ଆମ ଜିଲା ଖବର

ସ୍ତ୍ରୀଙ୍କୁ ହାଣି ମୁଣ୍ଡଗଣ୍ଡି ଅଲଗା କରିଦେଲେ ସ୍ବାମୀ

ପାରଳାଖେମୁଣ୍ଡ/କାଶୀନଗର,୨୫ା୫(ଡି.ଏନ୍‌.ଏ.): ପାରିବାରିକ କଳହରୁ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ମୁଣ୍ଡଗଣ୍ଡି ଅଲଗା କରିଦେଇଛନ୍ତି ସ୍ବାମୀ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା କାଶୀନଗର ବ୍ଲକ ଅନ୍ତର୍ଗତ ସାରା ଗ୍ରାମରେ। ଏହି ଗ୍ରାମର ଚନ୍ଦ୍ରଶେଖର କାର୍ଜି ଓ ତାଙ୍କ ସ୍ତ୍ରୀ...

କାଳବୈଶାଖୀ ତାଣ୍ଡବ: ଉଡିଗଲା ଛପର, ଗଛ ପଡି ଭାଙ୍ଗିଲା ଘର

ପାଟଣା,୨୫।୫(ସ୍ବ.ପ୍ର ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ସହ ଝଡ଼ ତୋଫାନ ହୋଇଛି। ଏହା ଯୋଗୁ କଇଣ୍ଡା ଗ୍ରାମରେ ବୁଧବାର ରାତ୍ରି ୧୨ରୁ ଉର୍ଦ୍ଧ ଘରର ଆଜବେଷ୍ଟସ ଓ ଛପର ଘରର...

ଡଙ୍ଗା ବୁଡି ଘଟଣାରେ ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

କୋରୁକୋଣ୍ଡା, ୨୫।୦୫(ଡି.ଏନ. ଏ): ଗତ କାଲି ସଂଧ୍ୟା ସମୟରେ ଡଙ୍ଗା ବୁଡିବା ଘଟଣାରେ ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଆଜି ସକାଳେ ଅଗ୍ନିଶମ କର୍ମଚାରୀ ଖୋଜା ଖୋଜି କରିବା ପରେ ଉଦ୍ଧାର କରିଛନ୍ତି । ସୂଚନା ଅନୁଯାୟୀ ମାଲକାନଗିରି ଜିଲା କୋରୁକୋଣ୍ଡା...

ହୁଇଲ ଚେୟାର ଅଚଳ, ରୋଗୀଙ୍କୁ ଟେକିଟେକି ନେଲେ ପରିବାର ଲୋକେ

କୋରାପୁଟ,୨୫ା୫(ସ୍ବ.ପ୍ର.): କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ଘୋର ଅବ୍ୟବସ୍ଥା। ରୋଗୀମାନଙ୍କୁ ନେବା ଆଣିବା ଉଦ୍ଦେଶ୍ୟରେ ଥିବା ଅଧିକାଂଶ ହୁଇଲ ଚେୟାର ଅଚଳ ହୋଇ ପଡିଥିବାବେଳେ ରୋଗୀମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରୋଗୀଙ୍କୁ ତାଙ୍କ...

ଆବାସ ଘର ଅପେକ୍ଷାରେ ୩ ଶହ ପରିବାର

ନବରଙ୍ଗପୁର,୨୫ା୫(ବି.ପ୍ର.): ନବରଙ୍ଗପୁର ସହରର ବିଭିନ୍ନ ପୋଖରୀ ହୁଡ଼ାରେ ଲୋକେ ଭୂମିହୀନ ଭାବେ ଝୁମ୍ପୁଡି କରି ରହିଛନ୍ତି। ଏହା ସମେତ ଅନେକ ଗରିବ ପରିବାର ଚାଳଚପର ଓ କଚ୍ଚାଘରେ ରହୁଛନ୍ତି। ଅନେକ ଥିଲାବାଲା ଆବାସ ଘର ହାତେଇ ନେଇଗଲେ। ପ୍ରକୃତ ଯୋଗ୍ୟ...

କମ୍ୟୁନିଟି କମ୍ପୋଷ୍ଟ ପିଟ୍‌ କେନ୍ଦ୍ର ବାଟବଣା

ସଇଁତଳା,୨୫ା୫(ଡି.ଏନ.ଏ.): ବଲାଙ୍ଗୀର ଜିଲା ସଇଁତଳା ବ୍ଲକର ୨୨ପଞ୍ଚାୟତରେ ଗତ ୨୦୨୨-୨୩ ମସିହାରେ ସ୍ବଚ୍ଛ ଭାରତ ମିଶନ (ଗ୍ରାମୀଣ) ଯୋଜନାରେ ୫୦ ଲକ୍ଷ ଟଙ୍କା ବ୍ୟୟରେ କମ୍ୟୁନିଟି କମ୍ପୋଷ୍ଟ ପିଟ୍‌ କେନ୍ଦ୍ରମାନ ନିର୍ମାଣ ହୋଇଛି । ଯୋଜନାକୁ କାର୍ଯ୍ୟକାରୀ କରିବାପାଇଁ ପଞ୍ଚାୟତମାନଙ୍କୁ...

ସେବା ଆଗରେ ହାର ମାନିଛି ବୟସ

ରାଉରକେଲା ଅଫିସ୍‌,୨୫ା୫: ଷ୍ଟିଲସିଟି ରାଉରକେଲାରେ ତାପମାତ୍ରା ପାରଦ ୪୨ ଡିଗ୍ରୀ ପାର୍‌ କରିଛି। ପୂର୍ବାହ୍ନ ୧୧ଟାରୁ ରାସ୍ତାଘାଟ ଶୂନ୍‌ଶାନ୍‌ ହୋଇଯାଉଛି। ଲୋକେ ତାତିରୁ ରକ୍ଷା ପାଇବା ପାଇଁ ଘର ଭିତରେ ରହୁଥିବା ବେଳେ ଶକ୍ତି ନଗର ଅଞ୍ଚଳର କିଛି ମହିଳା...

ଚିତ୍ରକୋଣ୍ଡା ଜଳ ଭଣ୍ଡାରରେ ଡ଼ଙ୍ଗା ବୁଡି ଜଣେ ନିଖୋଜ,ଦୁଇ ଉଦ୍ଧାର

ଚିତ୍ରକୋଣ୍ଡା,୨୫।୫: ମାଲକାନାଗିରି ଜିଲାର ଚିତ୍ରକୋଣ୍ଡା ଜଳଭଣ୍ଡାରରେ ମାଛ ଧରୁଥିବା ବେଳେ ଡଙ୍ଗା ବୁଡିଯିବାରୁ ଜଣେ ନିଖୋଜ ହୋଇଯାଇଥିବା ବେଳେ ୨ ଜଣଙ୍କୁ ଉଦ୍ଧାର କରାଯାଇଛି। ସେମାନେ ସିଙ୍ଗାରାମ ନିକଟରେ ଜଳଭଣ୍ଡାର ମଧ୍ୟରେ ଦେଶୀ ଡଙ୍ଗାରେ ମାଛ ଧରୁଥିଲେ। ମାଛ ଧରୁଥିବା...

ପ୍ରଦୂଷଣ ବଳୟରେ ଜାତୀୟ ଉଦ୍ୟାନ

କେନ୍ଦ୍ରାପଡ଼ା ଅଫିସ,୨୫ା୫: ଗହୀରମଥା ସାମୁଦ୍ରିକ ଅଞ୍ଚଳରେ ମୃତ ଜେଲି ଫିସ୍‌ଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏପରି କି ନିକଟସ୍ଥ ନଦୀ ନାଳରେ ଜେଲି ଫିସ୍‌ର ଅଂଶ ବିଶେଷ ଦେଖିବାକୁ ମିଳୁଛି। ଏହାର କାରଣ ବିଶ୍ୱତାପନ ଓ ଜଳ ପ୍ରଦୂଷଣ ବୋଲି...

କାର୍ଯ୍ୟକ୍ଷମ ହେଉନି ବ୍ରହ୍ମବରଦା ବିଦ୍ୟୁତ୍‌ ଷ୍ଟ୍ରକ୍‌ଚର

ବ୍ରହ୍ମବରଦା,୨୫ା୫(ଡି.ଏନ.ଏ.): ରସୁଲପୁର ବ୍ଲକ୍‌ ତଥା କୁଆଖିଆ ବିଦ୍ୟୁତ୍‌ ଉପଖଣ୍ଡ ଅଧୀନ ବ୍ରହ୍ମବରଦାଠାରେ ନବନିର୍ମିତ ବିଦ୍ୟୁତ୍‌ ଷ୍ଟକ୍‌ଚର ଅଚଳ ଅବସ୍ଥାରେ ପଡ଼ିରହିଛି। ଫଳରେ ଏହି ଅଞ୍ଚଳର ଉପଭୋକ୍ତା ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବ୍ରହ୍ମବରଦା ଅଞ୍ଚଳର ଲୋକସଂଖ୍ୟାକୁ ଦୃଷ୍ଟିରେ...

ଆବାସ ପାଇବାରୁ ବଞ୍ଚିତ ଦିବ୍ୟାଙ୍ଗ ପରିବାର

ଧର୍ମଶାଳା,୨୪ା୫(ଡି.ଏନ.ଏ.): ଧର୍ମଶାଳା ବ୍ଲକ୍‌ ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ବଣ୍ଟନରେ ଅନିୟମିତତା ହେଉଥିବା ଅଭିଯୋଗ ହୋଇଛି। ଏଠାରେ ଯୋଗ୍ୟ ହିତାଧିକାରୀ ବାଦ୍‌ ପଡୁଥିବାବେଳେ ଅଯୋଗ୍ୟଙ୍କୁ ଦିଆଯାଉଛି ଗୃହ। ପିସି ଦେଉ ନ ଥିବା ଓ ଶାସକ ଦଳର ସମର୍ଥକ ହୋଇ...

ଡରାଇ ଧମକାଇ କଳାପଥର ଲୁଟ୍‌

ଯାଜପୁର ଅଫିସ,୨୫ା୫: ଯାଜପୁର ଜିଲା ଧର୍ମଶାଳା ତହସିଲ ଅଞ୍ଚଳରେ ଏବେ ବି ସରକାରଙ୍କ ବହୁ ମୂଲ୍ୟବାନ କଳାପଥର ତଥା ଗ୍ରାନାଇଟ ପଥର ମହଜୁଦ ରହିଛି। ଲିଜ୍‌ଧାରୀମାନେ ୫ ବର୍ଷର ଅନୁମତି ପରିମାଣକୁ ୯ ମାସରେ ଉତ୍ତୋଳନ କରି କୋଟିପତି ସାଜୁଛନ୍ତି।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri