ଆମ ଜିଲା ଖବର

ବ୍ୟବହାର ପୂର୍ବରୁ ଭାଙ୍ଗିରୁଜି ଗଲାଣି ସର୍ବସାଧାରଣ ଶୌଚାଳୟ, ନିମ୍ନମାନର କାର୍ଯ୍ୟ ନେଇ…

ଗଞ୍ଜାମ,୧୭ା୧୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସାନବଜାର ଓ ତ୍ରିବେଣୀ ମଠ ଛକଠାରେ ଏନ୍‌ଏସି ପ୍ରଶାସନ ପକ୍ଷରୁ ମୁଖ୍ୟମନ୍ତ୍ରୀ କର୍ମ ତତ୍ପର ଅଭିଯାନ ଯୋଜନାରେ ସର୍ବସାଧାରଣ ପାଇଁ ଶୌଚାଳୟ ନିର୍ମାଣ କରାଯାଇଛି। ଏଥିପାଇଁ ୩ ଲକ୍ଷ ୫୦ ହଜାର ଟଙ୍କା ଲେଖାଏ...

ଗୀତ ଅଧାରୁ ଷ୍ଟେଜ୍‌ରୁ ଓହ୍ଲାଇ ପଡ଼ିଲେ ବାଲିଯାତ୍ରା ସନ୍ଧ୍ୟାର ମୁଖ୍ୟ ଆକର୍ଷଣ ଅସୀମା ପଣ୍ଡା

କଟକ,୧୭।୧୧(ଶିଳ୍ପା ପ୍ରିୟଦର୍ଶିନୀ): ବାଲିଯାତ୍ରା ପଡିଆ ଗଣକବି ବୈଷ୍ଣବ ପାଣି ମଞ୍ଚରେ ସଙ୍ଗୀତ ଓ ପାରମ୍ପରିକ ନୃତ୍ୟ ପରିବେଷଣ କରାଯାଇଥିଲା। ହେଲେ ସନ୍ଧ୍ୟାର ମୁଖ୍ୟ ଆକର୍ଷଣ ସାଜିଥିବା ଓଲିଉଡ୍‌ କଣ୍ଠଶିଳ୍ପୀ ଅସୀମା ପଣ୍ଡା ସଙ୍ଗୀତ ପରିବେଷଣ କରିବାବେଳକୁ ପୋଲିସ ପ୍ରଶାସନ କାର୍ଯ୍ୟକ୍ରମ...

ଚାଲି ଚାଲି ଯାଉଥିଲେ, ଯୁବକଙ୍କୁ ପିଟି ଦେଇ ଚାଲିଗଲା ଅଜଣା ଗାଡ଼ି

ବସ୍ତା,୧୭।୧୧(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅର୍ନ୍ତଗତ ୬୦ ନଂ ଜାତୀୟ ରାଜପଥର ଇନ୍ଦିରା ଛକ ନିକଟରେ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅମର୍ଦ୍ଦା ରୋଡ ଅଞ୍ଚଳର କାହ୍ନୁ ପ୍ରଧାନ। ମିଳିଥିବା...

ଭାବିଥିଲେ ଆଜି କରିଦେବେ ମାସଟା ଯାକକ ବେପାର ହେଲେ ରାସ୍ତାରେ ଜଗିଥିଲା ଯମ …

ଜଗତସିଂହପୁର,୧୭।୧୧: ଆଜି ଝାଡ଼ ଖାଇ ପ୍ରତିଟି  ଆମିଷ ବେପାରୀ ଭାବିଥାନ୍ତି ତାଙ୍କ ମାସଟା ଯାକର ବେପାର  ଆଜି କରିବାକୁ । ହେଲେ ସକାଳୁ ସକାଳୁ ମାଛ ନେଇ ବେପାର କରିଆସୁଥିବା ମାଛ ବେପାରୀଙ୍କ ଉପରେ ଚଢିଗଲା ଟ୍ରକ । ଏଭଳି...

ନିଆରା ଢଙ୍ଗରେ ଜନ୍ମଦିନ ପାଳିଲେ ଭବାନୀପାଟଣା ସଦର ବିଧାୟକ

ଥୁଆମୂଳ ରାମପୁର,୧୭।୧୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବିଧାୟକ ସାଗର ଚରଣ ଦାସ ନିଜ ଜନ୍ମଦିନକୁ ନିଆରା ଢଙ୍ଗରେ ପାଳନ କରିଛନ୍ତି। ଜିଲାର ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ କିଛିଦିନ ତଳେ ଝାଡ଼ାବାନ୍ତି ହୋଇ ନିରୀହ ଲୋକଙ୍କ...

ପିକ୍‌ନିକ୍‌ ପାଇଁ ଯାଉଥିଲେ, କେନ୍ଦୁଘାଟିରେ ଓଲଟି ପଡ଼ିଲା ଟ୍ରାଭଲର୍‌; ଚାଲିଗଲା ଜଣଙ୍କର ଜୀବନ, ୧୧ ଆହତ

ଗଜପତି,୧୭।୧୧ (ଗିରିଧାରୀ ପରିଛା) – ପିକ୍‌ନିକ୍‌ ଯିବା ହେଲା କାଳ। ପୁଣି ଗଜପତି ଜିଲା ମୋହନା କେନ୍ଦୁଘାଟିରେ ରବିବାର ଦୁର୍ଘଟଣା ଘଟିଛି। ଟ୍ରାଭଲର ଭ୍ୟାନ୍‌ ଓଲଟି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୧ ଜଣ ଆହତ ହୋଇଛନ୍ତି l ମୃତକ...

ଥାନା ସମ୍ମୁଖରେ ଦୁଇ ଗୋଷ୍ଠୀ ମଧ୍ୟରେ ମାରପିଟ୍‌

ରାୟଗଡ଼ା,୧୭।୨୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ଶନିବାର ସନ୍ଧ୍ୟାରେ ଦୁଇ ଗୋଷ୍ଠୀ ମଧ୍ୟରେ ମାରପିଟ୍‌ ଘଟି ଅଶାନ୍ତ ହୋଇଛି। ଏଭଳିକି ଥାନା ସମ୍ମୁଖରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ଓ ପରେ ମାରପିଟ୍‌ ହୋଇଥିବା ଜଣାପଡିଛି। ଏହାପରେ ସହରର ଶାନ୍ତି ଶୃଙ୍ଖଳା...

ଡିଜିଟାଲ ଯୁଗରେ ମଧ୍ୟ ପୁସ୍ତକର ବିକଳ୍ପ ନାହିଁ: ଜିଲାପାଳ

ଭଦ୍ରକ,୧୭।୧୧(ସନାତନ ରାଉତ): ଡିଜିଟାଲ ଯୁଗରେ ମଧ୍ୟ ପୁସ୍ତକର ବିକଳ୍ପ କିଛି ନାହିଁ ବୋଲି ଭଦ୍ରକ ଜିଲାପାଳ ଦିଲୀପ ରାଉତରାଏ କହିଛନ୍ତି। ଭଦ୍ରକ ସହର ମନମୋହନ ସଙ୍ଗୀତ ପରିଷଦ ପଡ଼ିଆରେ ଚାଲିଥିବା ୨୪ତମ ପୁସ୍ତକ ମେଳାରେ ଶନିବାର ଧରିତ୍ରୀ ଷ୍ଟଲ୍‌କୁ ଉଦ୍‌ଘାଟନ...

ଜିଲା ମୁଖ୍ୟ ଚିକିତ୍ସାଳୟରେ ବଢୁଛି ଚୋରି, ରୋଗୀଙ୍କୁ ଲୁଟୁଛନ୍ତି…

କେନ୍ଦୁଝର,୧୬ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ମୁଖ୍ୟାଳୟ ପରିସରରୁ ରୋଗୀ ତଥା ରୋଗୀ ସମ୍ପର୍କୀୟଙ୍କ ବିଭିନ୍ନ ସାମଗ୍ରୀ ଚୋରି ହେଉଛି। ଫଳରେ ଏହାକୁ ନେଇ ଅସନ୍ତୋଷ ବଢୁଛି। ଶୁକ୍ରବାର ରାତିରେ ଏସ୍‌ଏନ୍‌ସିୟୁ (ଶିଶୁ) ଓ୍ବାର୍ଡରେ ଜଣେ ରୋଗୀଙ୍କ ସମ୍ପର୍କୀୟ ଶତିନ୍ଦ୍ର...

ଦାଣ୍ଡ ମଝିରେ ଯୁବକଙ୍କୁ ଗୁଳି, କାନ୍ଧରେ ବାଜି…

ନବରଙ୍ଗପୁର/ଝରିଗାଁ,୧୬ା୧୧(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ପାଲିଆ ପଞ୍ଚାୟତ ଅଧୀନ ବାସୁଦେବଗୁଡ଼ା ଗାଁର ଡମନା ଭତରା(୩୦)ଙ୍କୁ ସେହିଗାଁର କପୁର ଭତରା ଦେଶୀ ବନ୍ଧୁକରେ ଗୁଳି କରିଛନ୍ତି। ଡମନାଙ୍କ ଡାହାଣ କାନ୍ଧରେ ଗୁଳି ବାଜିଛି। ସ୍ଥାନୀୟ ଲୋକଙ୍କ ସହାୟତାରେ ଝରିଗାଁ...

୪ ବର୍ଷ ପରେ ଆସିଲା ରାୟ: ଦୋଷୀଙ୍କୁ ମିଳିଲା ୧୦ ବର୍ଷ ଜେଲ୍‌ଦଣ୍ଡ

ରାଉରକେଲା,୧୬।୧୧(ସଙ୍ଗୀତା ଜେନା): ୨୦୨୧ ଡିସେମ୍ବର ୨୧ତାରିଖରେ ପ୍ଲାଣ୍ଟସାଇଟ୍‌ ଥାନା ଅଧୀନ ସେକ୍ଟର-୨୧ ସ’ ମିଲ୍‌ ଛକରେ ୨ଜଣ ଯୁବତୀଙ୍କୁ ଅଶାଳୀନ ଭାଷାରେ କମେଣ୍ଟମରାକୁ ବିରୋଧ କରିବାରୁ ଜଣେ ଯୁବକଙ୍କୁ ହତ୍ୟା ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି। ଅଭିଯୁକ୍ତଙ୍କୁ...

ସ୍କୁଲରୁ ସାଇକେଲ୍‌ରେ ଘରକୁ ଫେରୁଥିଲେ ଛାତ୍ର, ଧକ୍କାଦେଲା ପୋଲିସ ଗାଡ଼ି, ଆଉ ତା’ ପରେ…

କେନ୍ଦୁଝର,୧୬ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହର ଜେଲରୋଡ୍‌ ରାସ୍ତାରେ ଶନିବାର ଅପରାହ୍ନରେ ଏକ ପୋଲିସ ଗାଡ଼ି ଧକ୍କାରେ ଜଣେ ଛାତ୍ର ଗୁରୁତର ହୋଇଛନ୍ତି। ତାଙ୍କ ନାମ ଶୁଭମ ଖାଡ଼ଙ୍ଗା ଏବଂ ସେ ସ୍ଥାନୀୟ ସ୍ବରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନବମ ଶ୍ରେଣୀରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri