ଆମ ଜିଲା ଖବର

ବିଜେଡି ଦୟାରୁ ମୋ ନାଁରେ ୭୨ କେସ୍‌: ଜୟନାରାୟଣ

ସମ୍ବଲପୁର,୧୫।୧୧(ଭବାନୀ ଶଙ୍କର ଭୋଇ)\:ବିଜେଡି ଦୟାରୁ ମୋ ନାଁରେ ୭୨ କେସ୍‌ । କେସ୍‌, ମୋ ପାଇଁ କେସ୍‌ ଗୋଟେ ଉପହାର ସଦୃଶ ା ବିଜେଡି ସରକାର ମୋତେ ନିର୍ଯାତନା ଦେବା ପାଇଁ କେସ୍‌ ଦେଉଥିଲା। ବିରୋଧୀ ଦଳରେ ରହିଲେ କେସ୍‌...

କାର୍ତ୍ତିକ ସରିଲା, ଶୀତ ଗାଏବ: ପର୍ଯ୍ୟଟକ ନିରାଶ

ଦାରିଙ୍ଗବାଡି, ୧୫।୧୧ (ଅରୁଣ ସାହୁ): କାର୍ତ୍ତିକ ସରିଲା ହେଲେ ଅଦ୍ୟାବଧି କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶୀତ ଆସିନାହିଁ । ଏହି ସମୟରେ ସର୍ବନିମ୍ମ ତାପମାତ୍ରା ୧୦ ଡିଗ୍ରୀ ତଳେ ରହିବା ନଜିର ରହିଥିବାବେଳେ ଚଳିତବର୍ଷ ଶୁକ୍ରବାର ସୁଦ୍ଧା...

ଆରୁହା ପାହାଡ଼ରେ ବେଆଇନ କଳାପଥର ଖାଦାନ

ଯାଜପୁର,୧୫ା୧୧(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ତହସିଲ ଅଞ୍ଚଳରେ ଏତେ ପରିମାଣରେ ବେଆଇନ କ୍ରଶର ଏବଂ ପଥର ଖାଦାନ ଚାଲିଛି ଯେ, ସ୍କୁଲ ପିଲାଙ୍କ ଜୀବନ ପ୍ରତି ମଧ୍ୟ ଚିନ୍ତା କରାଯାଉ ନାହିଁ। ୩ଟି ସ୍କୁଲଠାରୁ ମାତ୍ର ୫୦୦ ମିଟର...

ରାଜ ପରିବାର: ଭାଇ-ଭାଇ ପତିଆରା କଳି

ବଲାଙ୍ଗୀର,୧୫ା୧୧(ବୀରେନ୍ଦ୍ର କୁମାର ଝାଙ୍କର):୨୦୨୪ ନିର୍ବାଚନ ପରେ ବଲାଙ୍ଗୀରରେ ନୂଆ ରାଜନୈତିକ ସମୀକରଣ ସୃଷ୍ଟି ହୋଇଛି। ୨୪ ବର୍ଷର ନବୀନ ସରକାରର ପତନ ପରେ ବିଜେଡି ନେତାଙ୍କ ପ୍ରଭାବ କମିଥିବା ବେଳେ ଭାଜପା ନେତାଙ୍କ ପତିଆରା ବହୁ ଗୁଣରେ ବୃଦ୍ଧି ପାଇଛି।...

ଦିବ୍ୟାଙ୍ଗଙ୍କଠାରୁ ଲାଞ୍ଚ ନେଇ ଧରାପଡ଼ିଲେ ଆର୍‌ଆଇ

ତିହିଡ଼ି,୧୫ା୧୧(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡ଼ି ତହସିଲ ଅଧୀନ ଗଦି ଆର୍‌ଆଇ(ରାଜସ୍ବ ନିରୀକ୍ଷକ) ଭାଗବତ ଖଟୁଆ ଜମିର କିସମ ପରିବର୍ତ୍ତନ ପାଇଁ ଜଣେ ଦିବ୍ୟାଙ୍ଗଙ୍କଠାରୁ ଗୁରୁବାର ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୂଚନା ଅନୁଯାୟୀ,...

ଧରାପଡ଼ିଲେ ବଣ୍ଟି-ବବ୍‌ଲି ଯୋଡ଼ି:ସେଲିବ୍ରିଟିଙ୍କ ଫେକ୍‌ ଆଇଡିରେ ପ୍ରେମ ସମ୍ପର୍କ

ବାଲେଶ୍ୱର, ୧୫।୧୧(ବାଞ୍ଛାନିଧି ଦେ):ବାଲେଶ୍ୱର ସାଇବର ଥାନା ପୋଲିସ ହାତରେ ବଣ୍ଟି-ବବ୍‌ଲି ଯୋଡ଼ି ଓ ସେମାନଙ୍କ ଗ୍ୟାଙ୍ଗ ଧରାପଡ଼ିଛନ୍ତି। ଏହି ଗ୍ୟାଙ୍ଗ ସେଲିବ୍ରିଟିଙ୍କ ଫେକ୍‌ ଆଇଡି ଦ୍ୱାରା ପ୍ରଥମେ ପ୍ରେମ ସମ୍ପର୍କ ଗଢୁଥିଲେ। ପରେ ବିଭିନ୍ନ ବାହାନା କରି ଲୁଟୁ ଥିଲେ...

ତେଲେଙ୍ଗିରି ଜଳଭଣ୍ଡାରରେ ଫାଟ:ଲିକ୍‌ ହେଉଛି ପାଣି, ଫସଲ ପ୍ରଭାବିତ ହେବା ଆଶଙ୍କା

ଜୟପୁର/ବୋରିଗୁମ୍ମା, ୧୫।୧୧(ପବନ ପାଣିଗ୍ରାହୀ/ବିଜୟ ସାହୁ):କୋରାପୁଟ ଜିଲାରେ ଜଳସେଚନ ଲକ୍ଷ୍ୟ ନେଇ ଇନ୍ଦ୍ରାବତୀର ଉପନଦୀ ତେଲେଙ୍ଗିରିକୁ ନେଇ ଜୟପୁର ବ୍ଲକ ରାଣୀଗଡ଼ରେ ଏକ ଜଳଭଣ୍ଡାର ନିର୍ମାଣ ପାଇଁ ୨୦୦୪ ସାଧାରଣ ନିର୍ବାଚନ ପୂର୍ବରୁ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶିଳାନ୍ୟାସ କରିଥିଲେ।...

ଆଜିଠୁ ଐତିହାସିକ କଟକ ବାଲିଯାତ୍ରା

କଟକ,୧୫।୧୧(ଶିଳ୍ପା ପ୍ରିୟଦର୍ଶିନୀ):ଏସିଆ ମହାଦେଶର ସର୍ବବୃହତ୍‌ ମୁକ୍ତାକାଶ ମେଳା ତଥା ଐତିହାସିକ କଟକ ବାଲିଯାତ୍ରା ଶୁକ୍ରବାରଠାରୁ ଆରମ୍ଭ ହେବ। ଅପରାହ୍ନ ୫ଟା ୩୦ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ବାଲିଯାତ୍ରା ମହୋତ୍ସବ-୨୦୨୪କୁ ଉଦ୍‌ଘାଟନ କରିବେ। ଏଥିସହ ୧୩ ରାଷ୍ଟ୍ରର ରାଷ୍ଟ୍ରଦୂତ...

ଯମୁନା’ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ପର୍ଯ୍ୟଟକ: ଅଞ୍ଚଳବାସୀଙ୍କ ମଧ୍ୟରେ ଭୟର ବାତାବରଣ 

ବାରିପଦା,୧୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କୋର୍‌ ଅଞ୍ଚଳରେ ଅବସ୍ଥିତ ଏକ ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଆଖପାଖ ସ୍ଥାନରେ ମହାବଳ ବାଘୁଣୀ ‘ଯମୁନା’କୁ ନେଇ ଆତଙ୍କ ଖେଳିଯାଇଛି। ଜଣେ ପର୍ଯ୍ୟଟକ ଯମୁନାର ଆକ୍ରମଣରୁ ଅଳ୍ପକେ ବର୍ତ୍ତିଯାଇଥିବା ନେଇ ବିଶ୍ୱସ୍ତ...

ପାରାଦୀପରେ ହେବ ୨ ଲକ୍ଷ କୋଟିର ପୁଞ୍ଜି ନିବେଶ: ମୁଖ୍ୟମନ୍ତ୍ରୀ

ପାରାଦୀପ,୧୪ା୧୧: ଆଗାମୀ ଦିନରେ ପାରାଦୀପରେ ନିବେଶ ହେବ ୨ ଲକ୍ଷ କୋଟିର ପୁଞ୍ଜି। ଗୁରୁବାର କଳିଙ୍ଗ ବାଲିଯାତ୍ରାକୁ ଉଦ୍‌ଘାଟନ କରିବା ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘୋଷଣା କରିଛନ୍ତି। ଏଥିସହିତ ତାଳଚେରକୁ ପାରାଦୀପ ସହ ଯୋଡ଼ିବାକୁ ୧୬...

ଭକ୍ତଙ୍କ ଦାନରୁ ମିଳିଛି ୩୦୦ରୁ ଊର୍ଦ୍ଧ୍ୱ କେଜି ରୁପା: ଛାଉଣି ହେବ ରତ୍ନପଲଙ୍କ, ପତିତପାବନ ମନ୍ଦିର 

ପୁରୀ,୧୪ା୧୧(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଭକ୍ତଙ୍କ ଦାନ ଅର୍ଥରୁ ମିଳିଥିବା ୩୦୦ କେଜିରୁ ଊର୍ଦ୍ଧ୍ୱ ରୁପା ବ୍ୟବହାର କରାଯାଇ ମହାପ୍ରଭୁଙ୍କ ରତ୍ନପଲଙ୍କ,...

ଭତ୍ତା ଦେବା ପାଇଁ ଘରେ ଆଣି ରଖିଥିଲେ ୩ ଲକ୍ଷ ଟଙ୍କା, ନେଇଗଲେ ଦୁର୍ବୃତ୍ତ

କୁଆଁରମୁଣ୍ଡା,୧୪ା୧୧(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ପୌରପାଳିକା କର୍ମଚାରୀ ବିଶ୍ୱଜିତ ସାମନ୍ତରାୟଙ୍କ ଘରୁ ୩ ଲକ୍ଷ ଭତ୍ତା ଟଙ୍କା ଚୋରି ହୋଇଥିବା ଅଭିଯୋଗ ହୋଇଛି। ବିଶ୍ୱଜିତ ଗୁରୁବାର ପୌରପାଳିକାର ୬ ନମ୍ବର ୱାର୍ଡରେ ବାର୍ଦ୍ଧକ୍ୟ ଭତ୍ତା ଟଙ୍କା ବଣ୍ଟନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri