ଆମ ଜିଲା ଖବର

ବାଇକ୍‌କୁ ଧକ୍କା ଦେଇ ଜଳିଗଲା ଟ୍ୟାଙ୍କର

ରାୟଗଡ଼ା,୧୭।୬(ଆଶିଷ ରଞ୍ଜନ ପଣ୍ଡା): ବାଇକ୍‌କୁ ଧକ୍କାଦେଇ ଜଳିଗଲା ଟ୍ୟାଙ୍କର। ଏହିଭଳି ଘଟଣା ଘଟିଛି ରାୟଗଡ଼ା ଜିଲା କାଶୀପୁର ବ୍ଲକ ଶଙ୍କରଡା ଗ୍ରାମ ନିକଟରେ। ଏହି ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ...

ଅସୁସ୍ଥ ମାଈହାତୀକୁ ଚିକିତ୍ସା ପାଇଁ ପଠାଗଲା କପିଳାସ ପ୍ରାଣୀ ଉଦ୍ୟାନ

ଢେଙ୍କାନାଳ,୧୭।୬(ରତନ ନାୟାର): ଢେଙ୍କାନାଳ ସଦର ରେଞ୍ଜ ତଥା ଢେଙ୍କାନାଳ କପିଳାସ ରାସ୍ତାର ମେଘା ସଂରକ୍ଷିତ ଜଙ୍ଗଲରେ ଗତ ୯ ତାରିଖରୁ ଗୋଠଛଡ଼ା ହୋଇ ରହିଥିବା ୩ ବର୍ଷର ମାଈହାତୀ ହଠାତ୍‌ ଅସୁସ୍ଥ ହୋଇ ପଡ଼ିଥିଲା । ପାଟ୍ରୋଲିଂ କରୁଥିବା ବନ...

ଶିମିଳିପାଳ ଅଭୟାରଣ୍ୟ: ଶିକାରୀ ଗୁଳିରେ ଆଉ ଜଣେ ବନ କର୍ମଚାରୀ ମୃତ

ଠାକୁରମୁଣ୍ଡା,୧୭।୬ (ତାରାକାନ୍ତ ପଟ୍ଟନାୟକ): ଶିକାରୀଙ୍କ ଗୁଳିରେ ରକ୍ତରଞ୍ଜିତ ହୋଇପଡିଛି ଶିମିଳିପାଳ ଅଭୟାରଣ୍ୟ। ଶୁକ୍ରବାର ଅପରାହ୍ନରେ ଶିମିଳିପାଳ ଅଭୟାରଣ୍ୟର ଉତ୍ତର ଡିଭିଜନ ଅନ୍ତର୍ଗତ ଗାମଛାଚରଣ ବିଟ୍‌ ଅଞ୍ଚଳରେ ଶିକାରୀଙ୍କ ଗୁଳିରେ ଜଣେ ଫରେଷ୍ଟରଙ୍କ ମୃତ୍ୟୁ ଘଟିଛ। ମୃତ ଫରେଷ୍ଟର ଜଣକ ଉପର...

ଉପଜିଲାପାଳଙ୍କ କାର୍ଯ୍ୟାଳୟର କିରାଣି ଘରେ ଭିଜିଲାନ୍ସ ଚଢ଼ାଉ

ବାରିପଦା ଅଫିସ,୧୭।୬ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ଉପଜିଲାପାଳଙ୍କ କାର୍ଯ୍ୟାଳୟର କିରାଣି ରାମଚନ୍ଦ୍ର ସେନଙ୍କ ଘରେ ଶନିବାର ସକାଳୁ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି ରହିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ୱର, କେନ୍ଦୁଝର ଓ...

ହାତୀ ଚଲାପଥରେ ପାଇପ

କେନ୍ଦୁଝର,୧୭ା୬(ନରେଶ ପଟ୍ଟନାୟକ) କେନ୍ଦୁଝର ଜିଲାରେ ହାତୀପଲ ଖାଦ୍ୟ ଅନ୍ବେଷଣରେ ଗୋଟିଏ ଜଙ୍ଗଲରୁ ଅନ୍ୟ ଜଙ୍ଗଲକୁ ବୁଲୁଛନ୍ତି। ହାତୀ ଜଙ୍ଗଲରୁ ଅନ୍ୟ ଜଙ୍ଗଲକୁ ଯାତାୟାତ ବେଳେ ପ୍ରଶସ୍ତ ରାସ୍ତାଘାଟ ପାରହୋଇଯିବାକୁ ପଡୁଛି। ବିଶେଷ କରି ଜିଲାର ଏନ୍‌ଏଚ୍‌ ୨୦, ୪୯, ୫୨୦...

ଜଳ ଅଭାବରୁ ନଷ୍ଟ ହେଉଛି ଚାରା

କେନ୍ଦୁଝର,୧୭ା୬(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ବନଖଣ୍ଡ ସଦର ରେଞ୍ଜ ଅଧୀନରେ ଥିବା ପଦ୍ମପୁର ମେଗା ନର୍ସରିରେ ହଜାର ସଂଖ୍ୟାରେ ବିଭିନ୍ନ କିସମର ଚାରା ଶୁଖି ନଷ୍ଟହେବାକୁ ବସିଛି। ଜିଲାରେ ତାପମାତ୍ର ୪୦ ଡିଗ୍ରୀ ଉପରେ ରହୁଥିବା ବେଳେ ଏ ନେଇ...

ଯାତ୍ରୀ ବିଶ୍ରାମାଗାର ଜରାଜୀର୍ଣ୍ଣ

ବଅଁରପାଳ,୧୭ା୬(ଉପେନ୍ଦ୍ର ରାଉତ) ଅନୁଗୋଳ ଜିଲା ବଅଁରପାଳ ବ୍ଲକ ବଳରାମପ୍ରସାଦଠାରେ ଥିବା ଯାତ୍ରୀ ବିଶ୍ରାମାଗାର ଦୀର୍ଘଦିନ ହେବ ଜରାଜୀର୍ଣ୍ଣ ହୋଇ ରହିଛି। ଫଳରେ ପଥଚାରୀମାନେ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ପ୍ରଶାସନ ତରଫରୁ କୌଣସି ପଦକ୍ଷେପ ନିଆଯାଉ ନ...

୭୬ ବର୍ଷ ହେଲା ଭଡ଼ାଘରେ ଚାଲିଛି ଉପଡାକଘର

ଲାଠୋର,୧୭ା୬(ଭୁବନେଶ୍ବର ବାରିକ) ବଲାଙ୍ଗିର ଜିଲା ଖପ୍ରାଖୋଲ ବ୍ଲକ ଅନ୍ତର୍ଗତ ହରିଶଙ୍କର ରୋଡ଼ରେ ରହିଥିବା ଉପଡାକଘର ୭୬ବର୍ଷ ହେଲା ଭଡ଼ା ଘରେ ଚାଲିଛି। ଏଥିପ୍ରତି ବିଭାଗୀୟ ଉଚ୍ଚକର୍ତ୍ତୃପକ୍ଷଙ୍କ ଦୃଷ୍ଟି ପଡୁନାହିଁ। ଫଳରେ ଆଜି ଏଠି ତ କାଲି ପୁଣି ଅନ୍ୟ କେଉଁଠି...

କିଲୋ ପ୍ରତି ଆମ୍ବର ଦାମ୍‌ ୨.୭୫ ଲକ୍ଷ ଟଙ୍କା

ନୂଆପଡ଼ା,୧୭ା୬ (ମକାରୁ ବେମାଲ) ନୂଆପଡା ସଦର ମହକୁମାସ୍ଥିତ ଜିଲା ପରିଷଦ କାର୍ଯ୍ୟାଳୟ ପରିସରରେ ଓରମାସ ଓ ଜିଲା ପ୍ରଶାସନଙ୍କ ମିଳିତ ଆନୁକୂଲ୍ୟରେ ଜିଲାସ୍ତରୀୟ ଆମ୍ବ ମେଳା ବା ଆମ ଗାଁ ଆମ୍ବ ପସରା ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ୫ ଦିନ...

ପୁନରୁଦ୍ଧାର ହେଲାନି ଜଳଉତ୍ସ

ସୋନପୁର,୧୭ା୬(ମୃତ୍ୟୁଞ୍ଜୟ ଶତପଥୀ) ଜନସଂଖ୍ୟା ବୃଦ୍ଧି, ଭୂତଳ ଜଳସ୍ତର ହ୍ରାସ ଓ ତାପମାତ୍ରା ବୃଦ୍ଧିକୁ ଦୃଷ୍ଟିରେ ରଖି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଜଳ ସଂରକ୍ଷଣକୁ ଗୁରୁତ୍ୱ ଦିଆଯାଉଛି। ଏହି ପରିପ୍ରେକ୍ଷୀରେ ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଅମୃତ...

ମିଶନ ଶକ୍ତି ପଦବୀ ଚୟନରେ ଅନିୟମିତତା

ଭବାନୀପାଟଣା,୧୭ା୬(ଉତ୍ତମ କୁମାର ଦାଶ) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକରେ ମିଶନ ଶକ୍ତି ପକ୍ଷରୁ ବିଭିନ୍ନ ପଦବୀରେ ନିଯୁକ୍ତି ପାଇଥିବା ପ୍ରାର୍ଥତ୍ନୀଙ୍କ ଚୟନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ପ୍ରାର୍ଥତ୍ନୀମାନେ ପୂର୍ବରୁ ଜିଲାପାଳଙ୍କୁ ମଧ୍ୟ ଲିଖିତ ଅଭିଯୋଗ କରିଛନ୍ତି।...

ଗଛମୂଳ, ରାସ୍ତା କଡ଼ରେ ଚାଲିଛି ଡ୍ୟୁଟି

ରାଉରକେଲା,୧୭ା୬(ଦିନେଶ ମିଶ୍ର) ସ୍ମାର୍ଟସିଟି ରାଉରକେଲାରେ ଦିନକୁ ଦିନ ଜନସଂଖ୍ୟା ସାଙ୍ଗକୁ ଗାଡିମୋଟର ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସ୍ମାର୍ଟସିଟି ପକ୍ଷରୁ ବହୁ ଉନ୍ନୟନମୂଳକ କାର୍ଯ୍ୟକ୍ରମ କରାଯାଉଥିଲେ ମଧ୍ୟ ଟ୍ରାଫିକକୁ ଅଣଦେଖା କରାଯାଉଛି। ସହରରେ ଟ୍ରାଫିକ ନିୟନ୍ତ୍ରଣ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri