପଦା,୨୧।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିକାରୀଙ୍କ ଗୁଳିରେ ମାସକ ମଧ୍ୟରେ ଦୁଇ ବନ କର୍ମଚାରୀ ନିହତ ହେବା ପରେ ସୁରକ୍ଷା ଦାବି ନେଇ ବନ କର୍ମଚାରୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ସେମାନେ ପାଟ୍ରୋଲିଂ କରୁ ନ ଥିବାରୁ ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ...

ପ୍ରତିକୂଳ ଅବସ୍ଥାରେ ସେବା ପାଇଁ ଟିପିଏନ୍‌ଓଡିଏଲ୍‌ ପ୍ରତିବଦ୍ଧ

ବାଲେଶ୍ୱର (ମାନସ ବିଶ୍ୱାଳ), ୨୧।୬: ଗ୍ରୀଷ୍ମରେ ବଢିଛି ବିଦ୍ୟୁତ୍‌ ଚାହିଦା। ପ୍ରତିକୂଳ ଅବସ୍ଥାରେ ନିରବଚ୍ଛିନ୍ନ ଭାବେ ସେବା ଯୋଗାଇବାରେ ଟାଟା ପାୱାର ନର୍ଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ୍‌ ଲିମିଟେଡ୍‌ (ଟିପିଏନ୍‌ଓଡିଏଲ୍‌) ଅବହେଳା କରିନାହଁି। ଏହି ସେବାକୁ ସଫଳତାର ଶୀର୍ଷରେ ପହଞ୍ଚାଇବା ପାଇଁ...

ରଥଯାତ୍ରା ଦେଖିବାକୁ ଯାଇଥିବା ସମୟରେ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ

ପାଟଣା,୨୧।୬(ବୀରକିଶୋର ଦାଶ)କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ତୁରୁମୁଙ୍ଗା ଲକ୍ଷ୍ମୀମଣ୍ଡପ ନିକଟରେ ସୁବ୍ରତ ସାହୁଙ୍କ ଭଡା ଘରେ କଳାକନା ବୁଲାଇଛନ୍ତି ଦୁର୍ବୃତ୍ତ। ସେମାନେ ଘରର ତାଲା ଭାଙ୍ଗି ମଙ୍ଗଳବାର ସାରେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା ଲୁଟିନେଇଛନ୍ତି...

ବାହାନଗାକୁ ରେଳମନ୍ତ୍ରୀଙ୍କ ୨ କୋଟି ଅନୁଦାନ ଘୋଷଣା

ବାହାନଗା (ଅରୂପ ଦାସ)/ବାଲେଶ୍ୱର (ମାନସ ବିଶ୍ୱାଳ), ୨୧।୬: ବାହାନଗାରେ ରେଲଓ୍ବେ ପକ୍ଷରୁ ଜନସାଧାରଣଙ୍କ ନିମନ୍ତେ ମଙ୍ଗଳବାର ଅପରାହ୍ନ ୨ଟାରେ ଆୟୋଜିତ ସଭାରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଯୋଗଦେଇ ଅଞ୍ଚଳବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଦୁର୍ଘଟଣା ସମୟରେ ଆପଣମାନେ ଯାହା କରିଛନ୍ତି ତାହା...

ଅପହୃତା ନାବାଳିକା ବୋରିଗୁମ୍ମାରୁ ଉଦ୍ଧାର

ଜୟପୁର, ୨୧।୬ (ପବନ ପାଣିଗ୍ରାହୀ) :ଜଣେ ନାବାଳିକାଙ୍କୁ ଅପହରଣ କରି ବଳାତ୍କାର କରିଥିବା ଟାଉନଥାନାରେ ଅଭିଯୋଗ ହେବା ପରେ ପୋଲିସ ବିଭିନ୍ନ ସ୍ଥାନରେ ଛନଭିିନ୍‌ କରି ତାଙ୍କୁ ବୋରିଗୁମ୍ମାରୁ ଉଦ୍ଧାର କରିଛି। ଏଥିରେ ସମ୍ପୃକ୍ତ ଜଣେ ନାବାଳକଙ୍କୁ ଧରିଛି। ନାବାଳିକାଙ୍କୁ...

୨ଜଣଙ୍କ ଜୀବନ ନେଲା ହାତୀ

ଅନୁଗୋଳ, ୨୧।୬ (ଅମିତ କୁମାର ସାମଲ): ଅନୁଗୋଳ ବନଖଣ୍ଡ ବନ୍ତଳା ବନାଞ୍ଚଳରେ ମଙ୍ଗଳବାର ୨ ଜଣଙ୍କ ଜୀବନ ନେଇଛି ହାତୀ। ମୃତକ ହେଲେ ସାନକନ୍ତକୁଳ ଗ୍ରାମର ଶ୍ରୀନିବାସ ସାହୁ(୬୫) ଓ ଗଡ଼ତରାସ ପଞ୍ଚାୟତ ଅରାଡିହ ଗ୍ରାମର ଅରୁଣ ପ୍ରଧାନ(୫୫)। ଏହି...

ରଥଗଡ଼ାରେ ଟଳିପଡ଼ିଲେ ବୃଦ୍ଧ

ଢେଙ୍କାନାଳ ଅଫିସ, ୨୧।।୬(ରତନ ନାୟାର): ରଥାରୂଢ଼ ମହାପ୍ରଭୁଙ୍କ ଦର୍ଶନ ପାଇଁ ଧାଇଁ ଆସିଥିଲେ ଗଁାରୁ ସହରକୁ। ଚକାନୟନକୁ ଦେଖୁ ଦେଖୁ ଉଡ଼ିଗଲା ଜୀବନ। ପବିତ୍ର ଘୋଷଯାତ୍ରାରେ ଏଭଳି ଅଭାବନୀୟ ଘଟଣା ଘଟିଛି ଢେଙ୍କାନାଳ ରଥଗଡ଼ାରେ। ମୃତକ ହେଲେ ୧୫ନଂ. ଓ୍ବାର୍ଡ...

ନୀଳାଚଳ କୋଇଲା କାରଖାନା ଯୋଗୁ ବଢୁଛି ପ୍ରଦୂଷଣ

ଜେନାପୁର,୨୧ା୬(ଅଶୋକ ଦାସ): ଯାଜପୁର ଜିଲା ଧର୍ମଶାଳା ତହସିଲ ସହାଣୀଡିହ ପଞ୍ଚାୟତ ଅଧୀନ ବାରମାଣ ମୁଣ୍ଡାସାହି ଗ୍ରାମ ନିକଟରେ ଦୀର୍ଘବର୍ଷ ହେବ ନୀଳଚଳ କୋଇଲା କାରଖାନା ବେଆଇନ ଭାବେ ଚାଲିଥିବା ଅଭିଯୋଗ ହୋଇଛି ା ଏବେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଲୋକମାନଙ୍କୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri