ଆମ ଜିଲା ଖବର

ମନ୍ଦିର ଭିତରେ ବୃଦ୍ଧାଙ୍କ ବେକରୁ ଝାମ୍ପିନେଲେ ସୁନା ଚେନ୍‌

ଭୁବନେଶ୍ବର,୧୫।୧୧: ଭୁବନେଶ୍ୱର ନୟାପଲ୍ଲୀ ଥାନା ଅଧୀନ ବେହେରା ସାହିସ୍ଥିତ ଶିବ ମନ୍ଦିରକୁ ପୂଜା କରିବାକୁ ଆସିଥିବା ଜଣେ ବୃଦ୍ଧାଙ୍କ ବେକରୁ ଜଣେ ଦୁର୍ବୃତ୍ତ ସୁନା ଚେନ ଝାମ୍ପିନେଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ବୃଦ୍ଧା ଜଣଙ୍କ କାର୍ତ୍ତିକ ପୂର୍ଣ୍ଣିମା...

ଅବସରପ୍ରାପ୍ତ ସେନା କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ଘରୁ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ

କୁଚିଣ୍ଡା,୧୫।୧୧: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ସାନଦୁମେରମୁଣ୍ଡା ଗାଁରେ ଏକ ସଶସ୍ତ୍ର ଡକାୟତି ହୋଇଛି। ଦୁର୍ବୃତ୍ତମାନେ ଜଣେ ଅବସରପ୍ରାପ୍ତ ସେନା କର୍ମଚାରୀଙ୍କ ଘରେ ପଶି ବନ୍ଧୁକ ମୁନରେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା ଲୁଟି ନେଇଥିବା...

କାର୍ତ୍ତିକ ପୂର୍ଣ୍ଣିମାରେ ବୋଇତ ବନ୍ଦାଣ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼

ବୁଗୁଡ଼ା,୧୫।୧୧(କାଳିଚରଣ ଦାଶ): ଧର୍ମ ମାସ କାର୍ତ୍ତିକ ପୂର୍ଣ୍ଣିମାରେ ବୁଗୁଡ଼ା ଅଞ୍ଚଳର ବାଘୁଆ ନଦୀ ଏବଂ ବିଭିନ୍ନ ପୁଷ୍କରିଣୀରେ ବୋଇତ ବନ୍ଦାଣ ପର୍ବ ପାଳନ ସାଙ୍ଗକୁ ଠାକୁର ଦର୍ଶନ ପାଇଁ ବିଭିନ୍ନ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଥିଲା। କାର୍ତ୍ତିକ ପୂର୍ଣ୍ଣିମା...

ଗ୍ରୋସରୀ ଦୋକାନରେ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ଲକ୍ଷାଧିକ ଟଙ୍କାର ସାମଗ୍ରୀ

ରାଉରକେଲା,୧୫।୧୧: ସୁନ୍ଦରଗଡ଼ ଜିଲା ରଘୁନାଥପାଲି ଥାନା ଅଧୀନ ରାଉରକେଲା ସିଭିଲ ଟାଉନ୍‌ଶିପରେ ଥିବା ଏକ ବଡ଼ ଗ୍ରୋସରୀ ଦୋକାନରେ ଶୁକ୍ରବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ ହୋଇଥିବା ଗ୍ରୋସରୀ ଦୋକାନ ମାଲିକ ଅଭିଯୋଗ...

ରେଳ ଧାରଣାରୁ ମିଳିଲା ବ୍ୟାଙ୍କ କର୍ମଚାରୀଙ୍କ ଖଣ୍ଡବିଖଣ୍ଡିତ ମୃତଦେହ

ଭଦ୍ରକ,୧୫।୧୧: ଭଦ୍ରକ ଜିଲା କେନ୍ଦୁଆପଦା ରେଲଓ୍ବେ ଷ୍ଟେଶନ ନିକଟ ଧାରଣାରୁ ଜଣେ ବ୍ୟାଙ୍କ କର୍ମଚାରୀଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ଶୁକ୍ରବାର ଜିଆର୍‌ପି ପୋଲିସ ଉଦ୍ଧାର କରିଛି। ମୃତ ବ୍ୟାଙ୍କ କର୍ମଚାରୀ ଜଣକ ଶେରପୁର ଗାଁର ବୋଲି ଜଣାପଡିଛି। ଅନ୍ୟପକ୍ଷେ ବ୍ୟାଙ୍କ କର୍ମଚାରୀ...

ଗଞ୍ଜାମ ଏନ୍‌ଏସିର ବିଚିତ୍ର ନୀତି: ଆହାର କେନ୍ଦ୍ର ସମ୍ମୁଖରେ ଡମ୍ପିଂୟାର୍ଡ

ଗଞ୍ଜାମ,୧୫ା୧୧(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସିରେ ଦିନକୁ ଦିନ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହେବାରେ ଲାଗିଛି। ଶୁକ୍ରବାର ସହରବାସୀ ପବିତ୍ର କାର୍ତ୍ତିକ ମାସ ଶେଷ ବ୍ରତ ପୂଜା ପାଳନ କରୁଥିବା ବେଳେ ତ୍ରିବେଣୀ ମଠ ଛକସ୍ଥିତ ଆହାର କେନ୍ଦ୍ର ସମ୍ମୁଖରେ କୁଢ଼କୁଢ଼...

ବଲାଙ୍ଗୀରର ବିଭିନ୍ନ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼, ଡଙ୍ଗା ଭସାଇ…

ବଲାଙ୍ଗୀର,୧୫ା୧୧(ସୁନୀଲ କୁମାର ମହାନ୍ତି): ପାଞ୍ଚଦିନ ଧରି ପବିତ୍ର ପଞ୍ଚକ ପାଳିତ ହେବା ପରେ ଶୁକ୍ରବାର ଉତ୍ସାହର ସହ କାର୍ତ୍ତିକ ପୂର୍ଣ୍ଣିମା ପାଳିତ ହୋଇଛି। ଏହି ଅବସରରେ ବଲାଙ୍ଗୀର ସହରର ବିଭିନ୍ନ ପୁଷ୍କରିଣୀରେ ଶ୍ରଦ୍ଧାଳୁମାନେ ବୁଡ଼ ପକାଇ ବୋଇତ ବନ୍ଦାଣ କରିବା...

କାର୍ତ୍ତିକ ପୂର୍ଣ୍ଣିମାରେ ଭାସିଲା ୧୬୦ ଫୁଟର ଡ଼ଙ୍ଗା

ସୋର,୧୫।୧୧: ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ଗାଁଠୁ ସହର ସବୁଠି ଚଳଚଞ୍ଚଳ। ଏହି ପରିପ୍ରେକ୍ଷୀରେ ଓଡ଼ିଶା ନୌବାଣିଜ୍ୟ ପରମ୍ପରାପକୁ ମନେ ପକାଇ ରାଜ୍ୟବ୍ୟାପୀ ଲୋକେ ନଦୀ, ପୋଖରୀ, ମହୋଦଧିରେ ଡଙ୍ଗା ଭସାଇଛନ୍ତି। ଠିକ୍‌ ସେହିପରି ବାଲେଶ୍ୱର ଜିଲା ସୋର ବ୍ଲକ...

‘ଭାରତକୁ ସ୍ବାଧୀନତା ଆଣିବାରେ ବିର୍ସା ମୁଣ୍ଡାଙ୍କ ଅବଦାନ ଅତୁଳନୀୟ’

ଦାରିଙ୍ଗବାଡ଼ି,୧୫ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସର ମଧ୍ୟରେ ଶୁକ୍ରବାର ବିର୍ସା ମୁଣ୍ଡାଙ୍କ ୧୫୦ତମ ଜନ୍ମ ଜୟନ୍ତୀ ପାଳନ ବଡ଼ ଧୂମ୍‌ଧାମରେ ପାଳନ କରାଯାଇଛି। ଏଥିରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଝୁନୁରାଣୀ ପ୍ରଧାନ ଅଧ୍ୟକ୍ଷତା...

କାବେରୀ ଘାଟରେ ବୋଇତ ବନ୍ଦାଣ କଲେ ପାଟଣା ବିଧାୟକ

ପାଟଣା,୧୫ା୧୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ଉତ୍ସବ ପାଇଁ ଶୁକ୍ରବାର ରାତ୍ରି ୪ଟାରୁ ପାଟଣା ବୈତରଣୀ ନଦୀର ପରମେଶ୍ୱର ଶିବ ମନ୍ଦିର ସଂଲଗ୍ନ ଅନସୂୟା ଘାଟ ଓ ରାଜନଗର...

ଗ୍ୟାସ୍‌ ଟାଙ୍କି ଫାଟି ୩ ଗୁରୁତର

ରାୟଗଡ଼ା,୧୫ା୧୧(ଆଶିଷ ରଞ୍ଜନ ପଣ୍ଡା): ଗ୍ୟାସ୍‌ ଟାଙ୍କି ଫାଟି ତିନି ଜଣ ଗୁରୁତର ହୋଇଥିବା ଜଣାପଡ଼ିଛି। ଆହତଙ୍କୁ ପ୍ରଥମେ ଜିଲା ମୁଖ୍ୟ ଚିକିତ୍ସାଳୟେ ଭର୍ତ୍ତି କରି ପ୍ରାଥମିକ ଚିକିତ୍ସା ପରେ ଦୁଇ ଜଣଙ୍କୁ ବ୍ରହ୍ମପୁର ଏମ୍‌କେସିଜି ମେଡିକାଲକୁ ପଠାଯାଇଥିବାବେଳେ ଅନ୍ୟ ଜଣଙ୍କୁ...

ବୁଡ଼ାଗୁଡ଼ା-ଗୁମିକିଆ ରାସ୍ତା ସାରା ଖାଲ, ଗର୍ଭବତୀଙ୍କୁ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚାଇବା କଷ୍ଟକର

ଦାରିଙ୍ଗବାଡ଼ି,୧୫ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଦୁର୍ଗମ ପଞ୍ଚାୟତ ଗୁମିକିଆ ଓ ଅଲିମାହା ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ପ୍ରକାଶ ଯେ, ବୁଡ଼ାଗୁଡ଼ାଠାରୁ ଅଲିମାହା ଗ୍ରାମକୁ ପ୍ରାୟ ୭ କିଲୋମିଟର ରାସ୍ତା ଖାଲଖମା ହୋଇ ରହିଥିବା ବେଳେ ଯାତାୟାତରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri