ଆମ ଜିଲା ଖବର

ଆଇନଜୀବୀଙ୍କୁ ଦୁର୍ବ୍ୟବହାର ନେଇ ବିବାଦ ତେଜୁଛି

ନୟାଗଡ଼ ଅଫିସ,୨୬।୫:ନୟାଗଡ଼ ଜିଲା ରଣପୁର ଖମାରସାହିର ଲିତାଞ୍ଜଳି ସାହୁ(୫୨) ନାମ୍ନୀ ଜଣେ ମହିଳା ଆଇନଜୀବୀଙ୍କୁ ରଣପୁର ତହସିଲଦାର ର୍ଦୁବ୍ୟବହାର କରିବା ଘଟଣା ବିବାଦୀୟ ହୋଇପଡିଛି । ତହସିଲଦାରଙ୍କୁ ବଦଳି କରି କାର୍ଯ୍ୟାନୁଷ୍ଠାନ ନେବାକୁ ଆଇନଜୀବୀ ସଂଘ ଅଡି ବସିଥିବାବେଳେ ରଣପୁରର...

ଗୋପରୁ ପ୍ରାକୃତିକ ଗ୍ୟାସ ସନ୍ଧାନ ମିଳିବା ଘଟଣା: ମେଶିନରେ ପଥର ବାଜିବାରୁ ଖନନ ବନ୍ଦ

ଗୋପ,୨୬।୫(ଡି.ଏନ୍‌.ଏ.): ପୁରୀ ଜିଲା ଗୋପ ପଞ୍ଚାୟତର କୁଶୁପୁରୁ ଗ୍ରାମ ନିକଟରୁ ବାହାରିବାକୁ ଥିବା ପ୍ରାକୃତିକ ଗ୍ୟାସ ସନ୍ଧାନ ଏବେ ଆଶା ମଉଳିଛି। ଅଏଲ ଇଣ୍ତିଆ କମ୍ପାନୀ ପକ୍ଷରୁ କରାଯାଉଥିବା ସେସମିକ ସର୍ଭେରେ ଖନନ ପାଇଁ ଲଗାଯାଇଥିବା ରିଗ୍‌ ମେଶିନରୁ ବହୁ...

ଦୈନିକ ବଜାରରେ ଅଗ୍ନିକାଣ୍ଡ: ଜଳିଗଲା ୧୦ରୁ ଊର୍ଦ୍ଧ୍ୱ ଦୋକାନ

ବରଗଡ଼ ଅଫିସ,୨୬ା୫: ବରଗଡ଼ ସହର ପେଣ୍ଠସ୍ଥଳୀରେ ରହିଥିବା ଦୈନିକ ବଜାର(ହାଟପଦା)ରେ ଗୁରୁବାର ରାତିରେ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୧୦ରୁ ଊର୍ଦ୍ଧ୍ୱ ଦୋକାନ ଜଳିପୋଡ଼ି ଛାରଖାର ହୋଇଯାଇଛି। କ୍ଷତିଗ୍ରସ୍ତ ଦୋକାନଗୁଡ଼ିକ ମଧ୍ୟରେ ପରିବା ଦୋକାନ, ଲୁଗା ଦୋକାନ, ମସଲା ଦୋକାନ...

ଅସହ୍ୟ ଗୁଳୁଗୁଳି ବେଳେ ଅଘୋଷିତ ବିଦ୍ୟୁତ୍‌ କାଟ

ପଟ୍ଟାମୁଣ୍ଡାଇ,୨୬ା୫(ସ୍ବ.ପ୍ର.): ଅସହ୍ୟ ଗରମ ଓ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଇଛି। ଲୋକମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖିନ ହେଉଛନ୍ତି। ଏହା ସାଙ୍ଗକୁ ରୌଦ୍ରତାପ ମଧ୍ୟ କିଛି କମ ନୁହେଁ। ଏଭଳି ସମୟରେ ଅଘୋଷିତ ଭାବେ ବିଦ୍ୟୁତ୍‌ କାଟ...

ଆସୁଛି ମୌସୁମୀ,ଚଳଚଞ୍ଚଳ ଚାଷୀକୁଳ

ମହାକାଳପଡ଼ା,୨୬ା୫ (ଡି.ଏନ୍‌.ଏ.): ଚାଷୀମାନେ ମୌସୁମୀ ଆଗମନକୁ ଚାତକ ଭଳି ଅପେକ୍ଷା କରିଥାଆନ୍ତି ା ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଜୁନ୍‌ ଦ୍ୱିତୀୟ ସପ୍ତାହରେ ମୌସୁମୀ ଓଡ଼ିଶାରେ ପହଞ୍ଚିବ। ଏହି ସୂଚନା ପାଇବା ପରେ ଚାଷୀମାନଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି।...

୩ ବାଘ ଛାଲ ଜବତ, ଅଭିଯୁକ୍ତ ଗିରଫ

ରାୟଗଡ଼ା ଅଫିସ,୨୬ା୫: ସ୍ପେଶାଲ ଟାସ୍କ ଫୋର୍ସ(ଏସ୍‌ଟିଏଫ୍‌) ଟିମ୍‌ ଦ୍ୱାରା ଗୁରୁବାର ରାୟଗଡ଼ାରୁ ୩ କଲରାପତରିଆ ବାଘ ଛାଲ ଜବତ କରାଯାଇଛି। ଘଟଣାରେ ସମ୍ପୃକ୍ତ ଡମ୍ବୁରୁଧର ମାଝିଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଛି। ରାୟଗଡ଼ା ଜିଲା କାଶୀପୁର ବ୍ଲକ ଟିକିରି...

ଭିନ୍ନକ୍ଷମଙ୍କ ପାଇଁ ପ୍ରେରଣାର ଉତ୍ସ ସୁକାନ୍ତ

ପାରାଦୀପ,୨୬ା୫(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ପାରାଦୀପ ଅଠରବାଙ୍କି ବଜାରରେ ଅଛି ଏକ ସାଇକେଲ ମରାମତି ଦୋକାନ। ଏହି ଦୋକାନ ଏଇଥି ପାଇଁ ନିଆରା ଯେ, ସେଠାରେ ସାଇକେଲ ମରାମତି କରୁଥିବା ବ୍ୟକ୍ତି ଜଣକ ହେଉଛନ୍ତି ଭିନ୍ନକ୍ଷମ। କାନ୍ଧ ପାଖରୁ ଡାହାଣ ହାତ...

ପାଣି ଭିତରେ ମେଟ୍ରୋ ଟ୍ରେନ୍‌ର ମଜା ନେଲେ ସାଇକୃଷ୍ଣ

ଯାଜପୁର ଅଫିସ,୨୬ା୫: ପାଣି ଆଉ ମାଟି ତଳେ ଚାଲୁଛି ମେଟ୍ରୋ ଟ୍ରେନ। ଏହା ସମସ୍ତଙ୍କୁ ଆଶ୍ଚର୍ଯ୍ୟଚକିତ କରିଛି । ହେଲେ ଏହାର ମଜା ଉଠାଇଛନ୍ତି ଯାଜପୁର ଜିଲା ବ୍ୟାସନଗର କେନ୍ଦ୍ରୀୟ ବିଦ୍ୟାଳୟର ୩ୟ ଶ୍ରେଣୀର ଛାତ୍ର ସାଇକୃଷ୍ଣ ମଲ୍ଲିକ। କୋଲକାତା...

ଜୁଆର ଉଠିଲେ ସମୁଦ୍ରପାଣି ଘରେ ପଶୁଛି

କେନ୍ଦ୍ରାପଡ଼ା ଅଫିସ,୨୬ା୫: ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ପାଇଁ ପ୍ରତିବର୍ଷ ଜିଲାସ୍ତରୀୟ ପ୍ରଶାସନିକ କମିଟିର ବୈଠକ ହେଉଛି। ବୈଠକରେ ଚିରାଚରିତ ଢଙ୍ଗରେ ବିପର୍ଯ୍ୟୟ ସମୟରେ ଏହାର ପରିଚାଳନାକୁ ଗୁରୁତ୍ୱ ଦିଆଯାଉଛି। ଏଥିରେ ବିପର୍ଯ୍ୟୟ ସମୟରେ ପ୍ରାକ୍‌ ପ୍ରସ୍ତୁତି, ଉଦ୍ଧାର, ଥଇଥାନ, କ୍ଷତିଭରଣା...

ସନ୍ଦେହରେ ଜମିକୁ ଜଳସେଚନ ଲକ୍ଷ୍ୟ

ଯୋଡ଼ା,୨୬ା୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ରେ ନିର୍ମାଣାଧୀନ ଓଡ଼ିଶାର ଦ୍ୱିତୀୟ ବୃହତ୍ତମ ନଦୀବନ୍ଧ ଯୋଜନା କାନପୁର ପ୍ରକଳ୍ପ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ମାତ୍ର ଯୋଜନାକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ଡ୍ୟାମ୍‌ ପାଣି ଚାଷୀମାନଙ୍କ ପାଇଁ ଉପଯୋଗୀ...

ଭିଡିଓ ଭାଇରାଲ ପରେ କାର୍ଯ୍ୟାନୁଷ୍ଠାନ

ବ୍ରହ୍ମପୁର ଅଫିସ,୨୫ା୫: ବୈଦ୍ୟନାଥପୁର ଥାନା ଅଧୀନ କମାପଲି ଭେଣ୍ଡିଂଜୋନ ନିକଟରେ ଗତ ମଙ୍ଗଳବାର ଜଣେ ନାବାଳିକାଙ୍କୁ ରାସ୍ତାରେ ଘୋଷାରି ନିଆଯାଉଥିବା ସୋସିଆଲ ମିଡିଆରେ ଭିଡ଼ିଓ ଭାଇରାଲ ହୋଇଥିଲା। ବ୍ରହ୍ମପୁର ଏସ୍‌ପି ଡ଼. ଶ୍ରବଣା ବିବେକ ଏମ୍‌. ଏ ସମ୍ପର୍କରେ ଜାଣିବା...

ବିଷ ପିଇଦେଲେ ପ୍ରେମୀଯୁଗଳ

ବ୍ରହ୍ମପୁର ଅଫିସ,୨୫ା୫: ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମ ଜିଲା ବାରୁଆ ଥାନା ଅଞ୍ଚଳର ଏକ ପ୍ରେମୀଯୁଗଳ ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ଏମ୍‌କେସିଜି ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ବୁଧବାର ମଧ୍ୟାହ୍ନରେ ପ୍ରେମିକ କୋଣ୍ଡା ଦିଲି ରାଓ(୪୨)ଙ୍କ ମୃତ୍ୟୁ ଘଟିଥିବା ବେଳେ ସନ୍ଧ୍ୟାରେ ପ୍ରେମିକା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri