ଆମ ଜିଲା ଖବର

ଖବର ପ୍ରକାଶ ପରେ ଶିଶୁକନ୍ୟାଙ୍କ ଘରେ ପହଞ୍ଚତ୍ଲେ ବିଡିଓ, ସ୍ବାସ୍ଥ୍ୟ ବିଭାଗ ଅଧିକାରୀ

ପଡିଆ, ୮ା୬(ଡି.ଏନ୍‌.ଏ.): ‘ଅଜଣା ରୋଗରେ ଛଟପଟ ଶିଶୁକନ୍ୟା’ ଖବର ଧରିତ୍ରୀରେ ପ୍ରକାଶ ପାଇବା ପରେ ପଡିଆ ବିଡିଓ ଓ ସ୍ବାସ୍ଥ୍ୟ ବିଭାଗ ଅଧିକାରୀ ଶିଶୁକନ୍ୟାଙ୍କ ଘରେ ପହଞ୍ଚତ୍ ସହାୟତା ଦେଇଛନ୍ତି। ଶିଶୁକନ୍ୟାର ଚିକିତ୍ସା ଲାଗି ସମସ୍ତ ପଦକ୍ଷେପ ନିଆଯିବ ବୋଲି...

ରାସ୍ତା କଡ଼ ଧାନ ମିଲ୍‌ ଯୋଗୁ ବଢ଼ୁଛି ପ୍ରଦୂଷଣ

ତେନ୍ତୁଳିଖୁଣ୍ଟ,୮ା୬( ଡି.ଏନ୍‌.ଏ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଳକ ଅଞ୍ଚଳର ରାସ୍ତା କଡରେ ବଡ଼ ବଡ଼ ଧାନ ମିଲ ଓ ବ୍ଲକ ମାର୍କେଟ ସ୍ଥାନରେ ପଲିଥିନର ବହୁଳ ବ୍ୟବହାର ଯୋଗୁ ଦିନକୁ ଦିନ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ନିୟନ୍ତ୍ରଣ...

ଦୁର୍ବଳ ପ୍ରଦର୍ଶନ ଦାୟୀ

ବ୍ୟାଙ୍କ ହେଉ କି ବଜାର, ଗଁା ହେଉ କି ସହର, ସବୁଠି ସକ୍ରିୟ ଏରାଗୋଲା ଗ୍ୟାଙ୍ଗ। ସୁଯୋଗ ପାଇବା ମାତ୍ରେ ଝାମ୍ପି ନେଉଛନ୍ତି ଟଙ୍କା ବ୍ୟାଗ। ଡିକି ଭାଙ୍ଗି କରୁଛନ୍ତି ଲୁଟ୍‌। ବିରୋଧ କଲେ ଆଖିରେ ଲଙ୍କା ଗୁଣ୍ଡ ପକାଉଛନ୍ତି।...

ଟେନଶନ ବଢ଼ାଉଛି ହରିପୁର ଗୋଷ୍ଠୀ ବିବାଦ

ନୟାଗଡ଼ ଅଫିସ,୮ା୬: ନୟାଗଡ଼ ଜିଲା ଇଟାମାଟି ଥାନାର ହରିପୁର ଗଁାରେ ଗତ ୪ ତାରିଖରେ ଗୋଷ୍ଠୀ ସଂଘର୍ଷ ପରେ ବିବାଦ ବଢ଼ି ଚାଲିଛି । ଗଁାରେ ୧ ପ୍ଲାଟନ୍‌ ଫୋର୍ସ ମୁତୟନ ଥିବାବେଳେ ଏସ୍‌ପି ଓ ଏସ୍‌ଡିପିଓ ଏହାର ସମୀକ୍ଷା...

ବଦଳାଯାଉନି ପୁରୁଣା ପାଇପ୍‌

ନୟାଗଡ଼ ଅଫିସ,୮ା୬: ନୟାଗଡ଼ ମେଗା ପାନୀୟ ଜଳପ୍ରକଳ୍ପ କାର୍ଯ୍ୟରେ ନୟାଗଡ଼ ସହରର ବିଭିନ୍ନ ସ୍ଥାନରେ ନୂଆ ପାଇପ୍‌ ବଦଳରେ ପୂରୁଣା ପାଇପ୍‌ ପକା ଯାଉଥିବା ଅଭିଯୋଗ ଉଠିଛି । ସାଧାରଣତଃ ଜଙ୍କସନ ସ୍ଥାନରେ ଏପରି ଅନିୟମିତତା କରାଯାଉଛି । ନୟାଗଡ଼...

ନୈରାଶ୍ୟଜନକ ସ୍ଥିତିରେ କୃଷି ସେନ୍‌ସସ୍‌

କେନ୍ଦ୍ରାପଡ଼ା ଅଫିସ,୮ା୬: କରୋନା କଟକଣା କାରଣରୁ ବନ୍ଦ ଥିବା ୧୧ତମ କୃଷି ସେନ୍‌ସସ୍‌ ୨୦୨୨ ଅଗଷ୍ଟ ମାସରେ ଆରମ୍ଭ ହେଲା। ୫ ବର୍ଷରେ ଥରେ ଅନୁଷ୍ଠିତ ହେଉଥିବା ଏହି ସେନ୍‌ସସ୍‌ ଦେଶର କୃଷି ଅର୍ଥନୀତି ପାଇଁ ବେଶ୍‌ ଗୁରୁତ୍ୱପୂର୍ଣ୍ଣ। ଇତିମଧ୍ୟରେ...

ଲୋପ ପାଇବ କୁଣ୍ଡପାଟଣାର ପିତଳ କାରିଗରୀ

ଧର୍ମଶାଳା,୮ା୬(ଡି.ଏନ.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ୍‌ ଅଧୀନ କୁଣ୍ଡପାଟଣା ଗଁାରୁ ଏବେ ପିତଳ କାରିଗରି ଲୋପ ପାଇବାକୁ ବସିଛି। ପିତଳ କାରିଗରି ପାଇଁ ଏହି ଗଁା ରାଜ୍ୟରେ ପ୍ରସିଦ୍ଧିଲାଭ କରିଥିଲା। ଗଁାରେ ପୂର୍ବରୁ ୧୦୬ ପରିବାର ଶାଳ କରି ପିତଳ...

ଏସ୍‌ଏଚ୍‌ଜିଙ୍କ ପାଇଁ ୫ ବର୍ଷରେ ଖର୍ଚ୍ଚ ହେବ ୫ହଜାର କୋଟି

ନିମାପଡ଼ା,୮ା୬(ଡି.ଏନ୍‌.ଏ.): ରାଜ୍ୟରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କ ପାଇଁ ରାଜ୍ୟ ସରକାର ୫ ବର୍ଷ ମଧ୍ୟରେ ୫ହଜାର କୋଟି ଟଙ୍କା ବିନିଯୋଗ କରିବେ। ସୁରକ୍ଷା(୧) ପଞ୍ଚାୟତସ୍ତରୀୟ ମହିଳା ମହାସଂଘର ସାଧାରଣ ବୈଠକରେ ମୁଖ୍ୟ ଅତିଥି ଭାବେ ବିଧାୟକ ସମୀର ରଞ୍ଜନ...

କର୍ଡନ ଭିତରେ ରହିବେ ସୀମିତ ସଂଖ୍ୟକ ପାସ୍‌ଧାରୀ

ପୁରୀ ଅଫିସ,୮ା୬: ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାକୁ ଶୃଙ୍ଖଳିତ ଭାବେ ସମ୍ପନ୍ନ କରିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜାରି ରହିଛି। ଆସନ୍ତା ୨୦ ତାରିଖରେ ରଥଯାତ୍ରା ହେବାକୁ ଯାଉଥିବା ବେଳେ ସମସ୍ତ ନୀତିକାନ୍ତି, ଦର୍ଶନ ବ୍ୟବସ୍ଥା, ଯାତାୟାତ ଆଦି ଯେପରି...

ସରୁନି ବୋଟିଂ, ପାର୍କ ଓ ସ୍ମାର୍ଟ ଶ୍ମଶାନ କାମ

ଖୋର୍ଦ୍ଧା ଅଫିସ,୮ା୬: ଖୋର୍ଦ୍ଧା ପୌର ପରିଷଦ (କେଏମ୍‌ସି) ଏକପ୍ରକାର ସ୍ଥାଣୁ ପାଲଟିଛି। ସହରବାସୀଙ୍କଠାରୁ ବର୍ଷକୁ ବିଭିନ୍ନ ବାବଦକୁ କେଏମ୍‌ସି ପକ୍ଷରୁ ଲକ୍ଷାଧିକ ଟଙ୍କା ରାଜସ୍ବ ଆଦାୟ କରାଯାଉଛି। ମାତ୍ର ସହରବାସୀଙ୍କୁ ମୌଳିକ ସୁବିଧା ମିଳୁନାହିଁ। ଖୋର୍ଦ୍ଧା ସହରର ପରିମଳ, ରାସ୍ତାଘାଟ...

ବିପର୍ଯ୍ୟୟ ମୁକାବିଲା ପାଇଁ ମାଇକ୍ରୋ ପ୍ଲାନ୍‌ ପ୍ରସ୍ତୁତ ହେବ

କଟକ ଅଫିସ,୮ା୬: ପ୍ରାକୃତିକ ବିପର୍ଯ୍ୟୟ ଓ ସହରରେ ବର୍ଷାଜନିତ ଜଳବନ୍ଦୀର ମୁକାବିଲା ପାଇଁ ବୁଧବାର ଚୌଧୁରୀବଜାରସ୍ଥିତ ବିଜୁ ଭବନରେ କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ମେୟର ସୁବାସ ସିଂ ଏଥିରେ ପୌରୋହିତ୍ୟ...

ଘର ପୋଡ଼ିଦେଲେ ଦୁର୍ବୃତ୍ତ

ସଇଁତଲା, ୭।୬ (ଡି.ଏନ.ଏ): ବଲାଙ୍ଗୀର ଜିଲା ସଇଁତଲା ଥାନା ଅଧୀନ ଟିକ୍ରାପଡ଼ା ଫାଣ୍ଡି ଦୁକାଲଘାଟ ଗ୍ରାମରେ କେତେଜଣ ଦୁର୍ବୃତ୍ତ ଜଣକଙ୍କ ଘର ପୋଡ଼ିଦେବା ସହ ଜୀବନରେ ମାରିଦେବା ନେଇ ଧମକ ଦେଇଥିବା ଟିକ୍ରାପଡ଼ା ଫାଣ୍ଡିରେ ଅଭିଯୋଗ ହୋଇଛି। ଅଭିଯୋଗ ଅନୁସାରେ,...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri