ଆମ ଜିଲା ଖବର

ରାସ୍ତା ନିର୍ମାଣ କାର୍ଯ୍ୟ ନିମ୍ନ ମାନର ଅଭିଯୋଗ, ତଦନ୍ତ ନିର୍ଦ୍ଦେଶ ଦେଲେ କାର୍ଯ୍ୟନିର୍ବାହୀ ଅଧିକାରୀ

ଗଞ୍ଜାମ,୮।୬(ଡିଏନଏ )ଗଞ୍ଜାମ ଏନଏସି ଅନ୍ତର୍ଗତ ୱାର୍ଡ ନଂ ୯ ବରପଲି ରାସ୍ତା ନିର୍ମାଣ କାର୍ଯ୍ୟ ନିମ୍ନ ମାନର ବୋଲି ଗ୍ରାମବାସୀ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ପାଖରେ ଅଭିଯୋଗ କରିଥିଲେ । ଅଭିଯୋଗ ପରେ ଏନଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ଅବିନାଶ...

ଗଛକଟାକୁ ନେଇ ଗଣ୍ଡଗୋଳ: ତିଲେଇମାଲ ଗ୍ରାମ ପୁରୁଷଶୂନ୍ୟ

ଅମରପାଲି, ୮ା୬(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନାର ଏଏସଆଇ ଗୌରହରି ମେହେରଙ୍କୁ ତିଲେଇମାଲ ଗ୍ରାମର କେତେଜଣ ବ୍ୟକ୍ତି ଆକ୍ରମଣ କରିବା ସହିତ ମାଡ ମାରିଛନ୍ତି। ତେବେ ଗ୍ରାମବାସୀଙ୍କ ଅଭିଯୋଗ ଅନୁଯାୟୀ, ସାଧା ପୋଷାକରେ ତଦନ୍ତ ପାଇଁ ଆସିଥିବା ଏଏସଆଇଙ୍କ ତଦନ୍ତ...

ଲଳିତାଙ୍କୁ ମେଡିକାଲରେ ଭର୍ତ୍ତି କଲା ପ୍ରଶାସନ

ନୂଆପଡ଼ା ଅଫିସ, ୮ା୬: ନୂଆପଡା ଜିଲା କୋମନା ବ୍ଲକ ଅନ୍ତର୍ଗତ ପଲସିପାଣି ପଞ୍ଚାୟତ କାଶିପଲା ଗାଁ ଲଳିତା ଶବରଙ୍କ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ। ମା’ଙ୍କ ଚିକିତ୍ସା ପାଇଁ ହାଇଦ୍ରାବାଦକୁ ଦାଦନ ଖଟିବାକୁ ଯାଇଛନ୍ତି ଝିଅ, ପୁଅ ସମ୍ପର୍କିତ...

ମା’ ବାପାଙ୍କ ପ୍ରତିପୋଷଣ ପାଇଁ ଭିକ୍ଷାବୃତ୍ତି କରୁଛି ପୁଅ

ରାଉରକେଲା ଅଫିସ, ୮ା୬: ରାଉରକେଲା ବେଦବ୍ୟାସର ଗୋପାପାଳୀ ଝରାପଡ଼ାର ଜଣେ ୧୭ବର୍ଷର ବାଳକ ଦୁର୍ବଳ ଅବସ୍ଥାରେ ନିଜ ମା’ ବାପାଙ୍କ ପ୍ରତିପୋଷଣ ପାଇଁ ଭିକ୍ଷାବୃତ୍ତି କରୁଛନ୍ତି। କ୍ରିିଷ୍ଣା ଝରା ଜନ୍ମରୁ ଅଜଣା ରୋଗରେ ଆକ୍ରାନ୍ତ ହୋଇ ମରି ମରି ବଂଚୁଛନ୍ତି।...

ପାଉଁଶ ଡମ୍ପିଂ ଦ୍ବାରା ପରିବେଶ ପ୍ରଦୂଷିତ

କୁଚିଣ୍ଡା, ୮ା୬(ଡି.ଏନ୍‌.ଏ.): କୁଚିଣ୍ଡା ବାଇପାସ୍‌ ରାସ୍ତା ୪୯ ନମ୍ବର ଜାତୀୟ ରାଜପଥ ନିକଟରେ ଝାରସୁଗୁଡ଼ା କାରଖାନାରୁ ନିର୍ଗତ ପାଉଁଶ ଡମ୍ପିଂ ହେଉଥିବା ଅଭିଯୋଗ ହୋଇଛି। ଫଳରେ ଆଖପାଖ ଅଞ୍ଚଳ ପ୍ରଦୂଷିତ ହେବାରୁ ଜନସାଧାରଣ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଭଳି...

ପର୍ଯ୍ୟଟନକ୍ଷେତ୍ର ଦାରିଙ୍ଗବାଡି ପାଲଟିଛିି ଅପରାଧୀଙ୍କ ଆଡ୍ଡାସ୍ଥଳୀ

ଦାରିଙ୍ଗବାଡି,୮।୬(ଡି.ଏନ.ଏ): ପର୍ଯ୍ୟଟନକ୍ଷେତ୍ର ଦାରିଙ୍ଗବାଡି ଅପରାଧୀଙ୍କ ଆଡ୍ଡାସ୍ଥଳୀ ପାଲଟି ଗଲାଣି। ଅପରାଧ ଘଟାଇ ସେଠାରେ ଲୁଚି ରହୁଛନ୍ତି। କନ୍ଧମାଳ ଜିଲା ଦାରିଙ୍ଗବାଡିର ଏକ ହୋଟେଲରେ ୩ ଜଣ ଅପରାଧୀ ଲୁଚିରହିଥିଲେ।ଖବର ପାଇ ମଙ୍ଗଳବାର ସଂଧ୍ୟାରେ ଭୁବନେଶ୍ୱର କମିଶନରେଟ ପୋଲିସ ସ୍ଥାନୀୟ ପୋଲିସ...

ପୋଲିସ ଏସ୍‌ଆଇଙ୍କ ନାମରେ ଦୁର୍ବ୍ୟବହାର ଅଭିଯୋଗ

ସମ୍ବଲପୁର୍‌, ୮ା୬(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଥାନା ଭାରପ୍ରାପ୍ତ ଅଧିକାରୀଙ୍କ ନାମରେ ଜଣେ ମହିଳା ଦୁର୍ବ୍ୟବହାର ଅଭିଯୋଗ ଆଣିଛନ୍ତି। ବୁର୍ଲା ଥାନା ଅନ୍ତର୍ଗତ କିରବା ଅଞ୍ଚଳର ପରମିତା ଧଳ ନାମ୍ନୀ ମହିଳା ବୁଧବାର ପୋଲିସ ଅଧିକାରୀ ଅଭିନ୍ନ ମିଶ୍ରଙ୍କ ନାମରେ...

କେନାଲ କାମକୁ ନେଇ ଚାଷୀ ଅସନ୍ତୋଷ

ସମ୍ବଲପୁର୍‌, ୮ା୬(ବ୍ୟୁରୋ): ଯୁଯୁମୁରା ବ୍ଲକରେ କ୍ଷୁଦ୍ର ଜଳସେଚନ (ଏମ୍‌ଆଇ) ବିଭାଗ ପକ୍ଷରୁ ପ୍ରାୟ ୮୦ ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣ ହେଉଥିବା କେନାଲ କାମରେ ବ୍ୟାପକ ଅନିୟମିତତା ହେଉଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ସ୍ଥାନୀୟ ଚାଷୀମାନେ ଅସନ୍ତୋଷ ପ୍ରକାଶ...

ଆଶାଜନକ ନୁହେଁ ଧାନର ଏମ୍‌ଏସ୍‌ପି ବୃଦ୍ଧି

ବରଗଡ଼ ଅଫିସ୍‌, ୮ା୬: କେନ୍ଦ୍ର ସରକାର ବୁଧବାର ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି କରିଛନ୍ତି। ସାଧାରଣ ଧାନ କୁଇଣ୍ଟାଲ ପ୍ରତି ୨୦୪୦ ଟଙ୍କାରୁ ୨୧୮୩ ଟଙ୍କା ଏବଂ ଗ୍ରେଡ୍‌-ଏ(ଏଫଏକ୍ୟୁ) ଧାନ କୁଇଣ୍ଟାଲ ପ୍ରତି ୨୦୬୦ ଟଙ୍କାରୁ ୨୨୬୩ ଟଙ୍କାକୁ...

ସହର ସାରା ଦେଶୀ ମଦ ପାଉଚ ବିକ୍ରି

ରାଉରକେଲା ଅଫିସ, ୮ା୬: ରାଉରକେଲା ସହରରେ ପ୍ରାୟ ୧୪ ମାସ ହେଲା ଲାଇସେନ୍ସପ୍ରାପ୍ତ ଦେଶୀ ମଦଭାଟି ଖୋଲୁନାହିଁ। ତଥାପି ସହର ସାରା ଦେଶୀ ମଦ ପାଉଚ ବିକ୍ରି ଚାଲିଛି। ଦେଶୀ ମହୁଲି ମଦ ଚୋରା କାରବାର ଓ ଦେଶୀ ମଦ...

ସ୍କାନରରେ ୯ ଅଧିକାରୀ, କର୍ମଚାରୀ

ବାଲେଶ୍ୱର ଅଫିସ, ୮ା୬: ବାଲେଶ୍ୱର ଜିଲା ବାହାନଗା ନିକଟରେ ଗତ ୨ତାରିଖ ସନ୍ଧ୍ୟାରେ ଘଟିଥିବା ଭୟଙ୍କର ରେଳ ଦୁର୍ଘଟଣାର ତଦନ୍ତ ଦାୟିତ୍ୱ ସିବିଆଇ ହାତକୁ ନେଇଛି। ବୁଧବାର ଦ୍ୱିତୀୟ ଦିନରେ ସିବିଆଇ ସହିତ ଫୋରେନସିକ୍‌ ଟିମ୍‌ ବାହାନଗା ଷ୍ଟେଶନ ନିକଟ...

ଭଙ୍ଗା ଛଣ ଛପର କୁଡ଼ିଆରେ ବିତୁଛି ଜୀବନ

ଦଶମନ୍ତପୁର, ୮ା୬ ( ଡି.ଏନ.ଏ.) କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ପିଣ୍ଡାପଦର ପଞ୍ଚାୟତର ଦେଓଖଡ଼କ ଗ୍ରାମର ଡମୁଣୀ ପ୍ରଧାନୀ । ବୟସ ୮୫ ଟପିଲାଣି। ୨ ବର୍ଷ ତଳେ ବର୍ଷାରେ ଭୁଶୁଡ଼ିଥିବା ଭଙ୍ଗା ଛଣ ଛପର କୁଡ଼ିଆରେ ଦୟନୀୟ ଭାବେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri