ଆମ ଜିଲା ଖବର

ଜିଏସଟି ଟିମର ଚଢ଼ାଉ, ୭୦ ହଜାର ଟଙ୍କା ଜରିମାନା ଆଦାୟ

କୋକସରା,୮।୬(ଡି.ଏନ.ଏ.): କଳାହାଣ୍ଡି ସିଟିଓ ନିଳାଦ୍ରୀ ବିହାରୀ ଦାଢିଆଙ୍କ ନେତୃତ୍ୱରେ ସିଟି ଓ ଜିଏସଟି ଏନଫୋର୍ସମେଣ୍ଟ ଟିମ କୋକସରା ପେଟ୍ରୋଲ ପମ୍ପ ନିକଟରେ ସନ୍ଦେହରେ ଏକ ମାଲ ବୋଝେଇ ପିକ୍‌ଅପ ଗାଡିକୁ ଅଟକାଇ ଯାଞ୍ଚ କରିଥିଲେ। ଯାଞ୍ଚବେଳେ ଗାଡିରେ ସୋଲାର ଷ୍ଟିଟ...

ହିଲଭିୟୁ ପାର୍କର ଦାୟିତ୍ୱ ନେବେ ସ୍ବୟଂ ସହାୟକ ଗୋଷ୍ଠୀ

ଦାରିଙ୍ଗବାଡି,୮।୬(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡି ସାଞ୍ଜାସରୁ ଉନ୍ନୟନ ଟ୍ରଷ୍ଟର ବୈଠକ ଗୁରୁବାର ଦାରିଙ୍ଗବାଡ଼ି ବିଡ଼ିଓଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ବାଲିଗୁଡ଼ା ଉପଜିଲାପାଳ ତଥା ଟ୍ରଷ୍ଟ ଅଧ୍ୟକ୍ଷ ଏମ୍‌ଏସ୍‌ ମଧୁମିତାଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ହୋଇଥିଲା। ବୈଠକରେ ହିଲଭିୟୁ ପାର୍କର ରକ୍ଷଣାବେକ୍ଷଣ...

କାରଖାନା ପ୍ରତିଷ୍ଠାକୁ ନେଇ ତେଜିଲା ବିରୋଧ

କେନ୍ଦୁଝର,୮ା୬(ସ୍ବ.ପ୍ର.): ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ଏବଂ ନୂଆଗାଁ ପଞ୍ଚାୟତରେ ଏକ ଶିଳ୍ପ ପ୍ରତିଷ୍ଠାକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ତୀବ୍ର ରୂପ ନେଇଛି। ଏହି କାରଖାନାର ଜମି ଚିହ୍ନଟ ପାଇଁ ବୁଧବାର ବୀରକିଶୋରପୁର, ଗୁହାଳହିଡି,ଦାବାଙ୍କ,ବିସ୍ତାପାଳ,ରତନପୁର ଗ୍ରାମରେ ଡ୍ରୋନ୍‌ ଜରିଆରେ...

ନଳକୂପ ସ୍ଥାନାନ୍ତର ଦାବି ଜୋର ଧରିଲା

ବେଲଗୁଣ୍ଠା,୮ା୬ ଦୀର୍ଘ ବର୍ଷ ଧରି ରାସ୍ତା ମଝିରେ ଛିଡ଼ା ହୋଇଛି ନଳକୂପ। ଗ୍ରାମବାସୀଙ୍କ ବାରମ୍ବାର ଅଭିଯୋଗ ସତ୍ତ୍ୱେ ରାସ୍ତା ମଝିରୁ ଏହାକୁ ସ୍ଥାନାନ୍ତର କରିବା ପାଇଁ ବିଭାଗୀୟ ଅଧିକାରୀଙ୍କର ଆନ୍ତରିକତା ପ୍ରକାଶ ପାଉନ ଥିବାରୁ ଦିନକୁ ଦିନ ଦୁର୍ଘଟଣାର ବଢୁଛି।...

ଘରୁ ଗହଣା, ଟଙ୍କା ଚୋରି ଘଟଣାରେ ୪ ଗିରଫ

ବ୍ରହ୍ମପୁର ଅଫିସ, ୮।୬: ବଡବଜାର ଥାନା ଅନ୍ତର୍ଗତ ଫାଷ୍ଟଗେଟ ନିକଟ ଗାୟତ୍ରୀ ବିହାରରେ ସୁଶାନ୍ତ ମିଶ୍ରଙ୍କ ଘରୁ ଲୁଟେରା ଗ୍ୟାଙ୍ଗ ଗତ ୩୧ ତାରିଖ ବିଳମ୍ବିତ ରାତିରେ ଲକ୍ଷାଧିକ ଟଙ୍କାର ଗହଣା ଓ ଟଙ୍କା ଚୋରି କରିନେଇଥିଲେ। ଏହି ଘଟଣାରେ...

ନୂଆ ପିଢ଼ିର ବାଲାଷ୍ଟିକ କ୍ଷେପଣାସ୍ତ୍ର ‘ଅଗ୍ନି ପ୍ରାଇମ’ର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ,୮।୬: ଓଡ଼ିଶା ଉପକୂଳରେ ନୂଆ ପିଢ଼ିର ବାଲାଷ୍ଟିକ କ୍ଷେପଣାସ୍ତ୍ର ‘ଅଗ୍ନି ପ୍ରାଇମ’ର ସଫଳ ପରୀକ୍ଷଣ କରାଯାଇଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (ଡିଆରଡିଓ) ବୁଧବାର ସନ୍ଧ୍ୟା ୭.୩୦ରେ ଓଡ଼ିଶା ଉପକୂଳବର୍ତ୍ତୀ ଡ. ଏପିଜେ ଅବଦୁଲ କଲାମ ଦ୍ୱୀପରୁ...

ବିନା ଯାଞ୍ଚରେ ଫାଇନ୍‌ ଆଦାୟ କରୁଛି ପରିବହନ ବିଭାଗ

ସୋରଡ଼ା,୮ା୬(ଡି.ଏନ୍‌.ଏ.): ବିନା କୌଣସି ଯାଞ୍ଚରେ କିପରି ଫାଇନ ପକାଇବା ଅଭ୍ୟାସ ଆରମ୍ଭ କଲେଣି ପରିବହନ ବିଭାଗ ତା’ର ଏକ ଉଦାହରଣ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ସୋରଡ଼ା ଠାରେ। ଏଠାକାର କବିରାଜ ସାହିର ଏମ୍‌ ସୁନୀଲ କୁମାର ଆଚାରୀ ନିଜ...

୩୦୦ କେଜି ଗଞ୍ଜେଇ ଜବତ, ଧରାପଡ଼ିଲେ ୨ ଅଭିଯୁକ୍ତ

ବ୍ରହ୍ମପୁର ଅଫିସ,୮।୬- ଅବକାରୀ ଗୋଇନ୍ଦା ଡେପୁଟି କମିଶନର ଡମ୍ବୁରଧର ଖଣ୍ଡାଙ୍କ ନିର୍ଦ୍ଦେଶ କ୍ରମେ ଅବକାରୀ ଟିମ୍‌ ସଦର ଥାନା ଅଧୀନ ବାଲିପଡା ଛକରୁ ଗୁରୁବାର ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି। ଏପରିକି ୨ଜଣ ଚାଲାଣକାରୀଙ୍କୁ ଅବକାରୀ ଟିମ୍‌ କାବୁ...

ପ୍ରାଣୀ ଚିକିତ୍ସାଳୟରେ କର୍ମଚାରୀ ନିଯୁକ୍ତି ଦିଆଯାଉ

ଲାଠୋର, ୮ା୬(ଡି.ଏନ୍‌.ଏ.): ବଲାଙ୍ଗିର ଜିଲା ଖପ୍ରାଖୋଲ ବ୍ଲକ ଅଧିନ ଲାଠୋର ପ୍ରାଣୀ ଚିକିତ୍ସାଳୟରେ ବର୍ଷ ବର୍ଷ ଧରି ବିଭିନ୍ନ ପଦବୀ ଖାଲି ପଡ଼ିରହିଥିଲେ ମଧ୍ୟ ସେଠାରେ ନିଯୁକ୍ତି ଦିଆଯାଉ ନାହିଁ। ଫଳରେ ସ୍ଥାନୀୟ ଜନସାଧାରଣ ଗାଈ, ବଳଦ, ଛେଳି, ମେଣ୍ଢା...

ପୋଖରୀରେ ବୁଡ଼ି ଦୁଇ ମହିଳାଙ୍କ ଜୀବନ ଗଲା

ଜି.ଉଦୟଗିରି,୮ା୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି. ଉଦୟଗିରି ବ୍ଲକ ଅନ୍ତର୍ଗତ ଲିଙ୍ଗାଗଡ଼ ପଞ୍ଚାୟତ ଲିଙ୍ଗାଗଡ଼ ଗ୍ରାମ ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। କୁତୁଲୁମା ପୋଖରୀ ପାଣିରେ ଗୋଡ଼ ଖସି ଦୁଇ ଜଣ ମହିଳା ପାଣିରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ମୃତକ...

ରାସ୍ତା ନିର୍ମାଣ କାର୍ଯ୍ୟ ନିମ୍ନ ମାନର ଅଭିଯୋଗ, ତଦନ୍ତ ନିର୍ଦ୍ଦେଶ ଦେଲେ କାର୍ଯ୍ୟନିର୍ବାହୀ ଅଧିକାରୀ

ଗଞ୍ଜାମ,୮।୬(ଡିଏନଏ )ଗଞ୍ଜାମ ଏନଏସି ଅନ୍ତର୍ଗତ ୱାର୍ଡ ନଂ ୯ ବରପଲି ରାସ୍ତା ନିର୍ମାଣ କାର୍ଯ୍ୟ ନିମ୍ନ ମାନର ବୋଲି ଗ୍ରାମବାସୀ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ପାଖରେ ଅଭିଯୋଗ କରିଥିଲେ । ଅଭିଯୋଗ ପରେ ଏନଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ଅବିନାଶ...

ଗଛକଟାକୁ ନେଇ ଗଣ୍ଡଗୋଳ: ତିଲେଇମାଲ ଗ୍ରାମ ପୁରୁଷଶୂନ୍ୟ

ଅମରପାଲି, ୮ା୬(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନାର ଏଏସଆଇ ଗୌରହରି ମେହେରଙ୍କୁ ତିଲେଇମାଲ ଗ୍ରାମର କେତେଜଣ ବ୍ୟକ୍ତି ଆକ୍ରମଣ କରିବା ସହିତ ମାଡ ମାରିଛନ୍ତି। ତେବେ ଗ୍ରାମବାସୀଙ୍କ ଅଭିଯୋଗ ଅନୁଯାୟୀ, ସାଧା ପୋଷାକରେ ତଦନ୍ତ ପାଇଁ ଆସିଥିବା ଏଏସଆଇଙ୍କ ତଦନ୍ତ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri