ଆମ ଜିଲା ଖବର

ଶେଷ ପର୍ଯ୍ୟାୟରେ ରଥଯାତ୍ରା ପ୍ରସ୍ତୁତି

ସୋରଡ଼ା,୧୯ା୬(ଲମ୍ବୋଦର ପାଣିଗ୍ରାହୀ): ଅଞ୍ଚଳର ପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସୋରଡା,ବଡ଼ଗଡ଼ ୨ ଜଗନ୍ନାଥ ମନ୍ଦିରରେ ସୋମବାର ନବଯୌବନ ବେଶ ଦର୍ଶନ ପାଇଁ ପ୍ରବଳ ଭିଡ଼ ଲାଗିରହିଛି। ସକାଳୁ ପ୍ରାକ୍‌ ମୌସୁମୀ ବର୍ଷା ଯୋଗୁ ଜନସାଧାରଣ ଆନନ୍ଦ...

ଚେତିଲା ପ୍ରଶାସନ, ଖନନ କାର୍ଯ୍ୟ ବନ୍ଦ

ଭବାନୀପାଟଣା,୧୯।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ବୋଣ୍ଡୋଗୁଡା ରତ୍ନପଥର ଖଣିକୁ ସ୍ଥାନୀୟ କିଛି ଲୋକ ବେଆଇନ ଭାବେ ଖନନ କରୁଥିବା ଘଟଣା ଗତ କିଛି ଦିନ ତଳେ ସାମାନାକୁ ଆସିଥିଲା। ଏଠାରେ ଟଙ୍କା ଲୋଭରେ ବିପଦଜନକ...

ନଦୀରେ ଚୁଆ ଖୋଳି ପିଉଛନ୍ତି ପାଣି

ଖଡ଼ିଆଳ,୧୯।୬(ସୁଜିତ୍‌ ପ୍ରଧାନ): ଗତ କିଛିଦିନ ହେବ ଓଡ଼ିଶା ହଟ୍‌ସ୍ପଟ୍‌ ପାଲଟିଛି। ପାରଦ ଉପରମୁହଁା ରହିଛି। ପ୍ରଚଣ୍ଡ ଗ୍ରୀଷ୍ମରେ ସାରା ରାଜ୍ୟ ବେହାଲ। ଆକାଶରୁ ବର୍ଷୁଛି ଅଗ୍ନି। ସୂର୍ଯ୍ୟ ନଇଁବା ଯାଏ ନିସ୍ତାର ନାହିଁ। ସନ୍ଧ୍ୟା ପରେ ଖରା ନ ଥିଲେ...

ନିଜସ୍ବ କୋଠା ନାହିଁ, ଗ୍ରାହକ ହଇରାଣ

ଲାଠୋର, ୧୯ା୬(ଭୁବନେଶର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ସେଣ୍ଟ୍ରାଲ ବ୍ୟାଙ୍କରେ ଗ୍ରାହକଙ୍କୁ ଉପଯୁକ୍ତ ସେବା ଉପଲବ୍ଧ ହେଉନାହିଁ। ଏଥିପାଇଁ ଗ୍ରାହକମାନେ ଦାବି କରି ଆସୁଥିଲେ ମଧ୍ୟ ବ୍ୟାଙ୍କ କର୍ତ୍ତୃପକ୍ଷ ପଦକ୍ଷେପ ଗ୍ରହଣ କରୁ ନାହାନ୍ତି l ଲାଠୋର...

ମଣ୍ଡିରେ ପଡ଼ିଛି ୧,୦୮,୫୯୦ ବସ୍ତା ଧାନ

ଭେଡ଼େନ,୧୯।୬(ସୁଦନ ମହାକୁର): ବରଗଡ଼ ଜିଲା ଅତାବିରା ନିୟନ୍ତ୍ରିତ ବଜାର କମିଟି ଅନ୍ତର୍ଗତ ଭେଡ଼େନ ବ୍ଲକରେ ମେ’ ୧୨ରୁ ରବିଧାନ କିଣା ଆରମ୍ବ ହୋଇଛି। ତେବେ ରବିବାର ସୁଦ୍ଧା ବ୍ଲକର ୯ଟି ମାର୍କେଟ ୟାର୍ଡ ଏବଂ ୧୫ଟି ଉପକେନ୍ଦ୍ରରେ ୧ଲକ୍ଷ ୮ହଜାର...

ଭିନ୍ନକ୍ଷମ ନାବାଳକଙ୍କୁ ମିଳୁନି ସରକାରୀ ସହାୟତା

ରାଉରକେଲା,୧୯ା୬(ବିପ୍ଲବ ରଞ୍ଜନ ଦାଶ): ରାଉରକେଲା ଆର୍‌ଏମ୍‌ସି ଅଧୀନ ୪ ନମ୍ବର ଓ୍ବାର୍ଡ ବାଲୁଘାଟ ତରେକେଲାର ଜଣେ ଆଜନ୍ମ ଭିନ୍ନକ୍ଷମ ନାବାଳକଙ୍କୁ ମିଳୁନି ସରକାରୀ ସହାୟତା। ନାବାଳକ ଜଣଙ୍କ ହେଲେ ଆଲୋକ ମିଞ୍ଜ(୯)। ପରିବାର କହିଲେ ତାଙ୍କ ବାପା ମିନ ମିଞ୍ଜ...

ବେଆଇନ ବାଲି ଚାଲାଣ,ପ୍ରଶାସନ ନୀରବ

ରାଉରକେଲା,୧୯।୬: (ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ତହସିଲ ଅଧୀନ ତୁମକେଲା ଓ ଲଇକେରା ଘାଟରୁ ପ୍ରତିଦିନ ଶହ ଶହ ଗାଡ଼ିରେ ବେଆଇନ ଭାବେ ବାଲି ଉଠାଯାଉଛି। ଫଳରେ ସରକାରଙ୍କ ବିପୁଳ ରାଜସ୍ବ ହାନି ହେଉଛି। ଏ ଦିଗରେ ବିଭାଗ ପକ୍ଷରୁ...

ନିର୍ମାଣାଧୀନ ଇଥାନଲ ପ୍ଲାଣ୍ଟକୁ ନେଇ ରାଜନୀତି

ବରଗଡ଼ ୧୯।୬ (ପ୍ରେମାନନ୍ଦ ଖମାରୀ): ବରଗଡ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ବାଉଲସିଂହାଠାରେ ନିର୍ମାଣାଧୀନ ଇଥାନଲ ପ୍ଲାଣ୍ଟ କାର୍ଯ୍ୟ ଠପ୍‌ ହୋଇଯାଇଛି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପରିଦର୍ଶନ ଏବଂ ସମୀକ୍ଷା ପରଦିନଠାରୁ ପ୍ଲାଣ୍ଟରେ ଏଭଳି ସ୍ଥିତି ଉପୁଜିଥିବାରୁ ଏହାକୁ ନେଇ...

କେନାଲ ନବୀକରଣରେ ଦୁର୍ନୀତି ଅଭିଯୋଗ

ସମ୍ବଲପୁର, ୧୯ା୬(ଶୁଭାଶୀଷ ପାଢୀ): ଚାଷଜମିକୁ ସୁଷମ ଜଳ ବଣ୍ଟନ କରିବା ପାଇଁ ସରକାର ହୀରାକୁଦ ଜଳଭଣ୍ଡାର କେନାଲଗୁଡିକ ନବୀକରଣ କରି କଂକ୍ରିଟ କରୁଛନ୍ତି। ଶାସନ, ହୁମାଟେଲ, ପରମାଣପୁର କେନାଲର ଗତବର୍ଷଠାରୁ ନିର୍ମାଣ କାମ ଆରମ୍ଭ ହୋଇଛି। ଓସିସି ପକ୍ଷରୁ କାମ...

ଫ୍ୟାସନ ଡିଜାଇନର ପରେ ଏବେ ରାଜନୀତିରେ ସୁଜିତ

ଭବାନୀପାଟଣା,୧୯।୬: (ଉତ୍ତମ କୁମାର ଦାଶ)ଆଗକୁ ସାଧାରଣ ନିର୍ବାଚନ ଆସୁଥିବା ବେଳେ କଳାହାଣ୍ଡି ଜିଲାରେ ଏବେଠୁ ରାଜନିତୀ ସରଗରମ ହେବାରେ ଲାଗିଛି। ବିଭିନ୍ନ ଦଳର ଆଶାୟୀ ନେତାମାନେ ବର୍ତ୍ତମାନ ଜନସମ୍ପର୍କରେ ଆଗାଇଛନ୍ତି। ଚା’ ଖଟିଠୁ ଆରମ୍ଭ କରି ସୋସିଆଲ ମିଡିଆ ପର୍ଯ୍ୟନ୍ତ...

ପୂର୍ତ୍ତ ବିଭାଗରେ ବି ଠିକାସଂସ୍ଥା

ଯାଜପୁର,୧୯ା୬: କେବଳ ଶିଳ୍ପାଞ୍ଚଳରେ ନୁହେଁ, ଏବେ ସରକାରୀ ପୂର୍ତ୍ତ ବିଭାଗରେ ମଧ୍ୟ ଠିକାସଂସ୍ଥା ଜରିଆରେ ନିଯୁକ୍ତି ମିଳୁଛି। ଅର୍ଥାତ୍‌ ଏଠାରେ ବି ଜିଲା କର୍ମ ନିୟୋଜନ ସଂସ୍ଥାରେ ପଞ୍ଜୀକୃତ ଶିକ୍ଷିତ ଯୁବତୀଯୁବକଙ୍କୁ ଅଣଦେଖା କରାଯାଉଛି। ଠିକାସଂସ୍ଥା ରାଣ୍ଡଷ୍ଟାଡ୍‌ ଇଣ୍ଡିଆ ପ୍ରାଇଭେଟ...

ଯୋଗ୍ୟ ହିତାଧିକାରୀଙ୍କୁ ମିଳୁନି ଆବାସ କି ବିଜୁ ପକ୍କାଘର

ପଟ୍ଟାଙ୍ଗି,୧୯ା୬(ଶରତ ଧଳ): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ କାର୍ଯ୍ୟକାରୀ ହୋଇଥିବା ଆବାସ ଏବଂ ବିଜୁ ପକ୍କା ଘର ଯୋଜନା ଗ୍ରାମାଞ୍ଚଳ ଲୋକଙ୍କ ପାଇଁ ଏବେ ମଧ୍ୟ ଅପହଞ୍ଚ ହୋଇରହିଛି। ଅନେକ ଯୋଗ୍ୟ ହିତାଧିକାରୀ ଏହି ଯୋଜନାରୁ ବଞ୍ଚତ୍ତ ହୋଇ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri