ଆମ ଜିଲା ଖବର

ଏମ୍‌ପିଙ୍କ ରାଇକିଆ ପ୍ରତିନିଧି ଭାବେ ସନ୍ତୋଷ ଲେଙ୍କା ମନୋନୀତ

ରାଇକିଆ,୧୬।୧୧:(ପ୍ରଦୀପ ବେହେରା): କନ୍ଧମାଳ ଏମ୍‌ପିଙ୍କ ରାଇକିଆ ବ୍ଲକ ପ୍ରତିନିଧି ଭାବେ ସନ୍ତୋଷ ଲେଙ୍କାଙ୍କୁ ଏମ୍‌ପି ସୁକାନ୍ତ ପାଣିଗ୍ରାହୀ ମନୋନୀତ କରିଛନ୍ତି । ଏ ନେଇ ଏମ୍‌ପି ପତ୍ର ମାଧ୍ୟମରେ ଜିଲାପାଳଙ୍କୁ ଅବଗତ କରାଇଛନ୍ତି । ରାଇକିଆ ବ୍ଲକର ସାମଗ୍ରିକ ବିକାଶ...

ଡଙ୍ଗା ଭସାଇ ଆସିଲା ବେଳକୁ ଘରେ ବୁଲିଥିଲା କଳାକନା: ତାଲା ଭାଙ୍ଗି ନେଇଗଲେ ସବୁ…

ଜୟପୁର,୧୫ା୧୧(ପବନ ପାଣିଗ୍ରାହୀ): ଜୟପୁର ସହରର ଲିଙ୍ଗରାଜ ନଗରରେ ଏକ ବଡ଼ ଧରଣର ଚୋରି ହୋଇଛି। କେତେକ ଦୁର୍ବୁ୍‌ତ୍ତ ଘରେ ପଶି ଲକ୍ଷାଧିକ ଟଙ୍କାର ସୁନାଗହଣା ସହ ନଗଦ ଟଙ୍କା ଚୋରି ହୋଇଛି। ମିଳିଥିବା ସୂଚନା ମୁତାବକ, ଲିଙ୍ଗରାଜ ନଗରରେ ରହୁଥିବା...

ମହାପ୍ରଭୁ ଜଗନ୍ନାଥଙ୍କ ଜମି ହାତେଇବା ଉଦ୍ୟମ, ଜାଲିଆତି ନେଇ ଶ୍ରୀମନ୍ଦିର ପ୍ରଶାସନ…

ପୁରୀ,୧୬ା୧୧: ମହାପ୍ରଭୁ ଜଗନ୍ନାଥଙ୍କ ଜମି ଜାଲିଆତି ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପୁରୀ ବାସେଳିସାହି ଥାନାରେ ଏତଲା ଦାୟର କରାଯାଇଛି। ମାଟିତୋଟା ମୌଜାରେ ମହାପ୍ରଭୁଙ୍କ ଜମି ବେଆଇନ ଭାବେ ହସ୍ତାନ୍ତର ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଉକ୍ତ ଜମିକୁ ଜବରଦଖଲ...

ଜଣେ କି ଦୁଇ ଜଣ ନୁହନ୍ତି, ଏକାବେଳକେ ଟଳିପଡ଼ିଲେ ୫ ମାଓବାଦୀ

ମାଲକାନଗିରି,୧୬।୧୧(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମା ଛତିଶଗଡ଼ କାଙ୍କେର ଜିଲାରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ୫ ମାଓବାଦୀଙ୍କ ମୃତ୍ୟୁ  ଘଟିଥିବା ଜଣାପଡିଛିା। ସୂଚନାନୁଯାୟୀ, ଶନିବାର ସକାଳେ ଛତିଶଗଡ଼ କାଙ୍କେରଜିଲା ସୀମାବର୍ତ୍ତୀ ଓ ନାରାୟଣପୁର...

ଦୁଇ ପରିବାରର ବିବାଦ ନେଇ ମେଡିକାଲରେ ୩ ଦିନ ପଡ଼ିରହିଲା ମୃତଦେହ

ଧରାକୋଟ,୧୬ା୧୧: ଗଞ୍ଜାମ ଜିଲା ଧରାକୋଟ ବ୍ଲକର ଗାଙ୍ଗପୁରର ଥାନା ଅନ୍ତର୍ଗତ ପଣିବନ୍ଧ ଗ୍ରାମରେ ଜଣେ ଯୁବକଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଥିବାବେଳେ କାରଣ ଅସ୍ପଷ୍ଟ ରହିଛି। ମୃତ ଯୁବକ ଜଣକ ହେଲେ ବସନ୍ତ ବେହେରା(୩୦)। ଧରାକୋଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ୩ଦିନ...

ଖତଗଦାରେ ଲୁଚାଇ ରଖିଥିଲେ ଲକ୍ଷାଧିକ ଚୋରି ଟଙ୍କା, ମାଡ଼ି ବସିଲା ହାଇଦ୍ରାବାଦ ପୋଲିସ

ଭୋଗରାଇ,୧୬ା୧୧(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା ଥାନା ଅନ୍ତର୍ଗତ ହାଇଦ୍ରାବାଦ ଅଞ୍ଚଳରୁ ଲୁଟ୍‌ ହୋଇଥିବା ଲକ୍ଷାଧିକ ଟଙ୍କା ବଡ଼ମନ୍ଦାରୁଣୀ ଗ୍ରାମରୁ ଉଦ୍ଧାର ହୋଇଛି। ସୂଚନା ଅନୁସାରେ, ବଡ଼ମନ୍ଦାରୁଣୀ ଗ୍ରାମର ଉମାକାନ୍ତ ବେହେରା ଜ୍ୱାଇଁ ଗୋପାଳ ବେହେରା ହାଇଦ୍ରାବାଦଠାରେ...

ଅନାସ୍ଥା ଭୋଟ୍‌ରେ ପଦ ହରାଇଲେ ଢେଙ୍କାନାଳ ସଦର ବ୍ଲକ ଅଧ୍ୟକ୍ଷା, ମନ୍ତ୍ରୀ କହିଲେ…

ଢେଙ୍କାନାଳ,୧୬ା୧୧(ରତନ ନାୟାର): ଅନାସ୍ଥାରେ ହାରିଗଲେ ଢେଙ୍କାନାଳ ସଦର ବ୍ଲକ ଅଧ୍ୟକ୍ଷା ରାଜଶ୍ରୀ ନାୟକ। ଫଳରେ ସଦରରେ ଭୁଶୁଡ଼ି ପଡ଼ିଛି ବିଜେଡି ଗଡ଼। ଶନିବାର ଅନାସ୍ଥା ଭୋଟିଂ ସପକ୍ଷରେ ୪୪ଖଣ୍ଡ ଭୋଟ୍‌ ଗ୍ରହଣ ହୋଇଥିବା ବେଳେ ଅନାସ୍ଥା ବିପକ୍ଷରେ ୧୭ ଖଣ୍ଡ...

ବାଲିଯାତ୍ରା କି ବାଣିଜ୍ୟ ମେଳାରେ ଦାରିଙ୍ଗବାଡ଼ି କଫିର ଚାହିଦା ନାହିଁ, ପ୍ରଚାର ପ୍ରସାର ପାଇଁ ଯଦି…

ଦାରିଙ୍ଗବାଡ଼ି,୧୬ା୧୧(ଅରୁଣ ସାହୁ): ଜୈବିକ ପଦ୍ଧତିିରେ ଦାରିଙ୍ଗବାଡ଼ି କଫି ଚାଷ କରାଯାଉଛି। କୋରାପୁଟ ପରେ ଦାରିଙ୍ଗବାଡ଼ି କଫିର ବହୁତ ଚାହିଦା ରହିଛି ହେଲେ ଦାରିଙ୍ଗବାଡ଼ି କଫିକୁ ନେଇ ସରକାରଙ୍କ ପକ୍ଷରୁ କୌଣସି ଆଗ୍ରହ ପ୍ରକାଶ ପାଉନି। କଫି ବଗିଚା ଦାରିଙ୍ଗବାଡ଼ିକୁ ସ୍ବତନ୍ତ୍ର...

ଗୋଲାମୁଣ୍ଡାରେ ଜିଲା ସ୍ତରୀୟ ଜାତୀୟ ପ୍ରେସ ଦିବସ: ବିକାଶ ପାଇଁ ଖବରଦାତାଙ୍କ ସହଯୋଗ ଆବଶ୍ୟକ

ଗୋଲାମୁଣ୍ଡା,୧୬।୧୧(ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡାସ୍ଥିତ କଲ୍ୟାଣମଣ୍ଡପ ଠାରେ ଶନିବାର ଜିଲା ସ୍ତରୀୟ ଜାତୀୟ ପ୍ରେସ ଦିବସ ପାଳିତ ହୋଇଯାଇଛି। କଳାହାଣ୍ଡି ଜିଲା ସାମ୍ବାଦିକ ୟୁନିୟନ (ଓୟୁଜେ)ପକ୍ଷରୁ ଏହାକୁ ଆୟୋଜନ କରାଯାଇଥିଲା। ଜିଲା ସଭାପତି କମ୍ବୁପାଣି ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ...

ରାତିରେ ଫରେଷ୍ଟରଙ୍କୁ ଗଛରେ ବାନ୍ଧିଦେଇ…

ଦେବଗଡ଼,୧୬।୧୧(ଶଶାଙ୍କ ଶେଖର ଝାଙ୍କର) ହାତୀ ଉପଦ୍ରବକୁ ନେଇ ଉତ୍ତେଜନା। ଫରେଷ୍ଟରଙ୍କୁ ଗଛରେ ବାନ୍ଧିଲେ କ୍ଷତିଗ୍ରସ୍ତ ଚାଷୀ। ଏଭଳି ଘଟଣା ଘଟିଛି ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଭେଜିକୁଦର ଗାଁରେ। ଶୁକ୍ରବାର ବିଳମ୍ବିତ ରାତି ଏଭଳି ଘଟଣା ଦେଖାଦେଇଛି । ନୁଆଡିହି...

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ସମସ୍ୟା ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ ପୁରାତନ ଛାତ୍ର ସଂଘର ଦାବିପତ୍ର

ଭବାନୀପାଟଣା,୧୫ା୧୧(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ବବିଦ୍ୟାଳୟର ସ୍ବାଭିମାନ ଓ ଅସ୍ମିତା ରକ୍ଷା ପାଇଁ ଶୁକ୍ରବାର ପୁରାତନ ଛାତ୍ରସଂଘ ପକ୍ଷରୁ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଭବାନୀପାଟଣା ସର୍କିଟ ହାଉସଠାରେ ମନ୍ତ୍ରୀଙ୍କୁ କର୍ମକର୍ତ୍ତାମାନେ...

ବ୍ଲକ ସ୍ତରୀୟ ସରଗି ଫୁଲ: ପ୍ରତିଭା ଦେଖାଇବେ ଜନଜାତି ଛାତ୍ରୀଛାତ୍ର

ଦାରିଙ୍ଗବାଡି,୧୬।୧୦(ଅରୁଣ ସାହୁ): ଛାତ୍ରୀଛାତ୍ରଙ୍କ ଲୁଚିରହିଥିବା ପ୍ରତିଭାକୁ ଲୋକଲୋଚନକୁ ଆଣିବାକୁ ସରକାରଙ୍କ ପକ୍ଷରୁ ବିଭିନ୍ନ ଯୋଜନା ପ୍ରସ୍ତୁତ କରାଯାଉଛି। ଏହି ନେଇ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ସରଗି ଫୁଲ କାର୍ଯ୍ୟକ୍ରମ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri