ଆମ ଜିଲା ଖବର

ଅନ୍ୟଜମିକୁ ନିଜର ଦର୍ଶାଇ କରାଯାଇଛି ଫସଲ ବୀମା, ଥାନାରେ ମାମଲା, ପୋଲିସର ତନାଘନା

ଲାଠୋର,୩ା୬(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧିନ ବେନ୍ଦେର ଗ୍ରାମର ଶେଷଦେବ ପଧାନଙ୍କ ଜମିକୁ ନିଜର ଦର୍ଶାଇ କେତେଜଣ ଫସଲ ବୀମା କରିଛନ୍ତି। ପ୍ରକୃତ ଜମି ମାଲିକ ଏହା ଜାଣିବା ପରେ ଲାଠୋର ଥାନାରେ ଏତଲା ଦେଇଥିଲେ। ଦଫା ୪୨୦,...

ସ୍ଥାନୀୟ ଲୋକାଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ସୋର,୩।୬(ଡି.ଏନ.ଏ):ବାହାନଗାରେ ହୋଇଥିବା ଛାତିଥରା ଟ୍ରେନ ଦୂର୍ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥିଲେ। ତେବେ ସେଠାରେ ପହଞ୍ଚି ସେ ସ୍ଥିତି ଅନୁଧ୍ୟାନ କରିବା ସହ ସେ ସ୍ଥାନୀୟ ଲୋକଙ୍କୁ ଧନ୍ୟବାଦ ଦେଇଛନ୍ତି। ସ୍ଥାନୀୟ ଲୋକ ଦୂର୍ଘଟଣାସ୍ଥଳରେ...

ଟ୍ରେନ ଦୁର୍ଘଟଣା: ୨୮୮ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା, ଉଦ୍ଧାର କାର୍ଯ୍ୟ ଜାରି…

ସୋର,୩।୬(ଡି.ଏନ.ଏ): ବାହାନଗା ଷ୍ଟେଶନ ନିକଟରେ ଘଟିଥିବା ଟ୍ରେନ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୨୮୮କୁ ବୃଦ୍ଧି ପାଇଥିବା ବେଳେ ପ୍ରାୟ ୯୦୦ରୁ ଅଧିକ ଆହତ ହୋଇଛନ୍ତି। ବର୍ତ୍ତମାନ ଉଦ୍ଧାର କାର୍ଯ୍ୟ ଚାଲିଥିବାରୁ ମୃତ୍ୟୁସଂଖ୍ୟା ଆଗକୁ ବଢିବା ନେଇ ଆଶଙ୍କା କରାଯାଉଛି। ସ୍ଥାନୀୟ ଲୋକ,...

ରକ୍ତ ଦେବାକୁ ଲମ୍ବାଧାଡ଼ି

ଭଦ୍ରକ ଅଫିସ, ୩।୬: ଆହତମାନଙ୍କ ପାଇଁ ରକ୍ତର ଆବଶ୍ୟକତାକୁ ଲକ୍ଷ୍ୟ କରି ବିଭିନ୍ନ ସ୍ବେଚ୍ଛାସେବୀ ସଙ୍ଗଠନର କର୍ମକର୍ତ୍ତା, ମହିଳା ଏବଂ ଯୁବତୀ ଯୁବକ ସ୍ବେଚ୍ଛାକୃତ ଭାବେ ରକ୍ତ ଦେବାକୁ ଆଗେଇ ଆସିଥିଲେ। ରକ୍ତଭଣ୍ଡାରରେ ରକ୍ତଦାନ କରିବା ପାଇଁ ଲୋକଙ୍କ ଲମ୍ବାଧାଡ଼ି...

ଘଟଣାସ୍ଥଳରେ ମୁଖ୍ୟମନ୍ତ୍ରୀ: ସ୍ଥିତି ଅନୁଧ୍ୟାନ କଲେ, ଆହତଙ୍କୁ ଭେଟିଲେ

ସୋର,୩।୬(ଡି.ଏନ.ଏ): ବାହାନଗା ଷ୍ଟେଶନ ନିକଟରେ ଘଟିଥିବା ଟ୍ରେନ ଦୁର୍ଘଟଣାସ୍ଥଳରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ସେହିପରି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ତଦାରଖ କରିଥିବା ଜଣାପଡିଛି। ମୁଖ୍ୟମନ୍ତ୍ରୀ ଘଟଣାସ୍ଥଳ ଅନୁଧ୍ୟାନ...

ପ୍ୟାଲେସ୍‌ ଯିବି, ସୁରକ୍ଷା ଦିଅ

ବଲାଙ୍ଗୀର ଅଫିସ, ୩ା୬: ବଲାଙ୍ଗୀର ରାଜପରିବାର ସଦସ୍ୟ ତଥା ବିଜେଡି ଯୁବନେତା ଅର୍କେଶ ନାରାୟଣ ସିଂଦେଓ ଓ ତାଙ୍କ ସ୍ତ୍ରୀ ଅଦ୍ରିଜା ମଞ୍ଜରୀ ସିଂଦେଓଙ୍କ ବିବାଦ ଦିନକୁ ଦିନ ତେଜିବାରେ ଲାଗିଛି। ଏବେ ଅଦ୍ରିଜା ମଞ୍ଜରୀ ବଲାଙ୍ଗୀର ଏସ୍‌ପିଙ୍କୁ ଦେଇଥିବା...

ଦୁର୍ଗମ ଅଞ୍ଚଳରେ ପହଞ୍ଚିଲା ସ୍ବାସ୍ଥ୍ୟ ବିଭାଗ ଟିମ୍‌

ତଳଗାଁ,୩ା୬(ଡି.ଏନ.ଏ.): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ତଳଗାଁ ପଞ୍ଚାୟତର ୫ଟି ପାହାଡ଼ ଡେଇଁଲେ ପଡେ ରାଣୀସାହି । ଶୁକ୍ରବାର ଜିଲାସ୍ତରରୁ ସ୍ବାସ୍ଥ୍ୟ ବିଭାଗ ଅଧିକାରୀଙ୍କ ପାଦ ପଡିଥିଲା ରାଣୀସାହି ଗ୍ରାମରୋ ଡ. ସଂଘମିତ୍ରା ପଣ୍ଡା, ଡ. ମଦନମୋହନ ପ୍ରଧାନ, ଡ....

ରାଉରକେଲାରୁ ବିମାନ ଚଳାଚଳ ଉପରେ ସଙ୍କଟ ଘନେଇଲା

ରାଉରକେଲା ଅଫିସ,୩ା୬: ଶିଳ୍ପ ରାଜଧାନୀ ତଥା ସ୍ମାର୍ଟ ସିଟି ରାଉରକେଲା ସହ ବିମାନ ଚଳାଚଳ ନେଇ ବହୁ ଦିନରୁ ଦାବି ହୋଇଆସୁଥିଲା। ବିମାନ ସେବା ନ ଥିବା ଯୋଗୁ ଏକ୍ସଆଇଏମଏବି, ମେଡ଼ିକାଲ କଲେଜ ଓ ୨୦ ରୁ ଊର୍ଦ୍ଧ୍ୱ ବହୁମୁଖୀ...

ସମ୍ବଲପୁର ଉତ୍ତପ୍ତ ସହର

ସମ୍ବଲପୁର,୩ା୬(ବ୍ୟୁରୋ): ଗତ କିଛିଦିନ ହେବ ରାଜ୍ୟର ଆଭ୍ୟନ୍ତରୀଣ ଜିଲାଗୁଡିକରେ ତାପମାତ୍ରା ବୃଦ୍ଧି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ସକାଳ ୯ଟା ପରେ ଘରୁ ବାହାରିବା କଷ୍ଟକର ହେଉଛି। ଜରୁରୀ କାମ ନ ଥିଲେ ଲୋକେ ଘରୁ ବାହାରୁନାହାନ୍ତି। ବିଶେଷ କରି...

ଅଙ୍ଗନୱାଡି କେନ୍ଦ୍ର ଖୋଲିବା ଆଲୋଚନା ବିଫଳ

ଅମରପାଲି,୩ା୬(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଗ୍ରାମପଞ୍ଚାୟତର ରାମ୍ଭିପାଲି ଗ୍ରାମରେ ଥିବା ଅଙ୍ଗନୱାଡି କେନ୍ଦ୍ରରେ ଦୀର୍ଘ ଦେଢ଼ବର୍ଷ ହେଲା ତାଲା ପଡିଛି l କେନ୍ଦ୍ରର ବିଭିନ୍ନ ସମସ୍ୟାକୁ ନେଇ କେନ୍ଦ୍ରରେ ଗ୍ରାମର କେତେକ ମହିଳା ତାଲା ପକାଇ...

ସିଉନି ପଥର କ୍ବାରିରେ ମାପଚୁପ ଆରମ୍ଭ

ନବରଙ୍ଗପୁର,୩।୬(ବି.ପ୍ର.): ଭାରତମାଳା ସଡ଼କ ପାଇଁ ସିଉନି କ୍ବାରିରୁ ଠିକାସଂସ୍ଥା ପଥର ଖନନ କରୁଛି । ସରକାରୀ ଖଣି ନିୟମ ଉଲ୍ଲଂଘନକରି ସଂସ୍ଥା ଅନୁମତିଠାରୁ ଅଧିକ ମାତ୍ରାରେ ପଥର ଫଟାଇ ଉଠାଇ ଚାଲିଛିି। ୩ ମିଟର ମଧ୍ୟରେ ଖନନ କରିବା ପରିବର୍ତ୍ତେ...

ବାଟବଣା ବସୁଧା ଯୋଜନା

ଏମ୍‌ଭି ୭୯,୩ା୬(ଡି.ଏନ୍‌.ଏ.): ମାଲକାନଗିରି ଜିଲା କାଲିମେଳା ବ୍ଲକରେ ବସୁଧା ଯୋଜନା ବାଟବଣା ହୋଇଛି। ଏମ୍‌ଭି-୭୯,ଏମ୍‌ପିଭି-୫୫,ଏମ୍‌ପିଭି-୪୨,ଏମ୍‌ପିଭି-୮୨,ଏମ୍‌ପିଭି-୭୯,ଏମ୍‌ଭି-୭୮, ଏମ୍‌ପିଭି-୮୧, ଗୁମୁକା, ବେଙ୍କଟପଲମ, ଏମ୍‌ଭି-୬୩ ଓ କୋଇକୁଣ୍ଡା ଗ୍ରାମରେ ବସୁଧା ଯୋଜନାରେ ନିର୍ମିିତ ପ୍ରକଳ୍ପ ୮ରୁ ୧୦ବର୍ଷ ହେଲା ଶେଷ ହୋଇଥିଲେ ସୁଦ୍ଧା ସେଗୁଡିକ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri