ଆମ ଜିଲା ଖବର

ଶୋଇଥିବା ବେଳେ ଯୁବକଙ୍କୁ ଶୁଣ୍ଢରେ ଟେକିନେଇ କଚାଡ଼ି ମାରିଲା ଦନ୍ତା

ଖମାର,୧୬ା୬(ରଜନୀକାନ୍ତ ମହାରଣା): ଅନୁଗୋଳ ଜିଲା ପାଳଲହଡ଼ା ଥାନା ପାଲଲହଡ଼ା ବନାଞ୍ଚଳ ଅନ୍ତର୍ଗତ ପେଚାମୁଣ୍ଡି ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଘର ବାରଣ୍ଡାରେ ଶୋଇଥିବା ବେଳେ ଯୁବକକୁ ଟେକିନେଇ କଚାଡ଼ି ମାରିଛି ଦନ୍ତା ହାତୀ। ସୂଚନାନୁଯାୟୀ, ପେଚାମୁଣ୍ଡି ଗ୍ରାମର ପବିତ୍ର ନାଏକ...

କାଳବୈଶାଖୀରେ ଭାଙ୍ଗିଛି, ସଜଡ଼ା ଯାଉନି

ମାଲକାନଗିରି,୧୬ା୬(ଦୁର୍ଯ୍ୟୋଧନ ପାତ୍ର): ଆସନ୍ତା ୧୯ ତାରିଖରେ ରାଜ୍ୟର ସମସ୍ତ ସ୍କୁଲ ଖୋଲିବ। କିନ୍ତୁ କାଳବୈଶାଖୀରେ କ୍ଷତିଗ୍ରସ୍ତ ହୋଇଥିବା ସ୍କୁଲଗୁଡିକ ଅଦ୍ୟାବଧି ମରାମତି ହୋଇ ନ ଥିବା ଜଣାପଡ଼ିଛି। ଗତ ୧ ତାରିଖରେ ମାଲକାନଗିରି ଜିଲାରେ କାଳବୈଶାଖୀରେ ବହୁ କ୍ଷୟକ୍ଷତି ହୋଇଥଲା।...

ଯାତାୟାତ ପାଇଁ ୩ ପଞ୍ଚାୟତବାସୀ ହନ୍ତସନ୍ତ

ମାଥିଲି,୧୬ା୬(ସୁବାସ ଚନ୍ଦ୍ର ଖୁଡୁପିଆ): ମାଲକାନଗିରି ଜିଲା ମାଥିଲି ବ୍ଲକର ୩ଟି ପଞ୍ଚାୟତ କତାପାଲି, ବଣ୍ଡାରିପାଙ୍ଗମ ଓ ମେକା ମୁଖ୍ୟ ରାସ୍ତା ଏବେ ମରଣଯନ୍ତା ପାଲଟିଛି। ଫଳରେ ୩ ପଞ୍ଚାୟତ ଲୋକେ ଯାତାୟାତ ଲାଗି ହନ୍ତସନ୍ତ ହେଉଛନ୍ତି। ଦୁର୍ଘଟଣା ଘଟି ଲୋକଙ୍କ...

କୋଠା କାର୍ଯ୍ୟ ନିମ୍ନମାନର ଅଭିଯୋଗ

କୁଡୁମୁଲୁଗୁମ୍ମା,୧୬ା୬(ହୃଷୀକେଶ ସେଠୀ): କୁଡୁମୁଲୁଗୁମ୍ମା ଭେଟେରିନାରି ଅଫିସ କୋଠା ନିର୍ମାଣ କାର୍ଯ୍ୟ ନିମ୍ନମାନର ହେଉଥିବା ଅଭିଯୋଗ ହେଉଛି। ଏହି କାର୍ଯ୍ୟକୁ ଟେଣ୍ଡର ମାଧ୍ୟମରେ ଠିକାଦାର ନେଇଛନ୍ତି। ସେ କାମ ଠିକ୍‌ ଭାବେ ତଦାରଖ କରୁ ନ ଥିବା ବେଳେ ଯନ୍ତ୍ରୀ କିମ୍ବା...

ଶୋଷ ମେଣ୍ଟାଇ ପାରୁନି ଅମୃତଧାରା ପ୍ରକଳ୍ପ

ଅମରପାଲି,୧୬ା୬ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଳପଦର ଗ୍ରାମ ପଞ୍ଚାୟତରେ ଥିବା ଥଣ୍ଡା ପାନୀୟ ଜଳ ଯୋଗାଣ ପ୍ରକଳ୍ପ(ଅମୃତଧାରା)ଦୀର୍ଘଦିନ ହେଲା ଅଚଳ ହୋଇ ପଡିଛି। ଫଳରେ ଲୋକେ ଅମୃତଧାରାରୁ ଥଣ୍ଡାପାଣି ପାଇ ପାରୁନାହାନ୍ତି। ଏଗୁଡିକୁ ମରାମତି...

ମଞ୍ଜୁରି ଅପେକ୍ଷାରେ ନୌପଡା-ଗୁଣପୁର ରେଳପଥ

ଗୁଣପୁର,୧୬ା୬(ପ୍ରଦୀପ କୁମାର ପାଢୀ): ନୌପଡା-ଗୁଣପୁର ରେଳପଥ ଭିତ୍ତିଭୂମି ବିକାଶ ହେବା ନେଇ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆନ୍ଧ୍ର ଓଡିଶା ରେଳ ବ୍ୟବହାରିକ ସଂଘ ଆବାହକ ଡ.ସତ୍ୟ ପ୍ରକାଶ ପଣ୍ଡାଙ୍କ ପତ୍ରର ଉତ୍ତର ଦେଇ ଏହାର ବିକାଶ ନେଇ ବିଭାଗ...

ସୋଲାର ପ୍ରକଳ୍ପରୁ ଉପକୃତ ହେଉନାହାନ୍ତି ସୀମାନ୍ତ ଗ୍ରାମବାସୀ

ପଟ୍ଟାଙ୍ଗି,୧୬ା୬(ଶରତ ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଳକରେ ପ୍ରଶାସନର ସୋଲାର ପ୍ରକଳ୍ପ ସୀମାନ୍ତ ଗ୍ରାମବାସୀଙ୍କ ପାଇଁ ଅଭିଶାପ ପାଲଟିଛି। ଏପରି ଦେଖିବାକୁ ମିଳିଛି ବ୍ଲକର ପେଟୁରୁ ପଞ୍ଚାୟତର ବନ୍ଧାଗୁଡା ଗ୍ରାମରେ। ବନ୍ଧଗୁଡା ଗ୍ରାମରେ ପ୍ରାୟ ୩୦ ପରିବାର ବସବାସ କରନ୍ତି...

ରସିଦ୍‌ ୩ମାସର, ଚାଉଳ ଦିଆଯାଉଛି ୨ ମାସର

ତେନ୍ତୁଳିଖୁଣ୍ଟି,୧୬।୬( ଚିଦାନନ୍ଦ ସାହୁ): ତେନ୍ତୁଳିଖୁଣ୍ଟି ବ୍ଲକର ଅନେକ ପଞ୍ଚାୟତରେ ଜାତୀୟ ଖାଦ୍ୟ ସୁରକ୍ଷା ଆଇନରେ ହିତାଧିକାରୀଙ୍କୁ ଠିକ୍‌ ସମୟରେ ଠିକ୍‌ ପରିମାଣରେ ମିଳୁ ନ ଥିବା ଅଭିଯୋଗ ହେଉଛି। ଯେଉଁ ମାସର ଚାଉଳ ସେହି ମାସ ପରିବର୍ତ୍ତେ କାହାର ସୁବିଧା...

୨୧ ବର୍ଷର ରାଜନୀତି, କିନ୍ତୁ ପକ୍କା ଘର ଖଣ୍ଡେ ନାହିଁ

ନବରଙ୍ଗପୁର,୧୬।୬(ସଦାଶିବ ପ୍ରହରାଜ): ଗୋଟିଏ ପରିବାର ଭିତରେ ଏପର୍ଯ୍ୟନ୍ତ ୨୧ ବର୍ଷର ରାଜନୀତି। ତ୍ରିସ୍ତରୀୟ ପଞ୍ଚାୟତିରାଜ ନିର୍ବାଚନରେ ପର୍ଯ୍ୟାୟକ୍ରମେ ସ୍ବାମୀ ଓ ସ୍ତ୍ରୀ ଗୋଟିଏ ପଞ୍ଚାୟତରୁ ସରପଞ୍ଚ ହୋଇଛନ୍ତି। ରାଜନୀତିରେ ପ୍ରବେଶ ଓ ପରବର୍ତ୍ତୀ ସମୟରେ ପଦପଦବୀରେ ରହିଲେ ଅନେକ କିଛି...

ଟଙ୍କା, ଅଳଙ୍କାର ଲୁଟ୍‌ ମାମଲା: ବନ୍ଧା ହେଲେ ଗ୍ୟାଙ୍ଗର ୩ ଅଭିଯୁକ୍ତ

ସୋରଡା,୧୬।୬(ଲମ୍ବୋଦର ପାଣିଗ୍ରାହୀ): ଟଙ୍କା, ଅଳଙ୍କାର ଲୁଟ୍‌ ମାମଲାରେ ଗଞ୍ଜାମ ଜିଲା ସୋରଡା ପୋଲିସକୁ ଏକ ସଫଳତା ମିଳିଛି। ଲୁଟ୍‌ ଘଟଣାରେ ସମ୍ପୃକ୍ତ ସରାବାଡି ପଞ୍ଚାୟତ ଖାରିଗୁଡ଼ା ଗ୍ରାମର ୩ଜଣ ଯୁବକଙ୍କୁ ପୋଲିସ ଗିରଫ କରିଛି। ସେମାନେ ହେଲେ ସୁଧାଂଶୁ କୁମାର...

ସାଢ଼େ ୪ ମାସରେ ୧୧ ପିସ୍ତଲ ଜବତ

ଢେଙ୍କାନାଳ,୧୬ା୬ (ରତନ ନାୟାର): କଥା କଥାରେ ଫୁଟୁଛି ଗୁଳି। ଅପରାଧୀମାନେ ଆପରାଧିକ କାର୍ଯ୍ୟ ଘଟାଇ ଛୁ’ ମାରୁଛନ୍ତି। ସେମାନେ କେଉଁଠାରୁ ଆସୁଛନ୍ତି, କୁଆଡ଼େ ଯାଉଛନ୍ତି ତାହାର ଟେର୍‌ କେହି ପାଇପାରୁନାହାନ୍ତି। ଗତ ସାଢ଼େ ୪ ମାସ ମଧ୍ୟରେ ଢେଙ୍କାନାଳ ଜିଲାରୁ...

ମେସ୍ତା, ଛଣି ଚାଷ ପ୍ରତି ଆଗ୍ରହ ବଢୁଛି

ବ୍ରହ୍ମପୁର,୧୬ା୬ (ସ୍ମୃତି ରଞ୍ଜନ ମହାଲିକ): ଅଧିକ ଉପତ୍ାଦନ ପାଇଁ ଚାଷୀ ଜମିରେ ବିଭିନ୍ନ ସାର ପ୍ରୟୋଗ କରିବା ଦ୍ୱାରା ଅନେକାଂଶ ମାଟିର ଉର୍ବରତା ହ୍ରାସ ପାଉଛି। ଫଳରେ ଉପତ୍ାଦନ କମୁଛି। ଅନ୍ୟପଟେ ଠିକ ସମୟରେ ବର୍ଷା ନ ହେବା ମଧ୍ୟ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri