ଆମ ଜିଲା ଖବର

କାଳବୈଶାଖୀ ପ୍ରଭାବ: ଉଡିଲା ଛପର, ଭାଙ୍ଗିଲା ଗଛ

କୋରୁକୋଣ୍ଡା,୧।୬(ଡି.ଏନ.ଏ.): ମାଲକାନଗିରି ଜିଲା ସଦର କୋରୁକୋଣ୍ଡା ପଞ୍ଚାୟତ ଅନ୍ତର୍ଗତ ବୁଦୁଗୁଡ଼ା, ବୁଦୁଗୁଡ଼ା କଲୋନୀ, ଜାମୁଗୁଡ଼ା, ଦୁରୁମାଗୁଡ଼ା ଏବଂ ଡୁଡ଼ାମେଟା ପଞ୍ଚାୟତ ଅନ୍ତର୍ଗତ ବାଲାକାଟି, ବେଣ୍ଡାଗୁଡ଼ା, ଏମ୍‌ଭି ୨୩ ଆଦି ଗ୍ରାମରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଛି। ପ୍ରାୟ ପାଖା ପାଖି...

୧୦ କେଜି ଗଞ୍ଜେଇ ସହ ଧରାପଡ଼ିଲେ ୩ ଅଭିଯୁକ୍ତ

ପାଇକମାଳ,୧।୬(ଡି.ଏନ.ଏ.): ବରବଡ଼ ଜିଲା ପଦ୍ମପୁର ଉପଖଣ୍ଡର ବିଭିନ୍ନ ସ୍ଥାନରେ ଅବକାରୀ ବିଭାଗ ଚଢ଼ାଉ କରି ୧୦ କେଜି ଗଞ୍ଜେଇ ଜବତ କରିଛି। ଘଟଣାରେ ସମ୍ପୃକ୍ତ ୩ ଅଭିଯୁକ୍ତଙ୍କୁ ଅବକାରୀ ଗିରଫ କରିଛି। ବରଗଡ଼ ଅବକାରୀ ଅଧିକ୍ଷକ ଶୋଭନ ନାୟକଙ୍କ ନିର୍ଦ୍ଦେଶ...

ହାଣ୍ଡି, ମାଠିଆ ଧରି ରାସ୍ତାରୋକ

ପାରଳାଖେମୁଣ୍ଡି,୧ା୬(ଡି.ଏନ୍‌.ଏ): ଗଜପତି ଜିଲା ପାରଳାଖେମୁଣ୍ଡି ନିକଟସ୍ଥ ସିଦ୍ଧମାଡଙ୍ଗ ଗ୍ରାମରେ ପିଇବା ପାଣିର ଅଭାବକୁ ନେଇ ଶତାଧିକ ମହିଳା ଓ ପୁରୁଷ ହାଣ୍ଡି, ମାଠିଆ ଧରି ରାୟଗଡ଼ା ମୁଖ୍ୟ ରାସ୍ତା ଅବରୋଧ କରିଛନ୍ତି। ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ବହୁ ଗାଡି...

ଦେଢ ଲକ୍ଷ ଟଙ୍କାର ମୃତ୍ୟୁ ସଞ୍ଜିବନୀ ସୁରା ଜବତ, ବନ୍ଧା ହେଲେ ଅଭିଯୁକ୍ତ

ଧାମନଗର,୧।୬(ଡି.ଏନ.ଏ): ଭଦ୍ରକ ଜିଲା ଧାମନଗର ବ୍ଲକର ବିଭିନ୍ନ ଅଞ୍ଚଳରେ ଚୋରା ଦେଶୀ ଓ ବିଦେଶୀ ମଦ ସାଙ୍ଗକୁ ଧଳାଜହର କାରବାର ବଢ଼ିବାରେ ଲାଗିଛି। ଏପରିକି ଗ୍ରାମାଞ୍ଚଳରେ ବିଦେଶୀ, ଦେଶୀ ମଦ ଓ ମୃତ୍ୟୁ ସଞ୍ଜିବନୀ ସୁରା ବେଆଇନ ଭାବେ ବିକ୍ରି...

୮ ଘଣ୍ଟା ପରେ ସମୁଦ୍ରରୁ ମିଳିଲା ନିଖୋଜ ଛାତ୍ରୀଙ୍କ ମୃତଦେହ

ଛତ୍ରପୁର,୧।୬(ଡି.ଏନ୍‌.ଏ. ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଆର୍ଯ୍ୟପଲ୍ଲୀ ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ସମୁଦ୍ରରେ ଗାଧୋଇବା ବେଳେ ଦୁଇ ଛାତ୍ରୀ ଭାସିଯାଇଥିଲେ। ସେମାନଙ୍କ ମଧ୍ୟରୁ ଜଣଙ୍କ ମୃତଦେହ ସକାଳେ ମିଳିଥିବା ବେଳେ ଆଉ ଜଣେ ନିଖୋଜ...

ବିଦ୍ୟୁତ୍‌ ଅଫିସ ଘେରିଲେ ଅଞ୍ଚଳବାସୀ

ମୋରଡା,୧।୬(ଡି.ଏନ୍‌.ଏ.): ଅସହ୍ୟ ତାତିରେ ସାରା ରାଜ୍ୟ ସିଝୁଥିବା ବେଳେ ମୟୁରଭଞ୍ଜ ଜିଲା ମୋରଡା ବ୍ଲକ ଅଞ୍ଚଳରେ ଅଘୋଷିତ ବିଦ୍ୟୁତ୍‌ କାଟ ଯୋଗୁ ଅଞ୍ଚଳବାସୀ ନାହିଁ ନ ଥିବାର ଅସୁବିଧାରେ ସମ୍ମୁଖୀନ ହେଉଛନ୍ତି l ଘଣ୍ଟା ଘଣ୍ଟା ଧରି ବିଦ୍ୟୁତ୍‌ କାଟ୍‌...

ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅମଲାଙ୍କ ଧାରଣା: ସରକାରୀ କାର୍ଯ୍ୟ ଠପ୍‌

କୋରାପୁଟ,୧।୬(ସ୍ବ.ପ୍ର): ଯୋଗ୍ୟତା ଭିତ୍ତିରେ ଦରମା ହାର ୪୨୦୦/- ଗ୍ରେଡ ପେ ପ୍ରଦାନ ଦାବିରେ ଗୁରବାର କୋରାପୁଟ ମିଳିତ ଅମଲାମଞ୍ଚ ପକ୍ଷରୁ ଶୋଭାଯାତ୍ରା ସହ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯାଇଛି। ରାଜ୍ୟ ସରକାର ତୁରନ୍ତ ଦାବି ପୁରଣ ନ କଲେ...

ଆଉ ଜଣେ ପୂର୍ବତନ ବିଧାୟକଙ୍କ ଘରେ ଆୟକର ଚଢ଼ାଉ

ଭଦ୍ରକ ଅଫିସ,୧ା୬: ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ବାଂଶଡ଼ା ପଞ୍ଚାୟତ ଛେଡ଼ାକ ଗ୍ରାମରେ କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ ପ୍ରାର୍ଥୀ ଦିଗମ୍ବର ଦାସଙ୍କ ବାସଭବନରେ ଗୁରୁବାର ଅଚାନକ ଆୟକର ବିଭାଗର ଚଢ଼ାଉ ଜାରି ରହିଛି। ଆୟକର ବିଭାଗର ଏକ...

୩ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ: ଜଣେ ଗିରଫ

ବାରିପଦା ଅଫିସ,୧ା୬: ମୟୂରଭଞ୍ଜ ଅବକାରୀ ଅଧୀକ୍ଷକ ପ୍ରଶାନ୍ତ କୁମାର କହଁରଙ୍କ ନିର୍ଦ୍ଦେଶ କ୍ରମେ ବାରିପଦା ଅବକାରୀ ଥାନାଧିକାରୀ ବିଶ୍ବଜିତ ଦାଶ ସଦଳବଳ ଚଢ଼ାଉ କରି ୨୯ଗ୍ରାମ୍‌ ବ୍ରାଉନସୁଗାର ଭର୍ତ୍ତି ଡବା ଜବତ କରିବା ସହିତ ଜଣଙ୍କୁ ଗିରଫ କରିଛନ୍ତି। ଏଥିସହିତ...

ସମୂହ ଛୁଟିରେ ଅମଲା, ସରକାରୀ କାର୍ଯ୍ୟ ଠପ୍‌

ବରଗଡ଼ ଅଫିସ,୧ା୬: ଶିକ୍ଷାଗତ ଯୋଗ୍ୟତା ଭିତ୍ତିକ ମୂଳ ଦରମା ୪୨୦୦ ଗ୍ରେଡ୍‌ ପେ’ ଦାବିରେ ରାଜ୍ୟ ଅମଲା ମିଳିତ ମଞ୍ଚର ଆନ୍ଦୋଳନ ଚରମସୀମାରେ ପହଞ୍ଚିଛି। ଏହି ଦାବି ପୂରଣ ନେଇ ଅମଲାମାନେ ସ୍ମାରକପତ୍ର ପ୍ରଦାନ, ଧାରଣା, ବିକ୍ଷୋଭ ପ୍ରଦର୍ଶନ, କଳାବ୍ୟାଜ୍‌...

ଆଜିଠାରୁ ସମୂହ ଛୁଟିରେ ଅମଲା

ଢେଙ୍କାନାଳ ଅଫିସ,୧ା୬: ଢେଙ୍କାନାଳ ଜିଲା ମିଳିତ ଅମଲା ମଞ୍ଚ ଆହ୍ବାନରେ ଜିଲାର ସମସ୍ତ କାର୍ଯ୍ୟାଳୟର ଅମଲାମାନେ ଆଜିଠାରୁ ସାମୁହିକ ଛୁଟିରେ ଯାଇଛନ୍ତି। ଅମଲାମାନଙ୍କ ଶିକ୍ଷାଗତ ଯୋଗ୍ୟତା ସ୍ନାତ୍ତକ ଥିବା ବେଳେ ବହୁବାର ଦୃଷ୍ଟି ଆକର୍ଷଣ ପରେ ମଧ୍ୟ ରାଜ୍ୟ ସରକାର...

ପୂର୍ବତନ ବିଧାୟକଙ୍କ ଘରେ ଆୟକର ଚଢ଼ାଉ

ଯୋଡ଼ା,୧ା୬(ଡି.ଏନ୍‌.ଏ.): ଖଣି ମାଲିକ ତଥା ପୂର୍ବତନ ଚମ୍ପୁଆ ବିଧାୟକ ଜିତୁ ପଟ୍ଟନାୟକଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଗୁରୁବାର ଚଢ଼ାଉ କରାଯାଇଛି। ଆୟକର ବିଭାଗ ପକ୍ଷରୁ ମହୁଲଶୁଖା ପିଏମ୍‌ପି ଖଣି, ଯୋଡ଼ା ପିଏମ୍‌ପି ଅଫିସ, ପିଏମ୍‌ପି ମୁଖ୍ୟ ମାଲିକ ଏସ୍‌.କେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri