ଆମ ଜିଲା ଖବର

୬ ପଞ୍ଚାୟତ ଜଳସେଚନରୁ ବାଦ୍‌

ଲୋଇସିଂହା,୯।୬(ଡି.ଏନ.ଏ.): ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ କାମ ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି। ଚଳିତ ବର୍ଷରୁ ଡ୍ୟାମରେ ବର୍ଷା ଜଳ ସଂରକ୍ଷିତ ରଖାଯିବ ଏବଂ ଭୂତଳ ପାଇପ ଲାଇନ ଜରିଆରେ ଜଳସେଚନ ଲକ୍ଷ୍ୟ ରଖାଯାଇଛି। ଏନେଇ ଭୂତଳ ପାଇପ ଲାଇନ କାମ...

ଅଭିଯୋଗ ପରେ ପ୍ରଶାସନିକ ତଦନ୍ତ

କୁଚିଣ୍ଡା,୯ା୫(ଡି.ଏନ.ଏ.): କୁଚିଣ୍ଡା ବ୍ଲକ ଅଞ୍ଚଳରେ ବ୍ୟାରେଜ ନିର୍ମାଣ ଆଳରେ ଆର୍‌ଏସ୍‌ଏ କମ୍ପାନୀ ବେଆଇନ କାମ କରୁଥିବା ନେଇ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶିତ ହୋଇଥିଲା। ଏପରି କି ଖବରଦାତାମାନେ କୁଚିଣ୍ଡା ଉପଜିଲାପାଳଙ୍କଠାରେ ଅଭିଯୋଗ କରିଥିଲେ। ଏହାପରେ ଉପଜିଲାପାଳଙ୍କ ନିର୍ଦ୍ଦେଶରେ ତଦନ୍ତ...

ଚିରାଫଟା ହୋର୍ଡିଂ ଯୋଗୁ ଦୁର୍ଘଟଣା

ରାଉରକେଲା ଅଫିସ,୯।୬: ସ୍ମାର୍ଟସିଟି ରାଉରକେଲାର ପ୍ରମୁଖ ସ୍ଥାନମାନଙ୍କରେ ଆର୍‌ଏମ୍‌ସିର ଅନୁମୋଦନ କ୍ରମେ ବିଭିନ୍ନ ନାମୀଦାମୀ କମ୍ପାନୀର ବିଜ୍ଞାପନ ହୋର୍ଡିଂ ଲାଗିଛି। ଏହି ହୋର୍ଡିଂଗୁଡିକ ବିଭିନ୍ନ ସମୟରେ ବର୍ଷା ପବନରେ ଫାଟିଯାଇ ପତାକା ଭଳି ଉଡୁଛି। ପବନ ହେଲେ ଏହି ଚିରାଫଟା...

୧୦ ଏକର କାଜୁ ବଗିଚାରେ ଲାଗିଲା ନିଆଁ

କୁତ୍ରା,୯ା୬(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁତ୍ରା ପତ୍ରାପଡ଼ା ନିକଟ ପ୍ରାୟ ୧୦ ଏକର ଜମିରେ ଥିବା କାଜୁ ବଗିଚାରେ ଗୁରୁବାର ମଧ୍ୟାହ୍ନରେ ନିଆଁ ଲାଗି ବ୍ୟାପକ କ୍ଷୟକ୍ଷତି ହୋଇଛି। ବଡ଼ କାଜୁ ବାଦାମ ଗଛ ବିଶେଷ କ୍ଷତି ହୋଇ ନ ଥିବା...

ପଲିଥିନ କଟକଣା ଧର୍ମକୁ ଆଖିଠାର

ସୋନପୁର,୯।୬(ନି.ପ୍ର.): ମନ୍ଦିରମାଳିନୀ ସୁବର୍ଣ୍ଣପୁର ସହରକୁ ସ୍ବଚ୍ଛ, ସୁନ୍ଦର ଓ ପ୍ରଦୂଷଣ ମୁକ୍ତ ଗଠନର ଲକ୍ଷ୍ୟ ନେଇ ପଲିଥିନ ବ୍ୟବହାରକୁ ସମ୍ପୂର୍ଣ୍ଣ ନିଷିଦ୍ଧ କରାଯାଇଛି । ଭାରତ ସରକାରଙ୍କ ଜଙ୍ଗଲ ଓ ପରିବେଶ ମନ୍ତ୍ରଣାଳୟ ବିଜ୍ଞପ୍ତି ସଂଖ୍ୟା ଜିଆରଏସ/୩୨୦(ଇ)କୁ ଆଧାର କରି...

ପୋଖରୀ ଖନନ କଲେ ଗ୍ରାମବାସୀ

ମୋହନା,୯ା୬: ବସୁଧା ଯୋଜନା ଓ ଅମୃତ ସରୋବର ଯୋଜନା ନାମରେ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ଏମିତି କିଛି ଗାଁ ରହିଛି ଯେଉଁଠି ଏହି ଯୋଜନାର ସୁଫଳ ପାଉନାହାନ୍ତି ଲୋକେ। ଗାଁରେ ଜଳସମସ୍ୟା ପାଇଁ...

ବିବାହ ବନ୍ଧନରେ ବାନ୍ଧିହେଲେ ବଳାତ୍କାର ପୀଡ଼ିତା ଓ ଅଭିଯୁକ୍ତ

ଦେବଗଡ଼,୯ା୬(ଡି.ଏନ୍‌.ଏ.): ଦେବଗଡ଼ ଜିଲା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ପରସ୍ପରକୁ ଫୁଲମାଳ ପିନ୍ଧାଇ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି ବଳାତ୍କାର ପୀଡ଼ିତା ଓ ଅଭିଯୁକ୍ତ। ପରିବାର ଲୋକ ଏବଂ ଜ୍ଞାତିପରିଜନଙ୍କ ସମ୍ମୁଖରେ ସାତଜନ୍ମ ପାଇଁ ଜୀବନସାଥୀ ଭାବେ ଉଭୟେ ଉଭୟଙ୍କୁ ଆପଣାଇ ନେଇଛନ୍ତି।...

ଯୁକ୍ତ୨ରେ ମା’ ପୁଅ ପାସ୍‌

ଦାରିଙ୍ଗବାଡି,୯ା୬(ଡି.ଏନ.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଗତମାସରେ ଦଶମ ପରୀକ୍ଷାରେ ମା ଓ ପୁଅ ପାସ କରିଥିବା ସାରା ଅଞ୍ଚଳରେ ଚର୍ଚ୍ଚା ହୋଇଥିବା ବେଳେ ପୁଣି ଯୁକ୍ତ ଦୁଇ ପରୀକ୍ଷାରେ ମା ଓ ପୁଅ କୃତକାର୍ଯ୍ୟ ହୋଇଛନ୍ତି। ଏଭଳି...

ମନମୁଖି ଯୋଗୁ ମନ୍ଥର

ବଇଣ୍ଡା,୯ା୬(ଡି.ଏନ.ଏ.): ଅନୁଗୋଳ ଜିଲା ଦେଇ ଯାଇଥିବା କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥ କାର୍ଯ୍ୟରେ ବିଳମ୍ବକୁ ନେଇ ବଢ଼ୁଛି ଅସନ୍ତୋଷ। ବାରମ୍ବାର ଠିକା ସଂସ୍ଥା ବଦଳାଯାଉଛି। ନିର୍ଦ୍ଧାରିତ ସମୟରେ କାର୍ଯ୍ୟ ଶେଷ କରାଯିବ ବୋଲି କୁହାଯାଉଛି। ହେଲେ ସମ୍ପ୍ରସାରଣ କାମ ତ...

ପୋଖରୀ ଖୋଳାରେ ଅନିୟମିତତା ଅଭିଯୋଗ

ବଇଣ୍ଡା,୯।୬(ଡି.ଏନ.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଆମ୍ବସରମୁଣ୍ଡା ପଞ୍ଚାୟତରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନାରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ୧୫ ଦିନ ହେବ ପଞ୍ଚାୟତର ଫୁଲରିବଣିଆ, ନବଦୀପପୁର ଗ୍ରାମରେ ୧୦ ଲକ୍ଷ ଟଙ୍କା...

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପ୍ରହସନ: ଜେସିବି ଖୋଳୁଛି ପୋଖରୀ

ଜଗତସିଂହପୁର ଅଫିସ, ୯ା୬: କେନ୍ଦ୍ର ସରକାର ଗରିବ ଲୋକଙ୍କୁ ଶ୍ରମ ଦେବା ପାଇଁ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌) ପ୍ରଣୟନ କରିଛନ୍ତି । ଏହାଦ୍ୱାରା ଲୋକଙ୍କୁ ଶ୍ରମ ଦିଆଯିବା ସମ୍ଭବ ହୋଇପାରିବ । କିନ୍ତୁ...

ବାଂଲାଦେଶୀ ଅନୁପ୍ରବେଶକାରୀ ଭର୍ତ୍ତି ହୋଇଛନ୍ତି

କେନ୍ଦ୍ରାପଡ଼ା ଅଫିସ,୯ା୬: ଲାଇସେନ୍ସପ୍ରାପ୍ତ ଠିକାଦାରଙ୍କ ମାଧ୍ୟମରେ ପ୍ରାୟ ୩୦ ହଜାର ଶ୍ରମିକ ଅନ୍ୟ ରାଜ୍ୟରୁ ଆସି ଓଡ଼ିଶାରେ କାର୍ଯ୍ୟ କରୁଛନ୍ତି। ଏମାନଙ୍କ ମଧ୍ୟରୁ ମାତ୍ର ୨୩ ଜଣ ଓଡ଼ିଶାର ଅଛନ୍ତି। ଶ୍ରମ ବିଭାଗର ଏହି ତଥ୍ୟ କେନ୍ଦ୍ରାପଡ଼ା ଜିଲା ବାହାର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri