ଆମ ଜିଲା ଖବର

ରଥର ଗରଗରା, ଚାରି ନାହାକା, ୫ ଦଣ୍ଡା ନିର୍ମାଣ ଜାରି

ପୁରୀ ଅଫିସ, ୨୩ା୫: ମହାପ୍ରଭୁଙ୍କ ଚଳିତବର୍ଷ ସ୍ନାନଯାତ୍ରା ଜୁନ ୪ରେ ଅନୁଷ୍ଠିତ ହେବ। ରଥ ସଂହିତା ଅନୁଯାୟୀ ସ୍ନାନଯାତ୍ରା ଦିନ ତିନି ରଥର ଚାରି ନାହାକା ଉଠିବାର ପରମ୍ପରା ରହିଛି। ତେଣୁ ଶ୍ରୀନହରସ୍ଥିତ ରଥଖଳାରେ ରଥ ନିର୍ମାଣ କାର୍ଯ୍ୟ ଜୋରସୋରରେ...

ବିଦ୍ୟୁତ୍‌ ଖୁଣ୍ଟକୁ ପିଟିଲା କଣ୍ଟେନର : କେନାଲରେ ପଡ଼ିଲେ ଯୁବକ

ଭଦ୍ରକ ଅଫିସ,୨୩।୫: ଭଦ୍ରକ ଜିଲା ଧାମନଗର ବ୍ଲକ ଭଗବାନପୁର ଛକ କଲ୍ୟାଣମଣ୍ଡପ ନିକଟରେ ମଙ୍ଗଳବାର ପୂର୍ବାହ୍ନରେ ଏକ ଦୁର୍ଘଟଣା ଘଟିଛି। ବିଦ୍ୟୁତ୍‌ ଖୁଣ୍ଟକୁ କଣ୍ଟେନର ଧକ୍କା ଦେବାରୁ କେବୁଲ ତାର ଛଡ଼ି ପଡିଥିଲା। ସେହି ସମୟରେ ଜଣେ ଯୁବକ ଏକ...

ହତାଶ ହେଉଛନ୍ତି ହିତାଧିକାରୀ

ଆଠମଲ୍ଲିକ,୨୨ା୫ (ଡି.ଏନ.ଏ.): ଉପାସରେ ରହିବେନି ଗରିବ। ସରକାରଙ୍କ ଖାଦ୍ୟ ସୁରକ୍ଷା ଯୋଜନାର ଏହା ହେଉଛି ଏକ ଉଦ୍ଦେଶ୍ୟ। ସେଥିପାଇଁ ପ୍ରତି ରାଶନ କାର୍ଡଧାରୀଙ୍କୁ ସରକାର ମାସିକିଆ ଚାଉଳ ସହ ଗହମ ପ୍ରଦାନ କରୁଥିଲେ। ହେଲେ ୬ ମାସ ହେଲା ଗହମ...

ଗଞ୍ଜାମ ଜିଲାରେ ବଢୁଛି ଜାଲ୍‌ ଶିକ୍ଷକଙ୍କ ତାଲିକା

ବ୍ରହ୍ମପୁର ଅଫିସ,୨୩ା୫: ଗଞ୍ଜାମ ଜିଲାରେ ଜାଲ ସାର୍ଟିଫିକେଟରେ ଚାକିରି ଘଟଣା ଏବେ ଚହଳ ସୃଷ୍ଟି କରିଛି। ଦୀର୍ଘଦିନ ହେଲା ନକଲି ଶିକ୍ଷାଗତ ପ୍ରମାଣପତ୍ର ଦେଇ ଶିକ୍ଷକ ଚାକିରି ହାତେଇବା ଅଭିଯୋଗ ହୋଇଆସୁଥିବା ବେଳେ ଜିଲା ଶିକ୍ଷା ବିଭାଗ ଏହାର ତଦନ୍ତ...

କଚ୍ଛପ ଗତିରେ ପ୍ରଧାନମନ୍ତ୍ରୀ ସଡ଼କ ନିର୍ମାଣ

ଛତ୍ରପୁର,୨୨ା୫(ଡି.ଏନ.ଏ): ଗଞ୍ଜାମ ଜିଲା ଛତ୍ରପୁର ଆରଡବ୍ଲ୍ୟୁଡି ସବଡିଭିଜନ ଅଧୀନରେ ଚାଲିଥିବା ୫ଟି ପ୍ରଧାନମନ୍ତ୍ରୀ ସଡକ ନିର୍ମାଣରେ ଅହେତୁକ ବିଳମ୍ବ ଦେଖାଦେଇଛି। ଠିକାଦାରଙ୍କ ସହ ଚୁକ୍ତି ହୋଇଥିବା ନିର୍ମାଣ କାର୍ଯ୍ୟ ଅବଧି ସରିଗଲାଣି। ଏନେଇ ବାରମ୍ବାର ଆରଡବ୍ଲ୍ୟୁଡି ଗଞ୍ଜାମ -୨ ବିଭାଗ...

ଗଞ୍ଜାମ ଏନ୍‌ଏସି : ପିଛା ଛାଡୁନି ପାଣି ସମସ୍ୟା

ଗଞ୍ଜାମ,୨୩ା୫(ଡି.ଏନ୍‌.ଏ.): ଦିନକୁ ଦିନ ସହରରେ ତାତି ଅସହ୍ୟ ହେବାରେ ଲାଗିଛି। ସକାଳ ୮ଟାରୁ ସନ୍ଧ୍ୟା ପ୍ରାୟ ୫ଟା ଯାଏ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏଭଳି ପରିସ୍ଥିତିରେ ଗଞ୍ଜାମ ସହରରେ ପାଣି ସମସ୍ୟା ଲୋକଙ୍କ...

କୋର୍ଟ କାର୍ଯ୍ୟକ୍ଷମରେ ବିଳମ୍ବ, ବଢୁଛି ଅସନ୍ତୋଷ

ଖଇରା, ୨୩।୫(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକରେ ଜେଏମ୍‌ଏଫସି କୋର୍ଟ ପାଇଁ ସମସ୍ତ କାର୍ଯ୍ୟ ଶେଷ ପରେ ଏହା ଖୋଲିବାରେ ଅହେତୁକ ବିଳମ୍ବ ଯୋଗୁ ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ ବଢିବାରେ ଲାଗିଛି। ଜନସାଧାରଣଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ତୁରନ୍ତ ଏଠାରେ...

ଦୁଇ ରାଜ୍ୟ ମଧ୍ୟରେ ବାନ୍ଧିଛି ସମ୍ପର୍କର ସେତୁ

ଭୋଗରାଇ, ୨୩l ୫ (ଡି. ଏନ. ଏ. ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତ ମାନକୁଣ୍ଡା ହାଟ ଖେଳପଡିଆରେ ଓଡିଶା ଓ ପଶ୍ଚିମବଙ୍ଗ ମୈତ୍ରୀ ଉତ୍ସବ କମିଟି ପକ୍ଷରୁ  ମୈତ୍ରୀ ଉତ୍ସବ ଉଦ୍‌ଘାଟିତ ହୋଇଛି। ଏହି ଉତ୍ସବକୁ ରାଜସ୍ବ...

ଅଧା କାମ କରି ଛାଡ଼ିଦେଲେ

ଭଦ୍ରକ ଅଫିସ, ୨୩ା୫ (ସ୍ବ.ପ୍ର.): ଭଦ୍ରକ ବ୍ଲକର ସାତଭଉଣି-ଚୁଡ଼ାକୁଟି ରାସ୍ତା କାମ ଅଧାପନ୍ତରିଆ ହୋଇ ରହିଛି। ଫଳରେ ଏହି ରାସ୍ତା ଏବେ ମରଣଯନ୍ତା ପାଲଟିଛି। ରାସ୍ତାରୁ ମେଟାଲଗୁଡ଼ିକ ବାହାରିଯାଇଛି। ଦୁଇଚକିଆ କିମ୍ବା ଚାରିଚକିଆ ଯାନ ଯାତାୟାତ ବେଳେ ଚକ ମେଟାଲ...

ହାତୀ ହାବୁଡ଼ରେ ପଡ଼ିଗଲେ

ନୟାଗଡ଼ ଅଫିସ,୨୩।୫: ନାୟଗଡ଼ ଜିଲା ରଣପୁର ଥାନା ଝାଡ଼ପଡା କଣ୍ଟେଇକୋଳି ମୁଣ୍ଡିଆ ନିକଟସ୍ଥ ପଞ୍ଚାୟତ ପୋଖରୀ ହୁଡାରେ ମଙ୍ଗଳବାର ହାତୀ ଆକ୍ରମଣରେ ଜଣେ ଆହତ ହୋଇଛନ୍ତି। ସେ ହେଲେ ଅମିନ ବଳିୟାରସିଂହ । ଘର ଝାଡ଼ପଡା ଗାଁରେ। ଅମିନ ଘରଠାରୁ...

ମଇଳାପାଣି ପିଉଛନ୍ତି ସହରବାସୀ 

କେନ୍ଦୁଝର,୨୩ା୫ (ସ୍ବ.ପ୍ର.): ଲୋକଙ୍କୁ ପାଇପ ଦ୍ୱାରା ସ୍ବଚ୍ଛ ଓ ବିଶୁଦ୍ଧଜଳ ଯୋଗାଣ ପାଇଁ ସରକାର ବ୍ୟବସ୍ଥା କରିଛନ୍ତି। କିନ୍ତୁ ନିମ୍ନମାନର ପାଇପ ବିଛା କାମ ହେଉଥିବାରୁ ଏବଂ ଉପଯୁକ୍ତ ତଦାରଖ ଅଭାବରୁ କେନ୍ଦୁଝର ସହରରେ ବିଭିନ୍ନ ସ୍ଥାନରେ ପାଇପ ଫାଟି...

ଜରାଜୀର୍ଣ୍ଣ ଅବସ୍ଥାରେ ବିଶିବିଲି ପାଟନାଳୀ

ଡେରାବିଶ,୨୩ା୫ (ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଅନ୍ତର୍ଗତ ଡେରାବିଶ ବ୍ଲକର ବିଶିବିଲି ପାଟନାଳୀ ଜରାଜୀର୍ଣ୍ଣ ଅବସ୍ଥାରେ ପଡ଼ିରହିଛି। ବ୍ଲକର ୧୦ରୁ ଊର୍ଦ୍ଧ୍ୱ ପଞ୍ଚାୟତ ସମେତ କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ କେତୋଟି ପଞ୍ଚାୟତବାସୀ ସେମାନଙ୍କର ଚାଷ ପାଇଁ ଏହା ଉପରେ ନିର୍ଭରଶୀଳ। କେନ୍ଦ୍ରାପଡ଼ା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri