ଆମ ଜିଲା ଖବର

ବାହାନଗାରେ ସିବିଆଇ ଟିମ୍‌: ଅପରାଧିକ ଷଡ଼ଯନ୍ତ୍ର ନେଇ ଖୋଳତାଡ଼

ବାଲେଶ୍ୱର ଅଫିସ,୬।୬: ବାଲେଶ୍ୱର ଜିଲା  ବାହାନଗା ଟ୍ରେନ୍‌ ଦୁର୍ଘଟଣାସ୍ଥଳରେ ସିବାଇ ଟିମ୍‌ ପହଞ୍ଚିଛନ୍ତି। ସେଠାରେ ସେମାନେ ପହଞ୍ଚି ସ୍ଥିତି  ଅନୁଧାନ କରୁଛନ୍ତି।  ସିବିଆଇର ଏହି  ସ୍ବତନ୍ତ୍ର ଟିମ କେମିତି ଓ କେଉଁ ପରିସ୍ଥିତିରେ ଦୁର୍ଘଟଣା ଘଟିଲା ସେ ନେଇ ତଦନ୍ତ...

ରୂପଦେଈପୁରରେ ନାଗାଯାତ୍ରା ଆରମ୍ଭ

ପିପିଲି,୬।୬(ଡି.ଏନ୍‌.ଏ.): ପିପିଲି ବ୍ଲକ ଅଧୀନ ରୂପଦେଇପୁରରେ ଓଡ଼ିଶା ପ୍ରସିଦ୍ଧ ନାଗାଯାତ୍ରା ସୋମବାର ଉଦ୍‌ଘାଟିତ ହୋଇଯାଇଛି। ଏହି ଯାତ୍ରା ୨ ଦିନ ଧରି ଚାଲିବ। ଏହି ପାରମ୍ପରିକ ଯାତ୍ରାରେ ମହୁରି, ନାଗରା ବୀରବାଦ୍ୟରେ ନାଗାଧାରୀମାନେ ନାଗାନୃତ୍ୟ ପରିବେଷଣ କରିଥିଲେ। ଉଦ୍‌ଘାଟନୀ ଉତ୍ସବରେ...

ଘରକୁ ଫେରିଲେ ୨୫ ଯାତ୍ରୀ

ଭଦ୍ରକ ଅଫିସ, ୬।୬: ବାହାନଗା ରେଳ ଦୁର୍ଘଟଣାରେ ଆହତ ହୋଇ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ପରେ ୨୫ ଯାତ୍ରୀ ସୋମବାର ଡିସ୍‌ଚାର୍ଜ ହୋଇ ଘରକୁ ଫେରିଛନ୍ତି। ଜିଲା ପ୍ରଶାସନ ଝାଡ଼ଖଣ୍ଡ ଓ ବିହାରକୁ ୨, ପଶ୍ଚିମବଙ୍ଗକୁ ୨...

ଆରଡିସିଙ୍କ ନିର୍ଦ୍ଦେଶ ପରେ ବି କାର୍ଯ୍ୟାନୁଷ୍ଠାନ ଶୂନ

ବାରିପଦା ଅଫିସ,୬ା୬: ମୟୂରଭଞ୍ଜ ଜିଲା ବେତନଟୀ ତହସିଲରେ ସିଲିଂ ଉଦବୃତ୍ତ ଜମିର ବ୍ୟାପକ ଦୁର୍ନୀତି ଘଟଣାରେ ୮ ମାସ ହେଲା ତଦନ୍ତ ସରୁନାହିଁ। ଆରଡିସିଙ୍କ ତଦନ୍ତ ନିର୍ଦ୍ଦେଶ ପରେ ବି ଆଜି ପର୍ଯ୍ୟନ୍ତ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଗଲାନାହିଁ। ଏ...

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ: ଏକକାଳୀନ ୭ଟି ସ୍ଥାନରେ ଚଢାଉ

ସୁନ୍ଦରଗଡ଼/ଭଦ୍ରକ,୬।୬(ଡି.ଏନ୍‌.ଏ.): ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁନ୍ଦରଗଡ଼ ଜିଲା ଗ୍ରାମୀଣ ଉନ୍ନୟନ ବିଭାଗ ସହକାରୀ ଯନ୍ତ୍ରୀ ସଞ୍ଜୟ କୁମାର ବେହେରାଙ୍କ ଘର ସମେତ ସୁନ୍ଦରଗଡ଼ ଏବଂ ଭଦ୍ରକ ଜିଲାର ୭ଟି ସ୍ଥାନରେ ମଙ୍ଗଳାବର ଭିଜିଲାନ୍ସ ଚଢାଉ କରାଯାଇଛି। ଏହି ଚଢାଉରେ...

ସପ୍ତାହକ ପରେ ସାମୁଦ୍ରିକ କଟକଣା ହଟିବ

ମହାକାଳପଡ଼ା,୬ା୬ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳରେ ବିଦେଶାଗତ ଅତିଥି ଅଲିଭ ରିଡ଼ଲେ କଇଁଛଙ୍କ ସାମୂହିକ ଅଣ୍ଡାଦାନ ଓ ବଂଶ ବିସ୍ତାର ସ୍ବତନ୍ତ୍ର ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଏଥିପାଇଁ ନଭେମ୍ବର ୧ରୁ ଜୁନ୍‌ ୧୫ ପର୍ଯ୍ୟନ୍ତ...

ମହାନଦୀ ଜଳକୁ ନେଇ ଆଶଙ୍କାରେ ଜିଲାବାସୀ

କେନ୍ଦ୍ରାପଡ଼ା ଅଫିସ,୬ା୬: ମହାନଦୀ ଜଳ ବିବାଦର ସମାଧାନ ପାଇଁ ନିକଟରେ ଏକ ଟ୍ରିବ୍ୟୁନାଲ ସଦସ୍ୟ ଟିମ୍‌ ଓଡ଼ିଶା ଗସ୍ତ ସାରିଛନ୍ତି। ଏହି ଟିମ୍‌ର ରିପୋର୍ଟ ଉପରେ ବିବାଦର ସମାଧାନ ହେବ ବୋଲି ଆଶା ରହିଛି। ତେବେ ଏହି ଗସ୍ତ କାର୍ଯ୍ୟକ୍ରମରେ...

ଅଘୋଷିତ ବିଦ୍ୟୁତ୍‌ କାଟ୍‌କୁ ନେଇ ଚିନ୍ତା

ବାଲିଚନ୍ଦ୍ରପୁର,୬ା୬(ସ୍ବ.ପ୍ର.): ବାଲିଚନ୍ଦ୍ରପୁର ବିଦ୍ୟୁତ୍‌ ସେକ୍ସନ ଅଞ୍ଚଳରେ ୨ ସପ୍ତାହ ହେବ ଘନ ଘନ ବିଦ୍ୟୁତ୍‌ କାଟ ଚାଲିଛି । ଅଘୋଷିତ ବିଦ୍ୟୁତ୍‌ କାଟକୁ ନେଇ ଉପଭୋକ୍ତଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରୀୟା ପ୍ରକାଶ ପାଇଛି । ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ...

ଦାଣ୍ଡ ଦୁଆରେ କଚାଡ଼ ମାରିଦେଲା ଦନ୍ତା

ନିରାକାରପୁର,୬।୬(ଡି.ଏନ୍‌.ଏ.): ମଙ୍ଗଳବାର ଭୋରରେ ହାତୀ ଆକ୍ରମଣ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖୋର୍ଦ୍ଧା ରେଞ୍ଜ ଅଧୀନ ଦଲକ ଗ୍ରାମର ଦେବରାଜ ହରିଚନ୍ଦନ (୫0)। ମିଳିଥିବା ସୂଚନା ମୁତାବକ, ଦେବରାଜ ଭୋରୁ ଉଠି ଦାଣ୍ଡ ଦୁଆରକୁ ଆସିଥିଲେ। ସେତିକିବେଳେ...

କାର୍ଟୁନିଷ୍ଟ ଅଶ୍ୱିନୀ-ଅବନୀଙ୍କୁ ସ୍ବତନ୍ତ୍ର ପୁରସ୍କାର

ବଲାଙ୍ଗୀର ଅଫିସ, ୬ା୬: ଛତିଶଗଡ଼ ପରିବେଶ ସଂରକ୍ଷଣ ମଣ୍ଡଳ ଏବଂ ରାୟପୁର(ଛତିଶଗଡ଼)ରୁ ପ୍ରକାଶିତ ମାସିକ କାର୍ଟୁନ୍‌ ପତ୍ରିକା ‘କାର୍ଟୁନ୍‌ ୱାଚ୍‌’ର ମିଳିତ ଆବାହକତ୍ୱରେ ଆୟୋଜିତ ସର୍ବଭାରତୀୟସ୍ତରୀୟ କାର୍ଟୁନ୍‌ ପ୍ରତିଯୋଗିତାରେ ଓଡ଼ିଶାର କାର୍ଟୁନିଷ୍ଟ ଭ୍ରାତୃଦ୍ୱୟ ଅଶ୍ୱିନୀ-ଅବନୀଙ୍କ ଏକ କାର୍ଟୁନ୍‌ ସ୍ବତନ୍ତ୍ର ପୁରସ୍କାର...

ଫିରିଙ୍ଗିଆ ବ୍ଲକ ଉପାଧ୍ୟକ୍ଷଙ୍କ ସମେତ ୬ ଗିରଫ

ଫୁଲବାଣୀ ଅଫିସ/ଫିରିଙ୍ଗିଆ, ୬ା୬: କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଉପାଧ୍ୟକ୍ଷ ଅଜିତ ସାହୁ ନିଖୋଜ ଘଟଣାକୁ ନେଇ ତୁମ୍ବିତୋଫାନ ଚାଲିଥିବା ବେଳେ ପୋଲିସ ସୋମବାର ସନ୍ଧ୍ୟାରେ ଏହି ରହସ୍ୟ ଉପରୁ ପରଦା ହଟାଇଛି। ଲୋକମାନଙ୍କ ସହାନୁଭୂତି ପାଇବା ପାଇଁ ଅଜିତ୍‌...

ଭିଜିଲାନ୍ସକୁ ତଦନ୍ତ ନିର୍ଦ୍ଦେଶ ଦେଲେ ଲୋକାୟୁକ୍ତ

ଯାଜପୁର ଅଫିସ,୬ା୬: ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ଲୁଣିବର ପାହାଡ଼ର କଳାପଥର ଖାଦାନରେ ଗତ ୩୧ ତାରିଖ ମଧ୍ୟରାତ୍ରିରେ ଜଣେ ଶିଶୁ ଶ୍ରମିକଙ୍କ ସହ ୨ ଜଣଙ୍କ ମୃତ୍ୟୁ ଘଟିଥିଲା । ଏହି ଘଟଣାରେ ଓଡ଼ିଶା ଲୋକାୟୁକ୍ତ ନିଜ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri