ଆମ ଜିଲା ଖବର

ଆନୁଷଙ୍ଗିକ ଶିଳ୍ପକୁ ବଡ଼ ଶିଳ୍ପର ଅଣଦେଖା

ଯାଜପୁର, ୧୮ା୬(ହର୍ଷବର୍ଦ୍ଧନ ବେହେରା)ଅଞ୍ଚଳବାସୀଙ୍କ ଆର୍ଥିକ ଅଭିବୃଦ୍ଧି ଲକ୍ଷ୍ୟରେ ରାଜ୍ୟ ସରକାରଙ୍କ ଦ୍ରୁତ ଶିଳ୍ପାୟନ ଜିଲାରେ ବିଫଳ ହୋଇଥିବା ପରିଲକ୍ଷିତ ହୋଇଛି। ଗତ ୫ବର୍ଷ ମଧ୍ୟରେ ଯାଜପୁର ଜିଲାରେ ବଡ଼ ବଡ଼ ଶିଳ୍ପ ପ୍ରତିଷ୍ଠା ଯୋଗୁ ଶତାଧିକ ପରିବାର ବିସ୍ଥାପିତ ହୋଇଛନ୍ତି।...

୮୩ ବର୍ଷ ଧରି ପାଲାକୁ ବଞ୍ଚାଇ ରଖିଛନ୍ତି ଗ୍ରାମବାସୀ

ଚଣ୍ଡିଖୋଲ, ୧୮ା୬’(ପ୍ରଦୀପ୍ତ କୁମାର ପୃଷ୍ଟି):ଆଧୁନିକତାର ସାମାଜିକ ବ୍ୟବସ୍ଥା ଧୀରେଧୀରେ ଆମ ପୁରୁଣା ସଂସ୍କୃତି ଓ ଐତିହ୍ୟ ହଜାଇ ଦେଉଥିବାବେଳେ ଏବେବି କେତେକ ସ୍ଥାନରେ ଆମର ପୁରୁଣା ପାଲା ସଂସ୍କୃତି ବଞ୍ଚତ୍ରହିଛି। ୮୩ ବର୍ଷ ଧରି ପାଲା ଅନବରତ ଆଜି ପର୍ଯ୍ୟନ୍ତ...

ଭିତରକନିକାରେ କୁମ୍ଭୀର ବଂଶ ବୃଦ୍ଧି ରୋକିବାକୁ ଗୁରୁତ୍ୱ

କେନ୍ଦ୍ରାପଡ଼ା, ୧୮ା୬(ଜଗନ୍ନାଥ ଧଳ) କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ନିମପୁର ଗ୍ରାମର ଅଶୋକ କୁମାର ଆଚାର୍ଯ୍ୟଙ୍କ ଏକମାତ୍ର ପୁଅ ଆଶୁତୋଷ(୧୦)ଙ୍କୁ ବ୍ରାହ୍ମଣୀ ନଦୀ ଘାଟରେ ଗତ ୧୪ ତାରିଖରେ କୁମ୍ଭୀର ଠାଣି ନେଲା। ଏହି ସ୍ଥାନ ଜାତୀୟ ଉଦ୍ୟାନ ଭିତରକନିକା...

ମହିଳା କର୍ମଚାରୀଙ୍କୁ ମିଳିବ କ୍ରେଚ୍‌ ସୁବିଧା

ଜଗତ୍‌ସିଂହପୁର, ୧୮ା୬(ପ୍ରମୋଦ କୁମାର ନାୟକ) ଜଗତ୍‌ସିଂହପୁର ଜିଲା ମୁଖ୍ୟାଳୟରେ କାର୍ଯ୍ୟରତ ସରକାରୀ ମହିଳା କର୍ମଚାରୀଙ୍କ ପାଇଁ ଖୁବ୍‌ଶୀଘ୍ର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କ୍ରେଚ୍‌ (ଦିନବେଳା ଶିଶୁମାନଙ୍କ ଦେଖାଶୁଣା ପାଇଁ ଗୃହ) ସୁବିଧା ହେବାକୁ ଯାଉଛି। ଛୋଟ ପିଲାଙ୍କୁ ଘରେ ଛାଡି...

‘ଛୋଟପିଲା, ଗୃହପାଳିତ ପଶୁଙ୍କୁ କାର୍‌ ଭିତରେ ଏକୁଟିଆ ଛାଡ଼ନ୍ତୁ ନାହିଁ’

କଟକ, ୧୮ା୬(କାର୍ତ୍ତିକ ସାହୁ)କାର୍‌ ଭିତରେ ଶ୍ୱାସରୁଦ୍ଧ ହୋଇ ଶିଶୁ ମୃତ୍ୟୁ ଘଟଣାକୁ ନେଇ ଓଡ଼ିଶା ପୋଲିସ ଅଭିଭାବକମାନଙ୍କୁ ସତର୍କ କରାଇଛି। ଛୋଟ ପିଲା ଓ ଗୃହପାଳିତ ପଶୁଙ୍କୁ କାର୍‌ ଭିତରେ ଏକୁଟିଆ ଛାଡ଼ନ୍ତୁ ନାହିଁ ବୋଲି ଓଡ଼ିଶା ପୋଲିସ ପକ୍ଷରୁ...

‘ତ୍ରୟୋଦଶୀ ତିଥି ପରେ ରଥଯାତ୍ରା କରାଯିବା ଅନୁଚିତ’

ପୁରୀ, ୧୮ା୬(ଅଜିତ୍‌ ମହାନ୍ତି) ଅଦିନରେ ରଥଯାତ୍ରା କରୁଥିବା ବ୍ୟକ୍ତିବିଶେଷ ଓ ସଙ୍ଗଠନ ଧୀରେ ଧୀରେ ବାଟକୁ ଆସିବେ। ପରମ୍ପରା ଓ ଶାସ୍ତ୍ର ଅନୁଯାୟୀ, ଆଷାଢ଼ ଶୁକ୍ଳ ଦ୍ୱିତୀୟାରେ ମହାପ୍ରଭୁଙ୍କ ରଥଯାତ୍ରା ଅନୁଷ୍ଠିତ ହୋଇଥାଏ। ଏହି ତିଥି ଅନୁସାରେ ଭାରତର ବିଭିନ୍ନ...

ରଥଯାତ୍ରାରେ ମୁତୟନ ହେବେ ୧୭୦ ପ୍ଲାଟୁନ ଫୋର୍ସ

ପୁରୀ, ୧୮ା୬(ଅଜିତ୍‌ ମହାନ୍ତି) ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଏଥର ରଥଯାତ୍ରାରେ ୧୭୦ ପ୍ଲାଟୁନ ଫୋର୍ସ ମୁତୟନ ହେବେ। ଜନଗହଳି ନିୟନ୍ତ୍ରଣ, ରଥଟଣା, ଟ୍ରାଫିକ ସୁପରିଚାଳନା ଏବଂ...

ସରକାରୀ ସ୍ତରରେ ହୋଇନି ପ୍ରସ୍ତୁତି

ସାକ୍ଷୀଗୋପାଳ, ୧୮ା୬ (ପ୍ରଶାନ୍ତ ବାରିକ/କିଶୋର ମହାପାତ୍ର) ପୁରୀ ଜିଲା ସାକ୍ଷୀଗୋପାଳସ୍ଥିତ ସୁଆଣ୍ଡୋର ସୁଯୋଗ୍ୟ ପୁତ୍ର ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୫ତମ ଶ୍ରାଦ୍ଧବାର୍ଷିକୀ ରବିବାର ପାଳନ ହେବାକୁ ଯାଉଛି। ଏ ନେଇ ବିଭିନ୍ନ ସଂଗଠନ, ଅନୁଷ୍ଠାନ ପକ୍ଷରୁ ପ୍ରସ୍ତୁତି ଚାଲିଥିବା...

ତଦନ୍ତ ପରେ ପଦକ୍ଷେପ: ମୁଖ୍ୟ ପ୍ରଶାସକ

ପୁରୀ, ୧୮ା୬(ଅଜିତ୍‌ ମହାନ୍ତି) ପୁରୀ ପାଇକ ସାହିରେ ନକଲି ମହାପ୍ରସାଦ ପ୍ରସ୍ତୁତ କରାଯାଉଥିବା ଅଭିଯୋଗ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସମେତ ସୁଆର ମହାସୁଆର ନିଯୋଗର କର୍ମକର୍ତ୍ତା ମୁହଁ ଖୋଲିଛନ୍ତି। ଏ ନେଇ ଅଭିଯୋଗକୁ ସୁଆର ମହାସୁଆର ନିଯୋଗର ସମ୍ପାଦକ...

ସମ୍ବଲପୁର ବନଖଣ୍ଡରେ ହାତୀ ଅସୁରକ୍ଷିତ

ସମ୍ବଲପୁର, ୧୮ା୬(ଶୁଭାଶିଷ ପାଢୀ) ବନ୍ୟପ୍ରାଣୀ ବିଶେଷକରି ହାତୀ ସୁରକ୍ଷା ନେଇ ସରକାର ଚିନ୍ତିତ ଥିବା କହୁଛନ୍ତି। ହେଲେ ସମ୍ବଲପୁର ବନଖଣ୍ଡରେ ମୃତ୍ୟୁ ସଂଖ୍ୟାକୁ ଦେଖିଲେ ହାତୀ ଅସୁରକ୍ଷିତ ଥିବା ମନେହେଉଛି। ବନ ବିଭାଗ ରିପୋର୍ଟ ଅନୁଯାୟୀ ପ୍ରାୟ ୨ବର୍ଷରେ ଏହି...

ଦର୍ପଦଳନ ରଥରେ ଫାଟ

ପୁରୀ, ୧୮ା୬(ଅଜିତ ମହାନ୍ତି) ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାକୁ ଆଉ ମାତ୍ର ଦୁଇଦିନ ବାକିଥିବାବେଳେ ଶନିବାର ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥରେ ଫାଟ ଦେଖିବାକୁ ମିଳିଛି। ରଥର ସାନଉଛୁଳା ଚକ ବା ପଛୁଆଣି ଚକର ଅଖରେ ଫାଟ ସୃଷ୍ଟି ହୋଇଛି। ଫଳରେ...

ବଣ୍ଡାଘାଟିରୁ ରାଇସିନା ହିଲ୍‌

ମାଲକାନଗିରି,(ଦୁର୍ଯ୍ୟୋଧନ ପାତ୍ର)/ ଖଇରପୁଟ, ୧୮ା୬(ହୃଷୀକେଶ ସେଠୀ) ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅନ୍ତର୍ଗତ ବଣ୍ଡାଘାଟି ଅଞ୍ଚଳରୁ ୧୭ ବଣ୍ଡା ମହିଳା ଓ ପୁରୁଷ ରାଷ୍ଟ୍ରପତି ଦ୍ରୈପଦୀ ମୁର୍ମୁଙ୍କ ନିମନ୍ତ୍ରଣ କ୍ରମେ ରାଷ୍ଟ୍ରପିତ ଭବନ ବୁଲିବାକୁ ଦିଲ୍ଲୀ ଯାଇଥିଲେ। ଏମାନେ ଦୁଇଦିନ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri