ଆମ ଜିଲା ଖବର

କାର୍‌କୁ ଧକ୍କାଦେଲା ଆମ୍ବୁଲାନ୍ସ, ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ-ଝିଅ ଗୁରୁତର

ପାଟଣାଗଡ଼,୧୬ା୬(ପ୍ରହଲ୍ଲାଦ ପାଢ଼ୀ): ବଲାଙ୍ଗୀର-ପାଟଣାଗଡ଼ ୪୨ ନମ୍ବର ରାଜ୍ୟ ରାଜପଥର ମୟାବର୍ହା ଛକ ନିକଟରେ ଶୁକ୍ରବାର ସକାଳେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଠିଆ ହୋଇଥିବା ଏକ କାର୍‌କୁ ପଛପଟରୁ ଦ୍ରୁତଗତିରେ ଆସୁଥିବା ଏକ ଆମ୍ବୁଲାନ୍ସ ଧକ୍କା ଦେଇଥିଲା। ଫଳରେ...

ବୃନ୍ଦାବନ ପ୍ୟାଲେସ ରାସ୍ତା ଦୁରବସ୍ଥା

ପାରଳାଖେମୁଣ୍ଡି,୧୬।୬ (ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହରର ଐତିହାସିକ ପର୍ଯ୍ୟଟନସ୍ଥଳୀ ବୃନ୍ଦାବନ ପ୍ୟାଲେସକୁ ଯିବା ପାଇଁ ମହେନ୍ଦ୍ରତନୟା ନଦୀ ପୋଲ ପଟେ ଥିବା ରାସ୍ତାର ଅବସ୍ଥା ଅତ୍ୟନ୍ତ ଦୂରାବସ୍ଥା ଥିବା ଦେଖିବାକୁ ମିଳିଛି। ଏହା କେବେ...

କଳିଙ୍ଗାରେ ଉତ୍କଟ ପାନୀୟ ଜଳ ସମସ୍ୟା

ଜି.ଉଦୟଗିରି,୧୬।୬(ଶିଶିର ପଟ୍ଟନାୟକ): ଜି.ଉଦୟଗିରି ବ୍ଲକର କଳିଙ୍ଗାଠାରେ ଉତ୍କଟ ପାନୀୟ ଜଳ ସମସ୍ୟା ଦେଖାଦେଇଛି। ୪ଟି ମୋଟର ପମ୍ପ୍‌ ମଧ୍ୟରୁ ୩ଟି ଖରାପ ଅଛି। ତେଣୁ ପାନୀୟ ଜଳଯୋଗାଣ ଏକ ସପ୍ତାହ ହେବ ପ୍ରଭାବିତ ହୋଇଛି। ଜଳସ୍ତର କମିଯିବା ଯୋଗୁ ନଳକୂଅଗୁଡିକରୁ...

ନୂତନ ବସ୍‌ଷ୍ଟାଣ୍ଡ କାର୍ଯ୍ୟ ନିମ୍ନମାନର

କେନ୍ଦୁଝର,୧୬ା୬(ନରେଶ ପଟ୍ଟନାୟକ): କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ୍‌ ମୁଖ୍ୟାଳୟରେ ସରକାରଙ୍କ ପକ୍ଷରୁ ନୂତନ ବସ୍‌ଷ୍ଟାଣ୍ଡ ନିର୍ମାଣ କାର୍ଯ୍ୟ ଚାଲିଛି। ଏହାକୁ ନେଇ ବ୍ଲକ୍‌ବାସୀ ସ୍ବାଗତ କରିଥିଲେ ହେଁ ନିମ୍ନମାନର କାର୍ଯ୍ୟକୁ ନେଇ ଅସନ୍ତୋଷ ବଢୁଛି। ଏହାକୁ ନେଇ ଝୁମ୍ପୁରା ସରପଞ୍ଚ...

ପ୍ରକଳ୍ପ ମରାମତି ନାଁରେ ଚାଲିଛି ଅପବ୍ୟୟ

ନୟାଗଡ଼,୧୬।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ଗୋଷ୍ଠୀ ଉଠାଜଳସେଚନ ପ୍ରକଳ୍ପ ଚାଷୀଙ୍କ କାମରେ ଲାଗୁନି । ଅଚଳ ପ୍ରକଳ୍ପକୁ ସଚଳ କରିବାକୁ ବର୍ଷକୁ ୬କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚ ହେଉଛି। ହେଲେ ପ୍ରକଳ୍ପ କାର୍ଯ୍ୟକ୍ଷମ ହେଉ ନ ଥିବାରୁ ଚାଷ ଜମିକୁ...

ଆବାସ ଯୋଜନାରୁ ବାଦ୍‌ ପଡ଼ିଛନ୍ତି ପ୍ରକୃତ ହିତାଧିକାରୀ

ନୂଆଗାଁ,୧୬।୬ (ଧନେଶ୍ୱର ସାହୁ): ଆବାସ ଯୋଜନା ମାଧ୍ୟମରେ କଚ୍ଚାଘରେ ରହୁଥିବା ପରିବାରକୁ ପକ୍କାଘରଟିଏ ଯୋଗାଇ ଦେବା ପାଇଁ ସରକାର ନିଷ୍ପତ୍ତି ନେଇ ପ୍ରକୃତ ହିତାଧିକାରୀଙ୍କୁ ଅନୁଦାନ ଯୋଗାଇ ଦେଉଛନ୍ତି। ହେଲେ ମୁଣ୍ଡ ଗୁଞ୍ଜିବାକୁ ଭଲ ଘରଟିଏ ନ ଥିଲେ ମଧ୍ୟ...

ଡୁବୁରୀ ପାହାଡ଼ କାଟି ଲୁଟିନେଲେ ୫୦୦ ଟ୍ରିପ୍‌ ପଥର

ନୟାଗଡ଼, (ଲୋକନାଥ ମିଶ୍ର)/ଓଡ଼ଗାଁ (ଆଦର୍ଶ କୁମାର ପଟ୍ଟନାୟକ),୧୬।୬: ନୟାଗଡ ଜିଲା ଓଡ଼ଗାଁ ବ୍ଳକ ପାଣ୍ଡେରୀପଡ଼ା ପଞ୍ଚାୟତ ପାଣ୍ଡେରୀପଡ଼ା ବଡ଼ ପୋଖରୀ ଖୋଳାରେ ଅନିୟମିତତା ହୋଇଥିବାବେଳେ ପୋଖରୀ ଭିତରେ ଡୁବୁରୀ ପାହାଡକୁ କାଟି ୫୦୦ ଟ୍ରିପ କଳା ମୁଗୁନି ପଥର ଲୁଟିବା...

ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଅବାଧ ଗଛକଟା

କେନ୍ଦ୍ରାପଡ଼ା, ୧୬ା୬ (ଜଗନ୍ନାଥ ଧଳ): ପରିବେଶକୁ ନେଇ ସାରା ବିଶ୍ୱରେ ଚିନ୍ତା ପ୍ରକଟ କରାଯାଉଛି। ବର୍ଜ୍ୟବସ୍ତୁ, ଯାନବାହନ ଚଳାଚଳ, ଶିଳ୍ପ ଆଦି ମାଧ୍ୟମରେ ପରିବେଶ ପ୍ରଦୂଷିତ ହେଉଛି। ସମ୍ଭାବ୍ୟ ପରିସ୍ଥିତିକୁ ନେଇ ବିଶ୍ୱବ୍ୟାପୀ ସମ୍ମିଳନୀ ହେବା ସହ ପ୍ରତି ଦେଶ...

ରୂପ ବଦଳୁଛି, ବ୍ୟବସ୍ଥା ସୁଧୁରୁନି

ପାରାଦୀପ,୧୬।୬(ଶରତ ରାଉତ): ରାଜ୍ୟର ଅନ୍ୟତମ ବୃହତ୍‌ ପାରାଦୀପ ମାଛଧରା ବନ୍ଦର ଏବେ ନବକଳେବର ହେବାକୁ ଯାଉଛି। ନୂତନ ଅକ୍ସନ ହଲ (ନିଲାମ କେନ୍ଦ୍ର), ମାର୍କେଟ କମ୍ପ୍ଲେକ୍ସ, ଶୀତଳ ଭଣ୍ଡାର, ପୋତାଶ୍ରୟ ଉନ୍ନତି ଓ ବର୍ଥ ନବୀକରଣ ଆଦି ନିର୍ମାଣ ଚାଲିଛି।...

ରଜରେ ପୂଜା ପାଆନ୍ତି ମୁଣ୍ଡ ନ ଥିବା ଗୋପୀନାଥ

କେନ୍ଦ୍ରାପଡ଼ା,୧୬ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସହରର ତଳବାରଙ୍ଗସ୍ଥିତ ମୁଣ୍ଡକଟା ଗୋପୀନାଥଙ୍କ ୩ ଦିନିଆ ମହୋତ୍ସବ ବୁଧବାରଠାରୁ ଆରମ୍ଭ ହୋଇଛି। ଭଜନ କୀର୍ତ୍ତନ ସହ ପୂଜା ଆରାଧନାରେ ପୀଠରେ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି। ଏଠାକାର ବିଶେଷତ୍ୱ ହେଉଛି, ମୁଣ୍ଡ ନ...

ବେସରକାରୀ ଅଲ୍‌ଟ୍ରାସାଉଣ୍ଡ ମେଶିନ ଭରସା

ଯାଜପୁର,୧୬ା୬(ହର୍ଷବର୍ଦ୍ଧନ ବେହେରା): ଗର୍ଭବତୀ ଓ ପ୍ରସୂତି ମହିଳା ମୃତ୍ୟୁହାର କମାଇବା ଉଦ୍ଦେଶ୍ୟରେ ସରକାର ବହୁବିଧ ଯୋଜନା ପ୍ରଣୟନ କରିଛନ୍ତି। ରୋଗୀଙ୍କୁ ଉତ୍ତମ ସେବା ପ୍ରଦାନ ପରିପ୍ରେକ୍ଷୀରେ ଯାଜପୁର ଜିଲାରେ ଜାତୀୟ ସ୍ବାସ୍ଥ୍ୟ ମିଶନ(ଏନ୍‌ଏଚ୍‌ଏମ୍‌) କାର୍ଯ୍ୟ କରୁଛି। ଏହି ଯୋଜନା ଗର୍ଭବତୀ...

ଶୋଇପଡ଼ିଲେ ଫାଣ୍ଡି ଅଧିକାରୀ, ଚମ୍ପଟ ମାରିଲେ ଅଭିଯୁକ୍ତ

ଗୋପ,୧୬।୬(ଭାରତୀ ଭୂଷଣ ଉପାଧ୍ୟାୟ): ପୁରୀ ଜିଲା ଗୋପ ଥାନାର ନୟାହାଟ ଫାଣ୍ତିରୁ ବୁଧବାର ଅପରାହ୍ନରେ ଜଣେ ଅଭିଯୁକ୍ତ ଚମ୍ପଟ ମାରିଛନ୍ତି। ଫାଣ୍ଡି ଅଧିକାରୀ ଓ କର୍ମଚାରୀମାନେ ଶୋଇଥିବାବେଳେ ଏହାର ସୁଯୋଗ ନେଇ ଅଭିଯୁକ୍ତ ଜଣକ ବାହାର ପଟୁ କବାଟରେ ଶିକୁଳି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri