ଆମ ଜିଲା ଖବର

ଦିଲ୍ଲୀରେ ବଢୁଛି କନ୍ଧମାଳ ତେନ୍ତୁଳିର କ୍ରେଜ୍‌: ଏତିକି ଟଙ୍କାରେ ହେଉଛି ବିକ୍ରି

ଦାରିଙ୍ଗବାଡି, ୧୬।୧୦(ଅରୁଣ ସାହୁ): ଦିଲ୍ଲୀ ପ୍ରଗତି ମୈଦାନରେ ଚାଲିଥିବା ବାଣିଜ୍ୟ ମେଳାରେ ଓଡିଶାରୁ ପ୍ରାୟ ୪୦ଟି ଷ୍ଟଲ ପଡିଛି। ସେଥିମଧ୍ୟରେ ମିଶନ ଶକ୍ତି ପକ୍ଷରୁ ପାରମ୍ପରିକ ଖାଦ୍ୟ କନ୍ଧମାଳର ଜୈବିକ କଞ୍ଚା, ଶୁଖିଲା ଓ ଗୁଣ୍ଡ ହଳଦୀ ସମେତ ତେନ୍ତୁଳି,...

ରାଗରେ ନିଆଁବାଣ ହୋଇଗଲେ ମୁଖ୍ୟମନ୍ତ୍ରୀ: ଶେଷରେ ଚାଲିକି ଗଲେ…

କଟକ,୧୬।୧୧: ବାଲିଯାତ୍ରା ଉଦ୍‌ଘାଟନୀ କାର୍ଯ୍ୟକ୍ରମ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଓ ଅନ୍ୟ ଅତିଥି ସିଲ୍‌ଭର୍‌ ସିଟି ବୋଟ୍‌ କ୍ଲବ୍‌ରୁ ବୋଇତ ଯୋଗେ ଗଡ଼ଗଡିଆ ଘାଟରେ ପହଞ୍ଚିଥିଲେ। ସେଠାରୁ ଅତିଥିଙ୍କୁ ଦକ୍ଷିଣ ଏସିୟ ପାଭିଲିୟନ...

ଦାରିଙ୍ଗବାଡିରେ ତାପମାତ୍ରା କମିଲା, ସର୍ବନିମ୍ନ ୧୨.୫ ଡିଗ୍ରୀ

ଦାରିଙ୍ଗବାଡି, ୧୬।୧୦ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରୁ ତାପମାତ୍ରା ହ୍ରାସ ଘଟିଛି। ଶନିବାର ସକାଳ ୮ଟା ସୁଦ୍ଧା ସର୍ବନିମ୍ନ ତାପମାତ୍ରା ୧୨.୫ ଡିଗ୍ରୀ ରେକର୍ଡ ସଂଗ୍ରହ କରାଯାଇଛି। ଏହା ପୂର୍ବରୁ ୧୫ ଡିଗ୍ରୀ ଉପରକୁ...

ହଟିଲା କଟକଣା: ଆଜିଠୁ ଚାରିଦ୍ୱାର ଖୋଲା

ପୁରୀ,୧୬ା୧୧(ଅଜିତ୍‌ କୁମାର ମହାନ୍ତି):ଭକ୍ତଙ୍କ ନିମନ୍ତେ ଖୁସି ଖବର। କାର୍ତ୍ତିକ ମାସ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜାରି ହୋଇଥିବା କଟକଣାକୁ ଶୁକ୍ରବାର ହଟାଇ ନିଆଯାଇଛି। ଶନିବାରଠାରୁ ପୁନର୍ବାର ଭକ୍ତମାନେ ଶ୍ରୀମନ୍ଦିରରେ ଚାରିଦ୍ୱାର ଦେଇ ପ୍ରବେଶ କରି ମହାପ୍ରଭୁଙ୍କ ଦର୍ଶନ କରିପାରିବେ।...

ଜଳିଗଲା ଲୁଗା ଦୋକାନ, ମାଲିକ ମୃତ

ଜଟଣୀ,୧୫ା୧୧(ରବୀନ୍ଦ୍ରନାଥ ମହାକୁଡ଼): ଖୋର୍ଦ୍ଧା ଜିଲା ଜଟଣୀ ଥାନା ଅଧୀନ ରାଜାବଜାରରେ ଥିବା ଗୌରୀ ଗାର୍ମେଣ୍ଟସ (ଲୁଗା ଦୋକାନ)ରେ ଶୁକ୍ରବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଲକ୍ଷାଧିକ ଟଙ୍କାର ଶାଢ଼ି, ଆସବାବପତ୍ର ଏବଂ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜଳିଯାଇଛି। ଏଥିସହ ଉକ୍ତ...

ଚନ୍ଦ୍ରଗିରି ବନାଞ୍ଚଳରେ ବାଘ ପାଦଚିହ୍ନ

ମୋହନା,୧୫ା୧୧(ମନ୍ମଥ ମିଶ୍ର): ଗଜପତି ଜିଲା ଚନ୍ଦ୍ରଗିରି ବନାଞ୍ଚଳର ଆକିଲି ଅଞ୍ଚଳରେ ବାଘ ଆତଙ୍କ ଦେଖାଦେଇଛି। କିଛିଦିନ ହେଲା ଗଞ୍ଜାମ ଜିଲାର ଦିଗପହଣ୍ଡି ଓ ଚିକିଟି ଅଞ୍ଚଳରେ ମହାବଳ ଆତଙ୍କ ଖେଳାଇବା ସହ ଗୃହପାଳିତ ପଶୁ ମାରି ଖାଇଥିଲା। ଶୁକ୍ରବାର ସକାଳେ...

ବୋମାମାଡ଼ ଘଟଣା, ଆଉ ଜଣେ ଗିରଫ

ଦିଗପହଣ୍ଡି,୧୫ା୧୧(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ଓ ଦିଗପହଣ୍ଡି ଅଞ୍ଚଳରେ ଗତ କିଛିଦିନ ହେଲା ବୋମାମାଡ଼ କରି ଆତଙ୍କ ଚଳାଇଥିବା ଅପରାଧୀ ଗ୍ୟାଙ୍ଗର ଜଣେ ଯୁବକଙ୍କୁ ପୋଲିସ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି। ସେ ହେଲେ ଦିଗପହଣ୍ଡି ଅଞ୍ଚଳ...

କାହିଁକି କାର୍ତ୍ତିକ ପୂର୍ଣ୍ଣିମାରେ ହେଲା ମହାପ୍ରଭୁଙ୍କ ବଡ଼ ମହାସ୍ନାନ

ପୁରୀ,୨୫।୧୧(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିରରେ ଶୁକ୍ରବାର କାର୍ତ୍ତିକ ପୂର୍ଣ୍ଣିମାରେ ବଡ଼ ମହାସ୍ନାନ ଅନୁଷ୍ଠିତ ହୋଇଛି l ଶ୍ରୀମନ୍ଦିର ଜୟ ବିଜୟ ଦ୍ୱାର ଭିତର ପଟ ପାହାଚରେ ମଇଳା ପଡ଼ିଥିବା କାରଣରୁ ମହାପ୍ରଭୁଙ୍କ ବଡ଼ ମହାସ୍ନାନ ନୀତି କରାଯାଇଛି l କାର୍ତ୍ତିକପୂର୍ଣ୍ଣିମା...

ସରକାର ବଦଳିବାରୁ ଆଶା ଆଶଙ୍କାରେ ଅଲ୍‌ ଓଡିଶା ପେକ୍ସ ଓ ଲେମ୍ପସ କର୍ମଚାରୀ: ମନ୍ତ୍ରୀଙ୍କୁ ଭେଟି…

କୋକସରା,୧୫।୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଅଲ୍‌ ଓଡିଶା ପେକ୍ସ ଓ ଲେମ୍ପସ କର୍ମଚାରୀ ଫେଡେରେଶନ ପକ୍ଷରୁ ୫ ଦଫା ଦାବି ନେଇ ରାଜ୍ୟ ସରକାରଙ୍କୁ ପୂର୍ବରୁ ଦାବି ହୋଇ ଆସୁଛି। ପୂର୍ବ ସରକାର ସମବାୟ କର୍ମଚାରୀଙ୍କ ବିଭିନ୍ନ ଦାବି ଉପରେ ଆଗାମୀ...

କାଲିଠୁ ୪ ଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରିବେ ଶ୍ରଦ୍ଧାଳୁ, ହେଲେ ପ୍ରସ୍ଥାନ ପାଇଁ ନାହିଁ …

ପୁରୀ,୧୫।୧୧(ଅଜିତ୍‌ କୁମାର ମହାନ୍ତି): କାର୍ତ୍ତିକ ପୂର୍ଣ୍ଣିମାରେ ବ୍ରତ ଧାରିମାନେ ଡ଼ଙ୍ଗା ଭସାଇବା ସହ ଶ୍ରୀ ମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ।ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ମହାପ୍ରଭୁଙ୍କ ରାଜାଧିରାଜ ବା ସୁନାବେଶ ଦର୍ଶନ ସହ କାର୍ତ୍ତିକ ବ୍ରତ...

ଧାନ କିଣାକୁ ନେଇ ଦ୍ୱନ୍ଦ…

ସୋନପୁର,୧୫l୧୧(ମୃତ୍ୟୁଞ୍ଜୟ ଶତପଥୀ): ଖରିଫ ଧାନ କିଣା ସମ୍ପର୍କରେ ରାଜ୍ୟ ସରକାରଙ୍କ ସ୍ପଷ୍ଟ ସୂଚନା ନାହିଁ l ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ୨୩୦୦ ଟଙ୍କା ଓ ଧାନର କୁଇଣ୍ଟାଲ ପ୍ରତି ଅତିରିକ୍ତ ୮୦୦ ଟଙ୍କା କେତେ ଦିନ ଅନ୍ତରରେ ଚାଷୀଙ୍କୁ...

ୟୁଆଇଏଲ୍ ପକ୍ଷରୁ ଶିଶୁ ଦିବସ ପାଳିତ*

ଯାଜପୁର,୧୫/୧୧: ଶିଶୁ ହସିଲେ ଦୁନିଆ ହସେ , ଏକଥା ତ ଆପଣମାନେ ନିଶ୍ଚୟ ଶୁଣିଥିବେ ହେଲେ ଶିଶୁଙ୍କ ମୁହଁରେ ହସ ଫୁଟାଇବା କାମ ଆମର । ତେବେ ଏକଥାକୁ ବିଭିନ୍ନ ସମୟରେ ବାସ୍ତବତାର ରୂପ ଦେଇ ଶିଶୁ ଦିବସରେ ବିଭିନ୍ନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri