ଆମ ଜିଲା ଖବର

ଖାଇବା ତେଲ ବ୍ୟବସାୟ ନଁାରେ ୬୩.୯୪ ଲକ୍ଷ ଠକେଇ

କଟକ ଅଫିସ,୨୮ା୫: ଦିନକୁ ଦିନ ନୂଆ ନୂଆ ତରିକାରେ ଠକେଇ ହେଉଛି। ଯାହାର ଶିକାର ହେଉଛନ୍ତି ବଡ଼ ବଡ଼ ବ୍ୟବସାୟୀ। ଖାଇବା ତେଲ ବ୍ୟବସାୟ ନଁାରେ ୬୩.୯୪ ଲକ୍ଷ ଟଙ୍କାର ଠକେଇ ହୋଇଛି। ବିହାର-ଓଡ଼ିଶା ଆନ୍ତଃରାଜ୍ୟ ଠକ ଏଭଳି କାରବାରରେ...

କୋଟିଆ ଡାକଘରୁ ଗଲା ଚିଠି

କୋରାପୁଟ,୨୮ା୫(ସ୍ବ.ପ୍ର.): କୋରାପୁଟ ଜିଲାର କୋଟିଆ ହେଉଛି ଓଡ଼ିଶାର। ଏ ନେଇ କେନ୍ଦ୍ର ସରକାରଙ୍କ ଡାକ ବିଭାଗ ସ୍ବୀକୃତି ଦେଇଥିବାରୁ ଓଡ଼ିଶା ଡାକ ବିଭାଗ ପକ୍ଷରୁ ଜାରି ହୋଇଛି କୋଟିଆର ପୋଷ୍ଟାଲ ଇଣ୍ଡେକ୍ସ କୋଡ୍‌ ୭୬୪୦୩୯। ଶନିବାର ଏକ ଟିମ୍‌ କୋଟିଆ...

ଅଣୁ,କ୍ଷୁଦ୍ର ଉଦ୍ୟୋଗକୁ ଋଣ ନାହିଁ

କେନ୍ଦ୍ରାପଡ଼ା ଅଫିସ,୨୮ା୫: ଗୋଟିଏ ଅଞ୍ଚଳର ବିକାଶରେ ଶିଳ୍ପର ଭୂମିକା ଗୁରୁତ୍ୱପୂର୍ଣ୍ଣ। ବହିରାଗତ ଶିଳ୍ପ ଉପତ୍ାଦ ଅର୍ଥନୈତିକ ସ୍ଥିତି ସେହି ଅଞ୍ଚଳକୁ ବିକଶିତ କରେ। ଏଥିପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ ପାଇଁ ପ୍ରତି ଜିଲାରେ...

ଝାମୁଯାତ୍ରା ମେଳା ଅର୍ଥର ହିସାବ ମିଳୁନି

ମହାକାଳପଡ଼ା,୨୮ା୫(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ପ୍ରସିଦ୍ଧ ଶକ୍ତି ପୀଠ ମା’ରାମଚଣ୍ଡୀଙ୍କ ପୀଠରେ ଅନୁଷ୍ଠିତ ଝାମୁ ଯାତ୍ରା ମେଳାରୁ ଆୟ ହୋଇଥିବା ଅର୍ଥର ହିସାବ ମିଳୁନାହିଁ ା ସେହି ଅର୍ଥକୁ ମନ୍ଦିର ଟ୍ରଷ୍ଟି ନିଜ ହେପାଜତରେ ରଖି ମନମୁଖୀ କାମ...

ପ୍ରତିଶ୍ରୁତିରେ ଅଟକିଛି ଗ୍ରାମ୍ୟ ଅର୍ଥନୈତିକ କରିଡର

ଜଗତ୍‌ସିଂହପୁର ଅଫିସ,୨୮ା୫: ଜଗତ୍‌ସିଂହପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ହେଉଛନ୍ତି ମା’ ଶାରଳା। ମା’ଙ୍କ ମନ୍ଦିର ନିକଟରୁ ଲଙ୍କାପଡ଼ା ଭାୟା ଶଙ୍ଖେଶ୍ୱର ଗ୍ରାମ୍ୟରାସ୍ତାକୁ ଅର୍ଥନୈତିକ କରିଡର ଭାବେ କାର୍ଯ୍ୟକାରୀ କରିବାକୁ ଅତୀତରେ ପ୍ରସ୍ତୁତି ଆରମ୍ଭ ହୋଇଥିଲା। ତତ୍କାଳୀନ ଜିଲାପାଳ ସଂଗ୍ରାମ କେଶରୀ...

ପୁଣି ଚମକିଲେ ରାଜକନିକା ଝିଅ

ରାଜକନିକା,୧୮ା୫(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ତୈଲୋକ୍ୟପୁର ଗ୍ରାମ ପଞ୍ଚାୟତର ଅଖ୍ୟାତ୍‌ପଲ୍ଲୀ ଗଁାରେ ଜନ୍ମଲାଭ କରି ସୁଦୁର କୋଲକାତାରେ ଦ୍ୱାଦଶ ପର୍ଯ୍ୟନ୍ତ ପାଠପଢି ପଶ୍ଚିମବଙ୍ଗରେ ଦ୍ୱାଦଶରେ ଟପ୍ପର ହୋଇଥିବା ଦେବସ୍ମିତା ଶୁକବ୍ରାର ରେଭେନ୍ସା ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଏମଏସସି ରସାୟନ...

କେନ୍ଦୁଝର-ହାଓ୍ବଡାକୁ ଟ୍ରେନ ଚଳାଚଳ ଦାବି

କେନ୍ଦୁଝର,୨୭।୫(ଡି.ଏନ.ଏ): କେନ୍ଦୁଝର ଜିଲା ମୁଖ୍ୟାଳୟରୁ ହାଓ୍ବଡାକୁ ସିଧାସଳଖ ଟ୍ରେନ ଚଳାଚଳ କରିବାକୁ ଏସ୍‌ସିୟୁଆଇ ପକ୍ଷରୁ ଦାବି କରାଯାଇଛି। କେନ୍ଦୁଝରରୁ ଟାଟା ଦେଇ କିମ୍ବା ଯାଜପୁରରୋଡ ଦେଇ ଟ୍ରେନ ଚଳାଚଳ କଲେ ଜିଲାର ବହୁ ବ୍ୟବସାୟୀ, ସାଧାରଣ ଲୋକ ଉପକୃତ ହୋଇପାରିବେ...

ବାଲିଗୁଡା ହତ୍ୟାକାଣ୍ଡ ଘଟଣା: ଅଭିଯୋଗର ଚାରିଦିନ ଭିତରେ ୪ ଅଭିଯୁକ୍ତ ଗିରଫ

ବାଲିଗୁଡା,୨୭।୫(ଡି.ଏନ.ଏ): କନ୍ଧମାଳ ଜିଲା ବାଲିଗୁଡା ଥାନା ବୁଡ଼ାଗୁଡା ଅଞ୍ଚଳରେ ଏକ ହତ୍ୟା ଘଟଣାର ଅଭିଯୋଗ ପରେ ଅଭିଯୁକ୍ତଙ୍କୁ ଧରିବାରେ ସକ୍ଷମ ହୋଇଛି ବାଲିଗୁଡ଼ା ପୋଲିସ। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଏହି ହତ୍ୟାକାଣ୍ଡ ଘଟିଥିବା ପୋଲିସ ପକ୍ଷରୁ ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି...

କାଳବୈଶାଖୀ ତାଣ୍ଡବ: ଉପୁଡିଲା ଗଛ, ଯାତାୟାତ ବାଧାପ୍ରାପ୍ତ

ହିଞ୍ଜିଳିକାଟୁ,୨୭।୫(ଡି.ଏନ.ଏ.): ହିଞ୍ଜିଳିକାଟୁ ସମେତ ଆଖପାଖରେ ଶନିବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ପବନ ବିଜୁଳି ବର୍ଷା ହୋଇଛି। ଏହାର ପ୍ରଭାବରେ ହିଞ୍ଜିଳିକାଟୁ ପୌରାଞ୍ଚଳ ଆରଏମସି ଓ ସିନେମାହଲ ଛକ ରାସ୍ତା ପ୍ବାର୍ଶରେ ଥିବା ବଡ ବଡ ଗଛ ଉପୁଡିପଡିଛି। ଫଳରେ...

ଶ୍ରୀମନ୍ଦିରରେ ଅଘଟଣ: ଗରମ ଡାଲି ପଡ଼ି ଦୁଇ ଗୁରୁତର

ପୁରୀ ଅଫିସ, ୨୭।୫: ଶ୍ରୀମନ୍ଦିରରେ ଶନିବାର ଅଘଟଣ ଘଟିଛି। ମହାପ୍ରଭୁଙ୍କ ପ୍ରଥମ ଭୋଗ ମଣ୍ଡପ ସରିବା ପରେ ବୋଝ ବାହାକମାନେ ବୋଝରେ ମହାପ୍ରସାଦ ବୋହୁଥିଲେ । ତେବେ ଭୋଗମଣ୍ଡପ ସମ୍ମୁଖ ରାସ୍ତା ଖସଡ଼ା ଥିବାରୁ ଦୁଇଜଣଙ୍କ ଗୋଡ ଖସି ଯାଇଥିଲା...

ହଠାତ ପହଞ୍ଚିଲା ପୋଲିସ, ଘରୁ ଜବତ କଲା ୩ ଦେଶୀ ବନ୍ଧୁକ

ପାରଳାଖେମୁଣ୍ଡି,୨୭।୫: ଗଜପତି ଜିଲା ମୋହନା ବ୍ଳକ ଅଡ଼ବା ପୋଲିସ ଥାନା ଅନ୍ତର୍ଗତ ବୁଢାନିଲ୍ଡି ଗ୍ରାମରେ ଚଢ଼ାଉ ହୋଇ ୩ଟି ଦେଶୀ ବନ୍ଧୁକ ଜବତ ହୋଇଛି। କୋଣସି ସୁତ୍ରରୁ ଖବର ପାଇ ପୋଲିସର ଏକ ଟିମ୍‌ ଗ୍ରାମର ପ୍ରମୋଦ ମଳିକଙ୍କ ଘରେ...

ଗୋରୁ ବୋଝେଇ ଟ୍ରକ୍‌ ଜବତ: ୧୫ ଗୋରୁ ଉଦ୍ଧାର

ପାଟଣା,୨୭।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁମ୍ବାଇ-କୋଲକାତା ୪୯ ନମ୍ବର ଜାତୀୟ ରାଜପଥର ଝାରବେଡ଼ା ନିକଟରୁ ଶନିବାର ଭୋରରେ ଏକ ଗୋରୁ ବୋଝେଇ ଟ୍ରକ୍‌କୁ ତୁରୁମୁଙ୍ଗା ପୋଲିସ ଜବତ କରିଛି। ଉକ୍ତ ଟ୍ରକ୍‌ ଭିତରେ ଦୟନୀୟ ଅବସ୍ଥାରେ ବନ୍ଧା ଯାଇଥିବା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri