ଆମ ଜିଲା ଖବର

ମହିମା ସେତୁ ନାମରେ ନାମିତ ହେଲା ବ୍ରାହ୍ମଣୀ ଉପରେ ନିର୍ମିତ ସେତୁ

ଢେଙ୍କାନାଳ ଅଫିସ,୨୯ା୫: ସୋମବାର ମଧ୍ୟାହ୍ନରେ ୫-ଟି ସଚିବ ଭି.କେ ପାଣ୍ଡିଆନ ଯୋରନ୍ଦା ମହିମା ପୀଠରେ ପହଞ୍ଚିଥିଲେ। ହେଲିକପ୍ଟର ଯୋଗେ ଯୋରନ୍ଦା ହାଇ ସ୍କୁଲ ପଡ଼ିଆରେ ଅବତରଣ କରିବା ପରେ ସ୍ବତନ୍ତ୍ର ଗାଡ଼ିରେ ଆସି ଗାଦି ମନ୍ଦିର ନିକଟରେ ପହଞ୍ଚିବା ପରେ...

କେନାଲକୁ ଖସିଲା କାର୍‌, ଜଣେ ମୃତ

କଟକ ଅଫିସ,୨୯ା୫: କଟକ ତାଳଦଣ୍ଡା କେନାଲକୁ ସୋମବାର ଏକ କାର୍‌ ଭାରସାମ୍ୟ ହରାଇ ଖସିପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି। କଲ୍ୟାଣନଗର ପାର୍ଶ୍ୱସ୍ଥ ତାଳଦଣ୍ଡା କେନାଲ ଭିତରକୁ କାର୍‌ଟି ଖସିପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ପୋଲିସ...

ଲୋଇସିଂହା ବାଳିକା ଉଚ୍ଚ ବିଦ୍ୟାଳୟ ପାଚେରି ନିର୍ମାଣ ପ୍ରସଙ୍ଗ, ଚର୍ଚ୍ଚାରେ ବେନାମୀ ଚିଠି

ଲୋଇସିଂହା,୨୯।୫(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବାଳିକା ଉଚ୍ଚ ବିଦ୍ୟାଳୟ ପାଚେରି ନିର୍ମାଣକୁ ନେଇ ବ୍ୟବସାୟୀ ଓ ପ୍ରଶାସନ ମଧ୍ୟରେ ପୂର୍ବରୁ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ତେବେ କଡା ଅଭିମୁଖ୍ୟ ଗ୍ରହଣ କରୁଥିବା ପ୍ରଶାସନ ଏବେ ପଛଘୁଞ୍ଚା ଦେଇ ବିଦ୍ୟାଳୟ...

ରାସ୍ତା ମରାମତି କଲେ ଗ୍ରାମବାସୀ

କୁଚିଣ୍ଡା,୨୯ା୫(ଡି.ଏନ.ଏ.): କୁଚିଣ୍ଡା ବ୍ଲକ ଅର୍ଡାବାହାଲ ପଞ୍ଚାୟତର ନାଗଡିହି-ଜୟପୁରଗଡ ଭାୟା ଲସରାଟାଙ୍ଗର ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡିଛି। ଏ ନେଇ ଗ୍ରାମବାସୀ ପଞ୍ଚାୟତରୁ ବ୍ଲକ ଓ ଜିଲା ପର୍ଯ୍ୟନ୍ତ ବାରମ୍ବାର ଗୁହାରି କରି ବିଫଳ ହେବା ପରେ ରବିବାର ନିଜେ ରାସ୍ତାରେ...

୫ ମାସ ହେଲା ଗୋଷ୍ଠୀ ଶୌଚାଳୟରେ ତାଲା

ରାଉରକେଲା ଅଫିସ,୨୯।୫: ୨୦୧୪ ମସିହାରେ ରାଉରକେଲା ମହାନଗର ନିଗମ ଘୋଷଣା ହେବା ପରେ ରାଉରକେଲା ସହରରେ ସ୍ବଚ୍ଛତା ଅଭିଯାନକୁ ବ୍ୟାପକ କରାଯାଇଥିଲା। ପ୍ରାୟ ୪୦ଟି ୱାର୍ଡ ବାସିନ୍ଦାଙ୍କ ପାଇଁ ଶୌଚାଳୟ, ଗୋଷ୍ଠୀ ଶୌଚାଳୟ ବ୍ୟବସ୍ଥା କରାଗଲା। ଉକ୍ତ ଓ୍ବାର୍ଡରେ ୩,୨୦,୦୦୦...

ଧାନ, ଚିନାବାଦାମ ଫସଲ ଉଜାଡୁଛି ବାର୍‌ହା

ନୂଆପଡ଼ା ଅଫିସ,୨୯।୫: ନୂଆପଡା ଜିଲା କୋମନା ବ୍ଲକ ଅନ୍ତର୍ଗତ ବୃଦ୍ଧିକୋମନା ପଞ୍ଚାୟତ ଅଧୀନସ୍ଥ ଲଙ୍କେଶ୍ୱରୀ ପାହାଡ ତଳି ଧୁମାଭଟା, ପଣ୍ଡରାପଥର, ମୁଷାପାଲି ଗାଁର ଶହ ଶହ ଚାଷୀଙ୍କ ଏକର ଏକର ଧାନ ଫସଲ ଉଜାଡି ଦେଉଛି ବାର୍‌ହା। ସୁନ୍ଦର ଜଳସେଚନ...

ମିଳିନି ପୂର୍ଣ୍ଣ ସରକାରୀ ମାନ୍ୟତା

ସୋନପୁର,୨୯।୫(ନି.ପ୍ର.): ସୁବର୍ଣ୍ଣପୁର ଜିଲାର ସର୍ବପୁରାତନ ଉଚ୍ଚ ଶିକ୍ଷାନୁଷ୍ଠାନ ସୋନପୁର କଲେଜ। ୧୯୬୪ ମସିହାରେ ମହାନଦୀ କୂଳରେ ସ୍ଥାପିତ ହୋଇଥିଲା ଏହି କଲେଜ । କଲେଜ ପ୍ରତିଷ୍ଠା ହେବାର ଇତିମଧ୍ୟରେ ୫୯ ବର୍ଷ ବିତିଯାଇଛି। ହେଲେ ପଶ୍ଚିମ ଓଡିଶାର ଏହି ପୁରାତନ...

ପ୍ରକଳ୍ପ ଅଛି, କାର୍ଯ୍ୟରେ ଲାଗୁନି

ନବରଙ୍ଗପୁର,୨୯।୫(ବି.ପ୍ର.): ସରକାରଙ୍କ ମୁଖ୍ୟ ମୌଳିକ ସୁବିଧା ସୁଯୋଗ ବ୍ୟବସ୍ଥା ଭିତରେ ପାନୀୟ ଜଳ ଯୋଗାଣ ରହିଛି। ତେବେ ନବରଙ୍ଗପୁର ଜିଲା ସଦର ମହକୁମ୍ମାରୁ ମାତ୍ର ୮ କିମି ଦୂରରେ ଥିବା ସାନ ମସିଗାଁ ପଞ୍ଚାୟତ ସଦରରେ ପାଇପ ଯୋଗେ ପାନୀୟ...

ସୌନ୍ଦର୍ଯ୍ୟକରଣ ପରେ ରକ୍ଷଣାବେକ୍ଷଣ ହେଉନି

ବ୍ରହ୍ମପୁର ଅଫିସ,୨୯ା୫: ପୂର୍ବରୁ ବ୍ରହ୍ମପୁର ସହରବାସୀ ପିଇବା ପାଣି ପାଇଁ ଜଳାଶୟ ଉପରେ ନିର୍ଭର କରୁଥିଲେ। ଜଳାଶୟ ଅନ୍ୟାନ୍ୟ ଆବଶ୍ୟକତା ମଧ୍ୟ ପୂରଣ କରୁଥିଲା। ସହର ଉପକଣ୍ଠସ୍ଥ ଚାଷୀମାନେ ଅନେକ ସମୟରେ ଚାଷ କାର୍ଯ୍ୟରେ ଜଳାଶୟ ପାଣି ବ୍ୟବହାର କରୁଥିଲେ।...

ଝିଅଘରକୁ ଯାଇ ଆଉ ଫେରିଲେନି ବାପା

ଲାଞ୍ଜିଗଡ଼,୨୯।୫(ଡି.ଏନ୍‌.ଏ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବସନ୍ତପଡା ପଞ୍ଚାୟତ ନିୟମଗିରି ପାହାଡର ପାଦ ଦେଶର ଥିବା ବସନ୍ତ ପଡା ଗ୍ରାମର ହାତୀ ଆକ୍ରମଣରେ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାଙ୍ଗରା ମାଝୀ(୫୭)। ସ୍ବର୍ଗତ ବାଙ୍ଗରା ରବିବାର ସାରେ ବସନ୍ତପଡା...

ନାଲି ରସିଦ କାଟିବାକୁ ନାଲିଆଖି

ଭୁବନ,୨୯।୫(ଡି.ଏନ୍‌.ଏ.): ଡିଲର ପଏଣ୍ଟରେ ଜବରଦସ୍ତ ଆଦାୟ ହେଉଛି ପରିମଳ ଟିକସ। ଯେଉଁମାନେ ଏଥିରେ ଅସମର୍ଥ ପ୍ରକାଶ କରୁଛନ୍ତି, ସେମାନଙ୍କୁ ଚାଉଳ ଦିଆଯାଉନାହିଁ। ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିରେ ଏଭଳି ବିଚିତ୍ର ସ୍ଥିତି ଦେଖିବାକୁ ମିଳିଛି। ପରିମଳ ଟିକସ ଆଦାୟରେ ବିଫଳ...

ମା’ ଶୀତଳା ଠାକୁରାଣୀଙ୍କ ଯାତ୍ରା ନେଇ ଉତ୍ସବ ମୁଖର ମୁନିଷିପେଣ୍ଠ ଗାଁ

ଛତ୍ରପୁର,୨୯।୫(ଡି.ଏନ୍‌.ଏ.): ଗଞ୍ଜାମ ଜଲା ଛତ୍ରପୁର ବ୍ଲକ ପୋଟଲାମପୁର ପଞ୍ଚାୟତ ଅଧୀନ ମୁନିଷିପେଣ୍ଠ ଗାଁରେ ଚାଲିଥିବା ମା’ ଶୀତଳା ଠାକୁରାଣୀଙ୍କ ଯାତ୍ରା ନେଇ ଅଞ୍ଚଳ ଉତ୍ସ। ମୁଖରିତ ହୋଇଉଠିଛି। ପ୍ରତି ୧୨ ବର୍ଷକୁ ଥରେ ଏହି ଯାତ୍ରା ଅନୁଷ୍ଠିତ ହୋଇଥାଏ। ଏହି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri